ସମ୍ବଲପୁର

ବନ୍ୟାପାଣିରେ ଭାସି ଯାଇଥିଲା କାର: ମିଳିଲା ଶଳା, ଭିଣୋଇଙ୍କ ମୃତଦେହ

ସମ୍ବଲପୁର/କୁଚିଣ୍ଡା,୨୧ା୮(ବ୍ୟୁରୋ/ଡି.ଏନ୍‌.ଏ.):ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଫାସିମାଲ- ଲଇଡ଼ା ରାସ୍ତାର ନକଟିପାଲି ଗାଁ ନିକଟସ୍ଥ ବାରଟେଙ୍ଗରା ନାଳ ବନ୍ୟାପାଣିରେ ଭାସି ଯାଇଥିବା କାର ଭିତରୁ ରବିବାର ଶଳା, ଭିଣୋଇଙ୍କ ମୃତଦେହ ଉଦ୍ଧାର ହୋଇଛି । ସେମାନେ ହେଲେ ଜମନକିରା ବ୍ଲକ କୁଚିଣ୍ଡା ଥାନା…

ଗର୍ଭବତୀ ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା

ସମ୍ବଲପୁର,୨୧।୮(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଗଇଲଗୁଡି ଗ୍ରାମର ମଙ୍ଗଳୁ ଶବର ନିଜ ଗର୍ଭବତୀ ସ୍ତ୍ରୀ ପଦ୍ମିନୀଙ୍କ ତଣ୍ଟି ଚିପି ହତ୍ୟା କରିଛନ୍ତି। ମାମଲାକୁ ଚପାଇଦେବାକୁ ଚେଷ୍ଟାକରି ସେ ଜଙ୍ଗଲ ଭିତରେ ପୋତି ଦେଇଥିବା ମୃତଦେହ ୪ଦିନ ପରେ ଜବତ ହୋଇଛି।…

ହୀରାକୁଦରେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୨୦ା୮(ବ୍ୟୁରୋ): ହୀରାକୁଦରେ ବନ୍ଦ ହେଲା ଆଉ ୬ ଗେଟ୍‌। ବର୍ତ୍ତମାନ ମାତ୍ର ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି। ମଧ୍ୟାହ୍ନସୁଦ୍ଧା ଖୋଲାଥିବା ୧୦ ଗେଟ୍‌ ମଧ୍ୟରୁ ଅପରାହ୍ନରେ ଆଉ ୬ଟି ବନ୍ଦ କରିଦିଆଯାଇଛି। ଏବେ ୪ଟି ଗେଟ୍‌ ଦେଇ ଜଳ…

ହୀରାକୁଦ ଡ୍ୟାମ୍‌ର ୧୬ ଗେଟ୍‌ରୁ ବନ୍ଦ ହେଲା ଆଉ ୬ ଗେଟ୍‌

ସମ୍ବଲପୁର,୨୦।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ୧୬ଟି ଗେଟ୍‌ରୁ ଆଉ ୬ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୧୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ଏହା ପୂର୍ବରୁ ସକାଳେ ୪ଟି ଗେଟ୍‌କୁ ବନ୍ଦ କରାଯାଇଥିଲା।

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍‌

ସମ୍ବଲପୁର,୨୦।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌କୁ ଶନିବାର ବନ୍ଦ କରିଦିଆଯାଇଛି। ବର୍ତ୍ତମାନ ୧୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଚାଲିଛି। ଅନ୍ୟପଟେ, ସକାଳ ୯ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୨୦.୭୧ ଫୁଟ୍‌ ରହିଛି। ସେହିପରି ୧ଲକ୍ଷ ୮୩ ହଜାର ୩୮୧…

ଲଘୁଚାପ ବର୍ଷା, ଚାଷୀଙ୍କୁ ସାମାନ୍ୟ ଆଶ୍ୱସ୍ତି

ସମ୍ବଲପୁର,୨୦ା୮(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଚାଷୀକୁଳକୁ ସାମାନ୍ୟ ଆଶ୍ୱସ୍ତି ଦେଇଥିବା ବେଳେ ମାନେଶ୍ୱର ଓ ଧନକଉଡ଼ା ବ୍ଲକରେ ହୋଇଥିବା ଧାନ ଫସଲରେ ପାଣି ଜମି ନଷ୍ଟ ହୋଇଛି। ଚଳିତ ଖରିଫ ଋତୁ ଆରମ୍ଭରୁ ନିଅଣ୍ଟିଆ ବର୍ଷା ଯୋଗୁ ଚାଷକାର୍ଯ୍ୟ ଆଗେଇପାରି…

ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ

ସମ୍ବଲପୁର,୧୯।୮(ବ୍ୟୁରୋ): ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ଶୁକ୍ରବାର ଲଗ୍ନ ଧାର୍ଯ୍ୟ ହୋଇଛି । ଆସନ୍ତା ସେପ୍ଟେମ୍ବର ୧ ତାରିଖ ପୂର୍ବାହ୍ନ ୧୦ ଟା ୫୬ ମିନିଟ୍‌ରୁ ୧୧ଟା୧୦ ମଧ୍ୟରେ ନବାହ୍ନ ଲାଗି ହେବ। ଉକ୍ତ ଦିନ ତୁଲା ଲଗ୍ନେ ମା’ସମଲେଶ୍ୱରୀଠାରେ…

ପୁଣି ଯାନବାହନ ଯାଞ୍ଚ: ୪୧ଜଣ ଗଣିଲେ ୧ଲକ୍ଷ ୨୭ ହଜାର ଜରିମାନା

କୋଲାବିରା,୧୯ା୮(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅଧୀନ ୪୯ନଂ. ଜାତୀୟ ରାଜପଥର ଶିରିଆପାଲି ନିକଟରେ ପରିବହନ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଭାବେ ଯାନବାହନ ଯାଞ୍ଚ କରାଯାଇଥିଲା। ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀ ସ୍ବାହା ହେମ୍ବ୍ରମଙ୍କ ନେତୃତ୍ୱରେ ପରିବହନ ବିଭାଗର…

କମିଛି ବର୍ଷା, କମିନି ଦୁର୍ଦ୍ଦଶା

ସମ୍ବଲପୁର,୧୯ା୮(ବ୍ୟୁରୋ):ହୀରାକୁଦ ଜଳଭଣ୍ଡାରରୁ ଗୁରୁବାର ୨୮ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଅନ୍ୟପଟେ ଦିନତମାମ ସମ୍ବଲପୁର ସହରରେ ବର୍ଷା ହୋଇନାହିଁ। ତେଣୁ ତଳି ଅଞ୍ଚଳରେ ପ୍ରଭାବିତମାନଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ହେଲେ ମଧ୍ୟ ସେମାନଙ୍କ ଦୁର୍ଦ୍ଦଶା କମିନାହିଁ। ଅନେକ ଗୃହ…

ପୁଣି ବନ୍ଦ ହେଲା ହୀରାକୁଦର ୪ ଗେଟ୍‌

ସମ୍ବଲପୁର, ୧୮।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଖୋଲାଯାଇଥିବା ୪୦ଟି ଗେଟ୍‌ ମଧ୍ୟରୁ ଗୁରୁବାର ୮ଟି ଗେଟ୍‌ ବନ୍ଦ ହୋଇଥିବା ବେଳେ ପୁଣି ଆଉ ୪ଟି ଗେଟ୍‌କୁ ବନ୍ଦ କରିଦିଆଯାଇଛି। ବର୍ତ୍ତମାନ ୨୮ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଉପରମୁଣ୍ଡରେ ପ୍ରବଳ ବର୍ଷା…

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌

ସମ୍ବଲପୁର, ୧୮।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଖୋଲାଯାଇଥିବା ୪୦ଟି ଗେଟ୍‌ ମଧ୍ୟରୁ ଗୁରୁବାର ଆଉ ୮ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ୩୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଥିବା ଜଣାପଡିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଅଧିକ ଗେଟ୍‌ ଖୋଲାଯାଇଥିଲା।…

ସମ୍ଭାବ୍ୟ ବନ୍ୟା ନେଇ ଏସ୍‌ଏମ୍‌ସିର ପ୍ରସ୍ତୁତି

ସମ୍ବଲପୁର,୧୭।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ୪୦ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଅନ୍ୟପଟେ ମଙ୍ଗଳବାର ସମ୍ବଲପୁର ମହାନଗର ନିଗମର କେତେକ ଅଞ୍ଚଳରେ ବର୍ଷା ହୋଇଛି। ଏସ୍‌ଏମ୍‌ସି ପକ୍ଷରୁ ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଏମ୍‌ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?