ମୃତଦେହ ସତ୍କାର କଲେ ଜିଲାପାଳ, ଏସ୍ପି
ସମ୍ବଲପୁର,୯ା୧(ବ୍ୟୁରୋ): ସମ୍ବଲପୁର ‘ସମ୍ବଳ’ ଅନୁଷ୍ଠାନ ପକ୍ଷରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ସତ୍କାର କରାଯାଇଛି। କମଳିବଜାର ସ୍ବର୍ଗଦ୍ୱାରରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଏସ୍ପି ବାତୁଲା ଗଙ୍ଗାଧର ଯୋଗଦେଇ ମୃତଦେହ ସତ୍କାର କରି ଅନୁଷ୍ଠାନର କର୍ମକର୍ତ୍ତାକୁ ଉତ୍ସାହିତ କରିଥିଲେ। ଜିଲାପାଳ ପରିଡା…
ଜାମିନରେ ଆସିବା ପରେ ପୋଲିସ ନାଁରେ ଅଭିଯୋଗ
ସମ୍ବଲପୁର,୪ା୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ପୋଲିସ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆସିଛି। ଥାନା ପରିସରରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ମାରପିଟ କରିଛି। ଏକ ମାମଲାରେ ଜେଲ ଯାଇ ଜାମିନରେ ଆସିବା ପରେ ଧର୍ମେନ୍ଦ୍ର ଗିିରି ନାମକ ଯୁବକ ବୁର୍ଲା ଥାନା…
ଭିମ୍ସାର ଗବେଷଣା ରିପୋର୍ଟକୁ ମିଳିଲା ଡବ୍ଲ୍ୟୁଏଚ୍ଓ ମାନ୍ୟତା
ସମ୍ବଲପୁର,୩ା୧(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିମ୍ସାରର ଏକ ଡାକ୍ତରୀ ଟିମ୍ ଟିକା ନେବା ପରେ ସଂକ୍ରମଣ ଏବଂ ଏକ ନିର୍ଦ୍ଦିଷ୍ଟ ବ୍ଲଡ୍ ଗ୍ରୁପ୍ରେ ସଂକ୍ରମଣ ବୃଦ୍ଧିକୁ ନେଇ ଗବେଷଣା କରିଥିଲେ। ଏହି ଗବେଷଣା ରିପୋର୍ଟକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ମାନ୍ୟତା ଦେଇଛି।…
ଦା’ରେ କାଟିଦେଲେ ସ୍ତ୍ରୀଙ୍କ ଗଳା
ସମ୍ବଲପୁର,୨୬ା୧୨(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ବତେମୁରା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ଲକ୍ଷ୍ମୀ ରାକସ (୩୨)ଙ୍କ ଗଳା କାଟି ସ୍ବାମୀ ଆନନ୍ଦ ହତ୍ୟା କରିଛନ୍ତି। ପୋଲିସ ଅଭିଯୁକ୍ତ ସ୍ବାମୀ ଆନନ୍ଦଙ୍କୁ ଗିରଫ କରିଛି। ମୃତଦେହ ବ୍ୟବଚ୍ଛେଦ…
ରାଜଧାନୀରୁ ସମ୍ବଲପୁରକୁ ଗଡ଼ିବନି ବସ୍
ସମ୍ବଲପୁର ଅଫିସ,୨୩ା୧୨: ଗୁରୁବାର ରାଜଧାନୀ ଭୁବନେଶ୍ୱରରୁ ସମ୍ବଲପୁରକୁ ଘରୋଇ ବସ୍ ଚଳାଚଳ ବନ୍ଦ ରହିଛି। ସକାଳ ୬ଟା ରୁ ରାତି ୧୨ଟା ପର୍ଯ୍ୟନ୍ତ ଦିନିକିଆ ବନ୍ଦ ଡାକରା ଦେଇଛି ଘରୋଇ ବସ ମାଲିକ ସଂଘ। ମଙ୍ଗୁଳି-ସମ୍ବଲପୁର ୫୫ ନଂ ଜାତୀୟ ରାଜପଥ…
ଅଭିଯୁକ୍ତ ଟିଉଶନ ସାର୍ ଗିରଫ
ଭୁବନେଶ୍ୱର/ ସମ୍ବଲପୁର,୨୩।୧୨(ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ଅଞ୍ଚଳରୁ ଦୁଇ ଛାତ୍ରୀଙ୍କୁ ଅପହରଣ କରି ନେଇଥିବା ଟିଉଶନ୍ ସାର୍ ଗୋପାଳକୃଷ୍ଣ ବାଡ଼ତିଆଙ୍କୁ ପୋଲିସ ସମ୍ବଲପୁର ଅଇଁଠାପାଲି ଅଞ୍ଚଳରୁ ଗିରଫ କରିଛି। ଏଥିସହ ଛାତ୍ରୀଦ୍ୱୟଙ୍କୁ ଉଦ୍ଧାର କରିଛି। ଅଭିଯୁକ୍ତ ଟିଉଶନ ସାର ଏବଂ ଛାତ୍ରୀଦ୍ୱୟଙ୍କୁ…
ଗୁଟ୍ଖା କାରଖାନାରେ ଅଗ୍ନିକାଣ୍ଡ: ୧୨ ଉଦ୍ଧାର, ଅନେକ ଫସିଥିବା ସନ୍ଦେହ
ସମ୍ବଲପୁର,୨୦।୧୨(ବ୍ୟୁରୋ): ସମ୍ବଲପୁର ପରଧିଆପାଲି ସ୍ଥିତ ଏକ ଗୁଟ୍ଖା କାରଖାନାରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଏହି ଅଘଟଣରେ ୧୨ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଏବେ ଯାଏଁ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ…
ବେଦିକ କଲେଜରେ ବଢୁଛି ସଂକ୍ରମଣ
ସମ୍ବଲପୁର,୧୮ା୧୨(ବ୍ୟୁରୋ): ସମ୍ବଲପୁର ଶାସନସ୍ଥିତ ବେଦିକ କଲେଜରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇ ଶନିବାର ୯ରେ ପହଞ୍ଚିଛି। ସମସ୍ତ ଛାତ୍ର ଗୋଟିଏ ହଷ୍ଟେଲରେ ରହୁଥିବା ଜଣାପଡିଛି। ଖବର ପ୍ରଚାର ହେବା ପରେ କଲେଜ ପରିସରରେ ଭୟର ବାତାବରଣ ଖେଳିଯାଇଛି। ଏଡିଏମ୍ଓ ଆଶୋକ…
ହାତୀ ସୁରକ୍ଷା ପାଇଁ ବିଦ୍ୟୁତ୍ କାଟ
ସମ୍ବଲପୁର,୧୫।୧୨(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମ ଉପକଣ୍ଠ ଅଞ୍ଚଳରେ କିଛିଦିନ ହେବ ହାତୀ ଚଳାଚଳ ବୃଦ୍ଧି ପାଇଛି। ହାତୀଙ୍କ ସୁରକ୍ଷା ପାଇଁ ବନ ବିଭାଗର ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଦ୍ୟୁତ୍ କାଟ କରାଯିବ ବୋଲି ଟାଟା ପାୱାର ପକ୍ଷରୁ ସୂଚନା ଦିଅଯାଇଛି। ସୂଚନା…
ହିଣ୍ଡାଲ୍କୋ, ଜିଏମ୍ଆର୍କୁ ୧୦କୋଟି ଜରିମାନା
ସମ୍ବଲପୁର,୧୦ା୧୨(ବ୍ୟୁରୋ): ସମ୍ବଲପୁର ଜିଲା ରେଙ୍ଗାଲି ତହସିଲ ତଲାବିରା କୋଇଲାଖଣି ୧ରେ ପୂର୍ବରୁ ଉତ୍ତୋଳନ କରୁଥିବା ହିଣ୍ଡାଲ୍କୋ କମ୍ପାନୀ ଓ ଛତିଶଗଡ଼ର ଜିଏମ୍ଆର୍ କମ୍ପାନୀ ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)ରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏନ୍ଜିଟି ରାୟ ପ୍ରକାଶ କରି ଦୁଇ କମ୍ପାନୀକୁ…
ସୀମିତ ଅନୁଦାନରେ ସ୍ମାର୍ଟସ୍କୁଲ ଯୋଜନା
ସମ୍ବଲପୁର,୧୦ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟି ବିଭାଗ ପରିଚାଳନାରେ ହାଇସ୍କୁଲ ରୂପାନ୍ତରଣ କରାଯାଉଛି। ଘରୋଇ ସ୍କୁଲ ଭଳି ସମସ୍ତ ସୁବିଧା ଯୋଗାଇ ଦେବାକୁ ଯୋଜନା କରାଯାଇଛି। ହେଲେ ସୀମିତ ଅନୁଦାନରେ ସ୍ମାର୍ଟସ୍କୁଲ ଯୋଜନା କରାଯାଇଥିବା ଏଠାରେ ଆଲୋଚନା ହେଉଛି। ଅନୁଦାନ ଅଭାବରୁ ସ୍କୁଲଗୁଡିକ…
ଭିଜିଲାନ୍ସ ଜାଲରେ ସମବାୟ ଲ୍ୟାମ୍ପ୍ସ ଏମ୍ଡି
ସମ୍ବଲପୁର ଅଫିସ,୩ା୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଜମନକିରା ସମବାୟ ଲ୍ୟାମ୍ପସ୍ର ଏମ୍ଡି ଫଣିନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ଫଣିନ୍ଦ୍ରଙ୍କ ଜମନକିରା ଅଫିସ ଓ ପୈତୃକ ଗାଁ…
Archives


