ସମ୍ବଲପୁର

ବନ୍ୟା ଉଜାଡ଼ିଲା ଜୀବିକା

ଅମ୍ବାଭୋନା,୧୭।୮(ଡି.ଏନ.ଏ): କ୍ରମାଗତ ଲଘୁଚାପ ଜନିତ ଲଗାଣ ବର୍ଷା ସାଙ୍ଗକୁ ଛତିଶଗଡ଼ କଲ୍‌ମା, ସାରାଡ଼ିହି, ସରଗୁଜା ବ୍ୟାରେଜ ଏବଂ ରାୟପୁର ସ୍ଥିତ ଗାଁଗରେଲ ଡ୍ୟାମ୍‌ରୁ ମହାନଦୀକୁ ଅଧିକ ବନ୍ୟାଜଳ ଛଡ଼ାଯିବା ଯୋଗୁ ମହାନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର…

୬୨୬ ଫୁଟ୍‌ରେ ହୀରାକୁଦର ଜଳସ୍ତର: ପୁଣି ଖୋଲିପାରେ ଅଧିକ ଗେଟ୍‌

ସମ୍ବଲପୁର,୧୬ା୮(ବ୍ୟୁରୋ): ଉପର ମୁଣ୍ଡରେ ଲଗାଣ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ମଙ୍ଗଳବାର ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୨୬ଟି ଗେଟ୍‌ରୁ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ ହେଉଛି। ପ୍ରତି ସେକେଣ୍ଡରେ ଡ୍ୟାମ୍‌କୁ ୭ଲକ୍ଷ ୬୫ ହଜାର ୮୫୮…

ଅମୃତ ମହୋତ୍ସବରେ ସ୍ବାସ୍ଥ୍ୟକର୍ମୀଙ୍କୁ ମିଳିଲା କାୟକଳ୍ପ ପୁରସ୍କାର

ଜମନକିରା,୧୬।୮: ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ କେନାଢିପା ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ କାୟକଳ୍ପ ପୁରସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଡା. ବାସନ୍ତୀ ତାଣ୍ଡିଆଙ୍କ ସଭାପତିତ୍ୱରେ ଏହା ପରିଚାଳିତ ହୋଇଥିଲା। ସ୍ବାସ୍ଥ୍ୟକେନ୍ଦ୍ରମାନଙ୍କୁ ମିଳୁଥିବା ଏହି ପୁରସ୍କାର ଜମନକିରା ବ୍ଲକରେ…

ବଢୁଛି ହୀରାକୁଦ ଡ୍ୟାମର ଜଳସ୍ତର

ସମ୍ବଲପୁର,୧୬।୮(ବ୍ୟୁରୋ): ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଡ୍ୟାମର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଜଳସ୍ତର ୬୨୫ ଫୁଟ୍‌ ଟପିଛି। ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୨୫.୦୪ ଫୁଟ ରହିଛି। ଏହାସହ ଡ୍ୟାମକୁ ପ୍ରବେଶ କରୁଛି ୭ ଲକ୍ଷ…

ବନ୍ଦ ହେଲା ହୀରାକୁଦର ୮ ଗେଟ୍‌

ସମ୍ବଲପୁର,୧୫।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ଖୋଲାଯାଇଥିବା ୩୪ ଗେଟ୍‌ ମଧ୍ୟରୁ ସୋମବାର ୮ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୨୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ତଳ ମୁଣ୍ଡରେ ବନ୍ୟା ନିୟନ୍ତ୍ରଣକୁ ଆଣିବା ଲାଗି ଗେଟ୍‌କୁ ବନ୍ଦ…

୩ବର୍ଷ ହେଲା ବସିନି ଜଳ ପରିଚାଳନା କମିଟି ବୈଠକ

ସମ୍ବଲପୁର,୧୪ ।୮(ବ୍ୟୁରୋ): ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ଓ ଓଡ଼ିଶା ସରକାରଙ୍କ ମଧ୍ୟରେ ବିବାଦ ଲାଗିରହିଛି। ଏପରି କି ଏହି ମାମଲା କେନ୍ଦ୍ରୀୟ ଜଳ କମିଶନ (ସିଡବ୍ଲ୍ୟୁସି)ରେ ରହିଛି। ଏଭଳି ପରିସ୍ଥିତିରେ ଉଭୟ ରାଜ୍ୟ ମଧ୍ୟରେ ଜଳ ପରିଚାଳନା କମିଟି…

୩୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଶନିବାର ସନ୍ଧ୍ୟାରେ ହୀରାକୁଦ ଡ୍ୟାମ୍‌ ଆଉ ୪ ଗେଟ୍‌ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୩୪ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ବାମପାର୍ଶ୍ୱରେ ୨୬ଟି ଗେଟ୍‌ ଖୋଲିଥିବା ବେଳେ ଦକ୍ଷିଣ ପାର୍ଶ୍ୱରେ…

ହୀରାକୁଦରେ ୩୦ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୧୩ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଶନିବାର ଅପରାହ୍ନରେ ହୀରାକୁଦ ଡ୍ୟାମ ଆଉ ଦୁଇଟି ଗେଟ୍‌ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୩୦ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଫଳରେ ସହରର ତଳିଆ ଅଞ୍ଚଳରେ ମହାନଦୀର ପଛୁଆ ପାଣି…

୨୮ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର, ୧୩।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଶନିବାର ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୨୮ଟି ଗେଟ୍‌ ଦେଇ ଡ୍ୟାମ୍‌ରୁ ଜଳ ନିଷ୍କାସନ ହେଉଛି। ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରୁ ଗେଟ୍‌…

ହୀରାକୁଦ ଡ୍ୟାମ୍‌ର ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର, ୧୩।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଶନିବାର ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୨୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରୁ ଗେଟ୍‌ ଖୋଲାଯାଇଛି।

ଥାନାକୁ ଆଣି ଛାଡ଼ିଦେଲା ପୋଲିସ

ସମ୍ବଲପୁର,୧୩ା୮(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ପୋଲିସ ଶୁକ୍ରବାର ଏକ ସ୍କ୍ରାପ୍‌ ବୋଝେଇ ଟ୍ରାକ୍ଟର ଥାନାକୁ ଆଣି ଛାଡ଼ିଦେଇଥିବା ନେଇ ଚର୍ଚ୍ଚା ଜୋର ଧରିଛି। ସ୍ଥାନୀୟ କେତେଜଣ ରାଜନେତାଙ୍କ ଚାପରେ ପୋଲିସ ଏଭଳି କରିଥିବା କୁହାଯାଉଛି। ଅପରପକ୍ଷେ ଉକ୍ତ ଟ୍ରାକ୍ଟରଟି ସ୍ଥାନୀୟ…

ଏଟିଏମ୍‌ ତାଡ଼ି ଲୁଟିନେଲେ ୨୦ ଲକ୍ଷ

ସମ୍ବଲପୁର,୧୨ା୮(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ଶାସନ ଛକଠାରେ ଥିବା ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ଏଟିଏମ୍‌ରୁ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଅତ୍ୟାଧୁନିକ ସରଞ୍ଜାମ ସାହାଯ୍ୟରେ ଏଟିଏମ୍‌ ତାଡ଼ି ୨୦ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଶାସନ ଏସ୍‌ବିଆଇ ଶାଖା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?