ସମ୍ବଲପୁର

ଭିଜିଲାନ୍ସ ଜାଲରେ ସୁପରଭାଇଜର

ସମ୍ବଲପୁର,୨୭ା୧୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଆଇସିଡିଏସ୍‌ ସୁପରଭାଇଜର ସୁଲଚନା ଅର୍କ ଶନିବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ତାଙ୍କଠାରୁ ରାସାୟନିକ ପ୍ରଲେପ ଦିଆ ୧୩ ହଜାର ୫ଶହ ଟଙ୍କିଆ ନୋଟ ଜବତ ହୋଇଛି। ଏ ନେଇ ଭିଜିଲାନ୍ସ…

ଦାବି ନେଇ ଚାଷୀଙ୍କ ୨୨ କି.ମି. ପଦଯାତ୍ରା

ସମ୍ବଲପୁର,୨୭।୧୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ପଡିଆବାହାଳ ଜୟଦୁର୍ଗା କୃଷକ କ୍ଲବ ବିଭିନ୍ନ ଦାବି ପୂରଣ ପାଇଁ ଅଭିନବ ପ୍ରତିବାଦ କରିଛି। କ୍ଲବ କର୍ମକର୍ତ୍ତା ଶୁକ୍ରବାର ଖଲିଆପାଲି ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣରୁ ପ୍ରାୟ ୨୨ କି.ମି. ପଦଯାତ୍ରା କରି ଜିଲାପାଳଙ୍କ…

ଭିମ୍‌ସାରରେ ପୁଣି ୧୬ କରୋନା ସଂକ୍ରମିତ

ସମ୍ବଲପୁର,୨୫ା୧୧(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିମ୍‌ସାରରେ ବୁଧବାର ଆଉ ୧୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୪୭ରେ ପହଞ୍ଚତ୍ଛି। ସେମାନଙ୍କ ମଧ୍ୟରେ ଏମ୍‌ବିବିଏସ୍‌ର ୨୩ ଛାତ୍ରୀ ଓ ୨୪ ଛାତ୍ର ଅଛନ୍ତି। ପରିସ୍ଥିତିକୁ ଦେଖି ଜିଲା ପ୍ରଶାସନ…

୨୯ ଜଣ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ସମ୍ବଲପୁର,୨୩।୧୧(ବ୍ୟୁରୋ): ବୁର୍ଲା ଭୀମସାର ମେଡିକାଲର ଏମବିବିଏସ୍‌ ପ୍ରଥମ ବର୍ଷର ୨୯ ଜଣ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୨ ଜଣ ଛାତ୍ରୀ ରହିଥିବାବେଳେ ୭ ଜଣ ଛାତ୍ର ସଂକ୍ରମିତ ହୋଇଛନ୍ତି । ରିପୋର୍ଟ ପଜିଟିଭ୍‌ ଆସିବା…

ଭିମ୍‌ସାରରେ ୧୧୫ ସ୍ଥାୟୀ ଡାକ୍ତର ପଦ ଖାଲି

ସମ୍ବଲପୁର,୨୦।୧୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାର ଭିମ୍‌ସାରରେ ୨ବର୍ଷ ହେବ ସ୍ଥାୟୀ ଡାକ୍ତର ନିଯୁକ୍ତି କରାଯାଉ ନାହିଁ। ଖାଲିପଡିଥିବା ଶହେରୁ ଊର୍ଦ୍ଧ୍ୱ ପଦ ପୂରଣ ପାଇଁ କର୍ତ୍ତୃପକ୍ଷ ପଦକ୍ଷେପ ନେବା ବଦଳରେ ସରକାରଙ୍କ ପାଖକୁ ନିଯୁକ୍ତି ବାବଦରେ ଥିବା କେତେକ ସମସ୍ୟା ଉପରେ…

ମମିତା ରାୟପୁର ଯିବା ନେଇ ପୋଲିସକୁ ପ୍ରମାଣ ମିଳିନାହିଁ କହିଲେ ଡିଆଇଜି

ସମ୍ବଲପୁର,୧୩ା୧୧(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ପୋଲିସ କାର୍ଯ୍ୟ ସମ୍ପାଦନାରେ ଅବହେଳା କରିନାହିଁ। ଅଭିଯୋଗ ପରେ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ କରିବା, କୋର୍ଟଙ୍କୁ ସୂଚନା ଦେବା, ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସବୁ ସମୟ…

କାନ୍ଦି କାନ୍ଦି ଟ୍ରେନ୍‌ ଆଗକୁ ଡେଇଁପଡ଼ିଲେ ଯୁବତୀ

ରେଢାଖୋଲ,୧୩।୧୧(ଡି.ଏନ୍‌.ଏ.): ରେଢାଖୋଲ ରେଳ ଷ୍ଟେଶନ ନିକଟରେ ଶନିବାର ଜଣେ ଯୁବତୀ ଏକ ମାଲବାହୀ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ରେଳବାଇ ପୋଲିସ ଯୁବତୀଙ୍କ ମୃତଦେହ ଜବତ କରି ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ମୃତ ଯୁବତୀ ଜଣକ…

ମା’ ଆଗରେ କୂଅରେ ପଡ଼ିଗଲେ ୨ ପୁଅ

ସମ୍ବଲପୁର,୯ା୧୧(ବ୍ୟୁରୋ): ସମ୍ବଲପୁର ଟାଉନ ଥାନା ଅଧୀନ ସାହୁ କଲୋନୀରେ ଏକ ଦୁଃଖଦ ଘଟଣା ଘଟିଛି। ମା’ଙ୍କ ଆଖି ଆଗରେ କୂଅରେ ପଡ଼ି ଜୀବନ ହାରିଛନ୍ତି ୨ ପୁଅ। ସେମାନେ ହେଲେ ସୁଶୀଲ ତ୍ରିପାଠୀ(୪୦) ଓ ସୁନୀଳ ତ୍ରିପାଠୀ (୩୭)। ପୋଲିସ ମୃତଦେହ…

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

ସମ୍ବଲପୁର,୯।୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଆମଲିପାଲ୍ଲୀ ନିକଟସ୍ଥ ଜଙ୍ଗଲରୁ ମଙ୍ଗଳବାର ଏକ ମାଈ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ବନ୍ୟପ୍ରାଣୀ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ଘଟିଛି। ଖବରପାଇ ବନ ବିଭାଗ…

ଭାଜପା କର୍ମୀଙ୍କୁ ଘଉଡ଼ାଇବାକୁ ପୋଲିସର ପାଣିମାଡ଼

ସମ୍ବଲପୁର,୮।୧୧(ବ୍ୟୁରୋ): କଳାହାଣ୍ଡି ଜିଲା ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାକୁ ନେଇ ସବୁଠି ବିରୋଧୀ ଗର୍ଜୁଛନ୍ତି। ମମିତା ହତ୍ୟା ମାମଲାରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ରାଜ୍ୟର ବିଭିନ୍ନ ସ୍ଥାନରେ ଭାଜପା ପକ୍ଷରୁ ବିକ୍ଷୋଭ କରାଯାଇଛି। ସମ୍ବଲପୁରରେ…

ହାତୀ ପାଇଁ ବିପଦ ହାତୀ ଚଲାପଥ

ସମ୍ବଲପୁର, ୭।୧୧(ବ୍ୟୁରୋ): ହାତୀ ପାଇଁ ବିପଦ ହାତୀ ଚଲାପଥ। ଅଣ୍ଡରପାସ୍‌ ନିର୍ମାଣ ନ କରି ରାସ୍ତା ଉପରେ ହାତୀ ଚଲାପଥ ନିର୍ମାଣ କରିବାରୁ ହାତୀ ସହିତ ଅନ୍ୟ ବନ୍ୟପ୍ରାଣୀ, ସରୀସୃପଙ୍କ ଜୀବନ ପ୍ରତି ବିପଦ ରହିଛି। ଜିଲାରେ ନିର୍ମାଣାଧୀନ ସମ୍ବଲପୁର-ତିଲେଇବଣି ୫୫ନଂ.…

ସ୍ୱାମୀ ସ୍ତ୍ରୀ ଏକାଠି ପିଇଲେ ବିଷ

ସମ୍ବଲପୁର,୬ା୧୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଶାଳା ଫାଣ୍ଡି ଝାରମୁଣ୍ଡା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ସ୍ୱାମୀ ଟଙ୍କଧର ମହାକୁଡ଼ଙ୍କ ମୃତ୍ୟୁର ଦିନକ ପରେ ସ୍ତ୍ରୀ ବୃନ୍ଦାବତୀଙ୍କ ମୃତ୍ୟୁ ଘଟିଛି। ଗ୍ରାମ ଶ୍ମଶାନରେ ଗୁରୁବାର ଦମ୍ପତିଙ୍କ ଜୁଇ ଜଳିଛି। ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri