ସମ୍ବଲପୁର

ପୁଣି ଆଉ ୨ ଗେଟ୍‌ ଖୋଲିଲା ହୀରାକୁଦ: ୧୦ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୨୧ା୭(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଫଳରେ ଗୁରୁବାର ପୂର୍ବାହ୍ନରେ ୩ଟି ଗେଟ୍‌ ଖୋଲାଯାଇଥିବା ବେଳେ ଅପରାହ୍ନରେ ଆଉ ଦୁଇଟି ଗେଟ୍‌ ଖୋଲାଯାଇଛି। ପୂର୍ବରୁ ୫ଟି ଗେଟ୍‌ ଖୋଲାଯାଇଥିଲା। ବର୍ତ୍ତମାନ ମୋଟ୍‌…

ହୀରାକୁଦରେ ଖୋଲିଲା ଆଉ ୩ ଗେଟ୍‌

ସମ୍ବଲପୁର,୨୧ା୭(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଫଳରେ ଗୁରୁବାର ୩ଟି ଗେଟ୍‌ ଖୋଲାଯାଇଛି। ପୂର୍ବରୁ ୫ଟି ଗେଟ୍‌ ଖୋଲାଯାଇଥିବା ବେଳେ ଆଜି ଆଉ ୩ଟି ଗେଟ୍‌ ଖୋଲାଯାଇଛି। ମୋଟ୍‌ ୮ଟି ଗେଟ୍‌…

ରାସ୍ତା ନାହିଁ: ଖଟିଆରେ ଚାଲିଗଲା ଜୀବନ

ସମ୍ବଲପୁର/ନାକଟିଦେଉଳ,୨୦ା୭(ବ୍ୟୁରୋ/ଡ଼ି.ଏନ.ଏ.): ଗଁ।ର ବିକାଶରେ ପ୍ରତିବନ୍ଧକ ସାଜିଛି ନାଳ। ନାଳ ଉପରେ ପୋଲ ନ ଥିବାରୁ ଗଁ।କୁ ଯାଇ ପାରିଲାନି ଆମ୍ବୁଲାନ୍ସ। ଗଁ। ଲୋକେ ରୋଗୀକୁ ଖଟିଆରେ ବୋହି ୫ କି.ମି. ରାସ୍ତାରେ ପଡୁଥିବା ଛୋଟ ବଡ ୫ଟି ନାଳ ବହୁ କଷ୍ଟରେ…

ସ୍ତ୍ରୀ, ଶ୍ୱଶୁର ଓ ଶଳାଙ୍କୁ କାର୍‌ ମଡ଼ାଇ ହତ୍ୟା ଉଦ୍ୟମ

ସମ୍ବଲପୁର,୧୯ା୭(ବ୍ୟୁରୋ):ସମ୍ବଲପୁର ଏସ୍‌ପି ଅଫିସ ସମ୍ମୁଖରେ ସୋମବାର ଏକ ପାରିବାରିକ କଳହର ଭୟାବହ ରୂପ ଦେଖିବାକୁ ମିଳିଛି। ଓକିଲ ପଞ୍ଚାନନ ଦାସ ସବୁ ସୀମା ଟପି ଶ୍ୱଶୁରଘର ପରିବାର ସଦସ୍ୟଙ୍କୁ ଦିନ ଦ୍ୱିପ୍ରହରରେ କାର୍‌ ଚଢ଼ାଇ ହତ୍ୟା ଉଦ୍ୟମ କରିଛନ୍ତି। ଘଟଣାରେ ସ୍ତ୍ରୀ…

ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ

ସମ୍ବଲପୁର,୧୮ା୭(ବ୍ୟୁରୋ): ସୋମବାର ପୂର୍ବାହ୍ନ ୧୧ଟାରେ ହୀରାକୁଦ ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଛି। ଫଳରେ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ପ୍ରଥମେ ୭ ନଂ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସୂଚନାଯୋଗ୍ୟ, ହୀରାକୁଦ ଡ୍ୟାମ୍‌ରେ ଉପର ମୁଣ୍ଡରେ…

୧୮ରେ ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର,୧୬ା୭(ବ୍ୟୁରୋ): ଆସନ୍ତା ୧୮ ତାରିଖରେ ହୀରାକୁଦ ଜଳଭଣ୍ଡାର ଖୋଲିବ। ୧୮ ତାରିଖ ପୂର୍ବାହ୍ନ ୧୧ଟାରେ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ଏ ନେଇ ଶନିବାର ଜଳଭଣ୍ଡାର କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ଏ ନେଇ ଶନିବାର ସମ୍ବଲପୁର ସମେତ ତଳମୁଣ୍ଡରେ ଥିବା…

ହୀରାକୁଦକୁ ପଶିଲା ୨.୧୪ ଲକ୍ଷ କ୍ୟୁସେକ ଜଳ: ବନ୍ୟାଜଳ ନିଷ୍କାସନ ନେଇ ହୋଇପାରେ ନିଷ୍ପତ୍ତି

ସମ୍ବଲପୁର,୧୬।୭(ବ୍ୟୁରୋ): ମୌସୁମୀ ଆସିବାର ମାସକ ପରେ ମଧ୍ୟ ନିଅଣ୍ଟିଆ ବର୍ଷା ଯୋଗୁ ହୀରାକୁଦର ଜଳସ୍ତର ବୃଦ୍ଧି ପାଉ ନ ଥିଲା। ମାତ୍ର ଶୁକ୍ରବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ପ୍ରବେଶ କରିଛି। ଇନ୍‌ଫ୍ଲୋ ୨ ଲକ୍ଷ କ୍ୟୁସେକ ଅତିକ୍ରମ କରିଛି ।…

ଲଗାତର ପ୍ରଶ୍ନପତ୍ର ଲିକ୍‌: ପରୀକ୍ଷା ବାତିଲ, ୫ ହଜାର ଛାତ୍ରୀଛାତ୍ର ପ୍ରଭାବିତ

ସମ୍ବଲପୁର,୧୬।୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ଦ୍ୱାରା ପରିଚାଳିତ ଯୁକ୍ତ୩ ଶେଷବର୍ଷ ପରୀକ୍ଷାର ପ୍ରଶ୍ନପତ୍ର ଲଗାତର ଦ୍ୱିତୀୟ ଦିନ ପାଇଁ ଲିକ୍‌ ହୋଇଛି। ଗୁରୁବାର ଯୁକ୍ତ୩ ଶେଷବର୍ଷ ଏଜୁକେଶନ ଅନର୍ସ ପରେ ଶୁକ୍ରବାର ଫିଜିକ୍ସ ଅନର୍ସ (ଷ୍ଟାଟିଷ୍ଟିକାଲ ମେକାନିକ) ପ୍ରଶ୍ନପତ୍ର ସର୍ବସାଧାରଣରେ ପ୍ରଘଟ…

କଳାହାଣ୍ଡିରୁ ଲିକ୍‌ ହୋଇଛି ପ୍ରଶ୍ନପତ୍ର: କୁଳପତି

ସମ୍ବଲପୁର,୧୫।୭(ବ୍ୟୁରୋ): ସମ୍ବଲପୁର ବିଶ୍ବବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୀବ ମିତ୍ତଲ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, କଳାହାଣ୍ଡିର ଅନୁଦାନପ୍ରାପ୍ତ କଲେଜରୁ ଏହା ଲିକ୍‌ ହୋଇଥିବା ଜଣାପଡିଛି । ସମ୍ପୃକ୍ତ କଲେଜ ପ୍ରିନ୍ସିପାଲଙ୍କୁ ଡକାଯାଇଛି । ସେହି…

ପ୍ରଶ୍ନପତ୍ର ଲିକ୍‌: ଆସନ୍ତା ୧୯ରେ ହେବ ବାତିଲ ହୋଇଥିବା ପରୀକ୍ଷା

ସମ୍ବଲପୁର,୧୫।୭(ବ୍ୟୁରୋ): ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଗୁରୁବାର ଏଜୁକେଶନ ଅନର୍ସ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ପରେ ବାତିଲ ହୋଇଥିବା ପରୀକ୍ଷା ଆସନ୍ତା ୧୯ରେ କରାଯିବ । ଏ ନେଇ ସମ୍ବଲପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ନୋଟିସ ଜାରି କରାଯାଇଛି। ୧୯ ତାରିଖରେ ହେବାକୁ ଥିବା ପରୀକ୍ଷା…

ଆଜି ପୁଣି ପ୍ରଶ୍ନପତ୍ର ଲିକ୍‌, ପରୀକ୍ଷା ବାତିଲ

ସମ୍ବଲପୁର,୧୫ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଗତକାଲି ଏଜୁକେଶନ ଅନର୍ସ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ବେଳେ ଆଜି ପୁଣି ଯୁକ୍ତ ୩ ଶେଷ ବର୍ଷ ଫିଜିକ୍ସ ପ୍ରଶ୍ନପତ୍ର ଲିକ୍‌ ହୋଇଛି। ତେବେ ଆଜିର ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି। ଭାଇରାଲ ହୋଇଥିବା…

ପ୍ରଶ୍ନପତ୍ର ଲିକ୍‌ ମାମଲା: ତଦନ୍ତ ପାଇଁ ୩ ଜଣିଆ କମିଟି ଗଠିତ, ଦୃଢ଼ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୧୪ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଯୁକ୍ତ ୩ ଶେଷ ବର୍ଷ ଏଜୁକେଶନ ଅନର୍ସ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଛି। ଗୁରୁବାର ସକାଳେ ଘଟଣା ଜଣାପଡିବା ପରେ କର୍ତ୍ତୃପକ୍ଷ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ କଲେଜକୁ ପରୀକ୍ଷା ବାତିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?