ସମ୍ବଲପୁର

ରାଜଧାନୀରୁ ସମ୍ବଲପୁରକୁ ଗଡ଼ିବନି ବସ୍‌

ସମ୍ବଲପୁର ଅଫିସ,୨୩ା୧୨: ଗୁରୁବାର ରାଜଧାନୀ ଭୁବନେଶ୍ୱରରୁ ସମ୍ବଲପୁରକୁ ଘରୋଇ ବସ୍‌ ଚଳାଚଳ ବନ୍ଦ ରହିଛି। ସକାଳ ୬ଟା ରୁ ରାତି ୧୨ଟା ପର୍ଯ୍ୟନ୍ତ ଦିନିକିଆ ବନ୍ଦ ଡାକରା ଦେଇଛି ଘରୋଇ ବସ ମାଲିକ ସଂଘ। ମଙ୍ଗୁଳି-ସମ୍ବଲପୁର ୫୫ ନଂ ଜାତୀୟ ରାଜପଥ…

ଅଭିଯୁକ୍ତ ଟିଉଶନ ସାର୍‌ ଗିରଫ

ଭୁବନେଶ୍ୱର/ ସମ୍ବଲପୁର,୨୩।୧୨(ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ଅଞ୍ଚଳରୁ ଦୁଇ ଛାତ୍ରୀଙ୍କୁ ଅପହରଣ କରି ନେଇଥିବା ଟିଉଶନ୍‌ ସାର୍‌ ଗୋପାଳକୃଷ୍ଣ ବାଡ଼ତିଆଙ୍କୁ ପୋଲିସ ସମ୍ବଲପୁର ଅଇଁଠାପାଲି ଅଞ୍ଚଳରୁ ଗିରଫ କରିଛି। ଏଥିସହ ଛାତ୍ରୀଦ୍ୱୟଙ୍କୁ ଉଦ୍ଧାର କରିଛି। ଅଭିଯୁକ୍ତ ଟିଉଶନ ସାର ଏବଂ ଛାତ୍ରୀଦ୍ୱୟଙ୍କୁ…

ଗୁଟ୍‌ଖା କାରଖାନାରେ ଅଗ୍ନିକାଣ୍ଡ: ୧୨ ଉଦ୍ଧାର, ଅନେକ ଫସିଥିବା ସନ୍ଦେହ

ସମ୍ବଲପୁର,୨୦।୧୨(ବ୍ୟୁରୋ): ସମ୍ବଲପୁର ପରଧିଆପାଲି ସ୍ଥିତ ଏକ ଗୁଟ୍‌ଖା କାରଖାନାରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଏହି ଅଘଟଣରେ ୧୨ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଏବେ ଯାଏଁ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ…

ବେଦିକ କଲେଜରେ ବଢୁଛି ସଂକ୍ରମଣ

ସମ୍ବଲପୁର,୧୮ା୧୨(ବ୍ୟୁରୋ): ସମ୍ବଲପୁର ଶାସନସ୍ଥିତ ବେଦିକ କଲେଜରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇ ଶନିବାର ୯ରେ ପହଞ୍ଚିଛି। ସମସ୍ତ ଛାତ୍ର ଗୋଟିଏ ହଷ୍ଟେଲରେ ରହୁଥିବା ଜଣାପଡିଛି। ଖବର ପ୍ରଚାର ହେବା ପରେ କଲେଜ ପରିସରରେ ଭୟର ବାତାବରଣ ଖେଳିଯାଇଛି। ଏଡିଏମ୍‌ଓ ଆଶୋକ…

ହାତୀ ସୁରକ୍ଷା ପାଇଁ ବିଦ୍ୟୁତ୍‌ କାଟ

ସମ୍ବଲପୁର,୧୫।୧୨(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମ ଉପକଣ୍ଠ ଅଞ୍ଚଳରେ କିଛିଦିନ ହେବ ହାତୀ ଚଳାଚଳ ବୃଦ୍ଧି ପାଇଛି। ହାତୀଙ୍କ ସୁରକ୍ଷା ପାଇଁ ବନ ବିଭାଗର ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଦ୍ୟୁତ୍‌ କାଟ କରାଯିବ ବୋଲି ଟାଟା ପାୱାର ପକ୍ଷରୁ ସୂଚନା ଦିଅଯାଇଛି। ସୂଚନା…

ହିଣ୍ଡାଲ୍‌କୋ, ଜିଏମ୍‌ଆର୍‌କୁ ୧୦କୋଟି ଜରିମାନା

ସମ୍ବଲପୁର,୧୦ା୧୨(ବ୍ୟୁରୋ): ସମ୍ବଲପୁର ଜିଲା ରେଙ୍ଗାଲି ତହସିଲ ତଲାବିରା କୋଇଲାଖଣି ୧ରେ ପୂର୍ବରୁ ଉତ୍ତୋଳନ କରୁଥିବା ହିଣ୍ଡାଲ୍‌କୋ କମ୍ପାନୀ ଓ ଛତିଶଗଡ଼ର ଜିଏମ୍‌ଆର୍‌ କମ୍ପାନୀ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏନ୍‌ଜିଟି ରାୟ ପ୍ରକାଶ କରି ଦୁଇ କମ୍ପାନୀକୁ…

ସୀମିତ ଅନୁଦାନରେ ସ୍ମାର୍ଟସ୍କୁଲ ଯୋଜନା

ସମ୍ବଲପୁର,୧୦ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟି ବିଭାଗ ପରିଚାଳନାରେ ହାଇସ୍କୁଲ ରୂପାନ୍ତରଣ କରାଯାଉଛି। ଘରୋଇ ସ୍କୁଲ ଭଳି ସମସ୍ତ ସୁବିଧା ଯୋଗାଇ ଦେବାକୁ ଯୋଜନା କରାଯାଇଛି। ହେଲେ ସୀମିତ ଅନୁଦାନରେ ସ୍ମାର୍ଟସ୍କୁଲ ଯୋଜନା କରାଯାଇଥିବା ଏଠାରେ ଆଲୋଚନା ହେଉଛି। ଅନୁଦାନ ଅଭାବରୁ ସ୍କୁଲଗୁଡିକ…

ଭିଜିଲାନ୍ସ ଜାଲରେ ସମବାୟ ଲ୍ୟାମ୍ପ୍ସ ଏମ୍‌ଡି

ସମ୍ବଲପୁର ଅଫିସ,୩ା୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଜମନକିରା ସମବାୟ ଲ୍ୟାମ୍ପସ୍‌ର ଏମ୍‌ଡି ଫଣିନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ଫଣିନ୍ଦ୍ରଙ୍କ ଜମନକିରା ଅଫିସ ଓ ପୈତୃକ ଗାଁ…

ଭିଜିଲାନ୍ସ ଜାଲରେ ସୁପରଭାଇଜର

ସମ୍ବଲପୁର,୨୭ା୧୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଆଇସିଡିଏସ୍‌ ସୁପରଭାଇଜର ସୁଲଚନା ଅର୍କ ଶନିବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ତାଙ୍କଠାରୁ ରାସାୟନିକ ପ୍ରଲେପ ଦିଆ ୧୩ ହଜାର ୫ଶହ ଟଙ୍କିଆ ନୋଟ ଜବତ ହୋଇଛି। ଏ ନେଇ ଭିଜିଲାନ୍ସ…

ଦାବି ନେଇ ଚାଷୀଙ୍କ ୨୨ କି.ମି. ପଦଯାତ୍ରା

ସମ୍ବଲପୁର,୨୭।୧୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ପଡିଆବାହାଳ ଜୟଦୁର୍ଗା କୃଷକ କ୍ଲବ ବିଭିନ୍ନ ଦାବି ପୂରଣ ପାଇଁ ଅଭିନବ ପ୍ରତିବାଦ କରିଛି। କ୍ଲବ କର୍ମକର୍ତ୍ତା ଶୁକ୍ରବାର ଖଲିଆପାଲି ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣରୁ ପ୍ରାୟ ୨୨ କି.ମି. ପଦଯାତ୍ରା କରି ଜିଲାପାଳଙ୍କ…

ଭିମ୍‌ସାରରେ ପୁଣି ୧୬ କରୋନା ସଂକ୍ରମିତ

ସମ୍ବଲପୁର,୨୫ା୧୧(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିମ୍‌ସାରରେ ବୁଧବାର ଆଉ ୧୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୪୭ରେ ପହଞ୍ଚତ୍ଛି। ସେମାନଙ୍କ ମଧ୍ୟରେ ଏମ୍‌ବିବିଏସ୍‌ର ୨୩ ଛାତ୍ରୀ ଓ ୨୪ ଛାତ୍ର ଅଛନ୍ତି। ପରିସ୍ଥିତିକୁ ଦେଖି ଜିଲା ପ୍ରଶାସନ…

୨୯ ଜଣ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ସମ୍ବଲପୁର,୨୩।୧୧(ବ୍ୟୁରୋ): ବୁର୍ଲା ଭୀମସାର ମେଡିକାଲର ଏମବିବିଏସ୍‌ ପ୍ରଥମ ବର୍ଷର ୨୯ ଜଣ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୨ ଜଣ ଛାତ୍ରୀ ରହିଥିବାବେଳେ ୭ ଜଣ ଛାତ୍ର ସଂକ୍ରମିତ ହୋଇଛନ୍ତି । ରିପୋର୍ଟ ପଜିଟିଭ୍‌ ଆସିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri