ସୁବର୍ଣ୍ଣପୁର

ପ୍ରେମିକ ଜେଲ୍‌ରେ, ଘରକୁ ଗଲେ ନବବଧୂ : ବନ୍ଧୁକ ଦେଖାଇ ଅପହରଣ ଘଟଣାରେ ନୂଆମୋଡ

ତରଭା,୨୬ା୨(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ପୋଲିସ ସମ୍ବଲପୁରରୁ ଉଦ୍ଧାର କରିଥିବା ନବବଧୂଙ୍କୁ ବୁଧବାର ତାଙ୍କ ମା’ଙ୍କୁ ହସ୍ତାନ୍ତର କରାଯାଇଛି l ସେ ମା’ଙ୍କ ସହିତ ଘରକୁ ଯାଇଛନ୍ତି। ବଲାଙ୍ଗୀର ସହର କାମାକ୍ଷାନଗର ନିବାସୀ ହରିବନ୍ଧୁ ପୁଟେଲଙ୍କ ସହ କଣ୍ଟାମାଳ ରଥପଡାରେ…

୨ ଦିନରେ ୨ କିଡ୍‌ନୀ ଆକ୍ରାନ୍ତଙ୍କ ମୃତ୍ୟୁ: ମୃତକଙ୍କୁ ମିଳୁନି ସରକାରୀ ସହାୟତା

ଅମରପାଲି, ୨୪ା୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ଦୁଇଦିନ ମଧ୍ୟରେ ୨ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଗତ ୨୦ ତାରିଖ ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତ ଗୁଦୁଗୁଦା…

ସାହାଜଲଥା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ସମସ୍ୟା: ୬ ଶ୍ରେଣୀ ପାଇଁ ଜଣେ ଶିକ୍ଷକ

ଅମରପାଲି,୨୩ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସାହାଜଲଥା ପ୍ରାଥମିକ ବିଦ୍ୟାଳୟରେ ଦେଖା ଦେଇଛି ଶିକ୍ଷକ ସମସ୍ୟା। ଏହି ସ୍କୁଲରେ ବାଲ ବାଟିକା ସହିତ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ସେମାନଙ୍କୁ ପଢ଼ାଇବା ପାଇଁ ପୂର୍ବରୁ ୨ଜଣ ଶିକ୍ଷକ…

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ମୁନ୍ନା: ପେନସିଲ ଗ୍ରାଫାଇଟରେ ସୂକ୍ଷ୍ମ ଇଣ୍ଡିଆ ଗେଟ୍‌

ଅମରପାଲି,୧୨ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ମୁନ୍ନା ମାହାଣା ଲିମକା ବୁକ ଅଫ ରେକଡର୍‌ସରେ ନିଜ ନାମକୁ ନାମିତ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ମୁନ୍ନା ପେନସିଲ ମୁନରେ ଲାଗିଥିବା ଗ୍ରାଫାଇଟରେ ସୂକ୍ଷ୍ମ ଇଣ୍ଡିଆ ଗେଟର…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା ନାବାଳିକାଙ୍କ ମା’ଙ୍କ ଅଭିଯୋଗ ଆଧାରରେ ପୋଲିସ ସମ୍ପୃକ୍ତ ଗୁଣିଆ ନାଇକେନପାଲି ଗ୍ରାମର ରୂପ…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼ ଜିଲା ବରପାଲି ଥାନା ସତଲମା ଗ୍ରାମର ଗୁଲସନ ସାହୁ(୨୪)ଙ୍କୁ ଗିରଫ କରାଯାଇଛି। ତେବେ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ମା’ ଆଣିଲେ ସାଂଘାତିକ ଅଭିଯୋଗ

ଅମରପାଲି,୩।୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ହରିହର ଯୋର(ଠେଙ୍ଗୋ ଡ୍ୟାମ)ଫାଣ୍ଡି ଅଞ୍ଚଳରେ ଜଣେ ହାଇସ୍କୁଲ ପଢୁଆ ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ନାବାଳିକା ଜଣକ ବହଳପଦର ପଞ୍ଚାୟତ ଅଞ୍ଚଳର ହୋଇଥିବା ବେଳେ ସେ ଉକ୍ତ ଅଞ୍ଚଳର ଏକ…

ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ପୂର୍ବ ସରକାରଙ୍କୁ କଟାକ୍ଷ କଲେ ଜିଲାପାଳ

ନୂଆଦିଲ୍ଲୀ,୨।୨: ସୁବର୍ଣ୍ଣପୁର ଜିଲାପାଳ ନୃପରାଜ ସାହୁଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ରବିବାର ସୁବର୍ଣ୍ଣପୁରରେ ଆୟୋଜିତ ‘ସୁଭଦ୍ରା ଶକ୍ତି ମେଳା’ ଶୁଭାରମ୍ଭ ହୋଇଥିଲା। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଜିଲାପାଳ ପରୋକ୍ଷରେ ପୂର୍ବ ବିଜେଡି…

ଟ୍ରକ ଧକ୍କାରେ ଯୁବ ଚାଷୀଙ୍କ ମୃତ୍ୟୁ, କ୍ଷତି ପୂରଣ ଦାବି ନେଇ ୪ ଘଣ୍ଟା ଧରି ରାମପୁର ରାସ୍ତା ଉପରେ ରାସ୍ତା ରୋକ

ଡୁଙ୍ଗୁରିପାଲି ୨୩।୧ (ଦୀନବନ୍ଧୁ ସୁନା ) : ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି -ବିନିକା ରାସ୍ତାର ରାମପୁର ଏଟିଏମ ଛକ ନିକଟରେ ବରପାଲି ପଟରୁ ଆସୁଥିବା ଏକ ଟ୍ରକ, ବାଇକରେ ଆସୁଥିବା ଯୁବଚାଷୀଙ୍କୁ ମୁହାଁମୁହିଁ ଧକ୍କା ଦେବାରୁ ଘଟଣା ସ୍ଥଳରେ ତାଙ୍କ ମୃତ୍ୟୁ…

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ ଗେଟ ଖୋଲିଦେଇ ପାଣି ଖାଲି କରି ଦେଇଛି। ଫଳରେ ଏହି ଡ୍ୟାମ ଉପରେ ନିର୍ଭର…

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର ଭଗବତୀପ୍ଲଟ ସ୍ଥିତ ବାସଭବନରେ ନିଜ ପିସ୍ତଲରୁ ମୁଣ୍ଡକୁ ଗୁଳି ମାରି ସେ ଆତ୍ମହତ୍ୟା କରିଥିବା…

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ମାତ୍ର ଏହାକୁ ନେଇ ବିଭାଗୀୟ ଅଧିକାରୀଙ୍କ ଭିନ୍ନ ପ୍ରତିକ୍ରିୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri