ସୁବର୍ଣ୍ଣପୁର

ସମିତି ସଭ୍ୟଙ୍କୁ ଗୁଳିମାରି ହତ୍ୟା: ବଢୁଛି ସନ୍ଦେହ, କାର୍‌ ଭିତରେ ଥିବା ସମୟରେ…

ଡୁଙ୍ଗୁରିପାଲି,୧୧।୯:ସୁବର୍ଣ୍ଣପୁର ଓ ବରଗଡ଼ ଜିଲା ସୀମାବର୍ତ୍ତୀ କେବାଡ଼ ଜିରୋ ଆଡି କେନାଲ ନିକଟରେ ଆଗଲପୁର ପଞ୍ଚାୟତ ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାଏକ (୪୦)ଙ୍କୁ ଗୁଳିମାରି ହତ୍ୟା କରାଯାଇଛି। ନିଜ କାର ଭିତରେ ଥିବା ସମୟରେ ଦୁର୍ବୃତ୍ତମାନେ ତାଙ୍କୁ ଗୁଳି କରି ଫେରାର…

ପୂରାଉଁଆସରେ ସଂସ୍କୃତି-ପରମ୍ପରାର ଝଲକ: କୁଣ୍ଢିକାଚିରେ ଘର ସଂସାର ଶିକ୍ଷା

ଅମରପାଲି,୧୧।୯(ପୀତାମ୍ବର ସାହୁ):ପରମ୍ପରା ହିଁ ଗୋଟିଏ ଜାତିର ପରିଚୟ। ଯେଉଁ ପରମ୍ପରା ଲୋକଜୀବନ ସହ ପିଢି ପରେ ପିଢି ଯୋଡ଼ି ରହିଛି। ଏହା ହିଁ ହୋଇଯାଏ ଲୋକସଂସ୍କୃତିର ଅମୂଲ୍ୟ ସମ୍ପଦ। ସୁବର୍ଣ୍ଣପୁର ଜିଲାର ଏଭଳି ଏକ ନିଆରା ଲୋକ ପରମ୍ପରା ହେଉଛି ପୂରାଉଁଆସ।…

ସୁଟ୍‌କେସ୍‌ରେ ଗଞ୍ଜେଇ ଧରି ବାହାର ରାଜ୍ୟକୁ ଯାଉଥିଲେ ସୁନୀତା: ମାଡ଼ିବସିଲା ପୋଲିସ

ଡୁଙ୍ଗୁରିପାଲି, ୧୦।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଜଣେ ମହିଳାଙ୍କଠାରୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ତାଙ୍କୁ କୋର୍ଟ ଚାଲାଣ କରିଛି। ଗିରଫ ମହିଳା ଜଣକ ମଧ୍ୟପ୍ରଦେଶର ବାଗସ୍ବୋଣ୍ୟା ଥାନା ଅନ୍ତର୍ଗତ ଲାଲ ଟାଙ୍କି…

୧୭ ବର୍ଷରେ ୧୭ଶହରୁ ଅଧିକ ମଞ୍ଚରେ ଦଣ୍ଡନୃତ୍ୟ: ଚର୍ଚ୍ଚାରେ ଦେବେନ୍ଦ୍ର ନାଏକ

ଅମରପାଲି,୮ା୯(ପୀତାମ୍ବର ସାହୁ):ଦଣ୍ଡ ନୃତ୍ୟ, ଷୋଳ ସୁଆଙ୍ଗ ଓଡ଼ିଶାର ପ୍ରାଚୀନ ଲୋକକଳା ଓ ସଂସ୍କୃତିର ଏକ ଅନନ୍ୟ ପରିଚୟ। ଆଧୁନିକତାର ପ୍ରଭାବରେ ଏହି ପାରମ୍ପରିକ କଳା ଧୀରେ ଧୀରେ ଲୋପ ପାଇବାକୁ ବସିଛି। ଏହାକୁ ବଞ୍ଚାଇ ରଖିବା ସହ ଲୋକାଭିମୁଖୀ କରିବାରେ ନିଜକୁ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡୁଙ୍ଗୁରିପାଲି ଶିବାନନ୍ଦପଡ଼ାର ରିଜେ ସେଠ(୩୨), ଡୁଙ୍ଗୁରିପାଲି ବ୍ଲକ କଲୋନୀର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ ହୋଇଯାଇଛି। ପ୍ରଥମେ ସ୍କୁଲରେ ଗୁରୁଦିବସ ପାଳନ ପରେ ସ୍କୁଲ ମଣ୍ଡପରେ ନାଟକ ମଞ୍ଚସ୍ଥ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ଦୀର୍ଘ ଦଶନ୍ଧି ଧରି ଦୁଇ ଗୋଷ୍ଠୀରେ ବିଭକ୍ତ ହୋଇ ରହିଥିବା ଗ୍ରାମବାସୀ ଶେଷରେ…

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ ଉପରେ ପ୍ରଶାସନ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ରାଜସ୍ବ, ବନ ଓ ପୋଲିସ ବିଭାଗର…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ହିତାଧିକାରୀଙ୍କୁ ମିଳିଲା ୨ ମାସର ଚାଉଳ, ବାକି ୩ ମାସକୁ ନେଇ…

ଅମରପାଲି,୩ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବହଳପଦର ପଞ୍ଚାୟତରେ ନୂତନ ରାଶନ କାର୍ଡ ପାଇବା ସତ୍ତ୍ୱେ ହିତାଧିକାରୀମାନେ ୫ ମାସ ଧରି ଚାଉଳ ପାଉ ନ ଥିଲେ। ଏ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ବିଭାଗ ତତ୍ପର…

୭୫ ବର୍ଷର ସୁବର୍ଣ୍ଣପୁର ପୌରପାଳିକା: ଏବେ ବି ବିକାଶଠୁ ବହୁ ଦୂରରେ…

ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ ସହରର ଗୁରୁତ୍ୱ ତଥା ସେତେବେଳର ବାଣିଜ୍ୟ ବ୍ୟବସାୟକୁ ଦୃଷ୍ଟିରେ ରଖି ୧୯୫୧ରେ ରାଜ୍ୟ…

ଧାନ ବିକ୍ରି ପଞ୍ଜୀକରଣ ପାଇଁ ପାକ୍ସରେ ଚାଷୀଙ୍କ ଭିଡ଼

ଅମରପାଲି,୩୧ା୮(ପୀତାମ୍ବର ସାହୁ): ଚାଷ ଓ ଚାଷୀଙ୍କ ଜିଲା ସୁବର୍ଣ୍ଣପୁର। ଜିଲାର ଅଧିକାଂଶ ଧାନ ଚାଷ କରନ୍ତି। ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଏବେ ଚାଷୀ ପଞ୍ଜୀକରଣ ଯୋରଦାର ଭାବେ ଚାଲିଛି। ଚଳିତବର୍ଷ ମହିଳା…

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ମୃତକଙ୍କ ସ୍ବାମୀଙ୍କ ସମେତ ପରିବାରର ଅନ୍ୟ ସଦସ୍ୟଙ୍କ ନାମରେ ମାମଲା ରୁଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?