ସୁବର୍ଣ୍ଣପୁର

ଭୁଲ ଇଞ୍ଜେକ୍‌ସନରୁ ମହିଳାଙ୍କ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର

ସୋନପୁର,୧୫।୨(ମୃତ୍ୟୁଞ୍ଜୟ ଶତପଥୀ): ଡାକ୍ତରଙ୍କ ଭୁଲ ଇଞ୍ଜେକସନ ଯୋଗୁ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ପରିବାର ଲୋକେ…

10 months ago

ପୋଲିସ ବାରାକ୍‌ରେ ଚାଲିଗଲା କନ୍‌ଷ୍ଟେବଲଙ୍କ ଜୀବନ

ବିନିକା,୧୩ା୨(ରାମ ଗୋପାଳ ବାଘ); ସୁବର୍ଣ୍ଣପୁର ଜିଲା ବିନିକା ଥାନା ପୋଲିସ ବାରାକ୍‌ରେ ଜଣେ କନ୍‌ଷ୍ଟେବଲଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ହେଲେ ସୋନପୁର ରିଜର୍ଭ ପୋଲିସ କନ୍‌ଷ୍ଟେବଲ…

10 months ago

ଭିଜିଲାନ୍ସ ଜାଲରେ ପୋଲିସ ଏଏସ୍‌ଆଇ ବୁଡ଼ୁ ଭୋଇ, ଲାଞ୍ଚନେବା ବେଳେ…

ସୋନପୁର,୧୭।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଏଏସ୍‌ଆଇ ବୁଡ଼ୁ ଭୋଇ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଭିଜିଲାନ୍ସ…

10 months ago

ସରସ୍ବତୀ ପୂଜା କରିବାକୁ ବାଇକ୍‌ରେ ଯାଉଥିଲେ ୨ ଛାତ୍ର: ବାଟରେ ପିଟିଦେଲା ଅଜଣା ଗାଡ଼ି, ତା’ପରେ…

ସୋନପୁର,୨।୨: ସୁବର୍ଣ୍ଣପୁର ଜିଲା ମୁର୍ଶୁଣ୍ଡି ମେଟାକାନି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ବାଇକ୍‌କୁ ଧକ୍କାଦେଇ ଫେରାର ହୋଇଯାଇଥିବା ବେଳେ ଜଣେ…

10 months ago

ରାମଚଣ୍ଡୀ କମ୍ପାନୀରେ ଆଇଟି ରେଡ, ଏକା ବେଳକେ ୪ଟି ସ୍ଥାନରେ ପଶିଗଲେ…

ସୋନପୁର,୧୭।୧(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଜିଲା ମା’ ରାମଚଣ୍ଡୀ କମ୍ପାନୀର ସୋନପୁର ସ୍ଥିତ ଅଫିସ, ମାଲିକଙ୍କ ବାଇଗଣଜୁରି ସ୍ଥିତ ଭଡ଼ାଘର, ତରଭା ବ୍ଲକର କ୍ରସର୍‌, ବୌଦ୍ଧ ଜିଲା ବାଉଁଶୁନି…

11 months ago

ଶିଳାନ୍ୟାସରେ ଅଟକିଛି ବସ୍‌ଷ୍ଟାଣ୍ଡ ନିର୍ମାଣ

ସୋନପୁର,୧୭।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଏକ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ ସ୍ବପ୍ନ ହୋଇ ରହିଛି। ୧୯୯୩ରେ ଏହି ଜିଲା ପ୍ରତିଷ୍ଠା ହୋଇଥିଲେ ମଧ୍ୟ ଗମନାଗମନ…

11 months ago

ବ୍ୟବସାୟୀଙ୍କୁ ଭୁଜାଲି ମାଡ କରି ଲୁଟ୍‌ : ବନ୍ଧୁକ ଦେଖାଇ ଭୟଭୀତ କଲେ ଅଫୁଟା ଗୁଳି, ମୋବାଇଲ୍‌ ଜବତ

ସୋନପୁର,୧୫।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଧର୍ମଶାଳା-ଯାଲୋଏ ରାସ୍ତାରେ ଭୁଜାଲିରେ ହାଣି ଯୁବ ବ୍ୟବସାୟୀ ନୀଳାମ୍ବର ମହାପାତ୍ର(୩୩)ଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି। ମଙ୍ଗଳବାର ରାତି ୭ଟା୩୦ରେ…

11 months ago

ଗଞ୍ଜେଇ ଚାଲାଣ କରୁଥିଲେ,ଗଛରେ ପିଟିହୋଇ ଚାଲିଗଲା ଜୀବନ

ସୋନପୁର,୩୧।୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର କଲେଜ ରାସ୍ତାରେ ଏକ ଗଛକୁ ଧକ୍କା ଦେଇ ଜଣେ ବାଇକ ଆରୋହୀଙ୍କ ମଙ୍ଗଳବାର ସକାଳେ ମୃତ୍ୟୁ ହେଇଛି l ମୃତ ଯୁବକଙ୍କ ପ୍ରକୃତ…

11 months ago

କଟ୍‌ନି ପାଇଁ ଚାଲିଛି ମୂଲଚାଲ

ସୋନପୁର,୨୫।୧୨(ମୃତ୍ୟୁଞ୍ଜୟ ଶତପଥୀ): ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିର ନିଷ୍ପତ୍ତି ଅନୁଯାୟୀ ଡିସେମ୍ବର ୧୦ତାରିଖରୁ ସୁବର୍ଣ୍ଣପୁର ଜିଲାରେ ଧାନ କିଣା ଆରମ୍ଭ ହୋଇଛି। ବିନିକା ବ୍ଲକର ବିନିକା ଓ…

12 months ago

ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଏମ୍‌ ଡିଆଇସି

ସୋନପୁର,୨୧।୧୨(ମୃତ୍ୟୁଞ୍ଜୟ ଶତପଥୀ): ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ(ପିଏମ୍‌ଇଜିପି)ରେ ଋଣ ଆବେଦନକୁ ମଞ୍ଜୁର ପାଇଁ ଲାଞ୍ଚ ନେଉଥିବା ବେଳେ ଶନିବାର ସୁବର୍ଣ୍ଣପୁର ଜିଲା ଶିଳ୍ପକେନ୍ଦ୍ରର ସାଧାରଣ ପରିଚାଳକ(ଜିଏମ୍‌ ଡିଆଇସି)…

12 months ago