ସୁବର୍ଣ୍ଣପୁର

ରାସ୍ତାକଡ଼ରୁ ଅଧାପୋତା ଶିଶୁକନ୍ୟା ଉଦ୍ଧାର

ବିନିକା, ୧୫ା୧୨(ରାମ ଗୋପାଳ ବାଘ): ଝିଅକୁ ଆଜି ବି ଅନେକେ ଅଲୋଡ଼ା ମନେ କରୁଛନ୍ତି। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲା ବିନିକା…

1 year ago

ପାକ୍ସ ସମ୍ପାଦକଙ୍କୁ ୪ ବର୍ଷ ଜେଲ

ସୋନପୁର,୬।୧୨(ମୃତ୍ୟୁଞ୍ଜୟ ଶତପଥୀ): ସରକାରୀ ଅର୍ଥ ଆତ୍ମସାତ ମାମଲାର ବିଚାରକରି ବଲାଙ୍ଗୀର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ ମଳୟ ରଞ୍ଜନ ଦାଶ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କଳାପଥର ପାକ୍ସ(ପ୍ରାଥମିକ…

1 year ago

ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ: ୧୧ ସ୍ଥାନରେ ଚଢାଉ

ସୋନପୁର, ୨୦।୧୧(ମତ୍ୟୁଞ୍ଜୟ ଶତପଥୀ):ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଯୋଗାଣ ଅଧିକାରୀ(ସିଏସଓ) ସୁରେଶ କୁମାର ପାଣିଗ୍ରାହୀ l ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ରାତିରୁ ଏହି…

1 year ago

ଧାନ କିଣାକୁ ନେଇ ଦ୍ୱନ୍ଦ…

ସୋନପୁର,୧୫l୧୧(ମୃତ୍ୟୁଞ୍ଜୟ ଶତପଥୀ): ଖରିଫ ଧାନ କିଣା ସମ୍ପର୍କରେ ରାଜ୍ୟ ସରକାରଙ୍କ ସ୍ପଷ୍ଟ ସୂଚନା ନାହିଁ l ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୩୦୦ ଟଙ୍କା ଓ ଧାନର…

1 year ago

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ କୁମୁଣ୍ଡେ ଗ୍ରାମବାସୀ

ଲୋଇସିଂହା,୧୨।୧୧(ସୁଶାନ୍ତ ବାରିକ): ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ କୁମୁଣ୍ଡେ ସରକାରୀ ଉଚ୍ଚ ବିଦ୍ୟାଳୟରେ ଲାଗି ରହିଥିବା ବିବାଦ ସମାଧାନ ହେବାର ନେଉନାହିଁ। ଶିକ୍ଷା ବିଭାଗ ଆନ୍ତରିକତା ଅଭାବକୁ…

1 year ago

ପାତାଳି ଶ୍ରୀକ୍ଷେତ୍ରରୁ ଶ୍ରୀଜୀଉଙ୍କ ପାଖକୁ ଗଲା ତୁଳସୀ

ସୋନପୁର,୧୦।୧୧(ମୃତ୍ୟୁଞ୍ଜୟ ଶତପଥୀ): ଆସନ୍ତା ୧୨ ତାରିଖ ମଙ୍ଗଳବାର କାର୍ତ୍ତିକ ଏକାଦଶୀ। ଜଗନ୍ନାଥଙ୍କ ଦୁର୍ଲଭ ବେଶ। ଏହି ଦିନ ପୁରୀ ଶ୍ରୀଜୀଉଙ୍କଠାରେ ଲାଗିହେବ ଫୁଲ ଓ ତୁଳସୀ। ଏଥିପାଇଁ…

1 year ago

ହାତୀପଲ ଉଜାଡ଼ି ଦେଲେ ଏକର ଏକର ଧାନଫସଲ

ବିନିକା,୧୦।୧୧: ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ ହାତୀ ଉପଦ୍ରବ ଥମିବାର ନାଁ ନେଉନାହିଁ। ହାତୀପଲ ଅଞ୍ଚଳର ଘୋଡ଼ାଧାର, କର୍ତଙ୍ଗ, ମହାଦେବପାଲି, ସକମା, ଘଣ୍ଟୋପାଲିରେ ପଶି ବ୍ୟାପକ ଫସଲ…

1 year ago

ବଜାର ଯାଉଥିବାବେଳେ ବୃଦ୍ଧଙ୍କୁ ଚାପିଦେଲା ବୋଲୋରୋ

ଅମରପାଲି,୩ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସୁବଳୟା ଥାନା ଅନ୍ତର୍ଗତ ଟେଭାପଦର ଛକଠାରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଛି। ମୃତକ ଜଣକ ହେଲେ ଟେଭାପଦର…

1 year ago

ସ୍କ୍ରବ ଟାଇଫସ୍‌ ନେଲା ଆଉ ଜଣଙ୍କ ଜୀବନ

ବିନିକା,୧।୧୧: ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲା ବୁର୍ଲା ଏକ ଘରୋଇ ନର୍ସିଂ ହୋମ୍‌ରୁ ଏଭଳି…

1 year ago

ମଦ ବିରୋଧରେ ଅଣ୍ଟାଭିଡ଼ିଲେ ୬ ଗାଁର ମହିଳା

ଅମରପାଲି,୨୮ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ଅବାଧରେ ଦେଶୀ ବିଦେଶୀ ମଦ ବିକ୍ରି ଚାଲିଛି। ବାରମ୍ବାର ଅଭିଯୋଗ କଲେ ମଧ୍ୟ ଅବକାରୀ ବିଭାଗ…

1 year ago