ସୁବର୍ଣ୍ଣପୁର

ଫେଲ୍‌ ମାରିଛି ଗାଈ ଗୁହାଳ ଯୋଜନା

ଡୁଙ୍ଗୁରିପାଲି,୨୮ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକରେ ଫେଲ୍‌ ମାରିଛି ସରକାରଙ୍କ ଗାଈ ଗୁହାଳ ଯୋଜନା। ଖୋଲାଆକାଶ ତଳେ ଗାଈ ରଖୁଛନ୍ତି ଚାଷୀ। ଏହି ଦୃଶ୍ୟ ଦେଖିବାକୁ ମିଳିଛି…

11 months ago

ମତ ନେଇ ନେବାର ଥିଲା ନିଷ୍ପତ୍ତି

ଅମରପାଲି,୨୭ା୫(ଡି.ଏନ.ଏ.):ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଢାଞ୍ଚାରେ ପୁଣି ପରିବର୍ତ୍ତନ କରାଯାଇଛି। ଚଳିତ ଶିକ୍ଷାବର୍ଷ ଠାରୁ ଦୁଇଟି ସମ୍ମେଟିଭ ପରୀକ୍ଷା ବଦଳରେ ବର୍ଷକୁ ଗୋଟିଏ ବୋର୍ଡ…

11 months ago

ଆଜିଠୁ ସୁବର୍ଣ୍ଣପୁର ଜିଲାରେ ରବିଧାନ ସଂଗ୍ରହ

ସୋନପୁର,୨୨।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ସୋମବାରଠାରୁ ରବିଧାନ ସଂଗ୍ରହ ଆରମ୍ଭ ହେବ। ୬୦ ପ୍ୟାକ୍ସ ଓ ୩୪ ଡବ୍ଲ୍ୟୁଏସ୍‌ଏଚ୍‌ଜି ଜରିଆରେ ଯୋଗାଣ ନିଗମ ପଞ୍ଜୀକୃତ ଚାଷୀଙ୍କ ନିକଟରୁ ଧାନ…

11 months ago

ଫଡି ଘରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ

ଅମରପାଲି,୨୧ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର କେନ୍ଦୁପତ୍ର ରେଞ୍ଜ ଅଧୀନ ବଡବର୍ଡାକଟା କେନ୍ଦୁପତ୍ର ଫଡି ଘରେ ଦୁର୍ବୁତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଉକ୍ତ କେନ୍ଦୁପତ୍ର…

11 months ago

ଲାଞ୍ଚ ନେଇ ଧରାପଡ଼ିଲେ କିରାଣି

ସୋନପୁର,୨୧ା୫(ନି.ପ୍ର.): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ମୁଖ୍ୟ ପ୍ରାଣୀ ଚିକିତ୍ସାଳୟର କିରାଣି ଗୋଲକ ବିହାରୀ ପୋଢ଼। ଏରିଅର ବିଲ୍‌ କରାଇ ଦେବାକୁ…

11 months ago

ପଞ୍ଚାୟତ ଅଫିସରେ ପିଇଓଙ୍କୁ ତାଲା ପକାଇଲେ

ଅମରପାଲି,୨୦ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ କାର୍ଯ୍ୟରତ ପିଅନ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ଶୁକ୍ରବାର ତାଲା ପକାଇ ଦେଇଥିଲେ। ଆକ୍ରୋଶ ମନୋଭାବ…

12 months ago

ବଜ୍ରକାପ୍ତା ବିକ୍ରି ପାଇଁ କରିଥିଲେ ଅପେକ୍ଷା: ମାଡ଼ିବସିଲା ଏସ୍‌ଟିଏଫ୍‌

ସୋନପୁର,୧୭ା୫(ନି.ପ୍ର.): କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ସୁବର୍ଣ୍ଣପୁର ଜିଲା ଲଛିପୁର ଥାନା ତିଲେଇମାଲ-ଖେମୁଡିଆମୁଣ୍ଡା ରାସ୍ତାରେ ଚଢାଉ କରି ୨ଟି ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି। ଅଢେଇ ଫୁଟ୍‌ ଲମ୍ବ…

12 months ago

ପାଇପ ଫାଟିଛି, ମରାମତି ହେଉନି

ଡୁଙ୍ଗୁରିପାଲି,୧୫ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଳକ ଦିଗଶିରା ହରିଜନ ପଡାବାସୀ ଏବେ ପାଇପ ପାଣି ପାଇଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପାଇପ ଫାଟି ଯାଇଥିବାରୁ ଏହି ସମସ୍ୟା…

12 months ago

ଭିଜିଲାନ୍ସ ଜାଲରେ ମୁଖ୍ୟ କିରାଣୀ

ସୋନପୁର,୯।୫(ନି.ପ୍ର): ସୁବର୍ଣ୍ଣପୁର ଜିଲା ତରଭା ସବରେଜିଷ୍ଟ୍ରି ଅଫିସର ମୁଖ୍ୟ କିରାଣୀ ଶିବ ପ୍ରସାଦ ଗୁରୁଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଶିବ ପ୍ରସାଦ ଗୁରୁ ଜମି…

12 months ago

ଅମଳ ଅଧିକ, ବିକ୍ରି ହୋଇପାରୁନି

ଅମରପାଲି,୯ା୫ (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ଚଳିତ ରବିଋତୁରେ ପ୍ରଚୁର ପରିମାଣରେ କଖାରୁ(ମାଖନ) ଉତ୍ପାଦନ ହୋଇଛି। ହେଲେ ବିକ୍ରି କରି ପାରୁ ନ ଥିବାରୁ ଚାଷୀ…

12 months ago