ଅମରପାଲି,୯।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ଗାଧୋଇବାକୁ ଯାଇଥିବା ବେଳେ ବନ୍ୟାପାଣି ରେ ଭାସି ଯାଇଥିବା ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି।…
ଅମରପାଲି,୮ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି କ୍ଲଷ୍ଟରର ଅଚଣ୍ଡାସ୍ଥିତ ସରକାରୀ ଉନ୍ନୀତ ହାଇସ୍କୁଲରେ ତାଲା ପକାଇ ପ୍ରତିବାଦ କରୁଛନ୍ତି ଏସ୍ଏଚ୍ଜି ମହିଳା। ଫଳରେ…
ଅମରପାଲି,୮।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁରଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ଗାଧୋଇବାକୁ ଯାଇଥିବା ଜଣେ ବୃଦ୍ଧ ବନ୍ୟାପାଣି ରେ ଭାସି ଯାଇ ନିଖୋଜ ଅଛନ୍ତି। ବୃଦ୍ଧ ଜଣକ…
ଅମରପାଲି,୭।୧୦(ପିତାମ୍ବର ସାହୁ): ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଲୁତୁରପଙ୍କ - ଭୁତିଆପାଲି ମଝିରେ ଯାଇଥିବା ଘୁଙ୍ଗିଯୋର ପୋଲ ଉପରେ ମଙ୍ଗଳାବର…
ଅମରପାଲି,୭।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ଜଟେସିଂହା ପଞ୍ଚାୟତର କୁଡ଼ାପଡ଼ା ଗ୍ରାମରେ ବ୍ୟାପକ ଭାବେ ସରକାରୀ ଜମି ଜବରଦଖଲ ହୋଇଥିବା ଅଭିଯୋଗ ହୋଇଛି ।…
ଉଲୁଣ୍ଡା,୨୭ା୯(ଗୌରଚନ୍ଦ୍ର ପରିଛା):ସୁବର୍ଣ୍ଣପୁର ଜିଲାର ଉଲୁଣ୍ଡା ବିଡ଼ିଓଙ୍କ ସରକାରୀ ବାସଭବନରେ ଶନିବାର କେତେଜଣ ବ୍ୟକ୍ତି ପଶି ତାଙ୍କୁ ମାଡ଼ ମାରିଥିବା ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ଅପରାହ୍ନ…
ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପଣ୍ଡାପାଲି ସ୍ଥିତ ମହାନଦୀ ନେତ୍ର ଚିକିତ୍ସାଳୟର ନାଁ ନେଇ ଅନେକ ବ୍ୟକ୍ତି ବିଭ୍ରାନ୍ତି ଓ ଠକାମୀ କରୁଥିବା…
ଅମରପାଲି,୨୭ା୯(ପୀତାମ୍ବର ସାହୁ):ଓଡ଼ିଶା ଲୋକସେବା ଆୟୋଗ ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବାର ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଂହା…
ଅମରପାଲି,୨୬ା୯(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝରିଆପାଲି ପଞ୍ଚାୟତର ତେଲିପାଲି ଗ୍ରାମରେ ମଦ ବିକ୍ରି ବନ୍ଦ ପାଇଁ ଗ୍ରାମର ମହିଳାମାନେ ଗୁରୁବାର ଜିଲାପାଳଙ୍କୁ ଏକ ଦାବିପତ୍ର…
ଅମରପାଲି,୨୫।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ବିଭିନ୍ନ ସ୍ଥାନରେ ଥିବା ଧଳା ପଥର ଖଣି ରେ ଗତ ତିନି ଦିନ ହେଲା ମାଇନ୍ସ ବିଭାଗର…