ସୁବର୍ଣ୍ଣପୁର

ଥୋଡ ଧାନ ଉପରେ କୁଆପଥର ମାଡ଼

ସୋନପୁର,୨୭।୪(ନି.ପ୍ର.) ମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ ନେଇ ସାରା ବିଶ୍ୱ ଚିନ୍ତିତ ଥିବା ବେଳେ ଏବେ ଅଦିନିଆ ବର୍ଷା, କୁଆ ପଥର ମାଡ ଓ ଘୂର୍ଣ୍ଣିଝଡ ଯୋଗୁଁ…

4 years ago

ଅସ୍ଥାୟୀ ଶିବିରରେ ଥିବା ୧୩୩ ଶ୍ରମିକ ଘରକୁ ଫେରିଲେ

ସୋନପୁର,୨୬।୪(ନି.ପ୍ର.):ଲକ୍‌ଡାଉନ୍‌ କାରଣରୁ ଅନ୍ୟ ଜିଲାର ବହୁ ଶ୍ରମିକ ସୁବର୍ଣ୍ଣପୁର ଜିଲାରେ ଫସି ରହିଥିଲେ। ସେମାନଙ୍କୁ ଜିଲାର ବିଭିନ୍ନ ଅସ୍ଥାୟୀ ଶିବିରରେ ରଖାଯାଇଥିଲା। ଶିବିରରେ ରହିବା ପାଇଁ ସମସ୍ତ…

4 years ago

କୁଷ୍ଠରୋଗୀଙ୍କୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ

ବିନିକା,୨୫ା୪(ଡି.ଏନ୍‌.ଏ): ସୁବଣ୍ଣର୍ର୍ପୁର ଜିଲା ଭଣ୍ଡାର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୁଲୁଣ୍ଡା ଗ୍ରାମ ନିର୍ମଳ ଛାୟାରେ ବାସ କରୁଥିବା କୁଷ୍ଠରୋଗୀଙ୍କୁ ଶନିବାର ଜିଲା ଯୁବ ବିଜେଡି ସଭାପତି ଅଶୋକ ନନ୍ଦ…

4 years ago

ଫେରିବେ ୯୫୮୮, ଗ୍ରାମାଞ୍ଚଳରେ ସ୍ଥାନାଭାବ ଆଶଙ୍କା

ସୋନପୁର,୨୫।୪(ନି.ପ୍ର.): ମେ’ ୩ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ କଟକଣା ହଟିଲା ପରେ ଅନ୍ୟ ରାଜ୍ୟରେ ଫସି ରହିଥିବା ଛାତ୍ରୀଛାତ୍ର, ଚାକିରିଆ…

4 years ago

କୁଆପଥର ମାଡରେ ଝଡିଲା ରବିଧାନ

ବିନିକା,୨୪ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଲକ୍‌ଡାଉନ ଜାରି ରହିଛି। ଏହାର ପ୍ରଭାବ ଜନସାଧାରଣଙ୍କ ଜୀବନଜୀବିକା ଉପରେ ପଡିଛି। ଏହି ପରିସ୍ଥିତିରେ ଗତ ତିନିଦିନର ବର୍ଷା ଓ…

4 years ago

ସାନକିରାସିରା ଗ୍ରାମରେ ଗ୍ୟାସ ଟାଙ୍କି ବିସ୍ଫୋରଣ: ଉଡିଗଲା ଆଜବେଷ୍ଟସ ଛପର, ଯୁବକ ମୃତ

ସୋନପୁର,୨୪।୪(ନି.ପ୍ର.)- ସୁବର୍ଣ୍ଣପୁର ଜିଲା ବୀରମହରାଜପୁର ବ୍ଲକ ସାନକିରାସିରା ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଇନ୍ଧନ ଗ୍ୟାସ ଟାଙ୍କି ବିସ୍ଫୋରଣ ଘଟି ସିନୁ ପଧାନ(୨୪)ଙ୍କ ମୃତ୍ୟୁ…

4 years ago

ମୋବାଇଲ ଚୋରି, ଲୁଟ୍‌ ଘଟଣାରେ ୯ ଗିରଫ

ସୋନପୁର/ଉଲୁଣ୍ଡା,୨୨।୪(ନି.ପ୍ର./ଡି.ଏନ.ଏ.): ସୋନପୁର ଟାଉନ ଥାନା ପୋଲିସ ମୋବାଇଲ ଚୋରି ଓ ଉଲୁଣ୍ଡା ପୋଲିସ ମୋବାଇଲ ଲୁଟ୍‌ ଘଟଣାରେ ସମ୍ପୃକ୍ତ ୯ ଅଭିଯୁକ୍ତଙ୍କୁ ଗିରଫ କରିଛି। ବୁଧବାର ସମସ୍ତ…

4 years ago

କରୋନା ସର୍ଭେବେଳେ ଅଙ୍ଗନଓ୍ବାଡି କର୍ମୀଙ୍କ ମୃତ୍ୟୁ

ଅମରପାଲି, ୨୨ା୪(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରାମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତ ଅନ୍ତର୍ଗତ ବୁରୁବୁଡ଼ା ଅଙ୍ଗନଓ୍ବାଡି କେନ୍ଦ୍ରର କର୍ମୀଙ୍କର କରୋନା ସର୍ଭେ ବେଳେ ବୁଧବାର ମୃତ୍ୟୁ ଘଟିଛି। ମୃତ…

4 years ago

୨୦୦ଲିଟର ମଦ ଜବତ, ୨କୁଇଣ୍ଟାଲ ପୋଚ ନଷ୍ଟ

ସୋନପୁର,୨୨।୪(ନି.ପ୍ର.) - ଲକ୍‌ଡାଉନ୍‌ ସମୟରେ ସରକାରୀ ମଦ ଦୋକାନ(ଦେଶୀ ଓ ବିଦେଶୀ) ବନ୍ଦ ରହିଛି। ଏହା ସୁବର୍ଣ୍ଣପୁର ଜିଲାର ଚୋରା ମଦ ବ୍ୟବସାୟୀଙ୍କୁ ବେଶ୍‌ ସୁହାଉଛି ।…

4 years ago

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩,୬୧,୮୧୭ ଟଙ୍କା ଦାନ

ସୋନପୁର,୨୧।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ଠିକାଦାର ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ଲକ୍ଷ ୬୧ହଜାର ୮୧୭ଟଙ୍କା ପ୍ରଦାନ କରିଛନ୍ତି। ସଂଘ ସଭାପତି…

4 years ago