ସୁବର୍ଣ୍ଣପୁର

ନୂଆଁଖାଇ ସରିଲା, ଦାଦନ ଯିବାକୁ ସଜବାଜ

ସୋନପୁର, ୬।୯(ନି.ପ୍ର.): ଗଣପର୍ବ ନୂଆଁଖାଇ ଗତ ୧ତାରିଖରେ ସରିଛି। ସୁବର୍ଣ୍ଣପୁର ଜିଲାର କୃଷକ, ଗରିବ ଓ ଶ୍ରମଜୀବୀ ଖୁସି ମନାଇଛନ୍ତି। ଗଣପର୍ବ ପୂର୍ବରୁ ଦାଦନ ସର୍ଦ୍ଦାରମାନେ ଗାଁଗାଁ…

3 years ago

ତଦନ୍ତ ପାଇଁ ପହଞ୍ଚିଲା ମେଡିକାଲ ଟିମ୍‌

ଅମରପାଲି,୩ା୯(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ସୁରଧାପାଲି (ହୋତାପାଲି )ଗ୍ରାମରେ ସପ୍ତାହକ ମଧ୍ୟରେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଦୁଇ ଜଣ ଆଦିବାସୀ…

3 years ago

ଶିକ୍ଷା, ପରିମଳ ବ୍ୟବସ୍ଥାରେ ସୁଧାର ଆସୁନି

ସୋନପୁର, ୨୬।୮(ନି.ପ୍ର.):ରାଜ୍ୟ ସରକାର ୫-ଟି ଯୋଜନାରେ ହାଇସ୍କୁଲଗୁଡିକୁ ପର୍ଯ୍ୟାୟକ୍ରମେ ସାମିଲ କରି ଏହାର ରୂପାନ୍ତରଣ କରୁଛନ୍ତି। ଗତ ନଭେମ୍ବର ୧୪ରେ ପ୍ରଥମ ପର୍ଯ୍ୟାୟରେ ସୁବର୍ଣ୍ଣପୁର ଜିଲାର ୧୧ଟି…

3 years ago

ବନ୍ୟା କ୍ଷତିଗ୍ରସ୍ତ ମତ୍ସ୍ୟଜୀବୀଙ୍କୁ ସହାୟତା ଦିଅ

ଅମରପାଲି,୨୩ା୮(ଡି.ଏନ.ଏ.): ମହାନଦୀରେ ଆସିଥିବା ବନ୍ୟାରେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତ ଅନ୍ତର୍ଗତ ଖମ୍ବେଶ୍ୱରିପାଲି ଓ କମଲପୁର ଗାଁର ମତ୍ସ୍ୟଜୀବୀଙ୍କ ଜାଲ ଓ ଡଙ୍ଗା ଭାସିଯାଇଥିଲା।…

3 years ago

ସୁବର୍ଣ୍ଣପୁରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସୋନପୁର,୨୦ା୮(ନି.ପ୍ର.): ଗଡଜାତ ପରମ୍ପରା ଅନୁସାରେ ସୋନପୁର ଗଡଜାତ ଓ ପଞ୍ଚରା ଅଞ୍ଚଳର ଜନସାଧାରଣଙ୍କ ପାଇଁ ନୂଆଁଖାଇ ଲଗ୍ନ ଶୁକ୍ରବାର ସନ୍ଧ୍ୟାରେ ସୋନପୁର ଗଡଭିତର ଜଗନ୍ନାଥ ମନ୍ଦିର ପରିସରରେ…

3 years ago

ରୋଗଣା ମା’ଙ୍କୁ ନଦୀକୂଳରେ ଛାଡ଼ିଲେ ପୁଅ

ସୋନପୁର,୧୯।୮(ନି.ପ୍ର.):ସମାଜରୁ କୁସଂସ୍କାର ଏବେ ବି ଦୂର ହୋଇନି। ରୋଗ ଭଲ ନ ହେଲେ ଗ୍ରାମାଞ୍ଚଳରେ ଜାତିଭାଇଙ୍କ ସାମାଜିକ ବାସନ୍ଦର ଭୟ ରହୁଛି। ଏଭଳି ବାସନ୍ଦ ଭୟରେ ଜଣେ…

3 years ago

ନିଖୋଜ ବ୍ୟାଙ୍କ ଅଧିକାରୀଙ୍କ ମୃତଦେହ ମିଳିଲା

ସୋନପୁର,୧୩ା୮(ନି.ପ୍ର.): ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର କୃଷି ଅଧିକାରୀ ଦିବ୍ୟରଞ୍ଜନ ମିଶ୍ର(୩୮)ଙ୍କ ମୃତଦେହ ଶନିବାର ସନ୍ଧ୍ୟାରେ ମିଳିଛି। ସନ୍ଧ୍ୟା ୫ଟା ୪୫ମିନିଟ୍‌ରେ ସୁବର୍ଣ୍ଣପୁର ଜିଲା ଲଛିପୁରସ୍ଥିତ ଅଙ୍ଗନଦୀରୁ ତାଙ୍କ…

4 years ago

ଲଗାଣ ବର୍ଷାରେ ଭାଙ୍ଗିଲା ଘର: କାନ୍ଥ ପଡି ୨ ଗୁରୁତର

ସୋନପୁର,୧୩।୮(ନି.ପ୍ର.): ସୋନପୁର ସହର ୨ ନମ୍ବର ଓ୍ବାର୍ଡର କଳିଙ୍ଗନଗରଠାରେ ଗୁରୁବାର ବିଳମ୍ବିତ ରାତିରେ ଅଘଟଣ ଘଟିଛି। ଲଗାଣ ବର୍ଷାରେ ମାଟି କାନ୍ଥ ଓଦା ହୋଇ ପଡି ଯିବାରୁ…

4 years ago

ଫଟୋ ସାମ୍ବାଦିକ ଶ୍ରବଣ ପ୍ରଧାନଙ୍କ ପରଲୋକ

ଅମରପାଲି, ୧୨ା୮(ଡି.ଏନ.ଏ.):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଞ୍ଚଳର ବରିଷ୍ଠ ଫଟୋ ସାମ୍ବାଦିକ ଶ୍ରବଣ ପ୍ରଧାନଙ୍କ ଗୁରୁବାର ପ୍ରତ୍ୟୁଷରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୫୩ବର୍ଷ ହୋଇଥିଲା। ଦୀର୍ଘବର୍ଷ…

4 years ago

ସେପ୍ଟେମ୍ବରରେ ମୁକ୍ତିଲାଭ କରିବ ଚଳଚ୍ଚିତ୍ର କଢ଼ି

ସୋନପୁର,୧୦ା୮(ନି.ପ୍ର.): ବାଲ୍ୟ ବିବାହ ସଚେତନଧର୍ମୀ କ୍ଷୁଦ୍ର ଚଳଚ୍ଚିତ୍ର କଢିର ସୁଟିଂ ସରିଛି। କିଛି ଦିନ ଧରି ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲାର ବିଭିନ୍ନ ସ୍ଥାନରେ ଏହି ଚଳଚ୍ଚିତ୍ରର…

4 years ago