ସୁବର୍ଣ୍ଣପୁର

ବନ୍ଧୁକ,ଭୁଜାଲି ଦେଖାଇ ୨୧ ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

ସୋନପୁର,୧୭।୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବାଘଲପୁର-ବିଶିପଡ଼ା ରାସ୍ତାରେ ବୁଧବାର ପୂର୍ବାହ୍ନରେ ବନ୍ଧୁକ ଓ ଭୁଜାଲି ଦେଖାଇ ୬ ଦୁର୍ବୃତ୍ତ ୨୧ ଲକ୍ଷ ଲୁଟି ନେଇଛନ୍ତି। ରାଇଟର ସେଫ ଗାଡର…

5 years ago

ଶ୍ୱାସରୁଦ୍ଧ ପରିସ୍ଥିତି

ଅମରପାଲି, ୧୦।୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଓ ଉଲୁଣ୍ଡା ରେଞ୍ଜ ଅଧୀନରେ ଥିବା ପ୍ରାୟ ସବୁ ଜଙ୍ଗଲରେ ଏବେ ନିଆଁ ଲାଗିଛି। ନିଆଁ ଲାଗି ବ୍ୟାପକ ଜଙ୍ଗଲ…

5 years ago

ଗାଁ ଦାଣ୍ଡରେ ଗୁଳିକରି ଯୁବକଙ୍କୁ ହତ୍ୟା, ଉତ୍ତେଜନା

ଅମରପାଲି/ସୋନପୁର,୬।୩: ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଟିକିରାପଡ଼ାରେ ଶନିବାର ରାତିରେ ଗୁଳିକାଣ୍ଡ ଘଟିଛି। ଗୁଳିମାଡ଼ରେ ଗ୍ରାମର ବାବୁଲୁ ମେହେର(୩୦)ଙ୍କ ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି…

5 years ago

ବାହାବେଦିରୁ ମଶାଣି ଭୂଇଁରେ ନବବଧୂ

ବିନିକା,୫।୩: ସରିଥିଲା ବିବାହ, ଯିବାକୁ ଥିଲା ଶାଶୁଘର। ହେଲେ ନବବଧୂ ବର ସହିତ ସଜ୍ଜିତ ଗାଡ଼ିରେ ଯିବା ବଦଳରେ କୋକେଇରେ ଯାଇଥିଲେ ମଶାଣି ଭୂଇଁ । ଏଭଳି…

5 years ago

ଦାଦର ଜଙ୍ଗଲରେ ନିଆଁ: ଲିଭାଇବାକୁ ଆସି ଫେରିଗଲେ ବନ କର୍ମଚାରୀ

ଅମରପାଲି, ୪।୩: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଳକ ଅନ୍ତର୍ଗତ ମୁର୍ଷୁଣ୍ଢୀର ଦାଦର ଜଙ୍ଗଲରେ ଲାଗିଛି ନିଆଁ। ନିଆଁ ଲାଗି ଜଙ୍ଗଲର ଗଛ ଲତା ଜଳି ଯାଉଥିବା ବେଳେ…

5 years ago

ଥାନାରେ ଦ୍ୱାରସ୍ଥ ହେଲେ ପ୍ରେମିକଙ୍କ ସହ ଫେରାର ଥିବା ବିବାହିତ ମହିଳା

ବିନିକା,୪।୩: ପ୍ରେମିକ କଥାରେ ପଡି ଶାଶୁଘର ଛାଡି ଫେରାର ଥିବା ବରଗଡ଼ ଅଞ୍ଚଳର ଜଣେ ବିବାହିତା ମହିଳା ପ୍ରତାରଣାର ଶିକାର ହୋଇ ଶେଷରେ ନ୍ୟାୟ ପାଇଁ ଥାନାର…

5 years ago

ପ୍ରାଥମିକ ଶିକ୍ଷକଙ୍କ ନାମରେ ୨ଟି ଦୁଇ ମହଲା କୋଠା, ମାର୍କେଟ କମ୍ପ୍ଲେକ୍ସ

ଅମରପାଲି,୩।୩: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଜଣେ ଶିକ୍ଷକ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ସେ ହେଲେ ସେ ବୀରମହାରାଜପୁର ବ୍ଳକ ପଥରଘାଟ ୟୁପି ସ୍କୁଲରେ ସହକାରୀ…

5 years ago

କ୍ୱାର୍ଟର୍ସରେ ବରିଷ୍ଠ କିରାଣିଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୨୩।୨(ନି.ପ୍ର.) ସୋନପୁର ସହରସ୍ଥିତ କ୍ଲଷ୍ଟର କଲୋନୀର ସରକାରୀ କ୍ୱାର୍ଟର୍ସରେ ବରିଷ୍ଠ କିରାଣି ଶିବ ନାରାୟଣ ବିଶ୍ୱାଳ(୪୧)ଙ୍କ ସନ୍ଦେହଜନକଭାବେ ମୃତ୍ୟୁ ଘଟିଛି। ପୋଲିସ କ୍ୱାର୍ଟର୍ସ ତାଲା ଭାଙ୍ଗି ଭିତରକୁ…

5 years ago

ମାହେଶ୍ୱରୀ ଏକଦିବସୀୟ ଫୁଟବଲ : ସିଙ୍ଘପାଲି ଚାମ୍ପିୟନ

ଅମରପାଲି, ୨୩।୨ (ଡି.ଏନ.ଏ) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପକଣ୍ଠ ବାଗବର ମାହେଶ୍ୱରୀ ଭେଟେରାନ କ୍ଲବ ଆନୁକୂଲ୍ୟରେ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ଏକଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ସୋମବାର ଉଦଯାପିତ…

5 years ago

ନାରୀଙ୍କୁ ସମ୍ମାନ ପ୍ରଧାନ କର୍ତ୍ତବ୍ୟ ହେବା ଉଚିତ

ସୋନପୁର,୨୩।୨(ନି.ପ୍ର.) ଭାରତୀୟ ସାମ୍ବିଧାନିକ ବ୍ୟବସ୍ଥାରେ ପ୍ରତ୍ୟେକ ବ୍ୟକ୍ତିଙ୍କୁ ସମାନ ଅଧିକାର ଦିଆଯାଇଛି। ଯେଉଁଠି ଜାତି, ଧର୍ମ, ବର୍ଣ୍ଣ ବା ଲିଙ୍ଗର କୌଣସି ପ୍ରଭେଦ ନଥାଏ। କିନ୍ତୁ ନାରୀମାନଙ୍କ…

5 years ago