ସୁବର୍ଣ୍ଣପୁର

ନିଆରା ଢଙ୍ଗରେ ଭାଲେଣ୍ଟାଇନ୍ସ ଡେ’ ପାଳନ କଲେ ଯୁବଗୋଷ୍ଠୀ

ସୋନପୁର,୧୪।୨: ଫେବୃୟାରୀ ୧୪ ଭାଲେଣ୍ଟାଇନ୍ସ ଡେ। ଏହି ଦିବସକୁ ଯୁବଗୋଷ୍ଠୀ ମନଭରି ଉପଭୋଗ କରିଥିଲେ। ଚକୋଲେଟ୍‌ ଦୋକାନ, ଫୁଲ ଦୋକାନ ଓ ଗିଫ୍ଟ କର୍ଣ୍ଣରରେ ପ୍ରେମୀ ଯୁଗଳଙ୍କ…

5 years ago

ବନପାଳଙ୍କ ସମ୍ପତ୍ତି ୧. ୪୧ କୋଟି

ସୋନପୁର,୩।୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲା ବିନିକା ବନପାଳ ଜଗବନ୍ଧୁ ବାରିକଙ୍କ ବାସଭବନ ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ବୁଧବାର ଚଢାଉ କରାଯାଇଛି।…

5 years ago

ପୁସ୍ତକ ଅସୁମାରି ସ୍ବପ୍ନ ସମାଜ ପାଇଁ ଆଲୋକ ବର୍ତ୍ତିକା

ସୋନପୁର,୨୬ା୧(ନି.ପ୍ର.) - ପୁସ୍ତକ ଅସୁମାରି ସ୍ବପ୍ନ ଏକ ପ୍ରବନ୍ଧ ସଙ୍କଳନ। ଏହା ସମାଜରେ ସୁଧାର ଆଣିବ। ସମସାମୟିକ ସାମାଜିକ ସମସ୍ୟା ସମ୍ପର୍କରେ ଏଥିରେ ସୁନ୍ଦର ଭାବେ ଉପସ୍ଥାପନ…

5 years ago

ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର କ୍ୟାମ୍ପସ୍‌ରେ ଯୁବତୀଙ୍କୁ ଗଣବଳାତ୍କାର: ପୋଲିସ ହାତରେ ଲାଗିଲା ସିସିଟିଭି ଫୁଟେଜ୍‌

ସୋନପୁର,୧୮।୧: ସୁବର୍ଣ୍ଣପୁର ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର କ୍ୟାମ୍ପସ୍‌ରେ ଜଣେ ଯୁବତୀଙ୍କୁ ସୋମବାର ଗଣବଳାତ୍କାର କରାଯାଇଛି। ପୂର୍ବାହ୍ନରେ ଏହି ଘଟଣା ଘଟିଛି। ସ୍ପଷ୍ଟ ଦିବାଲୋକରେ ୨ଜଣ ଏହି…

5 years ago

ଖୋଲିଲା ଧାର୍ମିକସ୍ଥଳ: ନୀତିକାନ୍ତୀ ସମ୍ପନ୍ନ ପରେ ଦର୍ଶନ କଲେ ଭକ୍ତ

ସୋନପୁର,୮।୧: ୯ ମାସର ବ୍ୟବଧାନ ପରେ ସୁବର୍ଣ୍ଣପୁର ଜିଲାର ଧାର୍ମିକସ୍ଥଳଗୁଡିକ ଜନସାଧାରଣଙ୍କ ଦର୍ଶନ ଓ ଉପାସନା ପାଇଁ ଶୁକ୍ରବାର ଖୋଲିଛି। ଜିଲାର ଇଷ୍ଟଦେବୀ ସୁରେଶ୍ୱରୀଙ୍କ ସମେତ ଇଷ୍ଟ…

5 years ago

ଭାଙ୍ଗିଲା ଗତବର୍ଷର ରେକର୍ଡ

ସୋନପୁର,୭।୧(ନି.ପ୍ର.):ନଦୀ, ନାଳ ଓ ବନ୍ଧ ପରିବେଷ୍ଟିତ ସୁବର୍ଣ୍ଣପୁର ଜିଲାରେ ଶୀତକାଳୀନ ପକ୍ଷୀ ଗଣନା ଶେଷ ହୋଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ପକ୍ଷୀ ଜିଲାକୁ ଆସିଥିବା…

5 years ago

 ଓଲଟିଲା ମାଟି ବୋଝେଇ ହାଇଓ୍ବା: ତଳେ ଚାପି ହୋଇ ଯୁବକଙ୍କ ଜୀବନ ଗଲା

ଡୁଙ୍ଗୁରିପାଲି,୨ା୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅଧୀନ ଡୁଙ୍ଗୁରିପାଲି ଶିଶୁମନ୍ଦିର ଛକ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଅଘଟଣ ଘଟିଛି। ଘର ତିଆରି ବେଳେ ମାଟି ତଳେ…

5 years ago

ମନ୍ଥର ଗତିରେ ଧାନକିଣା : ଅପେକ୍ଷାରେ ବସିଛନ୍ତି ୨୭ହଜାର ଚାଷୀ

ସୋନପୁର,୩୧।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଧାନ କିଣା ଆରମ୍ଭ ହେବା ଇତିମଧ୍ୟରେ ୪୦ଦିନ ବିତିଲାଣି । ସରକାର ଜିଲାର ଚାଷୀଙ୍କଠାରୁ ୩ ଲକ୍ଷ ୪୦ହଜାର କୁଇଣ୍ଟାଲ ଧାନ ସଂଗ୍ରହ…

5 years ago

ସ୍ନାୟୁ ରୋଗରେ ଆକ୍ରାନ୍ତ ଶିଶୁ: ଚିକିତ୍ସାରେ ଅର୍ଥ ବାଧକ

ଜହ୍ନାପଙ୍କ,୩୦।୧୨(ଡି.ଏନ୍‌.ଏ.): ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଜଗତି ଗାଁର ଦେଢବର୍ଷର ଶିଶୁ ନିହାରିକା ବେହେରା ସ୍ନାୟୁ ରୋଗରେ ଆକ୍ରାନ୍ତ। ବର୍ତ୍ତମାନ ତାଙ୍କର ଅଧିକ ଚିକିତ୍ସାର ଆବଶ୍ୟକ ରହିଛି।…

5 years ago

ପିଇଓଙ୍କ ଘରେ ଭିଜିଲାନ୍ସ ବିଭାଗର ଚଢ଼ାଉ

ସୋନପୁର, ୨୪।୧୨(ନି.ପ୍ର.)-ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ଦୁର୍ଯ୍ୟୋଧନ ମେହେରଙ୍କ ସୋନପୁର ସହର ମାନିକେଶ୍ୱର ସ୍ଥିତି…

5 years ago