ସୁବର୍ଣ୍ଣପୁର

କୁଡାପଡ଼ା-ଖଲିଆପାଲି ରାସ୍‌ତା ସମସିଆ: ପଲ୍‌ହା ରୁଇ ପରତିବାଦ ଜନାଲେ ୨ ଗଁ।ର ମହିଲା

  ବିନିକା,୩୧।୮(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍‌ ଅଧୀନ କୁଡ଼ାପଡ଼ାରୁ ଖଲିଆପାଲି ତକ୍‌ ୩ କି.ମି. ରାସ୍‌ତା ବହୁତ୍‌ ବଛର ହେଲା ଅବହେଲିତ ଅବସ୍‌ତାରେ…

6 years ago

କଥା ଦେଇ ପାସରିଦେଲେ ବିଦ୍ୟୁତ୍‌ ବିଭାଗ ଏସ୍‌ଡିଓ: ଭଏଭୀତ ଅବସ୍‌ତାରେ ଗାଁବାସୀ

ବିନିକା,୩୦।୮(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସାରଙ୍ଗପାଲି ଗାଁର ୫୦ରୁ ଅଧ୍‌କା ଚାଷୀ ଉଠା ଜଲସେଚନ ଭରସାରେ ଫିବଛର ୭୦ ହେକ୍ଟର ଜମିରେ ଧାନଚାଷ୍‌ କରୁଛନ୍‌। ଜିରାନଦୀରୁ…

6 years ago

ଏଟିଏମ୍‌ ଭାଙ୍ଗିଦେଲେ ଦୁର୍ବୃତ୍ତ

ଅମରପାଲି,୨୯।୮(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମୁର୍ଷୁଣ୍ଢୀସ୍ଥିତ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କର ଏଟିଏମ୍‌କୁ ଦୁର୍ବୃତ୍ତମାନେ ଭାଙ୍ଗିଦେଇଛନ୍ତି। ବୁଧବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ଟଙ୍କା ଲୁଟ୍‌ ଉଦ୍ଦେଶ୍ୟରେ…

6 years ago

ଡକାୟତି ଉଦ୍ୟମ ପଣ୍ଡ, ୩ ଅଣଓଡିଆ ଯୁବକ ଗିରଫ

ସୋନପୁର,୨୭।୮(ନି.ପ୍ର.): ଡକାୟତି ଉଦ୍ୟମ କରୁଥିବା ଏକ ଗ୍ୟାଙ୍ଗକୁ ଧରିଛି ସୋନପୁର ଟାଉନ ପୋଲିସ। ଏହି ଡକାୟତ ଗ୍ୟାଙ୍ଗର ୩ ଜଣ ଧରା ପଡିଥିବା ବେଳେ ଅନ୍ୟ ୨ଜଣ…

6 years ago

ଡ୍ରାଇଭରଙ୍କୁ ହତ୍ୟା ଘଟଣା : ଢାବା କର୍ମଚାରୀ ଗିରଫ

ସୋନପୁର,୨୪।୮(ନି.ପ୍ର.) : ଡ୍ରାଇଭରଙ୍କୁ ହତ୍ୟା ଘଟଣାରେ ସୋନପୁର ଟାଉନ ପୋଲିସ ଅଭିଯୁକ୍ତ ସୁଶାନ୍ତ ଗୁରୁ(୨୦)ଙ୍କୁ ଗିରଫ କରିଛି। ଶନିବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ସୁଶାନ୍ତଙ୍କ ଘର…

6 years ago

ସୁବର୍ଣ୍ଣପୁରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସୋନପୁର,୨୪।୮(ନି.ପ୍ର.) : ଗଡଜାତ ପରମ୍ପରା ଅନୁସାରେ ନୂଆଁଖାଇ ଲଗ୍ନ ଶନିବାର ଅପରାହ୍ନ ୪ଟାରେ ସୋନପୁର ଗଡଭିତର ଜଗନ୍ନାଥ ମନ୍ଦିର ପରିସରରେ ଧାର୍ଯ୍ୟ ହୋଇଛି। ସେପ୍ଟେମ୍ବର ୩ତାରିଖ ଭାଦ୍ରବ…

6 years ago

କାଦୋ ସରସର ଖାଲଢ଼ିପ ରାସ୍‌ତା: ପଲ୍‌ହା ରୁଇ ପରତିବାଦ ଜନାଲେ ଗଁ।ର ମହିଲା

  ବିନିକା,୨୦।୮(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍‌ ଅଧୀନ ତିଲେଇମାଲ ଗଁ। ର ମହିଲାମାନେ କାଦୋ ସରସର ରାସ୍‌ତାରେ ପଲ୍‌ହା ରୁଇ ଥାନୀୟ ପରଶାସନକେ…

6 years ago

ବନ୍ୟାରେ ୧୨ ପାନୀୟ ଜଳ ପ୍ରକଳ୍ପ କ୍ଷତିଗ୍ରସ୍ତ

ସୋନପୁର,୧୮।୮(ନି.ପ୍ର.):ଲଘୁଚାପ ଜନିତ ଲଗାଣ ବର୍ଷା ଓ ବନ୍ୟା ଯୋଗୁଁ ସୁବର୍ଣ୍ଣପୁର ଜିଲାରେ ବ୍ୟାପକ କ୍ଷତି ଘଟିଛି। ପାଣି ଜମି ରହିବା ଫଳରେ ହଜାର ହଜାର ଏକର ଚାଷ…

7 years ago

ସୁବର୍ଣ୍ଣପୁରରେ ସ୍ବାଧୀନତା ଦିବସ

ସୋନପୁର,୧୫।୮(ନିି.ପ୍ର.): ସୁବର୍ଣ୍ଣପୁର ଷ୍ଟାଡିୟମରେ ୭୩ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ମନୀଷା ବାନାର୍ଜୀ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ…

7 years ago

ପାଏନ୍‌ ଘେରରେ ଗୌଡ଼ଗାଁ ଅଙ୍ଗନଓ୍ବାଡି କେନ୍ଦ୍ର

ଉଲୁଣ୍ଡା,୧୪ା ୮(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକରେ ଦିନାକେତେ ହେଲା ଲଘୁଚାପ ପରଭାବରେ ବରଷା ଲାଗି ରହିଛେ। ଲଗାତାର ବରଷା ଲାଗି ଗୌଡ଼ଗଁା ୧ ନମ୍ବର ଅଙ୍ଗନଓ୍ବାଡି…

7 years ago