ସୁବର୍ଣ୍ଣପୁର

ପୁରୁଷୋତ୍ତମପାଲିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣେ ମୃତ, ୧୪ ଆକ୍ରାନ୍ତ

ଅମରପାଲି,୧୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ପଞ୍ଚାୟତର ପୁରୁଷୋତ୍ତମପାଲିରେ ଝାଡ଼ାବାନ୍ତି ବ୍ୟାପିଛି। ଏଥିରେ ଜଣକଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ତେବେ ଶନିବାର ରାତିରେ ଆଉ ୩ ଜଣ ଆକ୍ରାନ୍ତ ହୋଇ…

ଲେଖିପଢ଼ି ଜାଣିନାହାନ୍ତି ସରପଞ୍ଚ ସୂର୍ଯ୍ୟକାନ୍ତି ପାଣ୍ଡେ, ରଦ୍ଦ ହେଲା ସଭ୍ୟପଦ

ଅମରପାଲି,୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ନିମ୍ନା ପଞ୍ଚାୟତ ସରପଞ୍ଚ ସୂର୍ଯ୍ୟକାନ୍ତି ପାଣ୍ଡେଙ୍କ ସଭ୍ୟ ପଦ ରଦ୍ଦ ହୋଇଛି। ଏନେଇ ବୀରମହାରାଜପୁର ଦଓ୍ବୋନି ଅଦାଲତରେ ନ୍ୟାୟ ପ୍ରକାଶ ପାଇଛି। ନ୍ୟାୟଧୀଶ ରାଜଶ୍ରୀ ପଟ୍ଟନାୟକ ଏହି ମାମଲାର ବିଚାର କରି…

ବାନ୍ଧକାମରେ ଶ୍ରୀମଦ୍‌ ଭଗବଦ୍‌ ଗୀତା

ସୋନପୁର,୭।୮(ମୃତ୍ୟୁଞ୍ଜୟ ଶତପଥୀ): ବର୍ଣ୍ଣିଳ ସଂସ୍କୃତିର ମାଟି ସୁବର୍ଣ୍ଣପୁର। ଏଠାକାର ବାନ୍ଧକଳାରେ ସୃଷ୍ଟ ବୟନଶିଳ୍ପ ବିଶ୍ୱ ବସ୍ତ୍ର ବଜାରରେ ଶୀର୍ଷ ସ୍ଥାନରେ ରହିଛି। ଏଇ ମାଟିର ବାନ୍ଧଶିଳ୍ପୀ ଓ ବୁଣାକାରଙ୍କ ତନ୍ତରୁ ପ୍ରସ୍ତୁତ ବସ୍ତ୍ର ସବୁ ଗ୍ରାହକଙ୍କ ପ୍ରଥମ ପସନ୍ଦ। ସେମିତି ଜଣେ…

ପୋଲିସ ପିସ୍ତରୁ ଫୁଟିଲା ଗୁଳି: ଚାଲିଗଲା ୨ ଜୀବନ

ବିନକା,୬।୮: ସୁବର୍ଣ୍ଣପୁର ଜିଲା ବିନିକା ଥାନା ଭଣ୍ଡାର ପଞ୍ଚାୟତ ଚୁଲମାଲ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଳି ମାଡ଼ରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଜଣେ ପୋଲିସ କର୍ମଚାରୀଙ୍କ ସର୍ଭିସ ପିସ୍ତରୁ ଏହି ଗୁଳି ଫୁଟିଥିବା ଜଣାପଡିଛି। ଏପରିକି…

ଓଏଲ୍‌ଆଇସି ଆକାଉଣ୍ଟରୁ ୧.୧୯ କୋଟି ଆତ୍ମସାତ୍‌:ସହକାରୀ ହିସାବରକ୍ଷକ ଫେରାର

ସୋନପୁର,୬ା୮: (ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଉଠା ଜଳସେଚନ ନିଗମ(ଓଏଲ୍‌ଆଇସି) ଆକାଉଣ୍ଟରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍‌ ହୋଇଛି। କାର୍ଯ୍ୟାଳୟର ସହକାରୀ ହିସାବରକ୍ଷକ ବଳରାମ ମେହେର ଏହି ଟଙ୍କା ଆତ୍ମସାତ କରିଛନ୍ତି। ଏ ସମ୍ପର୍କରେ ଜଣାପଡିବା ପରେ ଓଏଲ୍‌ଆଇସିର ପରିଚାଳନା ନିର୍ଦ୍ଦେଶକ ସୁଧାଂଶୁ ମୋହନ…

ଲାଞ୍ଚନେଇ ମୃତ୍ତିକା ସଂରକ୍ଷଣ ବିଭାଗ ଓଭରସିଅର ଗିରଫ

ସୋନପୁର,୪ା୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ମୃତ୍ତିକା ସଂରକ୍ଷଣ ବିଭାଗ ଓଭରସିଅର ସୁଧାଂଶୁ ଶେଖର ରଣା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ କାଦୋଦର ପଞ୍ଚାୟତ ବୀରସିଂହପୁର ଗ୍ରାମର ଫାର୍ମପଣ୍ଡ ହିତାଧିକାରୀ ରାମଚନ୍ଦ୍ର ମହାକୁରଙ୍କ ନିକଟରୁ ମଷ୍ଟର ରୋଲ ପ୍ରସ୍ତୁତି ପାଇଁ…

ଲୋକ ସଭାରେ ଉଠିଲା ମତ୍ସ୍ୟ ମହାବିଦ୍ୟାଳୟ ପ୍ରତିଷ୍ଠା ପ୍ରସଙ୍ଗ

ସୋନପୁର,୨।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ମତ୍ସ୍ୟ ମହାବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଲୋକ ସଭାରେ ପ୍ରଶ୍ନ ଉଠାଇଛନ୍ତି ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂହଦେଓ। ଜିଲାରେ ମହାନଦୀ, ତେଲନଦୀ, ଅଙ୍ଗନଦୀ ଏବଂ ସୁକତେଲ ନଦୀର ବିସ୍ତୀର୍ଣ୍ଣ ଜଳରାଶି ସହ ଏକାଧିକ ଛୋଟ ବଡ…

ସୁବର୍ଣ୍ଣପୁର ସହର ପାଇଁ ସିସି କ୍ୟାମେରା ସ୍ବପ୍ନ

ସୋନପୁର,୨୯ା୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ଗୁରୁତ୍ୱପୂର୍ଣ୍ଣ ଛକ ଏବଂ ଜିଲାର ବିନିକା ଓ ତରଭା ସହରରେ ସିସି ଟିଭି କ୍ୟାମେରା ଲଗାଇବା ପାଇଁ ନିଷ୍ପତ୍ତି ହୋଇଛି। ଜାନୁୟାରୀ ମାସରେ ଜିଲା ସଡକ ସୁରକ୍ଷା କମିଟି ଓ ସଚେତନ ନାଗରିକଙ୍କୁ ନେଇ ଅନୁଷ୍ଠିତ…

ଅବଧି ସରିଲାଣି, ପାଣି ମିଳୁନି

ସୋନପୁର,୨୬।୭(ମୃତ୍ୟୁଞ୍ଜୟ ଶତପଥୀ): ଦେଶର ସମସ୍ତ ପରିବାରକୁ ୨୦୨୪ ସୁଦ୍ଧା ଟ୍ୟାପ୍‌ ପାଣି ଯୋଗାଇବା ପାଇଁ କେନ୍ଦ୍ର ସରକାର ଜଳଜୀବନ ମିଶନ ପରିକଳ୍ପନା କରିଛନ୍ତି। ଏହି କ୍ରମରେ ସୁବର୍ଣ୍ଣପୁର ଜିଲାରେ ଜନସଂଖ୍ୟା ୬ଲକ୍ଷ ୭୦ହଜାରରୁ ଊଦ୍ଧ୍ୱର୍ର୍। ରାଜସ୍ବ ଗାଁ ସଂଖ୍ୟା ୯୬୩। ଜିଲା…

ଚା’ ପିଇବା ବେଳେ ଲୋକଙ୍କୁ ଉପରକୁ ମାଡ଼ିଗଲା ଭ୍ୟାନ୍‌

ସୋନପୁର,୨୫।୭: ସୋନପୁର-ସମ୍ବଲପୁର ରାସ୍ତାର ମେଟାକାନି ମନ୍ଦିର ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ ଦୋକାନରେ ଚା’ ପିଇବା ବେଳେ ଏକ ପିକ୍‌ଅପ୍‌ ଭ୍ୟାନ ମାଡ଼ିଯାଇ ୩ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଜଣେ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି…

ସପରିବାର ଆତ୍ମାହୁତି ଦେବାକୁ ଧମକ ଦେଇଥିଲେ ଗୀତାଞ୍ଜଳି, ବନପାଳ ଭାବେ ନିଯୁକ୍ତି ଦେଲା ବନବିଭାଗ

ଅମରପାଲି,୨୫ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢି ଗ୍ରାମର ଗୀତାଞ୍ଜଳି ସାହୁଙ୍କୁ କୋର୍ଟ ଆଦେଶ ଦେଇଥିଲେ ମଧ୍ୟ ନିଯୁକ୍ତି ଦିଆ ଯାଉ ନ ଥିବାରୁ ସେ ସପରିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଗରେ ଆତ୍ମାହୁତି ଦେବାକୁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଥିଲେ।…

ଜର୍ମାନରେ ଗବେଷଣା କରିବେ ବୀରମହାରାଜପୁରର ଯୁବ ବୈଜ୍ଞାନିକ ଶିଭାଜିତ୍‌

ଅମରପାଲି,୨୨ା୭(ପୀତାମ୍ବର ସାହୁ): ଦୃଢ଼ ଇଚ୍ଛାଶକ୍ତି ଥିଲେ ସଂଘର୍ଷ କରିବାକୁ ପଡ଼େ ଏବଂ ସଂଘର୍ଷ କଲେ ସଫଳତାର ଶୀର୍ଷରେ ପହଞ୍ଚିବାର ସୁଯୋଗ ମିଳେ। ପ୍ରତିକୂଳ ପରିସ୍ଥିତିରେ ବି ଯିଏ ସଂଘର୍ଷ କରିଛି ସିଏ ହିଁ ସଫଳତାର ହକ୍‌ଦାର ହୋଇପାରିଛି। ଏମିତି କିଛି କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri