ସୁବର୍ଣ୍ଣପୁର

ନିର୍ଦ୍ଦେଶ ସତ୍ତ୍ୱେ ଗୀତାଞ୍ଜଳିଙ୍କୁ ଦିଆଯାଉନି ନିଯୁକ୍ତି: ପରିବାର ସହିତ ସାମୂହିକ ଆତ୍ମାହୂତି ଦେବାକୁ ରାଷ୍ଟ୍ରପତିଙ୍କୁ ଲେଖିଲେ ଚିଠି

ଅମରପାଲି,୨୨ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢି ଗ୍ରାମର ଗୀତାଞ୍ଜଳି ସାହୁଙ୍କୁ କୋର୍ଟ ଆଦେଶ ଦେଇଥିଲେ ମଧ୍ୟ ନିଯୁକ୍ତି ଦିଆଯାଉନାହିଁ। ଏହି କାରଣରୁ ସେ ପରିବାର ସହିତ ଆତ୍ମାହୂତି ଦେବାକୁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଛନ୍ତି। ଅଭିଯୋଗ ଅନୁସାରେ ମୁର୍ଷୁଣ୍ଢି ଗ୍ରାମର…

‘ମୁଖ୍ୟମନ୍ତ୍ରୀ ବସ’ ସେବାରୁ ବଞ୍ଚିତ କେନଝିରିଆପାଲି ପଞ୍ଚାୟତବାସୀ

ଅମରପାଲି,୨୧।୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମ ପଞ୍ଚାୟତବାସୀ ମୁଖ୍ୟମନ୍ତ୍ରୀ ବସ୍‌ ସେବା ପାଇବାରୁ ବଞ୍ଚିତ ହେଉ ଥିବା ଅଭିଯୋଗ ହେଉଛି। ତେଣୁ ସରକାର ତୁରନ୍ତ ଏହି ପଞ୍ଚାୟତକୁ ସରକାରୀ ବସ ଚଳାଚଳ କରିବାକୁ ପଞ୍ଚାୟତବାସୀ ଦାଦି କରିଛନ୍ତି।…

ଗଜା ହେଉନି ହାଇବ୍ରିଡ୍‌ ଧାନ ବିହନ

ଅମରପାଲି,୧୫ା୭(ପୀତାମ୍ବର ସାହୁ): ଖରିଫ ଚାଷ ପାଇଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଚାଷୀ ଧାନ ବୁଣିଥିଲେ। ହେଲେ ନିମ୍ନମାନର ବିହନ ଯୋଗୁ ଗଜା ହେଉ ନ ଥିବା ଅଭିଯୋଗ ହେଉଛି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଏକ କୃଷି ପ୍ରଧାନ ଅଞ୍ଚଳ।…

ସାଙ୍ଗଙ୍କ ଘରେ ଝୁଲି ପଡ଼ିଲା ସାଙ୍ଗ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସାଙ୍ଗଙ୍କ ଘରୁ ସାଙ୍ଗର ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାରେ ବିଷୟ ହୋଇଛି। ମୃତକ ଜଣକ ସୁବର୍ଣ୍ଣପୁର ମହାବିଦ୍ୟାଳୟର ଯୁକ୍ତ ୩ ତୃତୀୟ ବର୍ଷର…

ବୁଢ଼ାରଜା ଛକରେ ବଢୁଛି ଦୁର୍ଘଟଣା

ସୋନପୁର,୫।୭(ମୃତ୍ୟୁଞ୍ଜୟ ଶତପଥୀ): ଗମନାଗମନ ଦୃଷ୍ଟିରୁ ସୁବର୍ଣ୍ଣପୁର ସହରର ବୁଢାରଜା ଛକ ବେଶ ଗୁରୁତ୍ୱପୂର୍ଣ୍ଣ। ସମ୍ବଲପୁର, ବରଗଡ ଓ ବୀରମହାରାଜପୁର ପଟୁ ସୋନପୁର ସହରକୁ ଏହି ଛକ ଦେଇ ଲୋକେ ପ୍ରବେଶ କରନ୍ତି। ସମ୍ବଲପୁରରୁ ବହୁ ଲୋକ ଏହି ରାସ୍ତା ଦେଇ ଭୁବନେଶ୍ୱର…

ହଟିନି ୫-ଟି ବୋର୍ଡ, ପୂର୍ବ ସରକାରଙ୍କ ସଫଳତା ହୋର୍ଡିଂ

ସୋନପୁର,୨୭ା୬(ମୃତ୍ୟୁଞ୍ଜୟ ଶତପଥୀ)ଓଡ଼ିଶାରେ ନୂଆ ସରକାର ଗଠନ ହୋଇଛି। ୨୪ବର୍ଷର ବିଜେଡି ସରକାରକୁ ହଟାଇ ଭାଜପା ରାଜ୍ୟରେ ପ୍ରଥମଥର ପାଇଁ ସରକାର ଗଠନ କରିଛି। ଶାସନକୁ ଆସିବା କ୍ଷଣି ଭାଜପା ସରକାର ହାଇସ୍କୁଲରୁ ୫-ଟି ବୋର୍ଡ ହଟାଇ ଦେଇଛନ୍ତି। ରାଜ୍ୟରେ ଶାସନ କ୍ଷମତାରେ…

ଆରମ୍ଭ ହୋଇପାରୁନି ଖରିଫ ଚାଷ କାର୍ଯ୍ୟ

ସୋନପୁର,୨୬।୬(ମୃତ୍ୟୁଞ୍ଜୟ ଶତପଥୀ): କୃଷି ପ୍ରଧାନ ସୁବର୍ଣ୍ଣପୁର ଜିଲାରେ ବର୍ଷା ନ ହେବା ଯୋଗୁ ଖରିଫ ଧାନ ଚାଷ କାର୍ଯ୍ୟ ଆରମ୍ଭ ହୋଇନି। ରେକର୍ଡ ପରିମାଣରେ ଧାନ ଉତ୍ପାଦନ ହେଉଥିବା ଏହି ଜିଲାରେ ଚାଷ ଜମି ସବୁ ପଡିଆ ପଡିଛି। ଜିଲାର ମୋଟ…

ସର୍ପ ଦଂଶନରେ ଚାଲିଗଲା ସାପ ଧରାଳିଙ୍କ ଜୀବନ

ବୀରମହାରାଜପୁର,୨୪।୬: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ପରିସରରେ ଏକ ଅଭାବନୀୟ ଘଟଣା ଘଟିଛି। ସାପ ଧରାଳି ଜଣକ ଥାନା ଭିତରେ ଲୋକଙ୍କୁ ସାପ ଦେଖାଉଥିବା ବେଳେ ସାପ କାମଡ଼ାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ସାପ ଧରାଳିଙ୍କ ନାଁ ଗୌର ଜଗଦଲା।…

ଲାଞ୍ଚ ନେଇ ଧରାପଡ଼ିଲେ ଆରଆଇ, ଏଆରଆଇ

ସୁବର୍ଣ୍ଣପୁର,୨୧।୬: ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବୀରମହାରାଜପୁର ଖଣ୍ଡହତାର ଆର୍‌ଆଇ ରାଜେନ୍ଦ୍ର ମିଶ୍ର ଏବଂ ଏଆର୍‌ଆଇ ପଞ୍ଚାନନ ଡାଙ୍ଗ। ଏକ ତଦନ୍ତ ରିପୋର୍ଟ ଦେବାପାଇଁ ଜଣେ ବ୍ୟକ୍ତିଙ୍କୁ ଆର୍‌ଆଇ ରାଜେନ୍ଦ୍ର, ଏଆର୍‌ଆଇ ପଞ୍ଚାନନ ୫ହଜାର ଟଙ୍କା ଲାଞ୍ଚ…

ସିକିମ୍‌ରେ ଫସିଛନ୍ତି ଓଡ଼ିଆ ପର୍ଯ୍ୟଟକ: ଉଦ୍ଧାର ପାଇଁ ଲୋଡ଼ିଲେ ସରକାରଙ୍କ ସହାୟତା

ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଉତ୍ତର-ପୂର୍ବ ସିକିମ୍‌ ରାଜ୍ୟକୁ ପରିବାର ସହିତ ଖରାଛୁଟିରେ ବୁଲିବାକୁ ଯାଇଥିବା ସୁବର୍ଣ୍ଣପୁର ଜିଲାର ୪ ଜଣଙ୍କ ସମେତ ମୟୂରଭଞ୍ଜ ଜିଲାର ଅନ୍ୟ ପର୍ଯ୍ୟଟକ ୫ ଦିନ ହେଲା ରାସ୍ତା ଅବରୋଧ ପାଇଁ ଫସି ରହିଛନ୍ତି। ସିକିମ୍‌ର ରାଜଧାନୀ ଗ୍ୟାଙ୍ଗଟକରୁ…

ନୂଆରୂପରେ ଆସିବ ଲକ୍ଷ୍ମୀ ବସ୍‌

ସୋନପୁର,୭।୬(ମୃତ୍ୟୁଞ୍ଜୟ ଶତପଥୀ): ଦୀର୍ଘ ୨୪ ବର୍ଷ ପରେ ରାଜ୍ୟରେ ସରକାର ପରିବର୍ତ୍ତନ ସ୍ପଷ୍ଟ ହୋଇଛି। ତେବେ ଭାଜପା ସରକାରର ଶପଥ ସମାରୋହ ଆସନ୍ତା ୧୦ତାରିଖରେ ଜନତା ମଇଦାନ ଠାରେ ଆୟୋଜନ ହେବ। ଦଳର ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ଶପଥ ନେବେ। ତେବେ…

ଷଷ୍ଠ ଥର ପାଇଁ ବିଜୟୀ ହେଲେ ନିରଞ୍ଜନ

ସୋନପୁର,୪।୬(ମୃତ୍ୟୁଞ୍ଜୟ ଶତପଥୀ): ସରକାର ପରିବର୍ତ୍ତନ ହାଓ୍ବା ସତ୍ତ୍ୱେ ବିଜେଡିର ହେବିଓ୍ବେଟ୍‌ ନେତା ତଥା ପ୍ରାକ୍ତନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋନପୁର ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ସେ କ୍ରମାଗତ ଭାବେ ଷଷ୍ଠ ଥର ପାଇଁ ବିଜୟୀ ହୋଇ ରେକର୍ଡ ସୃଷ୍ଟି କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri