ସୁବର୍ଣ୍ଣପୁର

ନିରଞ୍ଜନ ପୂଜାରୀଙ୍କ ବଡ଼ ବିଜୟ

ଭୁବନେଶ୍ୱର,୪।୬: ସୋନପୁରରୁ ଜିତିଛନ୍ତି ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ। ଭାଜପା ପ୍ରାର୍ଥୀ ପ୍ରମୋଦ କୁମାର ମହାପାତ୍ରଙ୍କୁ ୧୫,୧୨୧ ଭୋଟରେ ହରାଇ ସେ ବିଜୟୀ ହୋଇଛନ୍ତି।

ନିରଞ୍ଜନ ପୂଜାରୀ ପଛରେ, ଆଗରେ ଅଛନ୍ତି ପ୍ରମୋଦ

ସୋନପୁର,୬।୪: ମଙ୍ଗଳବାର ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଯାଇଛି। ପ୍ରଥମେ ବାଲଟ ଓ ଏହା ପରେ ଇଭିଏମ୍‌ ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ ସୋନପୁର ବିଧାନସଭା ଭାଜପା ପ୍ରାର୍ଥୀ ପ୍ରମୋଦ ମହାପାତ୍ର ଆଗୁଆ ରହିଛନ୍ତି। ବିଜେଡି ପ୍ରାର୍ଥୀ…

ଲୁହାରଡ୍‌ ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯିବ : ଏସ୍‌ପି

ସୋନପୁର,୨୮।୪(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଟାଉନ ପୋଲିସ ଏକ ଲୁହାରଡ ବୋଝେଇ ଟ୍ରକ୍‌ରେ ବୌଦ୍ଧ ଜିଲା କଣ୍ଟାମାଳରୁ ମଧ୍ୟପ୍ରଦେଶକୁ ବିପୁଳ ପରିମାଣର ଗଞ୍ଜେଇ ଚୋରାଚାଲାଣ ବେଳେ ଜବତ କରିଛି। ଟ୍ରକ୍‌ ଡ୍ରାଇଭର ତଥା ମଧ୍ୟପ୍ରଦେଶର ଦିନଦୋରୀ ଜିଲା ବଗାଗ ଥାନା ପିନ୍ଦ୍ରୁକ୍ଷି ଅଞ୍ଚଳର…

ବାଲିଶଯ୍ୟା, ପଥର ବିକିରଣ ପାଇଁ ପରିବେଶ ଉତ୍ତପ୍ତ

ସୋନପୁର,୧୬ା୫(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ସହରର ପାରଦ ଗତ କିଛିବର୍ଷ ହେବ ସର୍ବୋଚ୍ଚସ୍ତରରେ ରହୁଛି। ଏହି ସହର ଉତ୍ତପ୍ତ ବୋଲି ପାଣିପାଗ ରିପୋର୍ଟ କହୁଛି। ମହାନଦୀ ଓ ତେଲନଦୀ ଘେରି ରହିଥିବା ନଦୀକୂଳିଆ ସହର ସୁବର୍ଣ୍ଣପୁର ତଥା ସମଗ୍ର ଜିଲାରେ ଏଭଳି ପରିସ୍ଥିତି ସୃଷ୍ଟି…

ବିଜେଡି ଏମ୍‌ପି, ଏମ୍‌ଏଲ୍‌ଏ ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର ବେଳେ ମହୁମାଛି ଆକ୍ରମଣ

ସୋନପୁର,୧୩।୫(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ଲୋକସଭା ଆସନ ବିଜେଡି ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ ଏବଂ ବୀରମହାରାଜପୁର ବିଧାନସଭା ପ୍ରାର୍ଥୀ ପଦ୍ମନାଭ ବେହେରା ସୋମବାର ବିନିକା ବ୍ଲକ କଇନ୍ତରା ଗାଁରେ ନିର୍ବାଚନ ପ୍ରଚାର କରୁଥିବା ବେଳେ ଏକ ଅଘଟଣ ଘଟିଛି। ନିର୍ବାଚନ ପ୍ରଚାର…

ସୁବର୍ଣ୍ଣପୁର ବସ୍‌ଷ୍ଟାଣ୍ଡ ନିର୍ମାଣ ବିଳମ୍ବ

ସୋନପୁର,୧୩।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୁରୁଣା ବସଷ୍ଟାଣ୍ଡଠାରେ ଓଡିଶା ରାଜ୍ୟ ସଡକ ପରିବହନ ନିଗମ(ଓଏସ୍‌ଆର୍‌ଟିସି) ପକ୍ଷରୁ ଏକ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଅଗଷ୍ଟ ୨୩ରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର…

ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭରଙ୍କ ନାମ…

ସାପ କାମୁଡ଼ାରେ ଚାଲିଗଲା ପୁଅର ଜୀବନ

ଅମରପାଲି,୯ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ହିଲୁଙ୍ଗ ଗ୍ରାମରେ ଗୁରୁବାର ସାପ କାମୁଡ଼ାରେ ୩ବର୍ଷର ଶିଶୁର ମୃତ୍ୟୁ ଘଟିଛି। ମୃତକ ହେଲେ ଶାନ୍ତି କେରାଙ୍କ ପୁଅ ସାଗର। ତେବେ ପୁଅକୁ ବଞ୍ଚାଇବାକୁ ଯାଇ ସାପ କାମୁଡିଥିବା ସ୍ଥାନରୁ ପାଟିରେ…

ସାପ କାମୁଡ଼ାରେ ତିନି ବର୍ଷର ପୁଅ ମୃତ, ବିଷ କାଢ଼ିବାକୁ ଚେଷ୍ଟା କରି ବାପା ଆହତ

ସୁବର୍ଣ୍ଣପୁର, ୯।୫:: ବିରାମହାରାଜପୁର ଅଞ୍ଚଳର ହିଲୁଙ୍ଗା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ବିଷାକ୍ତ ସାପ କାମୁଡ଼ିରେ ତିନି ବର୍ଷର ବାଳକ ପ୍ରାଣ ହରାଇଛି। ସାଗର ନାମକ ଜଣେ ମୃତ ପିଲାଟି ସିଡ଼ି ନିକଟରେ ଖେଳୁଥିବାବେଳେ ଗୋଖର ସାପ ତାଙ୍କୁ ବାମ…

ନିର୍ବାଚନ ପରେ ବିରୋଧୀଙ୍କ ଦେଖାପାଇବେନି

ସୋନପୁର/ବିନିକା/ଉଲୁଣ୍ଡା/ଅମରପାଲି,୬।୫(ମୃତ୍ୟୁଞ୍ଜୟ ତପଥୀ/ରାମଗୋପାଳ ବାଘ/ଉରୁକ୍ରମ ପାଣ୍ଡିଆ/ପୀତାମ୍ବର ସାହୁ):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ରବିବାର ସୁବର୍ଣ୍ଣପୁର ଜିଲା ସୋନପୁର ନିର୍ବାଚନମଣ୍ଡଳୀର ସିଆଲି ଓ ବୀରମହାରାଜପୁର ନିର୍ବାଚନମଣ୍ଡଳୀର କଇରାଝୁଲିରେ ନିର୍ବାଚନୀ ପ୍ରଚାର କରିଛନ୍ତି। ବିନିକା ବ୍ଲକ ସିଆଲି ଯାତ୍ରା ପଡିଆରେ ଆୟୋଜିତ ପ୍ରଚାର ସଭାରେ ଯୋଗଦେଇ…

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ ରବିବାର ପୋଲିସ ଓ ମାଜିଷ୍ଟ୍ରେଟ୍‌ର ଜଏଣ୍ଟ ଏନ୍‌ଫୋର୍ସମେଣ୍ଟ ଟିମ୍‌ ବିନିକା କଲେଜ ଛକରେ ଯାନବାହନ…

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ ବସ୍‌ ନଂ ଓ ଏକ ଅଜଣା ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ବସ୍‌ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri