ସୁବର୍ଣ୍ଣପୁର

ଜମା ହୋଇଛି ୪.୫କୋଟି, ଖୋଳାଯାଉନି ନଳକୂପ

ସୋନପୁର,୨୬।୧୨(ନି.ପ୍ର.):ସରକାର ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବା ଓ ଉତ୍ପାଦନ ବୃଦ୍ଧି କଥା କହୁଛନ୍ତି। ଚାଷ ଜମିକୁ ଜଳସେଚନ ପାଇଁ ଅଗ୍ରାଧିକାର ଦିଆଯାଉଥିବା କୁହାଯାଉଛି। କିନ୍ତୁ ବାସ୍ତବ ସ୍ଥିତି ସମ୍ପୂର୍ଣ୍ଣ ଓଲଟା। ସୁବର୍ଣ୍ଣପୁର ଜିଲାର ୩୦୦୫ ଜଣ ଚାଷୀ ଗଭୀର ନଳକୂପ...

ଦକ୍ଷିଣୀପାଲିରୁ ହକି ମହୋତ୍ସବର ଶୁଭାରମ୍ଭ

ସୋନପୁର,୨୪।୧୨(ନି.ପ୍ର.): ଆସନ୍ତା ଜାନୁୟାରୀ ୧୩ ତାରିଖରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱକପ ଆରମ୍ଭ ହେବ। ବିଶ୍ୱକପ ହକିର ଆୟୋଜନରେ କେବଳ ଓଡିଶା ନୁହେଁ, ସାରା ଦେଶର ସମ୍ମାନ ଜଡିତ। ବିଶ୍ୱକପ୍‌ ହକିକୁ ସ୍ମରଣୀୟ କରିବା ପାଇଁ ସୁବର୍ଣ୍ଣପୁର...

୧୨୭୭୬ ପ୍ଲଟ୍‌ରେ ମିଛ ଧାନଚାଷ

ସୋନପୁର, ୨୧।୧୨(ନି.ପ୍ର.): ଚାଷ ନାହିଁ, ହେଲେ ଜମିରେ ଖରିଫ ଚାଷ ହୋଇଛି ଦର୍ଶାଇ ବିଭାଗ ପାଖରେ ଶତାଧିକ ଚାଷୀ ପଞ୍ଜୀକରଣ କରିଛନ୍ତି। ସରକାରଙ୍କ ପକ୍ଷରୁ ହୋଇଥିବା ସାଟେଲାଇଟ୍‌ ସର୍ଭେ କିନ୍ତୁ ଏହି ଜାଲିଆତି ଧରାପକାଇଛି। ପଞ୍ଜୀକରଣ ହୋଇଥିବା ଜମି କେଉଁଠି...

ଝିଅ ବାହାଘର ପରେ କର୍ମଚାରୀଙ୍କୁ ଦେଲେ ୨ଲକ୍ଷ ଟଙ୍କାର ଉପହାର

ଅମରପାଲି,୧୯ା୧୨(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧୀନ ମୁର୍ଷୁଣ୍ଢି ଗ୍ରାମର ବିଶିଷ୍ଟ ବ୍ୟବସାୟୀ କୁଶ କୁମାର ସାହୁଙ୍କ ଝିଅ ଶତାଦ୍ଦୀର ବାହାଘର ସରିଛି। ବାହାଘର ପରେ ସେ ତାଙ୍କ ପାଖରେ ୫ବର୍ଷରୁ ଊର୍ଦ୍ଧ୍ୱ ସମୟ କାମ କରୁଥିବା ୧୨ଜଣ କର୍ମଚାରୀଙ୍କୁ...

ଅନିଶ୍ଚିତତାରେ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ

ସୋନପୁର,୧୯।୧୨(ନି.ପ୍ର.):ସୁବର୍ଣ୍ଣପୁରର ଅତ୍ୟାଧୁନିକ ବସଷ୍ଟାଣ୍ଡ ନିର୍ମାଣ ଅନିଶ୍ଚିତା ମଧ୍ୟରେ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିଲେ ହେଁ ଏଥିପ୍ରତି ପରିବହନ ବିଭାଗ, ପୌର ପରିଷଦ କି ଜିଲା ପ୍ରଶାସନର ଦୃଷ୍ଟି ନାହିଁ। ନିର୍ବାଚିତ ଲୋକ...

୧୧ ମାସରେ ଗଲାଣି ୭୯ ଜୀବନ

ସୋନପୁର,୧୫।୧୨(ନି.ପ୍ର.): ସଚେତନତା କାର୍ଯ୍ୟକ୍ରମ ଓ ପୋଲିସ-ପରିବହନ ବିଭାଗର ମିଳିତ ତନଖି ସତ୍ତ୍ୱେ ସୁବର୍ଣ୍ଣପୁର ଜିଲାରେ ସଡକ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ନିଶାସକ୍ତ ଅବସ୍ଥାରେ ଗାଡି ଚାଳନା ଓ ହେଲମେଟ୍‌ ନ ପିନ୍ଧି ବାଇକ୍‌ ଚଳାଇବା କାରଣରୁ ଦୁର୍ଘଟଣା ଏବଂ...

୧୪୮୦ କେନ୍ଦ୍ରରେ ତାଲା ଝୁଲୁଛି

ସୋନପୁର,୧୪।୧୨(ନି.ପ୍ର.): ଭାରତୀୟ ମଜଦୁର ସଂଘ ଦ୍ୱାରା ଅନୁବନ୍ଧିତ ଅଲ୍‌ ଓଡିଶା ଲେଡିଜ୍‌ ଓ୍ବାର୍କର୍ସ ଆସୋସିଏଶନ ଡାକରାରେ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାମାନେ ରାଜ୍ୟବ୍ୟାପୀ ହରତାଳ ଜାରି ରଖିଛନ୍ତି। ଏହିକ୍ରମରେ ସୁବର୍ଣ୍ଣପୁର ଜିଲାର ଅଧିକାଂଶ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ଗତ...

ମଣ୍ଡିରୁ ଉଠୁନି ଧାନ

ସୋନପୁର,୧୨ା୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଧାନକିଣା ଆରମ୍ଭ ହେବାର ୬ ଦିନ ବିତିଲାଣି। ପ୍ରଥମ ପର୍ଯ୍ୟାୟରେ ଜିଲାର ଚାଷୀଙ୍କଠାରୁ ୩୦ଲକ୍ଷ ୪୭ ହଜାର କୁଇଣ୍ଟାଲ ଧାନ ସଂଗ୍ରହ କରିବାକୁ ଏ ପର୍ଯ୍ୟନ୍ତ ଟାର୍ଗେଟ୍‌ ମିଳିଛି। ମାତ୍ର ଶନିବାର ସନ୍ଧ୍ୟା ସୁଦ୍ଧା କେବଳ...

ମଣ୍ଡି ଖୋଲିନି, ଧାନର ଅଭାବୀ ବିକ୍ରି

ସୋନପୁର,୫।୧୨(ନି.ପ୍ର.):ପଡୋଶି ବରଗଡ, ସମ୍ବଲପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲାରେ ଖରିଫ ଧାନ ସଂଗ୍ରହ ଆରମ୍ଭ ହେଲାଣି। କିନ୍ତୁ ସୁବର୍ଣ୍ଣପୁର ଜିଲାରେ ଏ ପର୍ଯ୍ୟନ୍ତ ଧାନ କିଣା ଆରମ୍ଭ ହୋଇନି। ଜିଲାର ୬ଟି ବ୍ଲକ ମଧ୍ୟରୁ ଜଳସେଚିତ ଡୁଙ୍ଗୁରିପାଲି ଓ ବିନିକା...

ଏଡ୍‌ସର ବିଷ ବଳୟରେ ସୁବର୍ଣ୍ଣପୁର ଜିଲା

ସୋନପୁର,୧।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଏଡ୍‌ସ କାୟା ବିସ୍ତାର କରି ଚାଲିଛି । ସରକାରୀ ହିସାବରେ ଜିଲାରେ ଏଚଆଇଭି ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୯୧। ଆକ୍ରାନ୍ତଙ୍କ ମଧ୍ୟରେ ଗର୍ଭବତୀ ମହିଳା ଅଛନ୍ତି । ୨୦୦୫ରୁ ୨୦୨୨ ଅକ୍ଟୋବର ମାସ ଶେଷ ସୁଦ୍ଧା...

ଚିକିତ୍ସାରେ ଅର୍ଥାଭାବ, ବିଛଣାରେ ରୋଗାକ୍ରାନ୍ତ

ଅମରପାଲି,୩୦ା୧୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଚିଙ୍ଗିରାନାଲି ଗ୍ରାମରେ ପଞ୍ଚାନନ ଛତ୍ରିଆ(୫୫)। ଏବେ ସେ ଅଜଣା ରୋଗରେ ଆକ୍ରାନ୍ତ। ଗତ ଦେଢ ମାସ ହେଲା ତାଙ୍କର ଉଭୟ ଗୋଡ କାମ କରୁ ନ ଥିବାରୁ ଚାଲି...

୩ ଅଧିକାରୀଙ୍କ ବିରୋଧରେ ଡ୍ରାଫ୍ଟଚାର୍ଜ ସୁପାରିସ

ସୋନପୁର,୨୫।୧୧(ନି.ପ୍ର.): ଲୋକାୟୁକ୍ତଙ୍କ ନୋଟିସ୍‌ ଓ ଆରଡିସିଙ୍କ ତାଗିଦ୍‌ ପରେ ସୁବର୍ଣ୍ଣପୁର ଜିଲା ପ୍ରଶାସନ ବିନିକା ବ୍ଲକ ଆବାସ ଯୋଜନା ଦୁର୍ନୀତି ମାମଲାକୁ ଗୁରୁତ୍ୱ ସହକାରେ ନେଇଛି। ଏହି ଘଟଣାରେ ମିଥ୍ୟା ତଦନ୍ତ ରିପୋର୍ଟ ପ୍ରଦାନ କରିଥିବା ବିନିକା ଏବିଡିଓ ପ୍ରଜ୍ଞା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri