ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ପୂର୍ବ ସରକାରଙ୍କୁ କଟାକ୍ଷ କଲେ ଜିଲାପାଳ
ନୂଆଦିଲ୍ଲୀ,୨।୨: ସୁବର୍ଣ୍ଣପୁର ଜିଲାପାଳ ନୃପରାଜ ସାହୁଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ରବିବାର ସୁବର୍ଣ୍ଣପୁରରେ ଆୟୋଜିତ ‘ସୁଭଦ୍ରା ଶକ୍ତି ମେଳା’ ଶୁଭାରମ୍ଭ ହୋଇଥିଲା। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଜିଲାପାଳ ପରୋକ୍ଷରେ ପୂର୍ବ ବିଜେଡି…
ଟ୍ରକ ଧକ୍କାରେ ଯୁବ ଚାଷୀଙ୍କ ମୃତ୍ୟୁ, କ୍ଷତି ପୂରଣ ଦାବି ନେଇ ୪ ଘଣ୍ଟା ଧରି ରାମପୁର ରାସ୍ତା ଉପରେ ରାସ୍ତା ରୋକ
ଡୁଙ୍ଗୁରିପାଲି ୨୩।୧ (ଦୀନବନ୍ଧୁ ସୁନା ) : ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି -ବିନିକା ରାସ୍ତାର ରାମପୁର ଏଟିଏମ ଛକ ନିକଟରେ ବରପାଲି ପଟରୁ ଆସୁଥିବା ଏକ ଟ୍ରକ, ବାଇକରେ ଆସୁଥିବା ଯୁବଚାଷୀଙ୍କୁ ମୁହାଁମୁହିଁ ଧକ୍କା ଦେବାରୁ ଘଟଣା ସ୍ଥଳରେ ତାଙ୍କ ମୃତ୍ୟୁ…
ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍ରୁ ପାଣି ଛାଡ଼ିଦେଲା ଏମ୍ଆଇପି ବିଭାଗ
ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍ଆଇପି ବିଭାଗ ଗେଟ ଖୋଲିଦେଇ ପାଣି ଖାଲି କରି ଦେଇଛି। ଫଳରେ ଏହି ଡ୍ୟାମ ଉପରେ ନିର୍ଭର…
ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା
ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର ଭଗବତୀପ୍ଲଟ ସ୍ଥିତ ବାସଭବନରେ ନିଜ ପିସ୍ତଲରୁ ମୁଣ୍ଡକୁ ଗୁଳି ମାରି ସେ ଆତ୍ମହତ୍ୟା କରିଥିବା…
ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ
ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ମାତ୍ର ଏହାକୁ ନେଇ ବିଭାଗୀୟ ଅଧିକାରୀଙ୍କ ଭିନ୍ନ ପ୍ରତିକ୍ରିୟା…
କଣ୍ଟେନରରେ ଚାଲାଣ ହେଉଥିଲା କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ପୋଲିସ, ସିକ୍ରେଟ୍ ଚାମ୍ବର ଦେଖି…
ଅମରପାଲି,୧୯ା୧(ପୀତାମ୍ବର ସାହୁ): ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। କଣ୍ଟେନରରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ ଚୋରା ଚାଲାଣ ବେଳେ ସୁବଳୟା ପୋଲିସ ମାଡ଼ି ବସିଛି। ଗଞ୍ଜେଇ ଚୋରା ଚାଲାଣ ବେଳେ ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଦୁରଦୁରା ନର୍ସରୀ ନିକଟରୁ…
ଇଥାନଲ ପ୍ଲାଣ୍ଟରେ ନିଆଁ: ଜଳିପୋଡ଼ି ଛାରଖାର
ସୋନପୁର,୧୫।୨(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜଲା ତରଭା ବ୍ଲକ ପାନମୁରାସ୍ଥିତ ଇଥାନଲ ପ୍ଲାଣ୍ଟରେ ଅଗ୍ନିକାଣ୍ଡ ଘଟିଛି । ଡ୍ରାୟରରେ ନିଆଁ ଲାଗି ଅନେକ ଯନ୍ତ୍ରପାତି ପୋଡି ଯାଇଛି। ୫ ଲକ୍ଷରୁ ଉଦ୍ଧର୍ବ ଟଙ୍କାର କ୍ଷତି ହୋଇଥିବା ଜଣାପଡ଼ଛି। ତରଭା ଅଗ୍ନିଶମ ଅଧିକାରୀ ଅନିଲ…
ଘର ସମ୍ମୁଖରୁ ପିକ୍ଅପ୍ ଗାଡ଼ି ଚୋରି
ବଡ଼ଗାଁ,୧୧ା୧(ଅଶୋକ ଷଢ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁର ଯୁବ ବ୍ୟବସାୟୀ ଅମିତ ଅଗ୍ରୱାଲଙ୍କ ଘର ସମ୍ମୁଖରୁ ତାଙ୍କ ପିକଅପ ଗାଡି ଓଡି ୨୬ ଏ ୧୪୭୫କୁ ୨ ଜଣ ଦୁର୍ବୃତ୍ତ ଏକ ସ୍କର୍ପିଓରେ ଆସି ଚୋରି କରିନେଇଛନ୍ତି। ଚୋରି ବେଳର ସମସ୍ତ ଦୃଶ୍ୟ…
ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…
ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ ଚଢି ଯାଇଥିଲେ। ତାଙ୍କୁ ଯେତେ କହିଲେ ବି ସେ ଓହ୍ଲାଇ ନ ଥିଲେ। ଏହାକୁ…
ଝିଆରୀ ବାହାଘର କାର୍ଡ ବାଣ୍ଟିବାକୁ ଯାଇଥିବା ବେଳେ ଦୁର୍ଘଟଣା: ଚାଲିଗଲା କାକା-ପୁତୁରାଙ୍କ ଜୀବନ
ଡୁଙ୍ଗୁରିପାଲି,୪।୧(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ୨୬ ନମ୍ବର ଜାତୀୟ ରାଜପଥ ଚେରୁପାଲି ଅଙ୍ଗନଦୀ ବ୍ରିଜ ଉପରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଗାଜର ବୋଝେଇ ପିକଅପ୍ ଗାଡି ସହ ଏକ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ବାଇକରେ…
ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ
ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ ମେଣ୍ଡାମାଳ ଗାଁର ଲବ…
ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…
ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ ରୁଗୁଡ଼ିପାଲି ଗ୍ରାମର ଶଶାଙ୍କ ମିଶ୍ର(୪୫) ବୋଲି ଜଣାପଡିଛି। ସେ ପରିସ୍ରା…
Archives


