ଟୋଲ୍ଗେଟ ହଟାଇବାକୁ ଦାବିକଲା ଭାଜପା
ଅମରପାଲି,୧୫।୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ନିର୍ବାଚନ ମଣ୍ଡଳୀ ଅଧୀନ ବୀରମହାରାଜପୁର, ଉଲୁଣ୍ଡା ଓ ବିନିକା ବ୍ଲକର ବିଭିନ୍ନ ସ୍ଥାନରେ ଥିବା ଟୋଲଗେଟ ହଟାଇବା ଦାବି କରିଛି ଭାଜପା। ମଙ୍ଗଳବାର ବୀରମହାରାଜପୁର ଭାଜପା ତରଫରୁ ଉପଜିଲାପାଳ ଅଶୋକ କୁମାର ଭୋଇଙ୍କୁ ଏକ...
ନାରୀ ଶିକ୍ଷିତା ହେଲେ ଦୁର୍ନୀତି ହଟିବ
ସୋନପୁର,୧୫।୧୧(ନି.ପ୍ର.): ସୋନପୁର ବ୍ଲକ ନାରାୟଣପୁର ଗ୍ରାମ୍ୟ ପାଠାଗାର ପରିସରରେ ନାରୀ ଶିକ୍ଷାକୁ ନେଇ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ପାଠାଗାର ପକ୍ଷରୁ ଆୟୋଜିତ ଏହି ଆଲୋଚନାଚକ୍ରରେ କବୟିତ୍ରୀ ଚନ୍ଦ୍ରାବତୀ ପାଣ୍ଡେ ଆଲୋଚକଭାବେ ଯୋଗଦାନ କରି ନାରୀ ଶିକ୍ଷାର ପ୍ରସାର ଓ...
ଦୁର୍ଘଟଣାରେ ହରାଇଥିଲେ: ଲାଗିଲା କୃତ୍ରିମ ଗୋଡ
ବିନିକା,୧୪ା୨(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅଧୀନ ସିନ୍ଦୂରପୁର ଗ୍ରାମର ରମେଶ ନାଏକ ଦେଢ଼ବର୍ଷ ତଳେ ଏକ ଦୁର୍ଘଟଣାର ଶିକାର ହୋଇଥିଲେ। ଚିକିତ୍ସା ପରେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଶେଷରେ ସେ ତାଙ୍କର ଡାହଣ ଗୋଡ଼...
ରାସ୍ତା ପ୍ରଶସ୍ତୀକରଣରେ କଟିବ ୩୧୫୮ ଗଛ
ସୋନପୁର,୧୪।୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ଲାଇଫଲାଇନ କୁହାଯାଉଥିବା ଅର୍ଜୁନପୁର-ବିନିକା-ରାମପୁର-ଡୁଙ୍ଗୁରପାଲି ମେଜର ଡିଷ୍ଟ୍ରିକ୍ଟ ରୋଡ(ଏମଡିଆର) ଓସାରିଆ ହେବ। ଅର୍ଜୁନପୁରରୁ ଡୁଙ୍ଗୁରିପାଲି ୫୪.୨୦୦ କିଲୋମିଟର ବିଶିଷ୍ଟ ଏହି ରାସ୍ତା ପାଇଁ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୧୪୫ କୋଟି ଟଙ୍କାର ଟେଣ୍ଡର ଆହ୍ବାନ ହୋଇଛି। ୨...
ପର୍ଶୁରାମ ମନ୍ଦିର ପ୍ରତିଷ୍ଠାରେ ଲାଗିବ ସୁରେଶ୍ୱରୀ ମନ୍ଦିର ସମ୍ମୁଖ ମାଟି
ସୋନପୁର,୮ା୨(ନି. ପ୍ର ): ମନ୍ଦିର ମାଳିନୀ ସୁବର୍ଣ୍ଣପୁର ସହର ତ୍ରିବେଣୀ ସଙ୍ଗମର ପବିତ୍ର ଜଳ ଓ ମାଟି ଏକ ସ୍ବତନ୍ତ୍ର ଗାଡିରେ ମଙ୍ଗଳବାର ଝାରସୁଗୁଡା ଯାଇଛି। ଏଥିସହ ପର୍ଶୁରାମ ପୀଠଭାବେ ଖ୍ୟାତ ସୁରେଶ୍ୱରୀ ମନ୍ଦିର ସମ୍ମୁଖରୁ ପବିତ୍ର ମୃର୍ତ୍ତିକା ବରଣ...
ଆସିଛନ୍ତି ୮୭ ପ୍ରଜାତିର ୪୩,୩୮୧ ପକ୍ଷୀ
ସୋନପୁର,୬।୨(ନି.ପ୍ର.):ସୁବର୍ଣ୍ଣପୁର ଜିଲାରେ ପକ୍ଷୀ ଗଣନା ସରିଛି। ଜିଲାର ମହାନଦୀ, ତେଲନଦୀ, ହରିହରଯୋର ଡ୍ୟାମ୍ ଓ ସଂରକ୍ଷିତ ଜଙ୍ଗଲରେ ବନ ବିଭାଗର ୧୦ଟି ଟିମ୍ ପକ୍ଷରୁ ପକ୍ଷୀ ଗଣନା କରାଯାଇଥିଲା। ଚଳିତ ବର୍ଷ ମୋଟ ୮୭ ପ୍ରଜାତିର ୪୩ହଜାର ୩୮୧ ପକ୍ଷୀ...
ବାଇକ୍ ଆରୋହୀଙ୍କୁ ୬ କି.ମି. ଘୋଷାରି ନେଲା ଟ୍ରକ୍
ସୋନପୁର,୫।୨(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଲଛିପୁର ଥାନା ଅଞ୍ଚଳରେ ଶନିବାର ଛାତି ଥରାଇଲା ଭଳି ଦୁର୍ଘଟଣା ଘଟିଛି। ଅର୍ଜୁନପୁର-ବୁର୍ଡା ରାସ୍ତାର ପଣ୍ଡକିଟାଲ ଛକ ନିକଟରେ ଏହି ଘଟଣା ଘଟିଛି। ଟ୍ରକ୍ ଡ୍ରାଇଭରଙ୍କ ବେପରୁଆ ଡ୍ରାଇଭିଂ ପାଇଁ ବୀରମହାରାଜପୁର ଥାନା କେଶଲପୁର ଗାଁର ରାଜକୁମାର...
ଚାଷୀଙ୍କୁ ଧାନ ବିକ୍ରି ପ୍ରାପ୍ୟ ପ୍ରଦାନରେ ବିଳମ୍ବ
ସୋନପୁର,୪।୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଚଳିତ ଖରିଫ ଋତୁରେ ରେକର୍ଡ ପରିମାଣର ଧାନ ଅମଳ ହୋଇଛି। ତଦନୁଯାୟୀ ଧାନ ସଂଗ୍ରହରେ ଜିଲା ଚଳିତ ଥର ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ଜିଲାର ୧୦୭ ମଣ୍ଡିରୁ ୬୨୯୧୬ ଜଣ...
ମୂଳ ଡାକ୍ତର ପଦର ୫୩ ଭାଗ ଖାଲି
ସୋନପୁର,୩୧।୧(ନି.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବାକୁ ଗୁରୁତ୍ୱ ଦେଉଥିବା ବେଳେ ସୁବର୍ଣ୍ଣପୁର ଜିଲାରେ ଏବେ ଡାକ୍ତର ସଙ୍କଟ ଦେଖାଦେଇଛି। ପ୍ରତିବର୍ଷ ରାଜ୍ୟର ବିଭିନ୍ନ ଭେଷଜ ମହାବିଦ୍ୟାଳୟରୁ ଡାକ୍ତର ବାହାରୁଥିଲେ ମଧ୍ୟ ପଦ ପୂରଣ ହୋଇ ପାରୁନାହିଁ। ମଞ୍ଜୁରୀପ୍ରାପ୍ତ...
କନ୍ୟା ସନ୍ତାନଙ୍କ ସଂଖ୍ୟା କମୁଛି
ସୋନପୁର,୨୮।୧(ନି.ପ୍ର.): ନ୍ୟାଶନାଲ ଫ୍ୟାମିଲି ହେଲ୍ଥ ସର୍ଭେ୫ (ଏନ୍ଏଫ୍ଏଚ୍ଏସ୍) ରିପୋର୍ଟ ୨୦୨୦-୨୦୨୧ ଅନୁସାରେ ଝିଅ ଜନ୍ମ ଅନୁପାତ ଉଦ୍ବେଗଜନକ ରହିଛି। ଏହି ରିପୋର୍ଟ ଅନୁସାରେ ଭାରତରେ ୧୦୦୦ ପୁଅରେ ୯୨୯, ଓଡିଶାରେ ୮୯୪ ଓ ସୁବର୍ଣ୍ଣପୁର ଜିଲାରେ ୯୭୪ ଝିଅ ଜନ୍ମ...
ଲଛିପୁର ଥାନା ସୋନପୁର କୋର୍ଟ ଅଧୀନରେ ରହୁ
ସୋନପୁର,୨୪।୧(ନି.ପ୍ର.)ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ପରେ ରାଜ୍ୟ ସରକାର ସୁବର୍ଣ୍ଣପୁର ଜିଲା ସଦର ବ୍ଲକ ଲଛିପୁରରେ ଥିବା ଫାଣ୍ଡିକୁ ଉନ୍ନୀତ କରି ଥାନା କରିଛନ୍ତି। ତେବେ ନବଗଠିତ ଏହି ଥାନା ଅଞ୍ଚଳକୁ ସୋନପୁର କୋର୍ଟ ଅଧିନକୁ ଆଣିବା ପାଇଁ ଜିଲାର...
ଜୋର ଧରିଲାଣି ଆବାସ ତାତି
ସୋନପୁର,୨୩।୧(ନି.ପ୍ର.):ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ତାଲିକାକୁ ନେଇ ସବୁଠି ଅସନ୍ତୋଷ ତେଜିବାରେ ଲାଗିଛି। କିଏ ବ୍ଲକ ଆଗରେ ତ କିଏ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଭିଯୋଗପତ୍ର ଧରି ପ୍ରତିବାଦ ଜଣାଉଛନ୍ତି। ସଦ୍ୟ ପ୍ରକାଶିତ ତାଲିକାରେ ବହୁଯୋଗ୍ୟ ହିତାଧିକାରୀ ବାଦ୍ ପଡିଥିବା ବେଳେ ଅଯୋଗ୍ୟ...