ମନ୍ତ୍ରୀଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ
ସୋନପୁର,୨୫l୩(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ କେଉଟ, ଧିବର ଓ କୈବର୍ତ୍ତ ହଟାଅ ଅଲ୍ ଓଡ଼ିଶା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। କମିଟି ଆବାହକ ଡିଙ୍ଗର କୁମ୍ଭାର ସ୍ବାସ୍ଥ୍ୟମନ୍ତ୍ରୀ ଡ଼କ୍ଟର…
ଜିଲାପାଳଙ୍କ ଜନସମ୍ପର୍କ ଶିବିର: ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କଲେ ଜିଲାପାଳ
ଡୁଙ୍ଗୁରିପାଲି, ୨୨/୩ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ସହଲା ଗ୍ରାମପଞ୍ଚାୟତ ପରିସରରେ ଶୁକ୍ରବାର ଜିଲାପାଳଙ୍କ ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଅନ୍ୟ ଦାସ ଯୋଗଦେଇ ଜନସାଧାରଣଙ୍କ ୪୦ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ସୁଭଦ୍ରା…
ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ଅଭିଯୋଗ କରିବାର ୧ ମାସ ପରେ, ଜଗବନ୍ଧ ଗ୍ରାମରୁ ଗଡିଲା ଲକ୍ଷ୍ମୀ ବସ
ଡୁଙ୍ଗୁରିପାଲି ୨୦।୩(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ସ୍ଥିତ ଗଜବନ୍ଧ ଗ୍ରାମପଞ୍ଚାୟତରେ ବୁଧବାର ସକାଳ ୭ଟାରୁ ଲକ୍ଷ୍ମୀ ବସ ବାହାରି ଡୁଙ୍ଗୁରିପାଲି ବ୍ଲକ ସଦର ମହକୁମାରକୁ ଚାଲି ଥିବାରୁ ଗଜବନ୍ଧ ଗ୍ରାମବାସୀଙ୍କ ଆନନ୍ଦ ଖୁସି ଦେଖାଯାଇଛି |ସରକାରଙ୍କ ଗାଁ…
ମଣ୍ଡପ ଦୋଳିରେ ବିଜେ ହେଲେ ଚମ୍ପେଶ୍ୱର ବାବା
ସୋନେପୁର,୧୪।୩(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରର ପ୍ରସିଦ୍ଧ ଶୈବପୀଠ ଚମ୍ପାମାଳ ଚମ୍ପେଶ୍ବର ମହାଦେବ ଶୁକ୍ରବାର ସନ୍ଧ୍ୟାରେ ଭିତିରି ଗମ୍ଭୀରାରୁ ବାହାରି ମଣ୍ଡପ ଦୋଳିରେ ବିଜେ ହୋଇଛନ୍ତି । ବାବା ଭକ୍ତଙ୍କୁ ମଣ୍ଡପରେ ଦର୍ଶନ ଦେବା ସହ ବିଳମ୍ବିତ ରାତିରେ ଗ୍ରାମ୍ୟ ପରିକ୍ରମା…
ଡୁଙ୍ଗୁରିପାଲିରେ ଦ୍ୱିତୀୟ ପର୍ଯ୍ୟାୟ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ
ଡୁଙ୍ଗୁରିପାଲି, ୨୫ା୨ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ୨୬ନମ୍ବର ଜାତୀୟ ରାଜପଥ ଡୁଙ୍ଗୁରିପାଲି ସହରରେ ଦ୍ୱିତୀୟ ପର୍ଯ୍ୟାୟ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ମଙ୍ଗଳବାର ଆରମ୍ଭ ହୋଇଛି। ଜାତୀୟ ରାଜପଥ ବିଭାଜନ ବିଭାଗ ଅନୁରୋଧରେ ଜିଲାପାଳଙ୍କ ଆଦେଶ କ୍ରମେ ଉଚ୍ଛେଦ ବେଳେ…
ନୂତନ ବ୍ଳକ ମାନ୍ୟତା ଦାବିରେ ଏକାଠି ହେଲେ ୧୪ ପଞ୍ଚାୟତବାସୀ
ସୋନପୁର,୨୪।୨(ମୃତ୍ୟୁଞ୍ଜୟ ଶତପଥୀ): ରାଜ୍ୟରେ ବ୍ଲକ ସଂଖ୍ୟା ବୃଦ୍ଧି ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରାବି ନାରାୟଣ ନାଏକ ଗତ ବିଧାନସଭାରେ ଘୋଷଣା କରିଥିଲେ। ମନ୍ତ୍ରୀଙ୍କ ଏହି ଘୋଷଣା ପରେ ସୋନପୁର ବ୍ଲକ ନାରାୟଣପୁରକୁ ବ୍ଲକ ମାନ୍ୟତା ଦାବି ଜୋର ଧରିଛି। ଏନେଇ ନାରାୟଣପୁର…
୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ କିରାଣି
ସୁନ୍ଦରଗଡ଼,୧୭।୨: ଜମି ମାମଲା ସମ୍ପର୍କିତ ଏକ ଫାଇଲ ପ୍ରୋସେସିଂ ପାଇଁ ଜଣେ ବ୍ୟକ୍ତିଙ୍କ ମାଧ୍ୟମରେ ଲାଞ୍ଚ ନେଉଥିବା ବେଳେ ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ତହସିଲ ଅଫିସର କନିଷ୍ଠ କିରାଣି ଗୋଲେଖ ନାୟକ ସୋମବାର ଭିଜିଲାନ୍ସ ହାତରେ ଧରାପଡିିଛନ୍ତି। ଭିଜିଲାନ୍ସ ଅଧିକାରୀମାନେ ତାଙ୍କ…
ପୁତୁରାର ଫାଉଡ଼ା ମାଡ଼ରେ ଚାଲିଗଲା କାକାଙ୍କ ଜୀବନ
ତରଭା,୧୫ା୨(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ଥାନା ପାଣିମୁରା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଷଜମିକୁ ପାଣି ମଡାଇବାକୁ କେନ୍ଦ୍ରକରି ଗୋଟିଏ ପରିବାରର ଦୁଇ ଭାଇଙ୍କ ମଧ୍ୟରେ କଳହ ଉଗ୍ରରୂପ ନେଇଥିଲା। ପୁତୁରାଙ୍କ ଫାଉଡ଼ା ମାଡ଼ରେ କାକାଙ୍କ ମୃତ୍ୟୁ…
ଭୁଲ ଇଞ୍ଜେକ୍ସନରୁ ମହିଳାଙ୍କ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର
ସୋନପୁର,୧୫।୨(ମୃତ୍ୟୁଞ୍ଜୟ ଶତପଥୀ): ଡାକ୍ତରଙ୍କ ଭୁଲ ଇଞ୍ଜେକସନ ଯୋଗୁ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ପରିବାର ଲୋକେ ଏହି ଅଭିଯୋଗ କରିବା ସହ ଚିକିତ୍ସାଳୟ ପରିସରରେ ହୋହଲ୍ଲା କରିଥିଲେ। ଆଇନଶୃଙ୍ଖଳା ପରିସ୍ଥିତିକୁ…
ପୋଲିସ ବାରାକ୍ରେ ଚାଲିଗଲା କନ୍ଷ୍ଟେବଲଙ୍କ ଜୀବନ
ବିନିକା,୧୩ା୨(ରାମ ଗୋପାଳ ବାଘ); ସୁବର୍ଣ୍ଣପୁର ଜିଲା ବିନିକା ଥାନା ପୋଲିସ ବାରାକ୍ରେ ଜଣେ କନ୍ଷ୍ଟେବଲଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ହେଲେ ସୋନପୁର ରିଜର୍ଭ ପୋଲିସ କନ୍ଷ୍ଟେବଲ ଦିଲୀପ କୁମାର ମିଶ୍ର(୫୦)। ବିନିକା ଲୋକ ମହୋତ୍ସବ ପାଇଁ ସେ ଗତ ୧୧ତାରିଖରୁ…
ଭିଜିଲାନ୍ସ ଜାଲରେ ପୋଲିସ ଏଏସ୍ଆଇ ବୁଡ଼ୁ ଭୋଇ, ଲାଞ୍ଚନେବା ବେଳେ…
ସୋନପୁର,୧୭।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଏଏସ୍ଆଇ ବୁଡ଼ୁ ଭୋଇ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଭିଜିଲାନ୍ସ ଟିମ୍ କାବୁ କରିନେଇଛି। ବୁଡ଼ୁ ଭୋଇଙ୍କ ଘର ଓ ଅଫିସରେ ଏକକାଳୀନ ରେଡ…
ସରସ୍ବତୀ ପୂଜା କରିବାକୁ ବାଇକ୍ରେ ଯାଉଥିଲେ ୨ ଛାତ୍ର: ବାଟରେ ପିଟିଦେଲା ଅଜଣା ଗାଡ଼ି, ତା’ପରେ…
ସୋନପୁର,୨।୨: ସୁବର୍ଣ୍ଣପୁର ଜିଲା ମୁର୍ଶୁଣ୍ଡି ମେଟାକାନି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ବାଇକ୍କୁ ଧକ୍କାଦେଇ ଫେରାର ହୋଇଯାଇଥିବା ବେଳେ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଦଶମ ଶ୍ରେଣୀ ଛାତ୍ର…

