ସୁବର୍ଣ୍ଣପୁର

ପାତାଳି ଶ୍ରୀକ୍ଷେତ୍ରରୁ ଶ୍ରୀଜୀଉଙ୍କ ପାଖକୁ ଗଲା ତୁଳସୀ

ସୋନପୁର,୧୦।୧୧(ମୃତ୍ୟୁଞ୍ଜୟ ଶତପଥୀ): ଆସନ୍ତା ୧୨ ତାରିଖ ମଙ୍ଗଳବାର କାର୍ତ୍ତିକ ଏକାଦଶୀ। ଜଗନ୍ନାଥଙ୍କ ଦୁର୍ଲଭ ବେଶ। ଏହି ଦିନ ପୁରୀ ଶ୍ରୀଜୀଉଙ୍କଠାରେ ଲାଗିହେବ ଫୁଲ ଓ ତୁଳସୀ। ଏଥିପାଇଁ ରବିବାର ସୁବର୍ଣ୍ଣପୁର ଜିଲାର ପୁଣ୍ୟପୀଠ ପାତାଳି ଶ୍ରୀକ୍ଷେତ୍ରରୁ ସକାଳ ସାଢେ ୫ଟାରେ ତୁଳସୀ…

ହାତୀପଲ ଉଜାଡ଼ି ଦେଲେ ଏକର ଏକର ଧାନଫସଲ

ବିନିକା,୧୦।୧୧: ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ ହାତୀ ଉପଦ୍ରବ ଥମିବାର ନାଁ ନେଉନାହିଁ। ହାତୀପଲ ଅଞ୍ଚଳର ଘୋଡ଼ାଧାର, କର୍ତଙ୍ଗ, ମହାଦେବପାଲି, ସକମା, ଘଣ୍ଟୋପାଲିରେ ପଶି ବ୍ୟାପକ ଫସଲ ନଷ୍ଟ କରୁଥିବା ଅଭିଯୋଗ ହେଉଛି। ହାତୀପଲ ପାଚିଲା ଧାନ କ୍ଷେତରେ ପଶି ଦଳି…

ବଜାର ଯାଉଥିବାବେଳେ ବୃଦ୍ଧଙ୍କୁ ଚାପିଦେଲା ବୋଲୋରୋ

ଅମରପାଲି,୩ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସୁବଳୟା ଥାନା ଅନ୍ତର୍ଗତ ଟେଭାପଦର ଛକଠାରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଛି। ମୃତକ ଜଣକ ହେଲେ ଟେଭାପଦର ଗ୍ରାମର ପ୍ରେମାନନ୍ଦ କ୍ଷେତି(୬୦)। ପ୍ରେମାନନ୍ଦ ଘରୁ ବାହାରି ସୁବଳୟା ଦୈନିକ ବଜାରକୁ ଯାଉଥିବାବେଳେ…

ସ୍କ୍ରବ ଟାଇଫସ୍‌ ନେଲା ଆଉ ଜଣଙ୍କ ଜୀବନ

ବିନିକା,୧।୧୧: ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲା ବୁର୍ଲା ଏକ ଘରୋଇ ନର୍ସିଂ ହୋମ୍‌ରୁ ଏଭଳି ଘଟଣା ସାମ୍‌ନାକୁ ଆସିଛି। ୧୧ ଦିନ ଧରି ଚିକିତ୍ସାଧୀନ ଅବସ୍ଥାରେ ରୋଗୀଙ୍କ ମୃତ୍ୟୁ…

ମଦ ବିରୋଧରେ ଅଣ୍ଟାଭିଡ଼ିଲେ ୬ ଗାଁର ମହିଳା

ଅମରପାଲି,୨୮ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ଅବାଧରେ ଦେଶୀ ବିଦେଶୀ ମଦ ବିକ୍ରି ଚାଲିଛି। ବାରମ୍ବାର ଅଭିଯୋଗ କଲେ ମଧ୍ୟ ଅବକାରୀ ବିଭାଗ କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହିଁ। ଏନେଇ ଅଞ୍ଚଳର ମହିଳାମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି।…

ବିନା କୋଚିଂରେ ଓଏଏସ୍‌ ପାାଇଲେ ସବ୍‌ନମଶ୍ରୀ: ଧରିତ୍ରୀକୁ ସାକ୍ଷାତକାର ଦେଇ କହିଲେ…

ଅମରପାଲି,୨୦।୧୦(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପକଣ୍ଠ ଚମ୍ପାମାଳ ଗ୍ରାମର ସବ୍‌ନମଶ୍ରୀ ମେହେର ଓଡ଼ିଶା ପ୍ରଶସନିକ ପରୀକ୍ଷା(ଓଏଏସ୍‌)ରେ କୃତକାର୍ଯ୍ୟ ହୋଇଛନ୍ତି। ସେ ୪୪୯ ର଼୍ୟାଙ୍କରେ ରହିି ଏହି ସଫଳତା ପାଇଛନ୍ତି। ସେ ଚମ୍ପାମାଳ ଗ୍ରାମର ମା’ ନନକା ମେହେର ଓ ବାପା ପର୍ଶୁରାମ…

ବିଳମ୍ବରେ ପହଞ୍ଚତ୍ବାରୁ ପୋଲିସକୁ ମାଡ଼

ସୋନପୁର/ବିନିକା,୧୭।୧୦(ମୃତ୍ୟୁଞ୍ଜୟ ଶତପଥୀ/ ରାମଗୋପାଳ ବାଘ): ଚୋରି ଅଭିଯୋଗରେ ୩ ନାବାଳକଙ୍କୁ ଗ୍ରାମବାସୀ ମଙ୍ଗଳବାର ରାତି ସାରା କ୍ଲବ୍‌ ଘରେ ରଖିଲେ। ସୂଚନା ପାଇ ବୁଧବାର ପୋଲିସ ଅଭିଯୁକ୍ତମାନଙ୍କୁ ନିଜ ହେପାଜତକୁ ଆଣିବା ସମୟରେ ତୁମୁଳକାଣ୍ଡ ଘଟିଛି। ବିଳମ୍ବରେ ପୋଲିସ ପହଞ୍ଚତ୍ବାରୁ ଉତ୍ତ୍ୟକ୍ତ…

ବିଜୟାଦଶମୀରେ ମା’ ଅପରାଜିତାଙ୍କ ଖଣ୍ଡା ପୂଜା

ଡୁଙ୍ଗୁରିପାଲି,୧୨।୧୦(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅଧୀନ ଦିଗଶିରା ଗ୍ରାମରେ ବିଜୟା ଦଶମୀ ଏବଂ ମା’ ଅପରାଜିତା ଦେବୀଙ୍କ ଦଶହରା ଖଣ୍ଡା ପୂଜା ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି। ଗାଁର ଗଡତିଆ ଲିଙ୍ଗରାଜ ନାଏକଙ୍କ ତତ୍ତ୍ୱାବଧାନରେ ଗଡ଼ତିଆପଡ଼ା ଦୁର୍ଗା ମନ୍ଦିରରେ ମା’ଙ୍କ…

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ସୋନପୁର,୭।୧୦(ମୃତ୍ୟୁଞ୍ଜୟ ଶତପଥୀ): ଲାଞ୍ଚ ନେବା ନିର୍ବାହୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡିଛି। ତେଲ ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀଙ୍କୁ ଭିଜିଲାନ୍ସ ବିଭାଗ ସୋମବାର ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଠିକାଦାର ଦେବରଞ୍ଜନ ତ୍ରିପାଠୀଙ୍କ ଏକ ପୁରୁଣା ବିଲ୍‌…

ଗୋ-ସେବାଶ୍ରମକୁ ଜାଳିଦେଲେ ଦୁର୍ବୃତ୍ତ: ଅଭିଯୁକ୍ତଙ୍କୁ ଗିରଫ ଦାବି

ଅମରପାଲି,୫।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଜାଲୋଏ ଗ୍ରାମ ପଞ୍ଚାୟତର ଘିକୁଣ୍ଡି ଗ୍ରାମରେ ଥିବା ମା’ ମାହେଶ୍ୱରୀ ଗୋ-ସେବାଶ୍ରମକୁ କେତେଜଣ ଦୁର୍ବୃତ୍ତ ଜାଳିଦେବା ସହିତ ସୁରକ୍ଷା ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ମାରଣାସ୍ତ୍ର ଦେଖାଇ ହତ୍ୟା ଧମକ ଦେବା ଅଭିଯୋଗ…

ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବଙ୍କ ଗସ୍ତକୁ ନେଇ ଗଣମାଧ୍ୟମକୁ ଉପେକ୍ଷା

ଅମରପାଲି,୫।୧୦(ପୀତାମ୍ବର ସାହୁ):ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଯାମିନି ଷଡଙ୍ଗୀ ସୁବର୍ଣ୍ଣପୁର ଜିଲା ଗସ୍ତ ବେଳେ ବୀରମହାରାଜପୁର ବ୍ଲକର ବିଭିନ୍ନ ଯୋଜନା, ପ୍ରକଳ୍ପ ଏବଂ କେତେକ ସ୍କୁଲକୁ ଯାଇ ପରିଦର୍ଶନ କରିବା ସହିତ ଏହାର ସମୀକ୍ଷା କରିଛନ୍ତି। ତେବେ ପୂର୍ବରୁ…

ଓଷ୍ଟାର ବ୍ଲକସ୍ତରୀୟ କର୍ମକର୍ତ୍ତା ଚୟନ: ଚନ୍ଦ୍ରମଣି ବାଘ ସଭାପତି, ବ୍ରଜମୋହନ ବାରିକ ହେଲେ ସମ୍ପାଦକ

ଅମରପାଲି,୩ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଂହା ହାଇସ୍କୁଲରେ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ର ସାମ୍ବିଧାନିକ ସମ୍ମିଳନୀ ଓ ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି। ଓଷ୍ଟାର ବ୍ଲକ ସଭାପତି ନାରାୟଣ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?