ସୁବର୍ଣ୍ଣପୁର

ପାଣି ପିଇବାକୁ ଆସି କେନାଲରେ ପଡ଼ିଗଲା ଦନ୍ତାହାତୀ: ଆଉ ତା’ପରେ

ଅମରପାଲି,୩।୧୦(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ରଢିଆପାଲି ନିକଟରେ ହରିହର ଯୋର କେନାଲକୁ ପାଣି ପିଇବାକୁ ଆସି ଏକ ଦନ୍ତା ହାତୀ ପଡିଯାଇଥିଲା। ହାତୀଟି ପ୍ରାୟ ଦୁଇ ଘଣ୍ଟା ପରେ ନିଜେ ନିଜେ ଚେଷ୍ଟା କରି ଉପରକୁ ଆସିଥିଲା। ଖବର…

ରାଜରାସ୍ତାକୁ ଓହ୍ଲାଇଲା ବିଜେଡି: ସଭ୍ୟ ସଂଗ୍ରହ ଅଭିଯାନକୁ ଆହୁରି ଜୋରଦାର କରିବାକୁ ଆହ୍ବାନ

ଅମରପାଲି,୩।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବିଜେଡି ପକ୍ଷରୁ ପବିତ୍ର ଗାନ୍ଧୀ ଜୟନ୍ତୀଠାରୁ ଜୟ ପ୍ରକାଶ ଜୟନ୍ତୀ ପର୍ଯ୍ୟନ୍ତ ହେବାକୁ ଥିବା ପଦଯାତ୍ରା ଶୁଭାରମ୍ଭ ହୋଇଛି। ବୀରମହାରାଜପୁର ବ୍ଲକ ବିଜେଡି ଯୁବ ସଭାପତି ତଥା ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ…

ମେଗା ଲିଫ୍ଟ ପ୍ରକଳ୍ପର ସ୍ଥିତି ପରଖିଲେ ବିଧାୟକ

ଅମରପାଲି,୧ା୧୦: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ମେଗା ଲିପ୍ଟ ପଏଣ୍ଟରେ ଥିବା ବିଭିନ୍ନ ସମସ୍ୟା ନେଇ ସୋମବାର ସ୍ଥାନୀୟ ବିଧାୟକ ରଘୁନାଥ ଜଗଦଳା ପ୍ରକଳ୍ପ ସ୍ଥିତି ପରଖି ଚାଷୀ ଏବଂ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ସୂଚନାନୁସାରେ,…

ମଦ ବନ୍ଦ ପାଇଁ ଏକାଠି ହେଲେ ମହିଳା, ମଦ ପିଇ ଗଣ୍ଡଗୋଳ କଲେ ଦେବାକୁ ପଡ଼ିବ ମୋଟା ଅଙ୍କର ଜରିମାନା

ଅମରପାଲି,୧ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତର ମାଳିଦାଦର ଗ୍ରାମରେ ମଦ ବିକ୍ରି ବନ୍ଦ କରିବାକୁ ଦାବି କରି ଗ୍ରାମର ମହିଳାମାନେ ପୋଲିସର ଦ୍ବାରସ୍ଥ ନେଇଛନ୍ତି। ଏନେଇ ଗ୍ରାମର ମହିଳାମାନେ ଠେଙ୍ଗୋ ଡ୍ୟାମସ୍ଥିତ ହରିହର ଯୋର ଫାଣ୍ଡିକୁ…

ଗାଁ ଗାଁ ରେ ବିକ୍ରି ହେଉଛି ଦେଶୀ ବିଦେଶୀ ମଦ, ନିରବଦ୍ରଷ୍ଟା ସାଜିଛି ଅବକାରୀ ବିଭାଗ

ଅମରପାଲି,୩୦।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ସବୁଠି ମିଳୁଛି ଦେଶୀ ବିଦେଶୀ ମଦ। ପାନ ଦୋକାନ,ତେଜରାତି ଦୋକାନଠୁ ଆରମ୍ଭ କରି ପ୍ରତି ଗ୍ରାମର ଛକ ଓ ଜନଗହଳି ସ୍ଥାନମାନଙ୍କରେ ମଦ ଚୋରାରେ ମିଳୁଛି । ଫଳରେ ସବୁ ଗାଁରେ ଏବେ…

ମାସିକ ୧୬ ବଦଳରେ ମିଳୁଛି ୧୧

ସୋନପୁର,୨୯।୯(ମୃତ୍ୟୁଞ୍ଜୟ ଶତପଥୀ): କିଶୋରୀମାନଙ୍କୁ ସ୍ବାସ୍ଥ୍ୟବାନ କରିବା ପାଇଁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା(ଏମ୍‌ଏସ୍‌ପି) ପ୍ରଣୟନ କରିଛନ୍ତି। ୧୫ ରୁ ୧୯ ବର୍ଷର ସମସ୍ତ କିଶୋରୀ ବାଳିକାଙ୍କୁ ଉପଯୁକ୍ତ ପୁଷ୍ଟି ସାଧନ ଉଦ୍ଦେଶ୍ୟରେ ଏହି ଯୋଜନା କରାଯାଇଛି। ମହିଳା ଓ…

ଅନ୍ୟ ଜାତିରେ ବିବାହ କରିଥିବାରୁ କେହି ଛୁଇଁଲେନି, ୧୨ ଘଣ୍ଟା ପଡ଼ିରହିଲା ମୃତଦେହ

ଅମରପାଲି,୨୮ା୯(ପୀତାମ୍ବର ସାହୁ): ଅନ୍ୟ ଜାତିରେ ବିବାହ କରିଥିଲେ ବୋଲି ମୃତ୍ୟୁ ପରେ କେହି ବି ଛୁଇଁଲେନି ମୃତଦେହ। ନୀରବଦ୍ରଷ୍ଟା ସାଜିଲେ ଜ୍ଞାତିକୁଟୁମ୍ବ ବନ୍ଧୁ ବାନ୍ଧବ ଓ ଗ୍ରାମବାସୀ। ଶେଷରେ ସାମାଜିକ ସଙ୍ଗଠନର ସ୍ବେଚ୍ଛାସେବୀମାନେ ଆସି ମୃତଦେହ ଅନ୍ତିମ ସଂସ୍କାର କରିଛନ୍ତି। ଏଭଳି…

ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲେ ୪ ଗ୍ରାମର ମହିଳା

ଅମରପାଲି,୨୭।୯(ପୀତାମ୍ବର ସାହୁ):ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲ ଚାରି ଗ୍ରାମର ମହିଳା। ଏନେଇ ସମସ୍ତ ଚାରି ଗ୍ରାମର ମହିଳା ଏକତ୍ରିତ ହୋଇ ଏକ ବୈଠକ କରିଛନ୍ତି। ଅଞ୍ଚଳରେ ମଦ ବିକ୍ରି ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଉକ୍ତ ବୈଠକରେ ନିଷ୍ପତ୍ତି ନିଆଯାଇଛି।…

ଶିକ୍ଷକ ବଦଳି ପ୍ରତିବାଦରେ ହାଇସ୍କୁଲରେ ତାଲା

ଅମରପାଲି,୨୭।୯(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ହାଇସ୍କୁଲରେ ଶିକ୍ଷକ ବଦଳି ପ୍ରତିବାଦରେ ସ୍କୁଲ ଫାଟକରେ ତାଲା ମାରି ପ୍ରତିବାଦ କରିଛନ୍ତି ଛାତ୍ରୀଛାତ୍ର ଓ ଅଭିଭାବକ। ଅଭିଯୋଗ ଅନୁସାରେ ସ୍କୁଲର ବିଜ୍ଞାନ ଶିକ୍ଷକ ସୁରେଶ ଚନ୍ଦ୍ର ପଣ୍ଡାଙ୍କ ନାମରେ ଛଅ…

କୁଟୀର ଶିଳ୍ପରେ ପରିଣତ ହେଲାଣି ମହୁଲି ମଦ, ବେପାରୀ-ଅବକାରୀ ବିଭାଗ ସଲାସୁତରା

ଅମରପାଲି,୨୬ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅବକାରୀ ଥାନା ଅଞ୍ଚଳରେ ମହୁଲି ମଦ ପ୍ରସ୍ତୁତି କୁଟୀର ଶିଳ୍ପରେ ପରିଣତ ହୋଇଛି। ବେଫିକର ଭାବେ ଗାଁ ଗାଁରେ ବେଆଇନ ଭାବେ ତିଆରି ହେଉଛି ନକଲି ମଦ। ଅବକାରୀ ବିଭାଗ ସବୁ ଜାଣି ମଧ୍ୟ…

ଡାକସେବାରେ ବିଭିନ୍ନ ସ୍କିମ୍‌ର ଲାଭ ଉଠାନ୍ତୁ

ଅମରପାଲି,୨୬।୯(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ସ୍ଥିତ ରବୀନ୍ଦ୍ର ନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମଣ୍ଡଳ ସ୍ତରୀୟ ଡାକମେଳା ୨୦୨୪-୨୫ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠାନର ଅଧ୍ୟକ୍ଷ ଜଗବନ୍ଧୁ ବେରିହାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ବଲାଙ୍ଗୀର ମଣ୍ଡଳ…

ସେବା ବଞ୍ଚିବାର ଶୈଳୀ ଶିକ୍ଷା ଦିଏ

ଅମରପାଲି,୨୬।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଦ୍ୱାରା ଜାତୀୟ ସେବା ଯୋଜନା ଦିବସ ପାଳିତ ହୋଇଛି। ଏହି ଅବସରରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ. ହିମାଂଶୁ ଶେଖର ପାଢ଼ୀ ସଭାପତି ଭାବରେ ଯୋଗଦେଇ ଏନଏସଏସର ସ୍ବେଚ୍ଛାସେବୀ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?