ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ
ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଇଂ. ରଘୁନାଥ ଜଗଦଲା। ୨୦୨୪ ନିର୍ବାଚନରେ ସେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କୁ ୨୧,୯୪୬ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରି ପ୍ରଥମ ଥର ବିଧାୟକ…
ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍ଘାଟନ ଘୁଞ୍ଚିଲା
ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍ଫେଡ୍ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ ଜଗଦଲାଙ୍କ ନାମ ନ ଥିବାରୁ ଉତ୍ସବ ଆରମ୍ଭ ପୂର୍ବରୁ ଉତ୍ତେଜନା ସୃଷ୍ଟି ହୋଇଥିଲା। ବିଧାୟକଙ୍କ…
ସ୍କୁଲରେ ତାଲା: ରାଜରାସ୍ତାରେ ପାଠପଢିଲେ ଛାତ୍ରୀଛାତ୍ର
ଲୋଇସିଂହା,୧୮।୯(ସୁଶାନ୍ତ ବାରିକ): ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ କୁମୁଣ୍ଡେ ଗ୍ରାମର ଉଚ୍ଚ ପ୍ରଥମିକ ବିଦ୍ୟାଳୟରେ ନାନା ଅବ୍ୟବସ୍ଥା ସାଙ୍ଗକୁ ପ୍ରଧାନଶିକ୍ଷକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ରହିଛି। ଏନେଇ ଗ୍ରାମବାସୀ ବ୍ଲକ ଶିକ୍ଷା ବିଭାଗ ନିକଟରେ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ…
ଶିକ୍ଷାର ବିକାଶ ହେବା ଜରୁରୀ
ଅମରପାଲି, ୧୮।୯(ପୀତାମ୍ବର ସାହୁ):ସାମ୍ପ୍ରତିକ ବିଶ୍ବର ଶିକ୍ଷା ବ୍ୟବସ୍ଥା ସହ ତାଳଦେଇ ଚାଲିବାକୁ ହେଲେ ଦେଶର ଶିକ୍ଷାର ସ୍ତରକୁ ବିଶ୍ବସ୍ତରୀୟ କରିବାକୁ ହେବ। ଏଥିପାଇଁ ଏକ ଭଲ ଶିକ୍ଷାନୀତିର ଆବଶ୍ୟକତା ରହିଛି। ଏହି ଆବଶ୍ୟକୀୟ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ୧୯୮୬ ମସିହାରେ କାର୍ଯ୍ୟକାରୀ…
ପୂରା ଉଆଁସ ଶାଢ଼ିରେ ଓଡ଼ିଆ ପରମ୍ପରାର ଝଲକ: ଚର୍ଚ୍ଚାରେ ଟିକାୟତ ମେହେର
ଅମରପାଲି,୩ା୯(ପୀତାମ୍ବର ସାହୁ):ଶାଢ଼ିରେ ବାନ୍ଧକଳା କାମ କରି ଓଡ଼ିଆ ପରମ୍ପରାର ଝଲକ ଦେଖାଇଛନ୍ତି ବାନ୍ଧଶିଳ୍ପୀ। ପଶ୍ଚିମ ଓଡ଼ିଶାର ପାରମ୍ପରିକ ପର୍ବ ପୂରା ଉଆଁସକୁ ଶାଢ଼ିରେ ସ୍ଥାନିତକରି ଏବେ ଚର୍ଚ୍ଚାରେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ୍ ଚମ୍ପାମାଳ ପଞ୍ଚାୟତ ହନୁମାନପାଲି ଗ୍ରାମର ବାନ୍ଧଶିଳ୍ପୀ ଟିକାୟତ…
ଦୁଇ ଦିନ ହେଲା ଥିଲେ ନିଖୋଜ: ନାଳରୁ ମିଳିଲା…
ଅମରପାଲି,୩।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଧୀନ ଯାଲୋଏ ପଞ୍ଚାୟତ ଜାମଗାଁ ନିକଟସ୍ଥ ନାଳରୁ ଜଣେ କଲେଜ ଛାତ୍ରଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ଜଣକ ହେଲେ ବୀରମହାରାଜପୁର ଥାନା ଜାମଗାଁର ଯଦୁ ମହାକୁରଙ୍କ ପୁଅ ରାଜେଶ…
ଧାନଫସଲ ଦଳିଚକଟି ନଷ୍ଟକଲେ ୯ଟିକିଆ ହାତୀପଲ
ଅମରପାଲି,୨ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବନାଞ୍ଚଳ ଅନ୍ତର୍ଗତ ପିତାମହୁଲ ପଞ୍ଚାୟତ ଗରିଆମୁଣ୍ଡା ଅଞ୍ଚଳରେ ହାତୀପଲ ବ୍ୟାପକ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ଦୁଇଦିନ ହେଲା ଦୁରଦୁରା ସଂରକ୍ଷିତ ଜଙ୍ଗଲରୁ ନଅ ଟିକିଆ ହାତୀପଲ ଆସି ଗରିଆମୁଣ୍ଡା ଓ ଠାକୁରପୁର…
ଶିକାର କରିବା ପୂର୍ବରୁ ଧରାପଡ଼ିଲେ ଦୁଇ ଶିକାରୀ
ସୋନପୁର/ଉଲୁଣ୍ଡା, ୩୦।୮ (ମୃତ୍ୟୁଞ୍ଜୟ ଶତପଥୀ/ଉରୁକ୍ରମ ପାଣ୍ଡିଆ): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ଉଲୁଣ୍ଡା ବନ କ୍ଷେତ୍ରାଞ୍ଚଳର ସିଂହାସନ ସଂରକ୍ଷିତ ଜଙ୍ଗଲରେ ଗୁରୁବାର ରାତିରେ ବନବିଭାଗର ଟିମ୍ ଚଢାଉ କରିଥିଲା। ଠିକ୍ ସମୟରେ ଚଢାଉ ଯୋଗୁ ଶିକାରୀ ବନ୍ୟପ୍ରାଣୀ ଶିକାର କରିବା ପୂର୍ବରୁ ବନ…
ବାରଝୁଲାରେ ବ୍ୟାପିଲା ଝାଡାବାନ୍ତି: ୨ ଦିନରେ ୧୨ ଆକ୍ରାନ୍ତ ଚିହ୍ନଟ
ଅମରପାଲି,୨୯।୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାରଝୁଲା ଗ୍ରାମରେ ଝାଡାବାନ୍ତି ବ୍ୟାପିଛି। ଗ୍ରାମର ପ୍ରାୟ ୧୨ଜଣ ବ୍ୟକ୍ତି ଝାଡ଼ା ବାନ୍ତି ରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ…
ପୁରୁଷୋତ୍ତମପାଲିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣେ ମୃତ, ୧୪ ଆକ୍ରାନ୍ତ
ଅମରପାଲି,୧୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ପଞ୍ଚାୟତର ପୁରୁଷୋତ୍ତମପାଲିରେ ଝାଡ଼ାବାନ୍ତି ବ୍ୟାପିଛି। ଏଥିରେ ଜଣକଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ତେବେ ଶନିବାର ରାତିରେ ଆଉ ୩ ଜଣ ଆକ୍ରାନ୍ତ ହୋଇ…
ଲେଖିପଢ଼ି ଜାଣିନାହାନ୍ତି ସରପଞ୍ଚ ସୂର୍ଯ୍ୟକାନ୍ତି ପାଣ୍ଡେ, ରଦ୍ଦ ହେଲା ସଭ୍ୟପଦ
ଅମରପାଲି,୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ନିମ୍ନା ପଞ୍ଚାୟତ ସରପଞ୍ଚ ସୂର୍ଯ୍ୟକାନ୍ତି ପାଣ୍ଡେଙ୍କ ସଭ୍ୟ ପଦ ରଦ୍ଦ ହୋଇଛି। ଏନେଇ ବୀରମହାରାଜପୁର ଦଓ୍ବୋନି ଅଦାଲତରେ ନ୍ୟାୟ ପ୍ରକାଶ ପାଇଛି। ନ୍ୟାୟଧୀଶ ରାଜଶ୍ରୀ ପଟ୍ଟନାୟକ ଏହି ମାମଲାର ବିଚାର କରି…
ବାନ୍ଧକାମରେ ଶ୍ରୀମଦ୍ ଭଗବଦ୍ ଗୀତା
ସୋନପୁର,୭।୮(ମୃତ୍ୟୁଞ୍ଜୟ ଶତପଥୀ): ବର୍ଣ୍ଣିଳ ସଂସ୍କୃତିର ମାଟି ସୁବର୍ଣ୍ଣପୁର। ଏଠାକାର ବାନ୍ଧକଳାରେ ସୃଷ୍ଟ ବୟନଶିଳ୍ପ ବିଶ୍ୱ ବସ୍ତ୍ର ବଜାରରେ ଶୀର୍ଷ ସ୍ଥାନରେ ରହିଛି। ଏଇ ମାଟିର ବାନ୍ଧଶିଳ୍ପୀ ଓ ବୁଣାକାରଙ୍କ ତନ୍ତରୁ ପ୍ରସ୍ତୁତ ବସ୍ତ୍ର ସବୁ ଗ୍ରାହକଙ୍କ ପ୍ରଥମ ପସନ୍ଦ। ସେମିତି ଜଣେ…

