ସୁବର୍ଣ୍ଣପୁର

ପିଡିଏସ୍‌ ଚାଉଳ ବଣ୍ଟନ ସମୟରେ ଉତ୍ତେଜନା

ଅମରପାଲ,୨୫।୬(ପୀତାମ୍ବର ସାହୁ)ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସୁବଳୟା ଗ୍ରାମ ପଞ୍ଚାୟତରେ ଶନିବାର ପିଡିଏସ ଚାଉଳ ବଣ୍ଟନ ସମୟରେ ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଥିଲା। ପିଡିଏସ ଚାଉଳ ସରିଯାଇଥିବା କହି ବଣ୍ଟନ ବନ୍ଦ କରିବାରୁ ପଞ୍ଚାୟତ ପରିସରରେ ଦେଖାଦେଇଥିଲା ଉତ୍ତେଜନା। ଖବରପାଇ ସୁବଳୟା ପୋଲିସ…

ଜବରଦଖଲକାରୀଙ୍କ କବ୍‌ଜାରେ ପ୍ରାକୃତିକ ନାଳ, ଜଳାଶୟ

ସୋନପୁର,୨୩।୬(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରରେ ପ୍ରାକୃତିକ ନାଳ ଓ ଜଳାଶୟଗୁଡିକ ଜବରଦଖଲ ହେବାରେ ଲାଗିଛି । ଜବରଦଖଲକାରୀଙ୍କ ବିରୋଧରେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଭବିଷ୍ୟତରେ ଏହା ସହରବାସୀଙ୍କ ପାଇଁ ସମସ୍ୟା ସୃଷ୍ଟି କରିବ। ଏପରି କି ବର୍ଷାଦିନେ…

୩୨ ଘଣ୍ଟା ପରେ ଡିଏଚ୍‌ଏଚ୍‌ରେ ପାଣି ମିଳିଲା

ସୋନପୁର, ୧୮ା୬(ମୃତ୍ୟୁଞ୍ଜୟ ଶତପଥୀ) ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ରେ ଶନିବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ବାସ୍ଥ୍ୟକେନ୍ଦ୍ରରୁ ବିଭିନ୍ନ ଓ୍ବାର୍ଡକୁ ସଂଯୋଗ କରୁଥିବା ପାଣି ପାଇପ ଲାଇନ୍‌ ଫାଟି ଯାଇଥିଲା। ପାଇପ ଲାଇନ ଉପରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୋଠା ନିର୍ମାଣ…

ପୁନରୁଦ୍ଧାର ହେଲାନି ଜଳଉତ୍ସ

ସୋନପୁର,୧୭ା୬(ମୃତ୍ୟୁଞ୍ଜୟ ଶତପଥୀ) ଜନସଂଖ୍ୟା ବୃଦ୍ଧି, ଭୂତଳ ଜଳସ୍ତର ହ୍ରାସ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜଳ ସଂରକ୍ଷଣକୁ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅମୃତ ମହୋତ୍ସବ…

ଗୁଣ୍ଡିଚା ମନ୍ଦିରରେ ବରଗଛ ଭର୍ତ୍ତି

ସୋନପୁର,୧୬।୬(ମୃତ୍ୟୁଞ୍ଜୟ ଶତପଥୀ): ଆସନ୍ତା ୨୦ ତାରିଖ ପବିତ୍ର ରଥଯାତ୍ରା। ଏଥିପାଇଁ ସୁବର୍ଣ୍ଣପୁର ସମେତ ସାରା ଓଡିଶା ଉତ୍ସବ ମୁଖର ହୋଇଉଠିଛି। ବିଭିନ୍ନ ସ୍ଥାନରେ ଜଗନ୍ନାଥ ମନ୍ଦିର ଓ ଗୁଣ୍ଡିଚା ମନ୍ଦିରକୁ ରଙ୍ଗ କରାଯାଉଛି। ହେଲେ ସୁବର୍ଣ୍ଣପୁରର ସ୍ଥିତି ଭିନ୍ନ। ମନ୍ଦିରମାଳିନୀ ଏହି…

ଶୋଷ ମେଣ୍ଟାଇ ପାରୁନି ଅମୃତଧାରା ପ୍ରକଳ୍ପ

ଅମରପାଲି,୧୬ା୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ଗ୍ରାମ ପଞ୍ଚାୟତରେ ଥିବା ଥଣ୍ଡା ପାନୀୟ ଜଳ ଯୋଗାଣ ପ୍ରକଳ୍ପ(ଅମୃତଧାରା)ଦୀର୍ଘଦିନ ହେଲା ଅଚଳ ହୋଇ ପଡିଛି। ଫଳରେ ଲୋକେ ଅମୃତଧାରାରୁ ଥଣ୍ଡାପାଣି ପାଇ ପାରୁନାହାନ୍ତି। ଏଗୁଡିକୁ ମରାମତି କରି…

ଦାଦନ ଖଟିବାକୁ ଯାଇ ଚାଲିଗଲା ଜୀବନ

ତରଭା,୧୨ା୬(ଡି.ଏନ.ଏ.): ବିଭିନ୍ନ ସମୟରେ ବାହାର ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଓ ମରଶରୀର ଫେରିବା ନେଇ ପରିବାର ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ସେଭଳି ଏକ ଦୁଃଖଦ ଘଟଣା ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ…

ନିଆଁରେ ପୋଡ଼ି ୧୦ ଗୋରୁ ମଇଁଷି ମୃତ

ବିନିକା,୧୨।୬(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଞ୍ଚାୟତ ଅଧୀନ ପଲସାପାଲି ଗାଁରେ ଚାଷଜମିରେ ଲଗାଯାଇଥିବା ନିଆଁ ଧାନ ଖଳାକୁ ବ୍ୟାପି ଗୋରୁ ମଇଁଷି ପୋଡି ଯିବା ସହ ବହୁ ପରିମାଣର କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ପଲସାପାଲି ଗ୍ରାମର ଚୈତନ୍ୟ…

ଗଛରେ ପିଟିହେଲା କାର: ବରକନ୍ୟାଙ୍କ ସମେତ ୬ ଗୁରୁତର

ସୋନପୁର,୧୨।୬(ନି.ପ୍ର.) ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ସୋନପୁର କୃଷି ବିଜ୍ଞାନ କେନ୍ଦ୍ର ନିକଟରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ବରକନ୍ୟାଙ୍କୁ ଧରି ଫେରୁଥିବା ଏକ କାର ଗଛକୁ ଜୋରରେ ଧକ୍କା ଦେଇଛି। ଫଳରେ କନ୍ୟା ଅନିତା ପ୍ରଧାନ(୨୫), ବର…

ନଦୀ ଶଯ୍ୟା ଶୁଖିଲା, କ୍ଷୟ ହେଉଛି ଜଙ୍ଗଲ

ସୋନପୁର,୧୨।୬(ନି.ପ୍ର.): ବଲାଙ୍ଗୀର ଜିଲାର ଟିଟିଲାଗଡକୁ ତତଲାଗଡ ବୋଲି କୁହା ଯାଉଥିଲା। ସେଠାରେ ପାରଦ ସର୍ବୋଚ୍ଚ ସ୍ତରରେ ରହୁଥିଲା । କିନ୍ତୁ କିଛି ବର୍ଷ ହେବ ସୁବର୍ଣ୍ଣପୁର ସହର ଉତ୍ତପ୍ତ ବୋଲି ପାଣିପାଗ ବିଭାଗ ରିପୋର୍ଟ କହୁଛି। ନଦୀକୂଳିଆ ସହର ସୁବର୍ଣ୍ଣପୁର ତଥା…

ପ୍ରଶାସନିକ ଅନୁମୋଦନ ଅପେକ୍ଷାରେ ୨ ବ୍ୟାରେଜ

ସୋନପୁର,୧୦।୬(ନି.ପ୍ର.): ମହାନଦୀର ଖଇରମାଳ ଓ ଗୋଧନେଶ୍ୱରଠାରେ ବ୍ୟାରେଜ୍‌ ନିର୍ମାଣ ହେବ। ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବ୍ୟାରେଜ ନିର୍ମାଣ ସମ୍ପର୍କିତ ପ୍ରସ୍ତାବ ପ୍ରଶାସନିକ ଅନୁମୋଦନ ପାଇଁ ରାଜ୍ୟ ସରକାରଙ୍କୁ ପଠାଇଛନ୍ତି। ୨ ବ୍ୟାରେଜ ନିର୍ମାଣ ସମ୍ପର୍କିତ ପ୍ରସ୍ତାବ ଏବେ ସରକାରଙ୍କ…

ନିଶା ସାପ ଧରିବା

ସୋନପୁର,୯।୬(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଅଞ୍ଚଳର ପ୍ରମୋଦ ଦାଶିଆ(୪୦) ପେସାରେ ଜଣେ କନ୍‌ଷ୍ଟେବଲ। କିନ୍ତୁ ନିଶା ତାଙ୍କର ବିଷଧର ସାପକୁ ଉଦ୍ଧାର କରି ବଣ ଜଙ୍ଗଲରେ ଛାଡ଼ିବା। ସେ ବର୍ତ୍ତମାନ ସୁବର୍ଣ୍ଣପୁର ରିଜର୍ଭ ପୋଲିସରେ କନ୍‌ଷ୍ଟେବଲ ଭାବେ କାର୍ଯ୍ୟରତ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri