ଶିକ୍ଷିତ ବେକାରଙ୍କ ସଂଖ୍ୟା ବଢୁଛି
ସୋନପୁର,୧୨।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ଶିକ୍ଷିତ ବେକାରଙ୍କ ସଂଖ୍ୟା ଦିନକୁ ଦିନ ବଢିଚାଲିଛି। ନିଯୁକ୍ତି ସୁଯୋଗ ନ ଥିବାରୁ ଶିକ୍ଷିତ ଯୁବତୀଯୁବକମାନେ ବାହାର ରାଜ୍ୟକୁ କାମ କରିବାକୁ ଯାଉଛନ୍ତି। ଏହି ଜିଲାରେ ପର୍ଯ୍ୟଟନର ଅପାର ସମ୍ଭାବନା ରହିଛି। ଜଙ୍ଗଲ, ପାହାଡ, ଜଳଭଣ୍ଡାର…
ବିଜେଡି ଛାଡ଼ିଲେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ
ଅମରପାଲି,୮ା୪(ପୀତାମ୍ବର ସାହୁ): ସୋମବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ଏବଂ ବ୍ଲକ ଉପାଧ୍ୟକ୍ଷ ତଥା ବ୍ଲକ ବିଜେଡି ଯୁବ ସଭାପତି ନାରାୟଣ ଲୁହା ଓ ତାଙ୍କ ଶତାଧିକ ସମର୍ଥକ। ଏନେଇ ଏକ ଖବରଦାତା ସମ୍ମିଳନୀରେ ସୂଚନା…
ନିରଞ୍ଜନ-ପ୍ରମୋଦ, ପଦ୍ମନାଭ-ରଘୁନାଥ ଲଢ଼େଇ
ସୋନପୁର,୭।୪(ମୃତ୍ୟୁଞ୍ଜୟ ଶତପଥୀ)ଚଳିତ ନିର୍ବାଚନରେ ସୁବର୍ଣ୍ଣପୁର ଜିଲାର ସୋନପୁର ଓ ବୀରମହାରାଜପୁର ବିଧାନସଭା ଆସନରେ ପୁଣି ପରସ୍ପରକୁ ସାମ୍ନା କରିବାକୁ ଯାଉଛନ୍ତି ଶାସକ ଓ ବିପକ୍ଷ ଦଳର ପ୍ରାର୍ଥୀ। ସୋନପୁରରେ ୨୦୧୪ ନିର୍ବାଚନର ପ୍ରାର୍ଥୀ ଓ ବୀରମହାରାଜପୁରରେ ୨୦୧୯ ନିର୍ବାଚନର ପ୍ରାର୍ଥୀ ରିପିଟ୍…
କାର୍ରୁ ମିଳିଲା ୫୫ ଲକ୍ଷ ଟଙ୍କା
ବିନିକା,୬ା୪: କାର୍ରୁ ମିଳିଛି ଲକ୍ଷାଧିକ ଟଙ୍କା। ସୁବର୍ଣ୍ଣପୁର ଜିଲା ବିନିକା କଲେଜ ଛକରେ ଗାଡ଼ି ଚେକିଂ ବେଳେ ଏକ କାର୍ରୁ ୫୫ ଲକ୍ଷ ଟଙ୍କା ଜବତ କରିଛି ପୋଲିସ। ଉକ୍ତ ଗାଡ଼ିରେ କାର୍ ଡ୍ରାଇଭରଙ୍କ ସମେତ ୬ ଜଣ ଥିଲେ। କାର୍ଟି…
ନେପାଳରେ ଚମକିଲେ ସୁବର୍ଣ୍ଣପୁରର ୩ କୁନି ମଡେଲ
ସୋନପୁର,୬ା୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ୩ ଝିଅ ନେପାଳର ରାଜଧାନୀ କାଠମାଣ୍ଡୁରେ ଆୟୋଜିତ ଅନ୍ତର୍ଜାତୀୟ ମଡେଲିଂ ପ୍ରତିଯୋଗିତାରେ ଭାଗ ନେଇ ନିଜର ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଛନ୍ତି। କୁନି ମଡେଲ ବିଶ୍ୱବିଜୟିନୀ, ସୁଚିସ୍ମିତା ଓ ହର୍ଷିତା ବିଦେଶ ମାଟିରେ ଚମକିବା ସହ ଜିଲା…
ଓଡ଼ିଶାରେ ସରକାର ଗଢ଼ିବ ଭାଜପା: ଜୟନାରାୟଣ
ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ବିଧାୟକ ତଥା ବିଧାନସଭାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରି ଦଳ ପୁଣିଥରେ ତାଙ୍କ ଉପରେ ଆସ୍ଥା ପ୍ରକଟ କରିଛି। ଜୟନାରାୟଣଙ୍କ ନାମ ଘୋଷଣା ପରେ ତାଙ୍କ ସମର୍ଥକ…
ସ୍ବର୍ଗତ ପିତାଙ୍କ ଋଣ ଶୁଝିବାକୁ ଅନାଥ ପୁଅଙ୍କୁ ସମନ, ହସ୍ତକ୍ଷେପ କରିବାକୁ ରାଷ୍ଟ୍ରପତିଙ୍କୁ ନିବେଦନ
ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ମା’ବାପା ଛେଉଣ୍ଡ ଦୁଇ ନାବାଳଙ୍କ ନାମରେ ଭାରତୀୟ ଷ୍ଟେଟ୍ବ୍ୟାଙ୍କ ବରଗଡ଼ ଶାଖା ପକ୍ଷରୁ ପିତାଙ୍କ ନାମରେ ଥିବା ଋଣ ଶୁଝିବାକୁ ସମନ ଜାରି କରାଯାଇଛି। ଏ ନେଇ ନାବାଳକ ଦ୍ୱୟ ପତ୍ର ମାଧ୍ୟମରେ ରାଷ୍ଟ୍ରପତି ଓ ଜାତୀୟ ମାନବାଧିକାର…
ପ୍ରଭାବ ଦେଖାଇବାକୁ ଆଶାୟୀଙ୍କ କସରତ
ଅମରପାଲି,୨୩ା୩ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଧାନସଭା କ୍ଷେତ୍ରରେ ଆଶାୟୀ ପ୍ରାର୍ଥୀମାନେ ଦଳୀୟ ଟିକେଟ ପାଇଁ କସରତ ଆରମ୍ଭ କଲେଣି। ନିଜ ଢଙ୍ଗରେ ଦଳୀୟ ହାଇକମାଣ୍ଡଙ୍କ ନିକଟରେ ନିଜ ଅଞ୍ଚଳରେ ଥିବା ପ୍ରଭାବ ଦେଖାଇବାରେ ଏମାନେ ବ୍ୟସ୍ତ। ବିଜେଡି-ଭାଜପା ମେଣ୍ଟ…
ମନ୍ଦିରମାଳିନୀ ଜିଲା ସୁବର୍ଣ୍ଣପୁର ପର୍ଯ୍ୟଟନ ବିକାଶରେ ଶୂନ
ସୋନପୁର,୨୧ା୩(ମୃତ୍ୟୁଞ୍ଜୟ ଶତପଥୀ)ଓଡିଶା ପର୍ଯ୍ୟଟନ ମାନଚିତ୍ରରେ ସୁବର୍ଣ୍ଣପୁର ଜିଲାର ସ୍ବତନ୍ତ୍ର ସ୍ଥାନ ରହିଛି। ଜିଲାରେ ୧୦୮ଟି ମନ୍ଦିର ସହ ଅନେକ ପର୍ଯ୍ୟଟନ କ୍ଷେତ୍ର ରହିଛି। ସୁବର୍ଣ୍ଣପୁର ସହରରେ ରହିଛନ୍ତି ଅଷ୍ଟଚଣ୍ଡୀ, ଅଷ୍ଟଶମ୍ଭୁ ଓ ଅଷ୍ଟବିଷ୍ଣୁ। ପର୍ଯ୍ୟଟନ ମାନଚିତ୍ରରେ ଜିଲା ସ୍ବତନ୍ତ୍ର ପରିଚୟ ରଖିଥିଲେ…
ସୋନପୁର: ହୋର୍ଡିଂ ହଟୁନି
ସୋନପୁର,୧୮।୩(ମୃତ୍ୟୁଞ୍ଜୟ ଶତପଥୀ): ଆସନ୍ତା ଲୋକସଭା ଓ ଓଡିଶା ବିଧାନସଭା ନିର୍ବାଚନ ପାଇଁ ଭାରତର ନିର୍ବାଚନ କମିଶନର ଶନିବାର ତାରିଖ ଘୋଷଣା କରିଛନ୍ତି। ଓଡିଶାରେ ୪ ପର୍ଯ୍ୟାୟରେ ନିର୍ବାଚନ ହେବ। ନିର୍ବାଚନ କମିଶନର ଶନିବାର ଅପରାହ୍ନ ୩ଟାରେ ନିର୍ବାଚନ ତାରିଖ ଘୋଷଣା କରିବା…
ସୁବର୍ଣ୍ଣପୁର ଦେଖିନାହିଁ ବିଧାୟିକା
ସୋନପୁର,୧୮।୩(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ରାଜନୀତିରେ ବହୁ ମହିଳା ସରପଞ୍ଚ, ପଞ୍ଚାୟତ ସମିତି ଅଧ୍ୟକ୍ଷ, ପୌରାଧ୍ୟକ୍ଷ ଓ ଜିଲା ପରିଷଦ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ତେବେ ଏ ପର୍ଯ୍ୟନ୍ତ କୌଣସି ରାଜନୈତିକ ଦଳରୁ ଜଣେ ହେଲେ ମହିଳା ବିଧାୟକ ପଦ…
ସୁବର୍ଣ୍ଣପୁର ରାଜନୀତିକୁ ଉଷ୍ମ କରିଛି ମେଣ୍ଟ ଚର୍ଚ୍ଚା
ସୋନପୁର,୧୪।୩(ମୃତ୍ୟୁଞ୍ଜୟ ଶତପଥୀ)ସାଧାରଣ ନିର୍ବାଚନକୁ ନେଇ ବାତାବରଣ ସରଗରମ ଥିବା ବେଳେ ଏବେ ମେଣ୍ଟ ଚର୍ଚ୍ଚା ସୁବର୍ଣ୍ଣପୁର ରାଜନୀତିକୁ ଆହୁରି ଉଷ୍ମ କରିଛି। ଯଦିଓ ମେଣ୍ଟର ରୂପରେଖ ସମ୍ପର୍କରେ ଚିତ୍ର କିଛି ସ୍ପଷ୍ଟ ହୋଇନି, କିନ୍ତୁ ଖୁବ୍ଶୀଘ୍ର ବିଜେଡି-ଭାଜପା ଏ ବାବଦରେ ଗୁରୁତ୍ୱପୂର୍ଣ୍ଣ…

