ସୁବର୍ଣ୍ଣପୁର

କୋଟାରୁ ଫେରିଥିବା ଛାତ୍ରୀଛାତ୍ରଙ୍କ ସ୍ବାବ୍‌ ସଂଗ୍ରହ

ସୋନପୁର,୪।୫(ନି.ପ୍ର.): ଲକ୍‌ଡାଉନ୍‌ ଯୋଗୁଁ ରାଜସ୍ଥାନର କୋଟାରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୩୭ ଛାତ୍ରୀଛାତ୍ର ସୋମବାର ସୋନପୁରରେ ପହଞ୍ଚତ୍ଛନ୍ତି । ୨ଟି ସ୍ବତନ୍ତ୍ର ବସ୍‌ରେ ମେଡିକାଲ କୋଚିଂ ନେଉଥିବା ଛାତ୍ରୀଛାତ୍ର ପହଞ୍ଚତ୍ବା ପରେ ସେମାନଙ୍କୁ ସିଧାସଳଖ ସରକାରୀ ଆଇଟିଆଇସ୍ଥିତ ଅସ୍ଥାୟୀ...

କରୋନା ପ୍ରତିରୋଧ ପ୍ରସ୍ତୁତିର ସମୀକ୍ଷା କଲେ ଆରଡିସି

ସୋନପୁର,୨।୫(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ମାନ ନିଆଯାଇଛି। ଶନିବାର ସମ୍ବଲପୁର ଆରଡିସି ତଥା କୋଭିଡ-୧୯ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୁବର୍ଣ୍ଣପୁର ଜିଲା ପାଇଁ ନିଯୁକ୍ତ ପର୍ଯ୍ୟବେକ୍ଷକ ନିରଞ୍ଜନ...

କୋଟାରୁ ଫେରୁଛନ୍ତି ସୁବର୍ଣ୍ଣପୁରର ୩୭ଛାତ୍ରୀଛାତ୍ର

ସୋନପୁର,୨।୫(ନି.ପ୍ର.): ଲକ୍‌ଡାଉନ୍‌ ଯୋଗୁଁ ରାଜସ୍ଥାନର କୋଟାରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୩୭ଜଣ ଛାତ୍ରୀଛାତ୍ର ଘରକୁ ପେରୁଛନ୍ତି। ସ୍ବାସ୍ଥ୍ୟ ପରୀକ୍ଷା ପରେ ଶନିବାର ମଧ୍ୟାହ୍ନ ୧୨ଟାରେ ୧୨ ଛାତ୍ରୀ ଓ ୨୫ ଛାତ୍ର ୨ଟି ବସ୍‌ ଯୋଗେ କୋଟାରୁ ବାହାରିଛନ୍ତି।...

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ସୋନପୁର,୩୦ା୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦାନ କରାଯାଇଛି। ଗୁରୁବାର ସଂଘ ଉପସଭାପତି ଆଇନଜୀବୀ ଇନ୍ଦ୍ରମଣି ଦାଶ, ସମ୍ପାଦକ ନାରାୟଣ ପ୍ରସାଦ ରାୟଗୁରୁ, କୋଷାଧ୍ୟକ୍ଷ ବେଦବ୍ୟାସ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ଲକ୍ଷ ୩୦ହଜାର ଟଙ୍କା ପ୍ରଦାନ କଲେ ୨୬ ସରପଞ୍ଚ

ସୋନପୁର,୩୦।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଳକର ସମସ୍ତ ସରପଞ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ଲକ୍ଷ ୩୦ହଜାର ଟଙ୍କା ପ୍ରଦାନ କରିଛନ୍ତି । ବ୍ଲକର ୨୬ ପଞ୍ଚାୟତର ସରପଞ୍ଚ ସେମାନଙ୍କ ସମ୍ମାନ ସୂଚକ ଭତ୍ତାରୁ...

ବାର୍‌ହା ମାରି ମାଂସ ଭାଗ ସମୟରେ ଚଢାଉ: କଟା ମାଂସ, ୨ ବାଇକ୍‌ ଜବତ

ସୋନପୁର,୩୦।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଲଛିପୁର ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମୟୂରଉଡାନ ଗ୍ରାମ୍ୟ ଜଙ୍ଗଲ ଅଞ୍ଚଳରୁ ବନ ବିଭାଗ ଗୁରୁବାର ୮ କିଲୋ ବାର୍‌ହା ମାଂସ ଜବତ କରିଛି। କେତେକ ଲୋକ ବାର୍‌ହା ମାରି ମାଂସ ଭାଗ କରୁଥିଲେ। ସୂଚନା ପାଇ...

ଭାରସାମ୍ୟ ହରାଇ କ୍ଷେତକୁ ଓଲଟିଲା ଟ୍ରକ

ବିନିକା,୩୦ା୪(ଡି.ଏନ୍‌.ଏ): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ସିଂଘିଯୁବା-କମିରା ରାସ୍ତାର ଖଇରମାଳ ଗାଁ ନିକଟରେ ଶୁକ୍ରବାର ସକାଳେ ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଭାରାସାମ୍ୟ ହରାଇ ଧାନକ୍ଷେତକୁ ଓଲଟି ପଡିଥିଲା। ସୌଭାଗ୍ୟବଶତଃ ଡ୍ରାଇଭର ଆଦିତ୍ୟ ପ୍ରସାଦ ପାଣ୍ଡେ ନିଶ୍ଚିତ ବିପଦରୁ ବର୍ତ୍ତି...

ମେ ୧୫ରୁ ଖୋଲିବ ରବିଧାନ ମଣ୍ଡି

ସୋନପୁର,୨୯।୪(ନି.ପ୍ର.): ରବିଋତୁ ଧାନ ସଂଗ୍ରହ ପାଇଁ ବୁଧବାର ସୁବର୍ଣ୍ଣପୁର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ନୀତି ନିର୍ଦ୍ଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମେ ୧୫ତାରିଖରୁ ଧାନ ସଂଗ୍ରହ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ଚଳିତ ଥର ୫ଟି...

ବିକ୍ରି ହେଲାନି, ରାସ୍ତାରେ କ୍ଷୀର ଢାଳିଲେ ଚାଷୀ

ସୋନପୁର,୨୮।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଦୁଗ୍ଧ ଶୀତଳ କେନ୍ଦ୍ର ସମ୍ମୁଖ ରାସ୍ତାରେ ମଙ୍ଗଳବାର ଚାଷୀମାନେ କ୍ଷୀର ଢାଳି ପ୍ରତିବାଦ କରିଥିଲେ। ଓମ୍‌ଫେଡ୍‌ ଚାଷୀଙ୍କ ନିକଟରୁ କ୍ଷୀର ନେବାକୁ ମନା କରିବା ପରେ ସେମାନେ ଏହିପରି ଅସନ୍ତୋଷ ଜାହିର...

ଝଡବର୍ଷାରେ କ୍ଷତିଗ୍ରସ୍ତଙ୍କୁ ମିଳିଲା ପଲିଥିନ

ବିନିକା, ୨୭ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ଅଞ୍ଚଳରେ ଗତ ୫ଦିନ ହେଲା ଅଦିନିଆ ଝଡ ତୋଫାନ ସହ ବର୍ଷା ଲାଗି ରହିଛି। ଏଥିଯୋଗୁ ଧନଜୀବନ ବ୍ୟତିବ୍ୟସ୍ତ ହୋଇ ପଡିଛି। ଲକ୍‌ଡାଉନରେ ଥିବା ବିନିକାବାସୀ ଝଡତୋଫାନ ଯୋଗୁ ବ୍ୟାପଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି।...

ଥୋଡ ଧାନ ଉପରେ କୁଆପଥର ମାଡ଼

ସୋନପୁର,୨୭।୪(ନି.ପ୍ର.) ମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ ନେଇ ସାରା ବିଶ୍ୱ ଚିନ୍ତିତ ଥିବା ବେଳେ ଏବେ ଅଦିନିଆ ବର୍ଷା, କୁଆ ପଥର ମାଡ ଓ ଘୂର୍ଣ୍ଣିଝଡ ଯୋଗୁଁ ସୁବର୍ଣ୍ଣପୁର ଜିଲାର ଚାଷୀ ସର୍ବସ୍ବାନ୍ତ ହୋଇଛନ୍ତି। ଧାନ ଓ ପନିପରିବା ଚାଷ...

ଅସ୍ଥାୟୀ ଶିବିରରେ ଥିବା ୧୩୩ ଶ୍ରମିକ ଘରକୁ ଫେରିଲେ

ସୋନପୁର,୨୬।୪(ନି.ପ୍ର.):ଲକ୍‌ଡାଉନ୍‌ କାରଣରୁ ଅନ୍ୟ ଜିଲାର ବହୁ ଶ୍ରମିକ ସୁବର୍ଣ୍ଣପୁର ଜିଲାରେ ଫସି ରହିଥିଲେ। ସେମାନଙ୍କୁ ଜିଲାର ବିଭିନ୍ନ ଅସ୍ଥାୟୀ ଶିବିରରେ ରଖାଯାଇଥିଲା। ଶିବିରରେ ରହିବା ପାଇଁ ସମସ୍ତ ସୁବିଧା ସହ ଠିକ୍‌ ସମୟରେ ଖାଦ୍ୟ ଓ ପାନୀୟ ମିଳୁଥିଲା। କିନ୍ତୁ...

କୁଷ୍ଠରୋଗୀଙ୍କୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ

ବିନିକା,୨୫ା୪(ଡି.ଏନ୍‌.ଏ): ସୁବଣ୍ଣର୍ର୍ପୁର ଜିଲା ଭଣ୍ଡାର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୁଲୁଣ୍ଡା ଗ୍ରାମ ନିର୍ମଳ ଛାୟାରେ ବାସ କରୁଥିବା କୁଷ୍ଠରୋଗୀଙ୍କୁ ଶନିବାର ଜିଲା ଯୁବ ବିଜେଡି ସଭାପତି ଅଶୋକ ନନ୍ଦ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ କରିଛନ୍ତି। ଏହି ସମୟରେ ଜିଲା...

ଫେରିବେ ୯୫୮୮, ଗ୍ରାମାଞ୍ଚଳରେ ସ୍ଥାନାଭାବ ଆଶଙ୍କା

ସୋନପୁର,୨୫।୪(ନି.ପ୍ର.): ମେ’ ୩ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ କଟକଣା ହଟିଲା ପରେ ଅନ୍ୟ ରାଜ୍ୟରେ ଫସି ରହିଥିବା ଛାତ୍ରୀଛାତ୍ର, ଚାକିରିଆ ଓ ଦାଦନ ଶ୍ରମିକଙ୍କୁ ଓଡିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର...

କୁଆପଥର ମାଡରେ ଝଡିଲା ରବିଧାନ

ବିନିକା,୨୪ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଲକ୍‌ଡାଉନ ଜାରି ରହିଛି। ଏହାର ପ୍ରଭାବ ଜନସାଧାରଣଙ୍କ ଜୀବନଜୀବିକା ଉପରେ ପଡିଛି। ଏହି ପରିସ୍ଥିତିରେ ଗତ ତିନିଦିନର ବର୍ଷା ଓ କୁଆପଥର ମାଡ ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅଞ୍ଚଳର ରବିଧାନ ଚାଷୀଙ୍କ...

ସାନକିରାସିରା ଗ୍ରାମରେ ଗ୍ୟାସ ଟାଙ୍କି ବିସ୍ଫୋରଣ: ଉଡିଗଲା ଆଜବେଷ୍ଟସ ଛପର, ଯୁବକ ମୃତ

ସୋନପୁର,୨୪।୪(ନି.ପ୍ର.)- ସୁବର୍ଣ୍ଣପୁର ଜିଲା ବୀରମହରାଜପୁର ବ୍ଲକ ସାନକିରାସିରା ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଇନ୍ଧନ ଗ୍ୟାସ ଟାଙ୍କି ବିସ୍ଫୋରଣ ଘଟି ସିନୁ ପଧାନ(୨୪)ଙ୍କ ମୃତ୍ୟୁ ଘଟିଛି। ସିନୁ ରୋଷେଇ କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା...

ମୋବାଇଲ ଚୋରି, ଲୁଟ୍‌ ଘଟଣାରେ ୯ ଗିରଫ

ସୋନପୁର/ଉଲୁଣ୍ଡା,୨୨।୪(ନି.ପ୍ର./ଡି.ଏନ.ଏ.): ସୋନପୁର ଟାଉନ ଥାନା ପୋଲିସ ମୋବାଇଲ ଚୋରି ଓ ଉଲୁଣ୍ଡା ପୋଲିସ ମୋବାଇଲ ଲୁଟ୍‌ ଘଟଣାରେ ସମ୍ପୃକ୍ତ ୯ ଅଭିଯୁକ୍ତଙ୍କୁ ଗିରଫ କରିଛି। ବୁଧବାର ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ଲକ୍‌ଡାଉନ୍‌ ସମୟରେ ସୁବର୍ଣ୍ଣପୁର ସହର ଜୟ ଗୁରୁ...

କରୋନା ସର୍ଭେବେଳେ ଅଙ୍ଗନଓ୍ବାଡି କର୍ମୀଙ୍କ ମୃତ୍ୟୁ

ଅମରପାଲି, ୨୨ା୪(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରାମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତ ଅନ୍ତର୍ଗତ ବୁରୁବୁଡ଼ା ଅଙ୍ଗନଓ୍ବାଡି କେନ୍ଦ୍ରର କର୍ମୀଙ୍କର କରୋନା ସର୍ଭେ ବେଳେ ବୁଧବାର ମୃତ୍ୟୁ ଘଟିଛି। ମୃତ ଅଙ୍ଗନଓ୍ବାଡି କର୍ମୀ ହେଲେ ଖଣ୍ଡହତା ଗଁାର କିଶୋରୀ ଥାଟି (୫୬)। ସୂଚନା...