ଅଦିନିଆ ବର୍ଷା: ନଷ୍ଟହେଲା ଅମଳ ହେବାକୁ ଥିବା କପା
ଅମରପାଲି,୨୫ା୧(ପୀତାମ୍ବର ସାହୁ): ଗତ ମଙ୍ଗଳବାର ରାତିରୁ ଲାଗି ରହିଥିବା ଅଦିନିଆ ବର୍ଷାରେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଅମଳ ହେବାକୁ ଥିବା କପା ମଧ୍ୟ ନଷ୍ଟ ହୋଇଛି। ପିତାମହୁଲ,…
କ୍ରିକେଟ ବ୍ୟାଟରେ ପିଟି ଯୁବକଙ୍କୁ କରିଥିଲେ ହତ୍ୟା: ମୁଖ୍ୟ ଆସାମୀଙ୍କ ସମେତ ୬ ଅଭିଯୁକ୍ତ ଗଲେ ଜେଲ୍
ତରଭା,୨୩ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ଥାନା ମେଣ୍ଡା ଗାଁରେ ପୂର୍ବ ଶତ୍ରୁତାକୁ ନେଇ ଘଟିଥିବା ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି । ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ମୁଖ୍ୟ ଆସାମୀ ସମେତ ୬ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ…
ମହାନଦୀରେ ପ୍ରେମୀ ଯୁଗଳଙ୍କ ହାଇ ଡ୍ରାମା: ନଦୀଗର୍ଭରୁ ଉଦ୍ଧାର କଲା ପୋଲିସ
ସୋନପୁର,୧୮।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ମହାନଦୀ ସେତୁ ନିକଟସ୍ଥ ଟାଓ୍ବାର ଘାଟ ନିକଟରେ ଗୁରୁବାର ରାତିରେ ଏକ ହାଇ ଡ୍ରାମା ଦେଖିବାକୁ ମିଳିଛି। ମହାନଦୀ ବାଲିପଠାରେ ଦୁଇ ଦିନ ଧରି ଲୁଚି ରହିଥିବା ପ୍ରେମୀ ଯୁଗଳଙ୍କୁ ସୋନପୁର ଟାଉନ ପୋଲିସ ଓ…
ଠେଙ୍ଗୋ ଡ୍ୟାମରେ ଦୁର୍ବୃତ୍ତଙ୍କ ଦାଦାଗିରି
ଅମରପାଲି,୪ା୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡର ହରିହର ଯୋର ଜଳସେଚନ ପ୍ରକଳ୍ପ (ଠେଙ୍ଗୋ ଡ୍ୟାମ)ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ। ଏଠାକୁ ପ୍ରତ୍ୟହ ଜିଲା ଓ ଜିଲା ବାହାରର ତଥା ରାଜ୍ୟ ବାହାରୁ ହଜାର ହଜାର ପର୍ଯ୍ୟଟକଙ୍କ ସମାଗମ ହୋଇଥାଏ। ଏହାସହିତ ଅନେକ…
ସମାନ ହିତାଧିକାରୀଙ୍କୁ ଏକାଧିକ ଥର ଗୃହ ଆବଣ୍ଟନ
ସୋନପୁର,୪।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ସରକାରୀ ନିୟମ ଉଲ୍ଲଂଘନ କରି ହିତାଧିକାରୀ ଚୟନ କରାଯାଇଛି। ଜଣେ ବ୍ୟକ୍ତିଙ୍କୁ ଆବାସ ଯୋଜନାରେ ଗୋଟିଏ ଘର ମିଳିବାର ନିୟମ…
ସୋନପୁରରେ ହାଇୱା ଟ୍ରକ୍ ଧକ୍କାରେ ଦୁଇ ମୃତ, ପୋଲିସ୍ ଭ୍ୟାନ୍କୁ ଭଙ୍ଗାରୁଜା କଲେ ସ୍ଥାନୀୟ ଲୋକ
ସୋନପୁର,୨।୧: ଏକ ଦୁଖଦଃ ଘଟଣାରେ ମଙ୍ଗଳବାର ସୋନପୁର ଜିଲାରେ ଟ୍ରକ ଧକ୍କା ହେବା ପରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାସ୍ଥଳରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା ବେଳେ ଲୋକମାନେ ପୋଲିସ୍ ଭ୍ୟାନ୍ ଭଙ୍ଗାରୁଜା କରିଥିଲେ। ଖବର ଅନୁଯାୟୀ, ସୋନପୁର ବ୍ଲକ…
ବିଦ୍ୟୁତ୍ ଫାଶରେ ପଡ଼ି ପୁଅ- ପୁତୁରାଙ୍କ ଜୀବନ ଗଲା, ବାପା ଗୁରୁତର
ସୋନପୁର,୧୦।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ଥାନା ଅଧୀନ ସିଂହପାଲି ଅଞ୍ଚଳରେ ଏକ ଅଘଟଣ ଘଟିଛି । ବାର୍ହା ଶିକାର ପାଇଁ ହାତୀଲମୁଣ୍ଡା ଜଙ୍ଗଲ ପାର୍ଶ୍ୱ କ୍ଷେତରେ ବିଛା ଯାଇଥିବା ବିଦ୍ୟୁତ୍ ଫାଶରେ ପଡ଼ି ୨ ନାବାଳକଙ୍କ ମୃତ୍ୟୁ ଘଟିଥିବା ବେଳେ…
ମଣ୍ଡି ଖୋଲିନି, ଧାନ ବ୍ୟବସାୟୀ ସକ୍ରିୟ
ସୋନପୁର,୩।୧୨(ମୃତ୍ୟୁଞ୍ଜୟ ଶତପଥୀ)ଅଧିକ ଧାନ ଉତ୍ପାଦନ ପାଇଁ ପ୍ରସିଦ୍ଧି ଥିବା ସୁବର୍ଣ୍ଣପୁର ଜିଲାରେ ଖରିଫ ଧାନ ପ୍ରାୟତଃ ୭୦ ପ୍ରତିଶତ ଅମଳ ହୋଇ ସାରିଲାଣି। ହୀରାକୁଦ କେନାଲ ପାଣି ଦ୍ୱାରା ଜଳସେଚିତ ଜିଲାର ଡୁଙ୍ଗୁୁରିପାଲି, ବିନିକା ବ୍ଲକରେ ଧାନ ଅମଳ ସରି ଆସିଥିବା…
ଅନିଶ୍ଚିତତାରେ ପୋର୍ଟାଲ ଫ୍ରେମ୍ ବ୍ରିଜ୍
ସୋନପୁର,୨।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରକୁ ମହାନଦୀ ଓ ତେଲନଦୀର ବନ୍ୟା ଦାଉରୁ ରକ୍ଷା ପାଇଁ ରିଂ ରୋଡର ପରିକଳ୍ପନା କରାଯାଇଥିଲା। ୨୦୧୧ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଏପର୍ଯ୍ୟନ୍ତ ପ୍ରକଳ୍ପ କାମ ସମ୍ପୂର୍ଣ୍ଣ ହୋଇନି। ସହରବାସୀଙ୍କ…
ଲାଞ୍ଚ ନେଇ ସରକାରୀ ଚକ୍ଷୁ ବିଶେଷଜ୍ଞ ଡାକ୍ତର ଗିରଫ
ସୋନପୁର;୨୭l୧୧(ମୃତ୍ୟୁଞ୍ଜୟ ଶତପଥୀ): ଚକ୍ଷୁ ଅସ୍ତ୍ରୋପଚାର ପାଇଁ ଲାଞ୍ଚ ନେଇ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟର ଚକ୍ଷୁ ବିଶେଷଜ୍ଞ ଡାକ୍ତର ସଞ୍ଜୀବ କୁମାର କର ସୋମବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି l ଉଲୁଣ୍ଡା ବ୍ଲକ ଯାଲୋଏ ଗ୍ରାମର ଲକ୍ଷ୍ମଣ ତ୍ରିପାଠୀଙ୍କ ମୋତିଆ…
ଅନିଶ୍ଚିତତାରେ ସୁବର୍ଣ୍ଣପୁର ନୂଆ ବସ୍ଷ୍ଟାଣ୍ଡ
ସୋନପୁର,୨୬।୧୧(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁରବାସୀଙ୍କ ବହୁ ପ୍ରତୀକ୍ଷିତ ନୂତନ ବସଷ୍ଟାଣ୍ଡ ନିର୍ମାଣ ଅନିଶ୍ଚିତତା ମଧ୍ୟରେ ରହିଛି। ଗତ ଅଗଷ୍ଟ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ସୁବର୍ଣ୍ଣପୁରରେ ଏ ଟାଇପ୍ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ୫.୬୫…
ମୁକୁଳାପଡ଼ିଛି ଶତାଧିକ ବୋର୍ଓ୍ବେଲ, କ୍ଷେତ୍ରୀୟ ଅନୁଧ୍ୟାନ କରିବେ ବିଭାଗୀୟ ଇଞ୍ଜିନିୟର
ସୋନପୁର,୧୬।୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ ମୟୂରଉଡାନ ପଞ୍ଚାୟତର କଇଁଫୁଲ ଗାଁରେ ଏକ ଡିପ୍ ବୋରଓ୍ବେଲରେ ପଡି ଦୁଃଖୀ ନେଗୀ(୭୨) ନାମ୍ନୀ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିଲା। ଓଡିଶା ଉଠା ଜଳସେଚନ ନିଗମ(ଓଏଲଆଇସି) ପକ୍ଷରୁ ୧୦ ବର୍ଷ ପୂର୍ବରୁ ଏହି…

