ଆରମ୍ଭ ହୋଇନି ମଡେଲ୍ ବସ୍ଷ୍ଟାଣ୍ଡ ନିର୍ମାଣ
ସୋନପୁର,୨୭।୩(ନି.ପ୍ର.):ସୁବର୍ଣ୍ଣପୁରର ମଡେଲ ବସ୍ଷ୍ଟାଣ୍ଡ ନିର୍ମାଣ ଅନିଶ୍ଚିତତା ମଧ୍ୟରେ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିଲେ। ଏଥିପ୍ରତି ରାଜ୍ୟ ପରିବହନ ବିଭାଗ, ପୌର ପରିଷଦ କି ଜିଲା ପ୍ରଶାସନ କାହାରି ଦୃଷ୍ଟି ନାହିଁ। ନିର୍ବାଚିତ ଲୋକ…
୨୨୮ ରନ୍ଧନ ଗ୍ୟାସ୍ ସିଲିଣ୍ଡର ଜବତ
ସୋନପୁର,୨୫।୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲାତୁରପେଟସ୍ଥିତ ରୁଦ୍ର ମହାକୁଡଙ୍କ ବାସଭବନରେ ଯୋଗାଣ ବିଭାଗ ପକ୍ଷରୁ ଶୁକ୍ରବାର ଚଢାଉ କରାଯାଇଛି। ରୁଦ୍ର ନିଜ ବାସଭବନରେ ବେଆଇନ ଭାବରେ ବିପୁଳ ପରିମାଣର ଗ୍ୟାସ ସିଲିଣ୍ଡର ମହଜୁଦ ରଖି ଦୀର୍ଘ ବର୍ଷ ଧରି ବ୍ୟବସାୟ…
୪ ଛାତ୍ରଙ୍କ ଉପରେ ମାଡ଼ିଗଲା କାର୍: ୩ ମୃତ, ଜଣେ ଆହତ
ସୋନପୁର,୨୨ା୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ସୋନପୁର-ବିନିକା-ଡୁଙ୍ଗୁରିପାଲି ମେଜର ଡିଷ୍ଟ୍ରିକ୍ଟ ରୋଡ୍ (ଏମ୍ଡିଆର)ର ଶରଧାପାଲି ଛକ ନିକଟରେ ବୁଧବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବୁଲାଣି ରାସ୍ତାରେ ଏକ ଜାଇଲୋ ବିଦ୍ୟାଳୟ ଫାଟକ ପାର୍ଶ୍ୱରେ ଛିଡ଼ା ହୋଇଥିବା ଛାତ୍ରଙ୍କୁ ଧକ୍କା ଦେବାରୁ ୩…
କଲବଲ କଲାଣି ମଶା, କର୍ତ୍ତୃପକ୍ଷ ନୀରବ
ସୋନପୁର,୨୨ା୩(ନି.ପ୍ର.): ମଶା ଉପଦ୍ରବରେ ଅତିଷ୍ଠ ହେଲେଣି ସୁବର୍ଣ୍ଣପୁର ସହରବାସୀ । ରାତି କଥା ଛାଡନ୍ତୁ ଦିନରେ ବସିବା କି ଛିଡାହେବା କଷ୍ଟକର ହୋଇପଡିଛି। ମଶାଙ୍କ ବିତ୍ପାତରେ ସହରବାସୀ ଯନ୍ତ୍ରଣାରେ ଦିନ କାଟୁଛନ୍ତି। ପରିସ୍ଥିତି ଏପରି ହୋଇଛି ଯେ ଲୋକେ ଦିନରେ ବି…
ଡାକ୍ତର ପରମାନନ୍ଦଙ୍କୁ ଅନ୍ତର୍ଜାତୀୟ ଫେମ୍ ଆଓ୍ବାର୍ଡ
ସୋନପୁର,୨୨ା୩(ନି.ପ୍ର.): ସୋନପୁରର ଯୁବ ଦନ୍ତ ଚିକିତ୍ସକ ଡାକ୍ତର ପରମାନନ୍ଦ ମିଶ୍ରଙ୍କୁ ମିଳିଛି ଆନ୍ତର୍ଜାତୀୟ ଫେମ୍ ଆଓ୍ବାଡ୍। ଶ୍ରେଷ୍ଠ ଦନ୍ତ ଚିକିତ୍ସକ ବର୍ଗରେ ମନୋନୀତ ହୋଇ ସେ ଏହି ପୁରସ୍କାର ପାଇଛନ୍ତି। ଗତ ୧୮ ତାରିଖରେ ଦିଲ୍ଳୀର ଏକ ତାରକା ହୋଟେଲରେ ଆୟୋଜିତ…
ଯୋଜନାରୁ ବଞ୍ଚତ୍ତ ଭିନ୍ନକ୍ଷମ ଭଉଣୀଭାଇ
ଅମରପାଲି,୨୦ା୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତର ସଦର ଗ୍ରାମର ବିଦେଶୀ ସାହୁ(୪୦) ଓ ତାଙ୍କ ଭଉଣୀ ପ୍ରମୋଦିନୀ ସାହୁ(୩୫)। ଉଭୟେ ଏବେ ଦୁର୍ବିସହ ଜୀବନ ବିତାଉଛନ୍ତି। ବିଦେଶୀ ଶାରୀରିଭାବେ ଦୁର୍ବଳ ହୋଇଥିବା ବେଳେ ପ୍ରମୋଦିନୀ ମାନସିକ ଅନଗ୍ରସର। ପିଲାଦିନୁ…
ମହାନଦୀ କୂଳର ସଭ୍ୟତା ବହୁ ପ୍ରାଚୀନ
ସୋନପୁର,୧୮।୩(ନି.ପ୍ର.): ପୃଥିବୀରେ ମାନବ ସଭ୍ୟତା ଗଢି ଉଠିବାରେ ବଡ଼ ବଡ଼ ନଦୀଗୁଡିକର ପ୍ରମୁଖ ଭୂମିକା ରହିଛି । ଏହି କ୍ରମରେ ଓଡିଶାର ଜୀବନରେଖା କୁହାଯାଉଥିବା ମହାନଦୀ ଅବବାହିକାରେ ପୁରାତନ ମାନବ ସଭ୍ୟତା ଗଢି ଉଠିଥିଲା । ମହାନଦୀ କୂଳରେ ଥିବା ସୁବର୍ଣ୍ଣପୁରର…
ସୋନପୁର କଲେଜକୁ ମିଳିନି ପୂର୍ଣ୍ଣ ସରକାରୀ ମାନ୍ୟତା
ସୋନପୁର,୧୦।୩(ନି.ପ୍ର.): ସୋନପୁର କଲେଜ ସୁବର୍ଣ୍ଣପୁର ଜିଲାର ସର୍ବପୁରାତନ ଉଚ୍ଚ ଶିକ୍ଷାନୁଷ୍ଠାନ। ୧୯୬୪ ମସିହାରେ ଏହି କଲେଜ ସ୍ଥାପିତ ହୋଇଥିଲା। ଇତିମଧ୍ୟରେ ୫୯ ବର୍ଷ ବିତିଯାଇଛି। ହେଲେ ସୋନପୁର କଲେଜକୁ ନା ପୂର୍ଣ୍ଣ ସରକାରୀ ମାନ୍ୟତା ମିଳିଛି ନା ସ୍ବୟଂଶାସିତ ମାନ୍ୟତା ମିଳିଛି।…
ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରି ଯୁବକ ଗିରଫ
ତରଭା,୭ା୩(ଡି.ଏନ.ଏ.): ଯୁବତୀଙ୍କ ସହ ସୋସିଆଲ ମିଡିଆରେ ସମ୍ପର୍କ ସ୍ଥାପନ କଲେ। ପରେ ସମ୍ପୃକ୍ତ ଯୁବତୀଙ୍କୁ ଟଙ୍କା ମାଗି ବ୍ଲାକମେଲ କରିଥିଲେ। ଏଥିରେ ସଫଳ ନ ହେବାରୁ ଶେଷରେ ଆପତ୍ତିଜନକ ଫଟୋ ସବୁ ଭାଇରାଲ କରିବା ଅଭିଯୋଗରେ ସୁବର୍ଣ୍ଣପୁର ଜିଲା କମସରା ଫାଣ୍ଡି…
ସୋଲାର ଜଳପ୍ରକଳ୍ପ ଅଧାପନ୍ତରିଆ
ଅମରପାଲି,୪ା୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଅନ୍ତର୍ଗତ କର୍ଣ୍ଣପାଲି ଗ୍ରାମରେ ଏବେ ଘୋର ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟରେ ଥିବା ଏକ ଓ୍ବାର୍ଡ ବିଶିଷ୍ଟ ଏହି ଗାଁର ସମସ୍ୟା ପ୍ରତି କାହାର ଦଷ୍ଟି ପଡୁନାହିଁ।…
ପଲିଥିନ ବ୍ୟବହାରରେ ଅଙ୍କୁଶ ନାହିଁ
ଅମରପାଲି,୩ା୩(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ପଲିଥିନ ନିଷିଦ୍ଧ ପ୍ରହସନ ପାଲଟିଛି। ୨୦୧୯ ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରୁ ଓଡ଼ିଶା ସରକାର ପଲିଥିନ ବିକ୍ରି ଓ ବ୍ୟବହାର ଉପରେ ଅଙ୍କୁଶ ଲଗାଇଛନ୍ତି। କିନ୍ତୁ ସରକାରଙ୍କ ଏହି ନିର୍ଦ୍ଦେଶନାମା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର…
୬ଦିନରେ ୪.୭୫କୁଇଣ୍ଟାଲ ଗଞ୍ଜେଇ ଜବତ
ସୋନପୁର,୧।୩(ନି.ପ୍ର.): ଆକ୍ସନ ମୁଡରେ ଏବେ ସୁବର୍ଣ୍ଣପୁର ଜିଲା ଅବକାରୀ ବିଭାଗ। ମଙ୍ଗଳବାର ଅବକାରୀ ବିଭାଗର ଜିଲା ମୋବାଇଲ ଟିମ୍ ସୋନପୁର ଥାନା ହରଡଖୋଲ ନିକଟରେ ଚଢାଉ କରି କାରରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଆକାଶ ସାହୁ(୨୦)ଙ୍କୁ ଗିରଫ କରିଛି। ଆକାଶଙ୍କ କାରରୁ…
Archives


