ସୁବର୍ଣ୍ଣପୁର

ସୁବର୍ଣ୍ଣପୁର ଜିଲା: ଚର୍ଚ୍ଚାରେ ୨ ଗୃହରକ୍ଷୀ

ସୁବଳୟା,୫।୧୦(ଜୟାନନ୍ଦ ରଥ)ସୁବର୍ଣ୍ଣପୁର ଜିଲାର ୨ ଜଣ ଗୃହରକ୍ଷୀ ଏବେ ଚର୍ଚ୍ଚାରେ। ନିକଟରେ ତରଭା ଥାନାରେ କାର୍ଯ୍ୟରତ ଗୃହରକ୍ଷୀ ବିଜୟ ସାହୁ ଗଞ୍ଜେଇ ଚୋରାଚାଲାଣ ବେଳେ ବଲାଙ୍ଗୀର ଜିଲା ପୋଲିସ ହାତରେ ଧରାପଡି ଏବେ ଜେଲରେ ଅଛନ୍ତି। ଉପରିସ୍ଥ ଅଧିକାରୀଙ୍କ ସହଯୋଗରେ ବିଜୟ…

ସାପ କାମୁଡ଼ାରେ ଚାଲିଗଲା ଚାଷୀଙ୍କ ଜୀବନ

ଅମରପାଲି,୨।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ପଞ୍ଚାୟତର ତେଲିପାଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ଯୁବ ଚାଷୀଙ୍କ ସୋମବାର ମୃତ୍ୟୁ ହୋଇଛି। ମୃତକ ହେଲେ ତେଲିପାଲି ଗ୍ରାମର ଅଶୋକ ସହୁ(୩୨)। ଶୁକ୍ରବାର ଅପରାହ୍ନରେ ଜମିରେ ଚାଷ କରୁଥିବା…

ଧାନ କିଣାରେ ସ୍ବଚ୍ଛତା ଜଗିବ ସିସିଟିଭି

ସୋନପୁର,୩୦।୯(ମୃତ୍ୟୁଞ୍ଜୟ ଶତପଥୀ): ଚଳିତବର୍ଷ ଧାନକିଣା ଆରମ୍ଭ ପୂର୍ବରୁ ସମସ୍ତ ସରକାରୀ କ୍ରୟ କେନ୍ଦ୍ର ବା ମଣ୍ଡିରେ ସିସିଟିଭି କାମେରା(କ୍ଲୋଜ ସର୍କିଟ) ଲଗାଇବା ଉପରେ ସରକାର ଯଥେଷ୍ଟ ଗୁରୁତ୍ୱ ଦେଉଛନ୍ତି। ଓଡ଼ିଶା ବିଧାନସଭା ଷ୍ଟାଣ୍ଡିଂ କମିଟି ସୁପାରିସ୍‌କୁ ୨୦୨୩-୨୪ ଖରିଫ ଋତୁ ଧାନ…

ତେଜିଲା ଆନ୍ଦୋଳନ: ଆମରଣ ଅନଶନରେ କାରାରକ୍ଷୀ

ସୋନପୁର,୨୫।୯(ମୃତ୍ୟୁଞ୍ଜୟ ଶତପଥୀ): କାରାରକ୍ଷୀ ଓ ମୁଖ୍ୟ କାରାରକ୍ଷୀଙ୍କ ଆନ୍ଦୋଳନ ତେଜିବାରେ ଲାଗିଛି। ୫ ଦଫା ଦାବି ନେଇ କାରାରକ୍ଷୀମାନେ ସେପ୍ଟେମ୍ବର ୧୩ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ କଳାବ୍ୟାଜ୍‌ ପିନ୍ଧି ନୀରବ ପ୍ରତିବାଦ କରୁଥିଲେ। ହେଲେ ସରକାର ଦାବି ପ୍ରତି ଅଣଦେଖା…

ବୁଲୁଛି କଲରାପତରିଆ ବାଘ, ଲୋକ ଆତଙ୍କିତ

ସୋନପୁର,୨୪।୯(ମୃତ୍ୟୁଞ୍ଜୟ ଶତପଥୀ) ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ରେଞ୍ଜ ଚଢ଼େଇପଙ୍କ ମହାନଦୀ ଘାଟ ନିକଟରେ ଏକ କଲରାପତରିଆ ବାଘ ବୁଲୁଥିବା ଲୋକେ ଆତଙ୍କିତ ହୋଇପଡିଛନ୍ତି। ରବିବାର ସକାଳୁ କଲରାପତରିଆ ବାଘଟି ଅଞ୍ଚଳରେ ବୁଲୁଥିବା ସ୍ଥାନୀୟ ଲୋକ ଦେଖି ବନ ବିଭାଗକୁ ଖବର ଦେଇଥିଲେ।…

ବାଇକରେ ବୁହା ହେଲା ମୃତଦେହ

ଅମରପାଲି,୨୪।୯(ପୀତାମ୍ବର ସାହୁ)ପୁଣି ମୃତଦେହକୁ ହତାଦାର କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ସରକାରଙ୍କ ଯୋଜନାର ବିଫଳତା ଦେଖିବାକୁ ମିଳିଛି। ମୃତଦେହ ବୁହାହେବା ପାଇଁ ମହାପରାୟଣ ଗାଡ଼ି ନ ମିଳିବାରୁ ବାଇକରେ ବୁହା ହେଲା। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲା…

ରାସ୍ତା କଡରୁ ମିଳିଲା ନବଜାତ ଶିଶୁର ମୃତଦେହ

ସୁବର୍ଣ୍ଣପୁର,୨୩।୯: ଅଲୋଡ଼ା ନବଜାତ ଶିଶୁ। ରାସ୍ତା କଡ଼ରୁ ମିଳିଲା ମୃତଦେହ। ଏଭଳି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲାରେ। ଶିଶୁଟି ଜନ୍ମ ହେବାର କିଛି ଘଣ୍ଟା ପରେ ତାର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଶନିବାର ସକାଳେ ଶିଶୁଟିରୁ ମୃତଦେହ ସେଲେଡି ଗ୍ରିଡ୍‌ ନିକଟ…

ବସୁଧୈବ କୁଟୁମ୍ବକମ୍‌ର ବାର୍ତ୍ତାବହ ନୂଆଁଖାଇ

ସୋନପୁର,୨୦।୯(ମୃତ୍ୟୁଞ୍ଜୟ ଶତପଥୀ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ଭାବରେ ନୂଆଁଖାଇର ଏକ ସ୍ବତନ୍ତ୍ରତା ରହିଛି । ଭାଦ୍ରବ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ପୁରପଲ୍ଲୀରେ ଏହା ପାଳିତ ହୁଏ । ଚାଷ ଜମିରୁ ଉତ୍ପାଦିତ ନୂଆ ଶସ୍ୟ କୌଣସି ଜୀବ,…

୩ ପୁଅ ଓ ବାପାଙ୍କୁ କୋର୍ଟ ଚାଲାଣ

ଅମରପାଲି,୧୬।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ କମିରା ପଞ୍ଚାୟତର ଆମ୍ବଶରଭଟା ଗ୍ରାମରେ ଗୁରୁବାର ଦିନ ଚାଷ ଜମିରେ ପାଣି ମଡାଇବାକୁ ନେଇ ହତ୍ୟାକାଣ୍ଡ ଘଟିଥିଲା। ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି…

ରାଇସ୍‌ ମିଲ୍‌ ବନ୍ଦ ଦାବିରେ ରାସ୍ତାରୋକୋ

ଡୁଙ୍ଗୁରିପାଲି,୧୩ା୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି -ରାମପୁର ରାସ୍ତାର ଲଙ୍ଗଳକଣ୍ଟା ଛକରେ ରାଇସ ମିଲ୍‌ ନିର୍ମାଣ ବନ୍ଦ ଦାବି ନେଇ ଲଙ୍ଗଳକଣ୍ଟାର ଶତାଧିକ ଗ୍ରାମବାସୀ ବୁଧବାର ଲଙ୍ଗଳକଣ୍ଟା ଛକ ରାସ୍ତା ଉପରେ ଧାରଣା ଦେଇଥିଲେ। ସୂଚନାନୁସାରେ, ଡୁଙ୍ଗୁରିପାଲି ବ୍ଲକ ଲଙ୍ଗଳକଣ୍ଟା ଗ୍ରାମ…

୫ଶହ ଟଙ୍କିଆ ନକଲି ନୋଟ

ଅମରପାଲି,୧୧ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ଅଞ୍ଚଳରେ ନକଲି ୫ ଶହ ଟଙ୍କିଆ ନୋଟ ଦେଖିବାକୁ ମିଳିଛି। ଉକ୍ତ ଥାନା ଅନ୍ତର୍ଗତ ପିତାମହୁଲ ପଞ୍ଚାୟତ ଟେଭାପଦର ଗ୍ରାମରେ ଜଣେ ଦୋକାନୀଙ୍କୁ ଜଣେ ଅଜଣା ବ୍ୟକ୍ତି ତିନୋଟି…

ଚିନାଯୁରୀ ରାଇସ ମିଲ୍‌ରେ କାର୍ଯ୍ୟରତ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ

ଡୁଙ୍ଗୁରିପାଲ,୭।୯ (ଦୀନବନ୍ଧୁ ସୁନା) ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଚିନାଯୁରୀ ଜାତୀୟ ରାଜପଥ ଗ୍ରାମପଞ୍ଚାୟତ ନିକଟରେ ଥିବା ଶିଭମ଼ ପ୍ରେଡି ପ୍ରୋସେସିଙ୍ଗ ରାଇସ ମିଲ ଭିତରେ କାର୍ଯ୍ୟରତ ମେସିନ ଅପରେଟିଂ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଘଟଣାକୁ ନେଇ ଅଞ୍ଚଳରେ ଆଲୋଡନ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?