ଅବହେଳିତ ପାତାଳି ଶ୍ରୀକ୍ଷେତ୍ର
ସୋନପୁର,୨୬।୪ (ନି.ପ୍ର.) ସୁବର୍ଣ୍ଣପୁର ଜିଲା କୋଟ ସମଲାଇସ୍ଥିତ ପାତାଳି ଶ୍ରୀକ୍ଷେତ୍ର ହେଉଛି ପଶ୍ଚିମ ଓଡିଶାର ଅନ୍ୟତମ ଧାର୍ମିକ ପର୍ଯ୍ୟଟନସ୍ଥଳୀ। ପାତାଳି ଶ୍ରୀକ୍ଷେତ୍ରର ରହିଛି ଅନେକ ଖ୍ୟାତି। କିମ୍ବଦନ୍ତୀ କହେ, ଏଠି ପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା ୧୪୪ ବର୍ଷ…
ଜଣେ କର୍ମଚାରୀରେ ଚାଲୁଛି ଆର୍ଆଇ ଅଫିସ
ଅମରପାଲି,୨୬।୪ (ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଧୀନରେ ଥିବା ସୁବଳୟା ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ(ଆରଆଇ ଅଫିସ)ରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ କାମରେ ସମସ୍ୟା ହେଉଛି। ଫଳରେ ବିଭିନ୍ନ କାମରେ ଏହି କାର୍ଯ୍ୟାଳୟକୁ ଆସୁଥିବା ସାଧାରଣ ଲୋକେ ଉପଯୁକ୍ତ ସେବା…
ମାନବିକତା ଦେଖାଇଲେ ଅର୍ଥମନ୍ତ୍ରୀ
ସୋନପୁର,୨୫।୪(ନି.ପ୍ର.): ବାଇକ୍ରୁ ଖସି ପଡ଼ି ଗୁରୁତର ଆହତ ହୋଇଥିବା ଜଣେ ମହିଳାଙ୍କୁ ଡାକ୍ତରଖାନା ପଠାଇ ମାନବିକତା ଦେଖାଇଛନ୍ତି ସୋନପୁର ବିଧାୟକ ତଥା ରାଜ୍ୟ ଅର୍ଥ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ । ମନ୍ତ୍ରୀଙ୍କ ଏଭଳି କାର୍ଯ୍ୟକୁ ସାଧାରଣରେ…
ନାବାଳିକାଙ୍କୁ ବିବାହ କରି ୨ଯୁବକ ଗିରଫ
ତରଭା, ୨୪ା୪(ଡି.ଏନ.ଏ.): ନାବାଳିକାଙ୍କୁ ବିବାହ କରିଥିବା ଅଭିଯୋଗରେ ସୁବର୍ଣ୍ଣପୁର ଜିଲା ତରଭା ଥାନା ପୋଲିସ ୨ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ନାରାୟଣ ବାଗ ଓ ପୂର୍ଣ୍ଣଚନ୍ଦ୍ର ବିଶି। ସୋନପୁର ପୋକ୍ସୋ କୋର୍ଟରେ ଜାମିନ ନାମଞ୍ଜୁର ପରେ ଉଭୟଙ୍କୁ ଜେଲ…
ଢାବାରେ ବଢୁଛି ମଦ କାରବାର
ସୋନପୁର ୨୩।୪: (ନି.ପ୍ର.) ସୁବର୍ଣ୍ଣପୁର ଜିଲାର ପ୍ରମୁଖ ରାସ୍ତାପାର୍ଶ୍ୱରେ ଅନେକ ଢାବା ଗଢି ଉଠିଛି। ଅଧିକାଂଶ ଢାବାରେ ବେଆଇନ ବିଦେଶୀ ମଦ କାରବାର ବଢି ଚାଲିଛି। ଏଥିଯୋଗୁଁ ଜିଲାରେ ସଡକ ଦୁର୍ଘଟଣା ସମ ପରିମାଣରେ ବୃଦ୍ଧି ପାଇବାରେ ଲାଗିଛି। ପୋଲିସ ଓ…
ସହଲା ଗ୍ରାମ ପଞ୍ଚାୟତ: କାର୍ଯ୍ୟରେ ଯୋଗଦେଲେ ନିଲମ୍ବିତ ସରପଞ୍ଚ
ଡୁଙ୍ଗୁରିପାଲି, ୨୨।୪: (ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସହଲା ଗ୍ରାମ ପଞ୍ଚାୟତରେ କାର୍ଯ୍ୟରେ ଯୋଗ ଦେଇଛନ୍ତି ନିଲମ୍ବିତ ସରପଞ୍ଚ ପଟୁଆରୀ ପଧାନ । ସୂଚନା ଅନୁସାରେ, ସହଳା ଗ୍ରାମ ପଞ୍ଚାୟତର ସରପଞ୍ଚ ପଧାନ ଅପରାଧିକ ମାମଲାରେ ଗିରଫ ହୋଇ…
ମାଛ ଧରିବା ନେଇ ବ୍ଲାଷ୍ଟିଂ
ସୋନପୁର,୨୧।୪: (ନି.ପ୍ର.) ମହାନଦୀରୁ ମାଛ, ଚିଙ୍ଗୁଡି ଧରିବା ପାଇଁ ଚାଲିଛି ବେଆଇନ ବ୍ଲାଷ୍ଟିଂ ଓ କୀଟନାଶକ ପ୍ରୟୋଗ। ମୁଷ୍ଟିମେୟ ଅଣପାରମ୍ପରିକ ମତ୍ସ୍ୟଜୀବୀ ସୁବିଧାରେ ମାଛ ଧରିବା ପାଇଁ ନଦୀଗର୍ଭରେ ଡିନାମାଇଟ୍ ଫୁଟାଉଛନ୍ତି। ବିସ୍ଫୋରଣ ଯୋଗୁ ମାଛ ମରି ପାଣିରେ ଭାସୁଛନ୍ତି ।…
ମହିଳାଙ୍କ ୧୨.୨୫ ଲକ୍ଷ ଋଣ ଟଙ୍କା ଆତ୍ମସାତ୍
ସୋନପୁର,୧୭।୪(ନି.ପ୍ର.): ମହିଳାଙ୍କ ଋଣ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ନିଉ ଅପର୍ଚୁନିଟି କନ୍ସଲଟାନ୍ସି ପ୍ରାଇଭେଟ୍ ଲିମିଟେଡ୍ ସୋନପୁର ଶାଖାର ପ୍ରାକ୍ତନ ପରିଚାଳକ ବିଭୁ ରଞ୍ଜନ ଦେହୁରୀ(୩୧)ଙ୍କୁ ସୋନପୁର ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି । ବିଭୁ ରଞ୍ଜନଙ୍କ…
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତାହାତୀ ମୃତ
ସୋନପୁର/ବିନିକା,୧୨।୪(ନି.ପ୍ର./ଡି.ଏନ.ଏ.): ସୁବର୍ଣ୍ଣପୁର ବନଖଣ୍ଡ ବିନିକା ରେଞ୍ଜ ବାରଡୁଙ୍ଗୁରି ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ସକାଳେ ଏକ ଦନ୍ତାହାତୀର ମୃତଦେହ ଜବତ ହୋଇଛି। ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ବାର୍ହା ଶିକାର ପାଇଁ ଶିକାରୀମାନେ ପାର୍ଶ୍ୱରେ ଯାଇଥିବା…
ଦେବୋତ୍ତର ବିଭାଗ ଜମି ଅସୁରକ୍ଷିତ
ସୋନପୁର,୧୧।୪(ନି.ପ୍ର.): ମନ୍ଦିରମାଳିନୀ ତଥା ଐତିହ୍ୟ ସମ୍ପନ୍ନ ସୁବର୍ଣ୍ଣପୁର ଜିଲାରେ ରହିଛି ଶତାଧିକ ଏକର ଦୋବୋତ୍ତର ଜମି। ଏହି ସବୁ ଜମି ଜିଲା ସଦର ମହକୁମା ସମେତ ଗ୍ରାମାଞ୍ଚଳରେ ଦେବାଦେବୀଙ୍କ ନାମରେ ରହିଛି। ବିଭିନ୍ନ ମନ୍ଦିରର ସେବାୟତଙ୍କ ନାମରେ ମଧ୍ୟ ଶତାଧିକ ଏକର…
ଭିନ୍ନକ୍ଷମ ଭଉଣୀଭାଇଙ୍କୁ ବଢ଼ିଲା ସହାୟତାର ହାତ
ଅମରପାଲି,୧୦।୪(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫୁଲା ଗ୍ରାମରେ ସରକାରୀ ଯୋଜନାରୁ ବାଦ ପଡି ଦୁର୍ବିସହ ଜୀବନ ଜିଉଁଥିବା ଭିନ୍ନକ୍ଷମ ଭଉଣୀ ଭାଇଙ୍କୁ ସହାୟତାର ହାତ ବଢାଇଛନ୍ତି ସ୍ଥାନୀୟ ସରପଞ୍ଚ। ଗତ ମାର୍ଚ୍ଚ ୧୯ତାରିଖରେ ଧରିତ୍ରୀରେ ’ଯୋଜନାରୁ ବଞ୍ଚିତ ଭିନ୍ନକ୍ଷମ…
ସହର ଧୂଆଁମୟ : ପଲିଥିନ, ଅଳିଆ ପୋଡାଯାଉଛି
ସୋନପୁର,୧୦।୪(ନି.ପ୍ର.): ସୁବର୍ଣ୍ଣପୁର ସହରକୁ ସକାଳେ ଧୂଆଁମୟ କରାଯାଉଛି। ପଲିଥିନ ପୋଡା ବାସ୍ନା ଓ ଧୂଆଁ ଯୋଗୁଁ ପ୍ରାତଃଭ୍ରମଣରେ ଯାଉଥିବା ଲୋକେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ସଫେଇ କର୍ମଚାରୀମାନେ ପଲିଥିନ ଓ ଅଳିଆରେ ନିଆଁ ଲଗାଇ ଦେଉଥିବାରୁ ସହରରେ ଏଭଳି…

