ସୁବର୍ଣ୍ଣପୁର

୩ ପଥକର ଫାଟକ ବନ୍ଦ ହେଉନି

ସୋନପୁର,୯।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ୩ଟି ସ୍ଥାନରେ ଥିବା ପଥକର ଫାଟକ(ଟୋଲ ଗେଟ୍‌)ରୁ ଦୀର୍ଘ ବର୍ଷ ଧରି ଟିକସ ଆଦାୟ ହେଉଛି। ବ୍ରିଜ୍‌ ନିର୍ମାଣର ଖର୍ଚ୍ଚ ବାହାରି ସାରିଥିଲେ ମଧ୍ୟ ସରକାର ଟୋଲଗେଟ୍‌ଗୁଡିକୁ ବନ୍ଦ କରୁନାହାନ୍ତି। ବିଧାନସଭାରେ ପ୍ରଶ୍ନ ପଚାରିଲେ ମଧ୍ୟ ସ୍ପଷ୍ଟ…

ଭୀମ ଭୋଇଙ୍କ ପୀଠକୁ ଜାତୀୟ ସ୍ମାରକୀ ଘୋଷଣା ଦାବି

ସୋନପୁର,୬l୪(ନି. ପ୍ର ): ସୁବର୍ଣ୍ଣପୁର ଜିଲା ଖଲିଆପାଲି ସ୍ଥିତ ସନ୍ଥ କବି ଭୀମ ଭୋଇଙ୍କ ସିଦ୍ଧି ଓ ସାଧନା ପୀଠକୁ ଜାତୀୟ ସ୍ମାରକୀ ଘୋଷଣା ପାଇଁ ଦାବି ହୋଇଛି। ସେହିଭଳି ପୀଠ ନିକଟରେ ଏକ ଗବେଷଣାକେନ୍ଦ୍ର ପ୍ରତିଷ୍ଠା ଓ ସୁବର୍ଣ୍ଣପୁର ଜିଲାକୁ…

ଜୁନ୍‌ ସୁଦ୍ଧା ସୋନପୁରକୁ ଟ୍ରେନ୍‌ ଗଡ଼ିବା ନେଇ ପ୍ରଶ୍ନବାଚୀ

ସୋନପୁର,୫ା୪(ନି.ପ୍ର.): ରେଳ ବଜେଟ୍‌ରେ ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ ପାଇଁ ବ୍ୟୟବରାଦ ବଢୁଛି। ଗତ ୨୦୧୫-୧୬ ମସିହାରୁ ଏହି ପ୍ରକଳ୍ପ ପାଇଁ ଅନୁଦାନ ରାଶି ବୃଦ୍ଧି ପାଇଛି। ୨୦୨୩-୨୪ ରେଳ ବଜେଟ୍‌ରେ ବହୁ ପ୍ରତିକ୍ଷୀତ ଏହି ପ୍ରକଳ୍ପ ପାଇଁ ରେକର୍ଡ ୧୫୯୯ କୋଟି…

ଖେଳବେଳେ ଅଘଟଣ, କୂଅରେ ପଡ଼ି ଦୁଇ ଭଉଣୀ ମୃତ

ଅମରପାଲି,୫।୪(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରରେ ମଙ୍ଗଳବାର ଖେଳୁଥିବା ବେଳେ କୂଅରେ ପଡି ଦୁଇ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦେଢବର୍ଷର ସିଦ୍ଧିଶ୍ରୀ ଶତପଥୀ ଏବଂ ତିନିବର୍ଷର ଦିଶା ମିଶ୍ର। ମୃତା ଶିଶୁକନ୍ୟା ସମ୍ପର୍କରେ ମାମୁ ଝିଅ ଓ ପିଉସୀ…

୧୯୨୦ ବୋତଲ କଫ ସିରପ୍‌ ଜବତ : ୫ ଗିରଫ

ସୋନପୁର/ତରଭା,୧।୪(ନି.ପ୍ର./ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ତରଭା ଥାନା ପୋଲିସ ଏକ ବଡ ଧରଣର ବେଆଇନ୍‌ କଫ ସିରପ୍‌ ନେଟଓ୍ବାର୍କିଂକୁ ଭେଦ କରିଛି। ଖାରୀ ନିକଟରେ ତରଭା ପୋଲିସ ଶୁକ୍ରବାର ଚଢାଉ କରି ୧୨ ପେଟି ଏସକଫ କମ୍ପାନୀର କଫ ସିରପ୍‌ ଜବତ କରିଛି।…

ପର୍ଯ୍ୟଟନ ବିଭାଗ ସୂଚନା ଫଳକକୁ ନେଇ ଚର୍ଚ୍ଚା

ସୋନପୁର,୧।୪(ନି.ପ୍ର.): ଓଡିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ବିଭିନ୍ନ ପର୍ଯ୍ୟଟନସ୍ଥଳ ଓ ମନ୍ଦିର ସମ୍ପର୍କରେ ବାହାରୁ ଆସୁଥିବା ଜନସାଧାରଣଙ୍କ ଅବଗତି ପାଇଁ ସୂଚନା ଫଳକ ଲଗାଯାଉଛି। ଏଥିରେ ଓଡିଶା ପର୍ଯ୍ୟଟନର ଲୋଗୋ ସହ ପ୍ରମୁଖ ଛକ ସ୍ଥାନରୁ ପର୍ଯ୍ୟଟନ ସ୍ଥଳୀ ଓ ମନ୍ଦିରର…

ସୁବର୍ଣ୍ଣପୁରରେ ରାହଗିରି ପାଇଁ ପ୍ରସ୍ତୁତି

ସୋନପୁର,୨୮।୩(ନି.ପ୍ର.): ଅପ୍ରେଲ ୧ ତାରିଖ ଓଡିଶା ଦିବସ ଓ ୩୦ତମ ସୁବର୍ଣ୍ଣପୁର ଜିଲା ପ୍ରତିଷ୍ଠା ଦିବସ। ଏହି ଦିବସକୁ ନିଆରା ଢଙ୍ଗରେ ପାଳନ କରିବା ପାଇଁ ସୁବର୍ଣ୍ଣପୁରର ବୁଦ୍ଧିଜୀବୀ, କଳାପ୍ରେମୀ ଓ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛନ୍ତି। ପ୍ରତ୍ୟୁଷରେ ଡାକବାଜି ଯନ୍ତ୍ର…

ପ୍ରାର୍ଥତ୍ପତ୍ର ଦାଖଲ ଏପ୍ରିଲ ୪ରୁ

ସୋନପୁର,୨୮।୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଖଣ୍ଡହତା ପଞ୍ଚାୟତ ଓ ତରଭା ବ୍ଲକର କଟାପାଲି ପଞ୍ଚାୟତରେ ସମିତି ସଭ୍ୟ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟ ନିର୍ବାଚନ କମିଶନ ଗତ ୨୩ ତାରିଖରେ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ୨୩ଟି…

ମହାନଦୀରେ ବ୍ଲାଷ୍ଟିଂ, ଆଶଙ୍କାରେ ମତ୍ସ୍ୟଜୀବୀ

ବୀରମହାରାଜପୁର,୨୮।୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଦେଇ ପ୍ରବାହିତ ମହାନଦୀରେ ମାଛ ମାରିବା ପାଇଁ ବ୍ଲାଷ୍ଟିଂ କରାଯାଉଥିବା ବିଭିନ୍ନ ସମୟର ଅଭିଯୋଗ ହେଉଛି। ହେଲେ ପ୍ରଶାସନ ଏନେଇ କୌଣସି ପଦକ୍ଷେପ ନେଉନାହିଁ। ଏହାର ପ୍ରତିବାଦ କରି ସୋମବାର ବୀରମହାରାଜପୁର ବ୍ଲକ ଯୁବ କଂଗ୍ରେସ ପକ୍ଷରୁ…

ଆରମ୍ଭ ହୋଇନି ମଡେଲ୍‌ ବସ୍‌ଷ୍ଟାଣ୍ଡ ନିର୍ମାଣ

ସୋନପୁର,୨୭।୩(ନି.ପ୍ର.):ସୁବର୍ଣ୍ଣପୁରର ମଡେଲ ବସ୍‌ଷ୍ଟାଣ୍ଡ ନିର୍ମାଣ ଅନିଶ୍ଚିତତା ମଧ୍ୟରେ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିଲେ। ଏଥିପ୍ରତି ରାଜ୍ୟ ପରିବହନ ବିଭାଗ, ପୌର ପରିଷଦ କି ଜିଲା ପ୍ରଶାସନ କାହାରି ଦୃଷ୍ଟି ନାହିଁ। ନିର୍ବାଚିତ ଲୋକ…

୨୨୮ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ

ସୋନପୁର,୨୫।୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲାତୁରପେଟସ୍ଥିତ ରୁଦ୍ର ମହାକୁଡଙ୍କ ବାସଭବନରେ ଯୋଗାଣ ବିଭାଗ ପକ୍ଷରୁ ଶୁକ୍ରବାର ଚଢାଉ କରାଯାଇଛି। ରୁଦ୍ର ନିଜ ବାସଭବନରେ ବେଆଇନ ଭାବରେ ବିପୁଳ ପରିମାଣର ଗ୍ୟାସ ସିଲିଣ୍ଡର ମହଜୁଦ ରଖି ଦୀର୍ଘ ବର୍ଷ ଧରି ବ୍ୟବସାୟ…

୪ ଛାତ୍ରଙ୍କ ଉପରେ ମାଡ଼ିଗଲା କାର୍‌: ୩ ମୃତ, ଜଣେ ଆହତ

ସୋନପୁର,୨୨ା୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ସୋନପୁର-ବିନିକା-ଡୁଙ୍ଗୁରିପାଲି ମେଜର ଡିଷ୍ଟ୍ରିକ୍ଟ ରୋଡ୍‌ (ଏମ୍‌ଡିଆର)ର ଶରଧାପାଲି ଛକ ନିକଟରେ ବୁଧବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବୁଲାଣି ରାସ୍ତାରେ ଏକ ଜାଇଲୋ ବିଦ୍ୟାଳୟ ଫାଟକ ପାର୍ଶ୍ୱରେ ଛିଡ଼ା ହୋଇଥିବା ଛାତ୍ରଙ୍କୁ ଧକ୍କା ଦେବାରୁ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?