ୱାର୍ଡସଭ୍ୟ ପାଇଁ ମଇଦାନରେ ଅବସରପ୍ରାପ୍ତ କୃଷି ଅଧିକାରୀ
ଅମରପାଲି,୨୦ା୨(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଳକ ଚମ୍ପାମାଳ ପଞ୍ଚାୟତ ଅଧୀନ ଚମ୍ପାପୁର ଗ୍ରାମ ୬ନମ୍ବର ୱାର୍ଡ ସଭ୍ୟ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ଅବସରପ୍ରାପ୍ତ ଜିଲା କୃଷି ଅଧିକାରୀ ନିତ୍ୟାନନ୍ଦ ପଣ୍ଡା। ତାଙ୍କ ଶିକ୍ଷାଗତ ଯୋଗ୍ୟତା ହେଉଛି ଏମଏସସି ଏଜି। ସେ କୃଷି…
ଗାଈ ପାଇଁ ଜିଲାପାଳଙ୍କ ଗାଡ଼ି ଆଗରେ ଶୋଇଲେ ବୃଦ୍ଧା, ଗୁହାରି କଲେ ଏମିତି
ସୋନପୁର,୩।୨(ନି.ପ୍ର.): ଗାଈ ପାଇଁ ଜିଲାପାଳଙ୍କ ଗାଡ଼ି ଆଗରେ ଶୋଇପଡ଼ିଲେ ବୃଦ୍ଧା। ଏଭଳି ଏକ ଘଟଣା ଘଟିଛି ସୂବର୍ଣ୍ଣପୁରରେ। ପ୍ରିୟ ଗାଈକୁ ଫେରାଇ ଆଣିବା ଲାଗି ସେ ଜିଲାପାଳଙ୍କ ନିକଟରେ ଗୁହାରି କରିଛନ୍ତି। ସୂଚନାନୁଯାୟୀ, ସୁବର୍ଣ୍ଣପୁର ମେଡିକାଲ ବାରଣ୍ଡାରେ ୨୦ ବର୍ଷ ଧରି…
ମର୍ମନ୍ତୁଦ ଦୁର୍ଘଟଣା: ଗଲା ୫ ଜୀବନ
ସୋନପୁର,୨୨।୧(ନି.ପ୍ର): ସୁବର୍ଣ୍ଣପୁର ଜିଲା ସୋନପୁର ମହାନଦୀ ସେତୁ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବଲେରୋ ଏବଂ ଟ୍ରକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇ ୫ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୫ ଜଣ ଗୁରୁତର ଆହତ…
ବସଷ୍ଟାଣ୍ଡରେ ପ୍ରେମିକାଙ୍କୁ ଛାଡି ପ୍ରେମିକ ଫେରାର
ଅମରପାଲି,୧୫ା୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବସଷ୍ଟାଣ୍ଡରେ ଜଣେ ଯୁବକ ପ୍ରେମିକାଙ୍କୁ ଛାଡି ଫେରାର ହୋଇଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଯୁବତୀ ଜଣକ ଗର୍ଭବତୀ ଥିବା ବେଳେ ନ୍ୟାୟ ପାଇଁ ନିବେଦନ କରିଛନ୍ତି। ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ବଡଖମାର…
ଟ୍ରାକ୍ଟର ଧକ୍କାରେ ପୋଲ ତଳକୁ ଖସି ଜଳିଗଲା ଭ୍ୟାନ
ଅମରପାଲି,୧୧।୧(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଜନକପୁର ନିକଟ ସୁରବାଲି ଯୋର ନିକଟରେ ଏକ ଟ୍ରାକ୍ଟର ଧକ୍କାରେ ପୋଲତଳକୁ ଖସି ଏକ ଭ୍ୟାନ ଜଳି ଯାଇଛି। ଭ୍ୟାନ ବୀରମହାରାଜପୁର ଥାନା ଅମରପାଲି ଗ୍ରାମର ନଟବର ରଣାଙ୍କ ବୋଲି ଜଣାପଡିଛି। ଡ୍ରାଇଭର ଓ…
ଯାଇଥିଲେ ଭୋଜି କରିବାକୁ, ମିଳିଲା ମୃତଦେହ
ସୋନପୁର,୧୦।୧(ନି.ପ୍ର.): ସୋନପୁର ସହର ଯାତ୍ରୀ ନିବାସ ସମ୍ମୁଖ ମହାନଦୀ ପାଚେରୀ ଘାଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ବଡବଜାର ଘାସିପଡାର ଜଲାର ସିଂ ବାଗ(୩୨) । ମହାନଦୀ ନଦୀ କୂଳରେ ମୃତଦେହ ଭାସୁଥିବା ଲୋକେ ଦେଖିବାକୁ…
ଜଳିଗଲା ଇ-ବାଇକ ଶୋ’ରୁମ୍
ଅମରପାଲି,୬।୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତ୍ରିବେଣୀ ଛକଠାରେ ଥିବା ସତ୍ୟନାରାୟଣ ଇ-ବାଇକ ଶୋ’ରୁମରେ ଅଗ୍ନିକାଣ୍ଡ ଘଟିଛି। ନିଆଁଲାଗି ଶୋରୁମ୍ରେ ଥିବା ୨୧ଟି ନୂତନ ଇ-ବାଇକ ସହିତ ଅନ୍ୟାନ୍ୟ ଉପକରଣ ପୋଡି ନଷ୍ଟ ହୋଇଯାଇଛି। ବୁଧବାର ରାତିରେ ମାଲିକ ପୂର୍ଣ୍ଣଚନ୍ଦ୍ର ମେହେର ଶୋ’ରୁମ…
ସୁବର୍ଣ୍ଣପୁର ହସ୍ପିଟାଲରେ ଶିଶୁ ବଦଳ ଅଭିଯୋଗ
ସୋନପୁର,୩୦।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଶିଶୁପୁତ୍ର ବଦଳ କରାଯାଇଥିବା ବୁଧବାର ଅଭିଯୋଗ ହୋଇଛି। ଘଟଣାର ୫ ଦିନ ପରେ ଏ ନେଇ ଉଲୁଣ୍ଡା ଥାନା ଗଣ୍ଡପାଲିର ବିଶିକେଶନ ଝାଙ୍କର ସୋନପୁର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ହସ୍ପିଟାଲକୁ ଯାଇ ଅଭିଯୋଗର…
ପୋଲିସ ଆଗରେ ବେକ କାଟିଲେ ମହିଳା
ସୋନପୁର, ୭।୧୨(ନି.ପ୍ର.): ସୋନପୁର ସହର କୁମ୍ଭାରପଡାରେ ସୋମବାର ରାତିରେ ଏକ ହାଇଡ୍ରାମା ଦେଖିବାକୁ ମିଳିଥିଲା। ଲକ୍ଷ୍ମୀ ବେହେରା(୪୨) ନାମ୍ନୀ ଜଣେ ମହିଳା ସହରସ୍ଥିତ ନୂଆପଡା ଅଞ୍ଚଳର ରାଜେଶ ମେହେରଙ୍କ ଘର ସମ୍ମୁଖକୁ ଯାଇ ପାଟିତୁଣ୍ଡ କରୁଥିଲେ। ଏନେଇ ରାଜେଶଙ୍କ ପରିବାର ଲୋକେ…
ମାଈହାତୀର ମୃତ୍ୟୁ
ସୋନପୁର,୪ା୧୨(ନି.ପ୍ର.): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ଲଛିପୁର ଫରେଷ୍ଟ ସେକ୍ସନର ବାସଲାଟରେ ଏକ ପ୍ରାପ୍ତ ବୟସ୍କା ମାଈ ହାତୀର ମୃତ୍ୟୁ ହୋଇଛି। ଶନିବାର ସକାଳେ ଏହି ଘଟଣା ଜଣାପଡ଼ିବା ପରେ ବନ ବିଭାଗର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ହାତୀଟି କିଛି ଦିନ ହେବ…
ଚିକିତ୍ସା ପାଇଁ ଜମିବାଡ଼ି ବିକୁଛନ୍ତି କିଡ୍ନୀ ରୋଗୀ
ସୋନପୁର,୧ା୧୨(ନି.ପ୍ର.):ସୁବର୍ଣ୍ଣପୁର ଜିଲାର କିଡ୍ନୀ ରୋଗୀଙ୍କ ପାଇଁ ସରକାର ଆଖି ବୁଜି ଦେଇଛନ୍ତି। ଜିଲାରେ ଏ ପର୍ଯ୍ୟନ୍ତ ଡାଏଲିସିସ୍ ସେଣ୍ଟର ସ୍ଥାପନ ହୋଇପାରିନି। ଗତ ୫ମାସ ହେଲା ରୋଗୀଙ୍କୁ ମିଳୁଥିବା ସରକାରଙ୍କ ମାଗଣା ଔଷଧ ବନ୍ଦ। ରୋଗୀ ହସ୍ପିଟାଲର ନିରାମୟ କେନ୍ଦ୍ରକୁ ଆସି…
ବୌଦ୍ଧରେ ହେବ ୨୦ହଜାର ଲିଟର ଦୁଗ୍ଧପ୍ଲାଣ୍ଟ
ବୌଦ୍ଧ/ସୋନପୁର,୨୬ା୧୧(ସ୍ବପ୍ର/ନି.ପ୍ର.): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବଣ୍ଟନରେ ସାମିଲ ହୋଇଛି ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲା। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡଓ କନଫରେନ୍ସିଂରେ ଏହି ଯୋଜନାର ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ କରିଥିଲେ। ବୌଦ୍ଧ ଜିଲା ଷ୍ଟାଡିୟମଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…
Archives


