ସୁବର୍ଣ୍ଣପୁର

ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା

ସୋନପୁର,୨୬।୧୧: ସୋନପୁର ଜିଲା ଜାତୀୟ ରାଜପଥ ୫୭ର ସୁବର୍ଣ୍ଣପୁରର ବ୍ଲକ ଛକରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଯାତ୍ରୀଙ୍କୁ ସୋନପୁର…

ପଥର ଅନ୍‌ଲୋଡ ବେଳେ ଓଲଟି ପଡ଼ିଲା ଟ୍ରାକ୍ଟର, ଚାପି ହୋଇଗଲେ ଡ୍ରାଇଭର

ଅମରପାଲି,୨୨ା୧୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଠେଙ୍ଗୋ ଡ୍ୟାମ ନିକଟରେ ନିର୍ମାଣାଧୀନ ପୋଲ କାମ କରୁଥିବା ବେଳେ ଏକ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ପୋଲକୁ ସଂଯୋଗ କରୁଥିବା ରାସ୍ତା ପାର୍ଶ୍ୱରେ ପଥର ପ୍ୟାଚିଂ ପାଇଁ ପଥର ଆଣୁଥିବା ବେଳେ ଏହି…

ମା’ କୋଳକୁ ଫେରିଲା ହସ୍ପିଟାଲରୁ ଚୋରି ଶିଶୁ

ସୋନପୁର,୨୨।୧୧(ନି.ପ୍ର.): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଶନିବାର ସକମାଳେ ଚୋରି ହୋଇଥିବା ନବଜାତ ଶିଶୁକନ୍ୟା ରବିବାର ମିଳିଛି। ଜନ୍ମଦାତ୍ରୀ ସନ୍ତୋଷିନୀଙ୍କ ନିକଟରୁ ସେ ସ୍ତନ୍ୟପାନ କରିଛି। ଶିଶୁକୁ କୋଳରେ ପାଇଲା ପରେ ସନ୍ତୋଷିନୀଙ୍କ ମନରେ ଖୁସି ଭରିଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟର…

ନକଲି ସୁନା ଦେଇ ବ୍ୟାଙ୍କରୁ ଠକିନେଲେ ୧୯ ଲକ୍ଷ

ସୋନପୁର,୧୫।୧୧(ନି.ପ୍ର.):ଚଞ୍ଚକତା କରି ୬ଜଣ ବ୍ୟକ୍ତି ସୋନପୁର ୟୁକୋ ବ୍ୟାଙ୍କ ଶାଖାରୁ ୧୯ଲକ୍ଷ ଟଙ୍କା ଋଣ ନେବାରେ ସକ୍ଷମ ହୋଇଛନ୍ତି। ବ୍ୟାଙ୍କ ଅଡିଟ୍‌ ସମୟରେ ଏହି ଘଟଣା ଜଣାପଡିଛି। ଶାଖା ପରିଚାଳକ ପ୍ରଶାନ୍ତ କୁମାର ନାୟକ ଏହି ସମ୍ପର୍କରେ ସୋମବାର ସୋନପୁର ଥାନାରେ…

କାଠ ସଂଗ୍ରହ ବେଳେ ଜଙ୍ଗଲରେ ମହିଳାଙ୍କୁ ବଳାତ୍କାର

ଅମରପାଲି,୧୨ା୧୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ କୁମରକେଲି ଅଞ୍ଚଳର ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ…

ଭିନ୍ନକ୍ଷମଙ୍କ ପାଇଁ ଟେଲି ଥଇଥାନ ସେବା ଉଦ୍‌ଘାଟିତ

ସୋନପୁର,୧୧।୧୧(ନି.ପ୍ର.): ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ସୁଲୋଚନା ଦାଶଙ୍କ ଦ୍ୱାରା ସୋନପୁରଠାରେ ଭିନ୍ନକ୍ଷମଙ୍କ ପାଇଁ ଟେଲି ଥଇଥାନ ସେବା ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଭିନ୍ନକ୍ଷମ ଆୟୁକ୍ତ ଦାଶ ଏହା ଭିନ୍ନକ୍ଷମଙ୍କ ପାଇଁ ଏକ ଭିନ୍ନ ପ୍ରୟାସ ତଥା ଏକ ନିଆରା କାର୍ଯ୍ୟକ୍ରମ ବୋଲି…

ଶିକ୍ଷକ ଚୟନ ପରୀକ୍ଷାର ପ୍ରଶ୍ନପତ୍ର ଭାଇରାଲ: ୭ଦିନ ପରେ ଥାନାରେ ଏତଲା

ଅମରପାଲି,୪।୧୧(ଡି.ଏନ.ଏ): ଶିକ୍ଷକ ଚୟନ ପାଇଁ ଗତ ଅକ୍ଟୋବର ୨୫ରୁ ୨୮ ତାରିଖ ମଧ୍ୟରେ ଟିଜିଟି ବିଜ୍ଞାନ ଓ କଳା କମ୍ପ୍ୟୁଟର ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ପରୀକ୍ଷାର ଦ୍ୱିତୀୟ ଦିନ ତଥା ୨୬ ତାରିଖରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା। ୭ ଦିନ ପରେ…

ଆଜି ୧୨ ଘଣ୍ଟିଆ ସୁବର୍ଣ୍ଣପୁର ବନ୍ଦ

ଭବାନୀପାଟଣା,୨୮।୧୦(ସ୍ବ.ପ୍ର): କଳାହାଣ୍ଡି ଜିଲା ମହାଲିଙ୍ଗ ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ଅସନ୍ତୋଷ ଦେଖାଦେଉଛି। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଫାଶି ଦଣ୍ଡାଦେଶ ସହ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ସମ୍ପୃକ୍ତିକୁ ନେଇ ପ୍ରତିବାଦ…

ସିଆର୍‌ପିଏଫ୍‌ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୯।୧୦:ସିଆର୍‌ପିଏଫ୍‌ରେ କାର୍ଯ୍ୟରତ ସୁବର୍ଣ୍ଣପୁର ସହର ମଝିପଡ଼ାର ପ୍ରତାପ କୁମାର ନାଏକଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ମାଆଙ୍କ ଶ୍ରାଦ୍ଧବାର୍ଷିକୀ ପାଇଁ ପ୍ରତାପ ନିଜ ଘରକୁ ଫେରୁଥିଲେ। ସେ ଗତ ୧ ତାରିଖରେ ନାଗାଲାଣ୍ଡରୁ ତିନିଶୁକିଆ-ବାଙ୍ଗାଲୋର ସୁପରଫାଷ୍ଟ ଟ୍ରେନ୍‌ରେ ଭୁବନେଶ୍ୱର ଅଭିମୁଖେ ବାହାରିଥିଲେ।…

ରାତିଅଧିଆ ପାତାଳି ଶ୍ରୀକ୍ଷେତ୍ରରୁ ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

ଅମରପାଲି,୧୫।୯(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୋଟସମଲାଇ ସ୍ଥିତ ପ୍ରଶିଦ୍ଧ ପାତାଳି ଶ୍ରୀକ୍ଷେତ୍ରରୁ ଗତ ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ପଶି ମନ୍ଦିର ସମ୍ମୁଖରେ ଥିବା ହୁଣ୍ଡି ମଧ୍ୟ ଚୋରି କରି ନେଇଛି। ବୁଧବାର ସକାଳୁ ପୂଜକ…

ଜେଲ ଗଲେ ବିଜେପୁର ବିଡିଓ

ସୋନପୁର/ବିଜେପୁର,୨୯।୮(ନି.ପ୍ର./ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ(ବିଡିଓ) ପଦ୍ମନାଭ ସାମନ୍ତରାୟଙ୍କୁ ଭିଜିଲାନ୍ସ ବିଭାଗ ରବିବାର ଗିରଫ କରିଛି। ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀରର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ବିଚାରପତି ଜାମିନ ନାମଞ୍ଜୁର କରିବାରୁ ତାଙ୍କୁ ବଲାଙ୍ଗୀର ଜେଲ ହାଜତକୁ…

ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷଙ୍କ ଇସ୍ତଫା

ଅମରପାଲି,୧୫।୮(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ସନ୍ତୋଷ କୁମାର ଭୋଇ ରବିବାର ଇସ୍ତଫା ଦେଇଛନ୍ତି। ସ୍ବାଧୀନତା ଦିବସ ପାଳନ ଅବସରରେ ଏକ ହୋଟେଲରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସନ୍ତୋଷ ଏହି ଘୋଷଣା କରିଛନ୍ତି। ବ୍ୟକ୍ତିଗତ ଓ ଘରୋଇ କାରଣ ଯୋଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri