ସୁବର୍ଣ୍ଣପୁର

ଲଛିପୁର ଥାନା ସୋନପୁର କୋର୍ଟ ଅଧୀନରେ ରହୁ

ସୋନପୁର,୨୪।୧(ନି.ପ୍ର.)ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ପରେ ରାଜ୍ୟ ସରକାର ସୁବର୍ଣ୍ଣପୁର ଜିଲା ସଦର ବ୍ଲକ ଲଛିପୁରରେ ଥିବା ଫାଣ୍ଡିକୁ ଉନ୍ନୀତ କରି ଥାନା କରିଛନ୍ତି। ତେବେ ନବଗଠିତ ଏହି ଥାନା ଅଞ୍ଚଳକୁ ସୋନପୁର କୋର୍ଟ ଅଧିନକୁ ଆଣିବା ପାଇଁ ଜିଲାର ବିଭିନ୍ନ…

ଜୋର ଧରିଲାଣି ଆବାସ ତାତି

ସୋନପୁର,୨୩।୧(ନି.ପ୍ର.):ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ତାଲିକାକୁ ନେଇ ସବୁଠି ଅସନ୍ତୋଷ ତେଜିବାରେ ଲାଗିଛି। କିଏ ବ୍ଲକ ଆଗରେ ତ କିଏ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଭିଯୋଗପତ୍ର ଧରି ପ୍ରତିବାଦ ଜଣାଉଛନ୍ତି। ସଦ୍ୟ ପ୍ରକାଶିତ ତାଲିକାରେ ବହୁଯୋଗ୍ୟ ହିତାଧିକାରୀ ବାଦ୍‌ ପଡିଥିବା ବେଳେ ଅଯୋଗ୍ୟ ହିତାଧିକାରୀଙ୍କ…

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ଥାନା ଆଗରେ ଧାରଣା

ତରଭା, ୨୨ା୧(ଡି.ଏନ.ଏ.): ବିଦ୍ୟୁତ୍‌ ବ୍ୟବହାର କରି ନ ଥିବା ଚାଷୀଙ୍କ ନାମରେ ଆସୁଛି ବିଲ୍‌। ସେହିପରି ଦେୟ ବାକି ଥିବା କାରଣରୁ ବିଦ୍ୟୁତ୍‌ ସଂଯୋଗ ଛିନ୍ନ କରି ଦିଆଯାଉଛି। ଏହାର ପ୍ରତିବାଦ କରି ଟାଟା ପାଓ୍ବାର କମ୍ପାନୀ ବିରୋଧରେ ବରିଷ୍ଠ ନେତା…

୨୧୧ ନିର୍ମାଣ ଶ୍ରମିକଙ୍କୁ ମିଳିଲା ୧.୭୯ କୋଟି

ସୋନପୁର,୨୨।୧(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଶ୍ରମ ବିଭାଗ ପକ୍ଷରୁ ସୋନପୁର ନୂତନ ଟାଉନ ହଲ ପରିସରରେ ନିର୍ମାଣ ଶ୍ରମିକ ସହାୟତା ବଣ୍ଟନ ଶିବିର ଶନିବାର ଆୟୋଜିତ ହୋଇଯାଇଛି। ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଶ୍ରୀମୟୀ ଶ୍ୱେତାସ୍ନିଗ୍ଧା…

କ୍ୱାକ୍‌ଙ୍କ ହାତରେ ସ୍ବାସ୍ଥ୍ୟସେବା

ସୋନପୁର,୨୦।୧(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଉପଯୁକ୍ତ ଡିଗ୍ରୀ ବା ଶିକ୍ଷାଗତ ଯୋଗ୍ୟତା ନ ଥିବା ବ୍ୟକ୍ତି ଡାକ୍ତର ଭାବେ ରୋଗୀ ସେବା କରୁଛନ୍ତି। ଏହି ଦରପାଠୁଆ ଡାକ୍ତର ବା କ୍ୱାକ୍‌ଙ୍କ ପ୍ରାଦୁର୍ଭାବ ଜିଲାର ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବଢିଚାଲିଛି। କେତେଜଣ ବ୍ୟକ୍ତି କ୍ଲିନିକ୍‌…

ଅଂଶଗ୍ରହଣ କରିବେ ୪୨ପରେଡ୍‌ ଦଳ

ସୋନପୁର,୧୧।୧(ନି.ପ୍ର): ସୁବର୍ଣ୍ଣପୁର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ସକାଶେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଅବୋଲି ସୁନିଲ ନରଓ୍ବଣେ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ…

୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଚାଉଳ ହଡ଼ପ ଅଭିଯୋଗ

ସୋନପୁର,୬।୧(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଞ୍ଚାୟତରେ ଥିବା ପିଇଜି(ପ୍ରାଇଭେଟ ଏଣ୍ଟରପ୍ରେନ୍ୟୁୟର ଗୋଡାଉନ୍‌) ଅରିଗାଁରେ ଅନିୟମିତତା ହୋଇଛି। ଗୋଦାମରେ ଥିବା ସରକାରଙ୍କ ପ୍ରାୟ ୧୦ହଜାର ୩୪୪ କୁଇଣ୍ଟାଲ କଷ୍ଟମ ମିଲିଂ ଚାଉଳର ହିସାବ ମିଳୁନି। ହଡପ ଚାଉଳର ଆନୁମାନିକ ମୂଲ୍ୟ…

ଲୋକକଳାକୁ ବଞ୍ଚାଇ ରଖିଛି ପଏଁରୀ

ସୋନପୁର,୨।୧(ନି.ପ୍ର.):ସୁବର୍ଣ୍ଣପୁର ଜିଲାର ଲୋକକଳା ଗବେଷଣା କେନ୍ଦ୍ର ତଥା ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ପକ୍ଷରୁ ନବବର୍ଷ ଅବସରରେ ପଏଁରୀ ତିହାର-୨୩ ଭୀମ ଭୋଇ କଳା ମଣ୍ଡପରେ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଏହା ତିନି ଦିନ ଧରି ଚାଲିବ। ପୂର୍ବାହ୍ନରେ ଅନୁଷ୍ଠାନର କଳାକାର,…

ଉଗ୍ରସେନ ଗାଦିଚ୍ୟୁତ, କଂସଙ୍କ ସିଂହାସନ ଆରୋହଣ

ଅମରପାଲି,୨୮।୧୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ଆଞ୍ଚଳିକ ଧନୁଯାତ୍ରା ମହୋତ୍ସବ ମଙ୍ଗଳବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ଉତ୍ସବରେ ଅବସରପ୍ରାପ୍ତ ହାଇକୋର୍ଟର ବିଚାରପତି ଶତ୍ରୁଘ୍ନ ପୂଜାହାରୀ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ଆଞ୍ଚଳିକ ଧନୁଯାତ୍ରା କମିଟି ସଭାପତି ସତ୍ୟଞ୍ଜିବ…

ଜମା ହୋଇଛି ୪.୫କୋଟି, ଖୋଳାଯାଉନି ନଳକୂପ

ସୋନପୁର,୨୬।୧୨(ନି.ପ୍ର.):ସରକାର ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବା ଓ ଉତ୍ପାଦନ ବୃଦ୍ଧି କଥା କହୁଛନ୍ତି। ଚାଷ ଜମିକୁ ଜଳସେଚନ ପାଇଁ ଅଗ୍ରାଧିକାର ଦିଆଯାଉଥିବା କୁହାଯାଉଛି। କିନ୍ତୁ ବାସ୍ତବ ସ୍ଥିତି ସମ୍ପୂର୍ଣ୍ଣ ଓଲଟା। ସୁବର୍ଣ୍ଣପୁର ଜିଲାର ୩୦୦୫ ଜଣ ଚାଷୀ ଗଭୀର ନଳକୂପ ଖନନ…

ଦକ୍ଷିଣୀପାଲିରୁ ହକି ମହୋତ୍ସବର ଶୁଭାରମ୍ଭ

ସୋନପୁର,୨୪।୧୨(ନି.ପ୍ର.): ଆସନ୍ତା ଜାନୁୟାରୀ ୧୩ ତାରିଖରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱକପ ଆରମ୍ଭ ହେବ। ବିଶ୍ୱକପ ହକିର ଆୟୋଜନରେ କେବଳ ଓଡିଶା ନୁହେଁ, ସାରା ଦେଶର ସମ୍ମାନ ଜଡିତ। ବିଶ୍ୱକପ୍‌ ହକିକୁ ସ୍ମରଣୀୟ କରିବା ପାଇଁ ସୁବର୍ଣ୍ଣପୁର ଜିଲା…

୧୨୭୭୬ ପ୍ଲଟ୍‌ରେ ମିଛ ଧାନଚାଷ

ସୋନପୁର, ୨୧।୧୨(ନି.ପ୍ର.): ଚାଷ ନାହିଁ, ହେଲେ ଜମିରେ ଖରିଫ ଚାଷ ହୋଇଛି ଦର୍ଶାଇ ବିଭାଗ ପାଖରେ ଶତାଧିକ ଚାଷୀ ପଞ୍ଜୀକରଣ କରିଛନ୍ତି। ସରକାରଙ୍କ ପକ୍ଷରୁ ହୋଇଥିବା ସାଟେଲାଇଟ୍‌ ସର୍ଭେ କିନ୍ତୁ ଏହି ଜାଲିଆତି ଧରାପକାଇଛି। ପଞ୍ଜୀକରଣ ହୋଇଥିବା ଜମି କେଉଁଠି ଘାସବଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?