ସୁବର୍ଣ୍ଣପୁର

ପରମ୍ପରା, ଭାଇଚାରା ବଜାୟ ରଖିବାକୁ ଗୁରୁତ୍ୱ

ସୋନପୁର,୧୧।୧୦(ନି.ପ୍ର): ସୁବର୍ଣ୍ଣପୁର ଜିଲା କୈବର୍ତ୍ତ ସମାଜ ପକ୍ଷରୁ କାର୍ତ୍ତିକ କୃଷ୍ଣପକ୍ଷ ପ୍ରତିପଦା ଅବସରରେ ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ବାର୍ଷିକ ମହାପୂଜା ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ଜୁଗାର ଯାତ୍ରା ଆୟୋଜିତ ହୋଇଥିଲା। ଶତାଧିକ ମହିଳା ଓ ପୁରୁଷ ଏଥିରେ…

୬୭ମଣ୍ଡପରେ ମା’ଙ୍କ ପୂଜାର୍ଚ୍ଚନା

ସୋନପୁର,୨।୧୦(ନି.ପ୍ର.): ଦୁଷ୍ଟ ବିନାଶ ପାଇଁ ଧରାବତରଣ କରିଛନ୍ତି ଜଗତଜନନୀ ମା ଦୁର୍ଗା। ଶନିବାରଠାରୁ ଦେବୀଙ୍କ ପୀଠରେ ଆରମ୍ଭ ହୋଇଛି ମହିଷା ମର୍ଦ୍ଦିନୀଙ୍କ ତ୍ରିଦିନାତ୍ମକ ଦୁର୍ଗାପୂଜା। ରବିବାର ମୃଣ୍ମୟୀ ମୂର୍ତ୍ତି ପୂଜା ପାଉଥିବା ପୂଜା ମଣ୍ଡପରେ ସପ୍ତମୀ ପୂଜା ଆରମ୍ଭ ହେବ। ସୁବର୍ଣ୍ଣପୁର…

ତୋରଣ, ରାବଣ ଦରବାର ଏଥର ଆକର୍ଷଣ

ଅମରପାଲି,୧ା୧୦(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପକଣ୍ଠ ରଥପୁରରେ ହେଉଥିବା ଦୁର୍ଗାପୂଜା ଚଳିତବର୍ଷ ଦ୍ବିତୀୟ ବର୍ଷରେ ପଦାର୍ପଣ କରିଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇସାରିଛି। ପୂଜା ପାଇଁ ପ୍ରାୟ ୨୦ରୁ ୨୫ ଲକ୍ଷ ଟଙ୍କାର ବଜେଟ କରାଯାଇଛି। ୧ତାରିଖରୁ କାର୍ଯ୍ୟକ୍ରମ ଆରମ୍ଭ…

ରେଞ୍ଜରଙ୍କୁ କାରଣଦର୍ଶାଅ ନୋଟିସ୍‌

ସୋନପୁର,୨୮।୯(ନି.ପ୍ର.): ସୁବର୍ଣ୍ଣପୁର ବନଖଣ୍ଡ ଉଲୁଣ୍ଡା ବନାଞ୍ଚଳ ଅନ୍ତର୍ଗତ ବାଘପାଲି ଜଙ୍ଗଲରେ ବାଘ ଶିକାର ଘଟଣାରେ ଉଲୁଣ୍ଡା ବନାଞ୍ଚଳ ଅଧିକାରୀ ଦିଲୀପ ପ୍ରଧାନଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ସୁବର୍ଣ୍ଣପୁରର ଭାରପ୍ରାପ୍ତ ବନଖଣ୍ଡ ଅଧିକାରୀ(ଡିଏଫଓ) ନୀତିଶ କୁମାର ଏହି ନୋଟିସ୍‌ ଜାରି…

୧୫୨୯୩ ଯୋଗ୍ୟ ଚାଷୀଙ୍କୁ ମିଳିନି କାଳିଆ,ପିଏମ୍‌ କିଷାନ ଟଙ୍କା

ଅମରପାଲି,୨୭ା୯(ଡି.ଏନ.ଏ): ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଚାଷୀଙ୍କୁ ସହାୟତା ପାଇଁ କରିଥିବା କାଳିଆ ଯୋଜନା ଓ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଏବେ ବାଟବଣା ହୋଇପଡିଛି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଅନେକ ଯୋଗ୍ୟ ହିତାଧିକାରୀ ଉକ୍ତ ଯୋଜନାରୁ ବାଦ୍‌ ପଡିଛନ୍ତି।…

ଇଣ୍ଡିଆ ଗେଟ୍‌ ସଦୃଶ ତୋରଣ ମୁଖ୍ୟ ଆକର୍ଷଣ

ସୋନପୁର,୨୭।୯(ନି.ପ୍ର.): ସୁବର୍ଣ୍ଣପୁର ସହର ଟିକିରିପଡାରେ ୫୫ତମ ସାର୍ବଜନୀନ ଦୁର୍ଗା ପୂଜା ମହାସମାରୋହରେ ପାଳନ କରାଯିବ। ଏଥିପାଇଁ ପୂଜା କମିଟି କର୍ମକର୍ତ୍ତାମାନେ ଜୋରସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପ୍ରତିବର୍ଷ ନୂଆ ଢଙ୍ଗରେ ପୂଜା ପାଳନ କରି ଆସୁଥିବା ଟିକିରିପଡା ପୂଜା କମିଟି ଚଳିତବର୍ଷ ଦେଶ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ବନ୍ଧା ହେଲେ ଯୁବକ

ଡୁଙ୍ଗୁରିପାଲି,୨୫ା୯(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବୈଦୁପାଲି ଗ୍ରାମର ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଫଟାମୁଣ୍ଡା ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ରାଜୀବ ଖମାରୀ(୨୭)। ଦଫା ୩୭୬(୨)(ଏନ)୪୨୦, ୫୦୬ରେ ଏକ…

ଓସାରିଆ ହେବ ସୋନପୁର-ଡୁଙ୍ଗୁରିପାଲି ରାସ୍ତା

ସୋନପୁର,୨୪।୯(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ଲାଇଫ ଲାଇନ କୁହାଯାଉଥିବା ସୋନପୁର-ବିନିକା-ରାମପୁର-ଡୁଙ୍ଗୁରପାଲି ମେଜର ଡିଷ୍ଟ୍ରିକ୍ଟ ରୋଡ(ଏମଡିଆର) ଓସାରିଆ ହେବ। ଅର୍ଜୁନପୁରରୁ ଡୁଙ୍ଗୁରିପାଲି ୫୪.୨୦୦ କିଲୋମିଟର ବିଶିଷ୍ଟ ଏହି ରାସ୍ତା ପାଇଁ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୧୪୫ କୋଟି ଟଙ୍କାର ଟେଣ୍ଡର ଆହ୍ବାନ କରାଯାଇଛି। ଖୁବ୍‌ଶୀଘ୍ର…

ମେଲୋଡ଼ି, ମୀନାବଜାର ମୁଖ୍ୟ ଆକର୍ଷଣ

ସୋନପୁର,୨୦।୯(ନି.ପ୍ର.): ସୋନପୁର ମଝିପଡା ସ୍ଥିତ ରାମଧୂନ କ୍ଲବ ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ୫୪ତମ ସାର୍ବଜନୀନ କାଳୀପୂଜା ମହୋତ୍ସବ ପାଇଁ ରାମଜୀ ମନ୍ଦିରଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଗତ ବର୍ଷ ପୂଜା ପାଇଁ ଆୟ ଓ…

ଅଗଷ୍ଟ ୧୫ରେ ଲାଗିଥିଲା ୨୧ଲକ୍ଷ ଟଙ୍କାର ଲାଇଟ୍‌: ନେଇଗଲେ ଦୁର୍ବୃତ୍ତ

ବିନିକା,୧୮ା୯(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବିନିକା ସହରାଞ୍ଚଳର ବିନିକା -ଲକ୍ଷ୍ମଣପୁର ମହାନଦୀ ବ୍ରିଜରେ ଲାଗିଥିବା ରୋପ (ଲିଚୁ) ଲାଇଟକୁ କେତେକ ଦୁର୍ବୃତ୍ତ ଚୋରି କରି ନେଇଛନ୍ତି। ମିଳିଥିବା ସୂଚନା ମୁତାବକ, ୨୧ ଲକ୍ଷ ଟଙ୍କା ବ୍ୟୟରେ ଏଲଇଡି ରୋପ ଲାଇଟ ଗତ ସ୍ବାଧୀନତା…

ଯଥାରୀତି ପାଳନ ହେବ ପ୍ରସିଦ୍ଧ ବଳିଯାତ୍ରା

ସୋନପୁର,୧୭।୯(ନି.ପ୍ର.): ସୁବର୍ଣ୍ଣପୁରର ପ୍ରସିଦ୍ଧ ମହାବଳୀ ଯାତ୍ରା ଓ ଦଶହରା ପୂଜା ପାଇଁ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସୋନପୁର ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ଡକ୍ଟର ଇପ୍ସିତା ପ୍ରିୟଦର୍ଶନୀ ମିଶ୍ରଙ୍କ ଆବାହକତ୍ୱରେ…

ସର୍ବସାଧାରଣ ସ୍ଥାନରେ ନିଶାସେବନ

ସୋନପୁର,୧୬।୯(ନି.ପ୍ର.): ସୁବର୍ଣ୍ଣପୁର ସହରରେ ଏବେ ବିଦେଶୀ, ଦେଶୀ ମଦ ଏବଂ କଫ୍‌ ସିରପ୍‌ କାରବାର ବୃଦ୍ଧି ପାଇଛି। ରାସ୍ତାପାର୍ଶ୍ୱରେ ଖୁଲମଖୁଲା ମଦ ବିକ୍ରି କରାଯାଉଛି। ଲୋକେ ସଙ୍କୋଚ ନ କରି ବେଆଇନଭାବେ ସର୍ବସାଧାରଣ ସ୍ଥାନରେ ନିଶା ସେବନ କରୁଛନ୍ତି। ମଦ୍ୟପଙ୍କ ଉତ୍ପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?