ନାବାଳିକାଙ୍କୁ ଘରୁ ଉଠାଇ ନେଇ ବଳାତ୍କାର
ସୋନପୁର,୩।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଘରୁ ଉଠାଇ ନେଇ ବଳାତ୍କାର କରାଯାଇଛି। ପୀଡିତାଙ୍କ ବାପା ଏ ସମ୍ପର୍କରେ ବୀରମହାରାଜପୁର ଥାନାରେ ସୋମବାର ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରିବା ସହ ଅଭିଯୁକ୍ତଙ୍କୁ ଧରିବା ପାଇଁ…
ବର୍ଷା ନାହିଁ, ଶୁଖିଲା ପଡ଼ିଛି ଜମି
ସୋନପୁର, ୨।୮(ନି.ପ୍ର.) ଶ୍ରାବଣ ମାସ ସରିବାକୁ ବସିଲାଣି। ହେଲେ ବର୍ଷାଭାବରୁ ସୁବର୍ଣ୍ଣପୁର ଜିଲାର ଅଧିକାଂଶ ଚାଷ ଜମି ଶୁଖିଲା ପଡିଛି। ଜିଲାର ଡୁଙ୍ଗୁରିପାଲି ଓ ବିନିକା ବ୍ଲକର ଚାଷ ଜମି ହୀରାକୁଦ କେନାଲ ଦ୍ୱାରା ଜଳସେଚିତ ହୋଇପାରୁଛି। କିନ୍ତୁ ସୋନପୁର, ତରଭା,…
ମିଳୁନି ସରକାରୀ ବିହନ, ସାର
ସୋନପୁର,୧୪।୭(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଚାଷୀମାନେ ଧାନ ବୁଣା, ରୁଆକାର୍ଯ୍ୟ ପାଇଁ ଜମି ପ୍ରସ୍ତୁତି କରିଛନ୍ତି । ହେଲେ ଏ ଯାଏ ସେମାନଙ୍କୁ ସରକାରୀ ବିହନ ମିଳିଲା ନାହିଁ। କେବେ ମିଳିବ ସେ ନେଇ ମଧ୍ୟ କୃଷି ବିଭାଗ ବା ପ୍ରାଥମିକ କୃଷି ସମବାୟ…
ବାହାଘରର କିଛି ଘଣ୍ଟା ପୂର୍ବରୁ ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ
ବିନିକା,୨୮ା୬(ଡି.ଏନ.ଏ.)-ବାହାଘର ପାଇଁ ସବୁ ଆୟୋଜନ ସରିଥିଲା ା ଘରେ କୁଣିଆଙ୍କ ଭିଡ଼ ଜମିଥିଲା ା ହସଖୁସି ସାଙ୍ଗକୁ ଗହଳ ଚହଳ ଲାଗିଥିଲା ା ଆଉ କିଛି ଘଣ୍ଟା ପରେ ଯୁବକ ଜଣକ ବର ହୋଇ କନ୍ୟାଘରକୁ ଯାଇଥାନ୍ତେ ା ଏଥିପାଇଁ ସରିଥିଲା…
‘ପାଣି ଏଠି ଜୀବନ ନୁହେଁ, ଜହର’
ବିନିକା,୨୮ା୬(ଡି.ଏନ୍.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତିଲେଇମାଳ ଗାଁ। ଏହି ରାଜସ୍ବ ଗ୍ରାମର ଲୋକସଂଖ୍ୟା ୪ଶହ। ମୁଖ୍ୟତଃ ପଛୁଆ ବର୍ଗ ଏବଂ ଆଦିବାସୀ, ହରିଜନ ଶ୍ରେଣୀର ଲୋକେ ବସବାସ କରୁଥିବା ଏହି ଗ୍ରାମର ଚତୁଃପାର୍ଶ୍ୱରେ ଚାଷ ଜମି…
ଗୋଟିଏ ପ୍ରକଳ୍ପ, ଦୁଇଟି ଯୋଜନା
ସୋନପୁର,୨୭ା୬(ନି.ପ୍ର.): କରୋନା ପାଇଁ ଅନେକ ରୋଜଗାର ହରାଇଥିବା ବେଳେ ଶ୍ରମିକ ଶ୍ରେଣୀର ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲାର ୧୫ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ କର୍ମସଂସ୍ଥାନ ହରାଇ ଶୂନ୍ୟହସ୍ତରେ ଘରକୁ ଫେରିଛନ୍ତି। ଶିଳ୍ପ ବିହୀନ ଏହି ଜିଲାରେ…
ପୋଖରୀରୁ ଦଳ ସଫା କଲେ ଯୁବଗୋଷ୍ଠୀ
ଅମରପାଲି, ୧୬।୬ (ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ପଞ୍ଚାୟତର ରଣାବନ୍ଧକୁ ଯୁବଗୋଷ୍ଠୀ ସଫା କରିଛନ୍ତି । ଯାହାକୁ ସ୍ଥାନୀୟ ଲୋକେ ପ୍ରଶଂସା କରିଛନ୍ତି। ଏହି ପୋଖରୀ ଉପରେ ହିଲୁଙ୍ଗ, କର୍ଣ୍ଣପାଲି, ବାଘମାରି ସମେତ ବୀରମହାରାଜପୁରର ଲୋକେ ନିର୍ଭର…
ମଣ୍ଡିରେ ପଡ଼ିରହିଛି ୯୦ହଜାର ଧାନବସ୍ତା
ସୋନପୁର,୧୬।୬(ନି.ପ୍ର.) – ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବା ପରେ ସୁବର୍ଣ୍ଣପୁର ଜିଲାରେ ବର୍ଷା ଲାଗିରହିଛି। ଜିଲାରେ ଏବେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ମିଲର-ବ୍ୟବସାୟୀଙ୍କ ସଲାସୁତୁରାରେ ଧାନ ସଂଗ୍ରହ ଧିମେଇ ଚାଲିଛି। ନାନା ଅବ୍ୟବସ୍ଥା କାରଣରୁ ଚାଷୀଙ୍କୁ…
କାଠଫାଳିଆରେ ପିଟି ମା’ଙ୍କୁ ହତ୍ୟା, ପୁଅ ଗିରଫ
ବିନିକା,୧୪ା୬(ଡି.ଏନ୍.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅଧୀନ ଖଇରମାଳ ଗ୍ରାମରେ ରବିବାର ସକାଳେ ଏକ ହତ୍ୟାକାଣ୍ଡ ଘଟିଛି ା ଜଣେ ଯୁବକ ଜନ୍ମଦାତ୍ରୀ ମା’ଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଛିି ା ଏହି ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ଗଣେଶ ଭୁଏ(୩୦)ଙ୍କୁ…
ସୁବର୍ଣ୍ଣପୁର ଜିଲା ହେଲା କରୋନା ମୁକ୍ତ: ସମସ୍ତ ୨୯ ସଂକ୍ରମିତ ସୁସ୍ଥ
ସୋନପୁର,୧୩।୬(ନି.ପ୍ର.)-ସୁବର୍ଣ୍ଣପୁର ଜିଲାବାସୀଙ୍କ ପାଇଁ ଖୁସି ଖବର । ଏହି ଜିଲା କରୋନା ମୁକ୍ତ ହୋଇଥିବା ଜିଲାପାଳ ମୋନିଷା ବାନାର୍ଜୀ କହିଛନ୍ତି । ଆଇଟିଆଇସ୍ଥିତ ଜିଲା ଅସ୍ଥାୟୀ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ…
କରୋନା ମୁକାବିଲା କରିବେ ଏସ୍ଏଚ୍ଜି ମହିଳା
ଅମରପାଲି, ୧୩।୬ (ଡି.ଏନ.ଏ.)-ସାରା ବିଶ୍ୱରେ ବର୍ତ୍ତମାନ କରୋନା ମହାମାରୀ ବ୍ୟାପିଥିବା ବେଳେ ଏଥିରୁ ବର୍ତ୍ତିବା ପାଇଁ ଉଦ୍ୟମ ଜାରି ରହିଛି। ଏହିକ୍ରମରେ ଏହାର ମୁକାବିଲା କରିବା ପାଇଁ ଆଗକୁ ଆସିଛନ୍ତି ସ୍ବୟଂ ସହାୟକ ଗୋଷ୍ଠୀର ମହିଳା। ଏମାନେ ଗାଁ ଗାଁ ଯାଇ…
୨୦ ଦିନ ହେଲା ଶଙ୍କରା ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ପ୍ୟାକ୍ସରେ ତାଲା
ବିନିକା,୧୧ା୬(ଡି.ଏନ୍.ଏ.)-ବିନିକା ବ୍ଲକର ଶଙ୍କରା ଧାନମଣ୍ଡିଠାରେ ଗତ ୨୦ ଦିନ ହେଲା ୭ ହଜାର ପ୍ୟାକେଟ୍ ଧାନ ବିକ୍ରି ପାଇଁ ଖୋଲା ଆକାଶ ତଳେ ପଡି ରହିଛି ା ଧାନ କିପରି ବିକ୍ରି ହେବ ସେ ନେଇ କୌଣସି ପଦକ୍ଷେପ ନିଆ ନ…
Archives


