ଜୁନରେ ଘାରିଥିଲା ମରୁଡ଼ି ଆଶଙ୍କା, ଜୁଲାଇରେ ଲଗାଣ ବର୍ଷା; ଉଜୁଡ଼ିବାକୁ ବସିଲା ଧାନ ଚାଷ
ଅମରପାଲି, ୨୯।୭ (ପୀତାମ୍ବର ସାହୁ): ଚଳିତ ଖରିଫ ଋତୁରେ ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର କୃଷି ଅଞ୍ଚଳରେ ପାଗର ଅସ୍ବାଭାବିକ ପରିବର୍ତ୍ତନ ଚାଷୀଙ୍କ ଚିନ୍ତାକୁ ବଢ଼ାଇ ଦେଇଛି। ଜୁନ ମାସରେ ଆବଶ୍ୟକତାଠାରୁ ବହୁତ କମ ବର୍ଷା ହେବା ସହିତ ବିଗତ ୨୦ ବର୍ଷ…
ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍ ଦେଇ ପାଣି ଛଡ଼ାଗଲା
ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ ଜଳସେଚନ ପ୍ରକଳ୍ପ (ଠେଙ୍ଗୋ ଡ୍ୟାମ)ରେ ଜଳସ୍ତର ବୃଦ୍ଧି ପାଇଛି। ଜଳଭଣ୍ଡାରରେ ପାଣି ବଢ଼ିବା…
ଘୁଙ୍ଗିଯୋର ପୋଲ ଉପରେ ୫ ଫୁଟ ବନ୍ୟାଜଳ: ବୀରମହାରାଜପୁର–ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ
ଅମରପାଲି, ୨୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଭୂତିଆପାଲି ଏବଂ ଲୁତୁରପଙ୍କ ପଞ୍ଚାୟତର ମେଣ୍ଡିଲିପାଲି ମଧ୍ୟରେ ପ୍ରବାହିତ ଘୁଙ୍ଗିଯୋରରେ ବନ୍ୟାଜଳ ଆସିଛି। ଫଳରେ ଘୁଙ୍ଗିଯୋର ପୋଲ ଉପରେ ପ୍ରାୟ ୫ ଫୁଟ ଉଚ୍ଚତାରେ ବନ୍ୟାଜଳ…
କିଡ୍ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ
ଅମରପାଲି,୨୩।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଗୌଡ଼ଗାଡ଼ ଗ୍ରାମର ଚାଷୀ ସପନ ପଧାନ (୫୯)ଙ୍କ କିଡ୍ନୀ ରୋଗରେ ମଙ୍ଗଳବାର ମୃତ୍ୟୁ ଘଟିଛି। ୫ ବର୍ଷ ଧରି ସେ କିଡ୍ନୀ ରୋଗରେ ପୀଡ଼ିତ ଥିଲେ। ତାଙ୍କ ମୃତ୍ୟୁ…
ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ
ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସେ ସମୁଦାୟ ୭୨୦ ନମ୍ବରରୁ ୫୭୨ ନମ୍ବର ରଖି…
ପ୍ରଥମ ପ୍ରଚେଷ୍ଟାରେ NEETରେ ଚମକିଲେ ମୁକ୍ତେଶ୍ୱର, ୬୪୨ ନମ୍ବର ରଖି…
ଅମରପାଲି,୨୦ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫୁଲା (ସୌରନଗର) ଗ୍ରାମର ମେଧାବୀ ଛାତ୍ର ମୁକ୍ତେଶ୍ୱର ନନ୍ଦ ଚଳିତ ବର୍ଷର ଏନ୍ଇଇଟି (NEET-UG) ପ୍ରବେଶିକା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ସେ ୭୨୦ ନମ୍ବରରୁ ୬୪୨…
ବହି ଅଛି, ହେଲେ ପିଲାଙ୍କ ପାଖରେ ପହଞ୍ଚୁନି: ସ୍କୁଲ ଖୋଲିବାର ମାସେ ବିତିଲାଣି…
ଅମରପାଲି, ୨୦।୭ (ପୀତାମ୍ବର ସାହୁ): ଚଳିତ ଶିକ୍ଷାବର୍ଷରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ସହ ନୂତନ ପାଠ୍ୟପୁସ୍ତକ ପ୍ରଚଳନ କରାଯାଇଛି। କିନ୍ତୁ ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ବ୍ଲକରେ ସ୍କୁଲ ଖୋଲିବାର ମାସେରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ଅନେକ…
ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍ରେ ସଫଳ ହେଲେ ଚିନ୍ମୟନନ୍ଦ
ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍ (NEET-UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସମଗ୍ର ଅଞ୍ଚଳ ପାଇଁ…
ପ୍ରଥମ ପ୍ରୟାସରେ ‘ନିଟ୍’ କ୍ରାକ୍ କଲେ ଆଶିଷ: ଗଣ୍ଡାବାହାଲ ଗ୍ରାମ ପାଇଁ ଆଣିଲେ ଗୌରବ
ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଗଣ୍ଡାବାହାଲ ଗ୍ରାମର ମେଧାବୀ ଛାତ୍ର ଆଶିଷ କୁମାର ମିଶ୍ର ପ୍ରଥମ ପ୍ରୟାସରେ ଜାତୀୟ ସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (ୟୁଜି)’ରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସେ ସମୁଦାୟ…
ନିଟ୍-ୟୁଜି ପ୍ରବେଶିକାରେ ନିର୍ଲିପ୍ତାଙ୍କ କୃତିତ୍ୱ: ପରିଶ୍ରମର ମିଳିଲା ଫଳ
ଅମରପାଲି, ୧୮୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ଗ୍ରାମର ମେଧାବୀ ଛାତ୍ରୀ ନିର୍ଲିପ୍ତା କୁରକୁରିଆ ଚଳିତ ବର୍ଷର ନିଟ୍-ୟୁଜି (NEET-UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ସେ…
ନାଁ ରଖିଲେ ଚାଷୀ ପୁଅ: ନିଟ୍-ୟୁଜିରେ ସଫଳତା ହାସଲ କଲେ ବିସ୍ମୟ, ଡାକ୍ତର ହେବାର ସ୍ୱପ୍ନ…
ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ମାଣିକପୁର ଗ୍ରାମର ମେଧାବୀ ଛାତ୍ର ବିସ୍ମୟ ପଧାନ ଚଳିତ ବର୍ଷର ନିଟ୍-ୟୁଜି (NEET-UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ…
ବୁଣାକାର ପରିବାରର ପୁଅଙ୍କ ବଡ଼ ସଫଳତା: ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ପାଇ ଆଣିଲେ ଗୌରବ
ଅମରପାଲି, ୧୮।୭ (ପୀତାମ୍ବର ସାହୁ) : ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ପଞ୍ଚାୟତର ଆମ୍ବଶରଭଟା ଗ୍ରାମର ଯତୀନ ମେହେର ନିଟ୍ ୟୁଜି ପ୍ରବେଶିକା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ଜଣେ ସାଧାରଣ ବୁଣାକାର ପରିବାରରୁ…

