ଭଉଣୀ ଘରକୁ ଯାଉଥିବା ବେଳେ ଯୁବକଙ୍କୁ ଗୁଳିମାଡ଼
ସୋନପୁର,୮।୬(ନି.ପ୍ର.): ସୁବର୍ଣ୍ଣପୁର ଜିଲା ତରଭା ଥାନା ଚୁଡ଼ାଖାଇ ପାହାଡ଼ ରାସ୍ତା ନିକଟରେ ସୋମବାର ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି । ସେ ହେଲେ ବ୍ରାହ୍ମଣୀ ନିକଟସ୍ଥ ଭୁରାଟ ଗାଁର ଶାନ୍ତନୁ ରାଉତ। ସୂଚନାଯୋଗ୍ୟ, ଶାନ୍ତନୁ ସକାଳେ ମୋଟର ସାଇକେଲରେ ଭଉଣୀଙ୍କ ଘରକୁ…
ସାଇକେଲରେ ତାମିଲନାଡୁରୁ ସୁବର୍ଣ୍ଣପୁର
ସୋନପୁର,୭।୬(ନି.ପ୍ର.)-ତାମିଲନାଡୁର ଶ୍ରବଣପଲିରୁ ସୁବର୍ଣ୍ଣପୁର ଜିଲାର ନାରାୟଣପୁର ଦୀର୍ଘ ୧୭୦୦ କି.ମି. ସାଇକେଲ ଯାତ୍ରା। ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ ନାରାୟଣପୁରର କରୁଣା ଧରୁଆ(୨୭), ଗିରିଗୋବର୍ଦ୍ଧନ ଧରୁଆ(୨୯), କୃଷ୍ଣଚନ୍ଦ୍ର ବଗର୍ତ୍ତି(୨୬), ଭଗବାନ ମାଝି(୩୦) ଓ ତରଭା ବ୍ଲକ କଟାପାଲି ପଞ୍ଚାୟତ ଶତ୍ରୁପାଲି ଗାଁର…
ସୁବର୍ଣ୍ଣପୁରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା
ସୋନପୁର,୫।୬(ନି.ପ୍ର.)-ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶୁକ୍ରବାର ସୁବର୍ଣ୍ଣପୁରର ବିଭିନ୍ନ ମନ୍ଦିରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ପାଳିତ ହୋଇଯାଇଛି । ଏଥିପାଇଁ ସହରର ଗଡଭିତର ଜଗନ୍ନାଥ ମନ୍ଦିର, ଘୋଡାଘାଟପଡାର ଦଧିବାମନ ମନ୍ଦିର ଓ ରାୟଗୁରୁପଡାର ବୃନ୍ଦାବନବିହାରୀ ମନ୍ଦିର ଚଳଚଞ୍ଚଳ ହୋଇ ଉଠିଥିଲା । ସକାଳେ ତିନି…
ଧିମେଇ ଚାଲିଛି ଧାନକିଣା
ସୋନପୁର,୫।୬(ନି.ପ୍ର.) – ସୁବର୍ଣ୍ଣପୁର ଜିଲାରେ ମେ ୧୫ ତାରିଖରୁ ଧାନ କିଣା ଆରମ୍ଭ ହୋଇଛି। ଜୁନ୍ ୧୫ ତାରିଖରେ ଏହି ଅବଧି ସରିବ। ହେଲେ ମୌସୁମୀ ପାଖେଇ ଆସିଥିବା ବେଳେ ସରକାରଙ୍କ ମନ୍ଥର ଗତିରେ ଧାନ ସଂଗ୍ରହ ଚାଷୀଙ୍କୁ ଚିନ୍ତାରେ ପକାଇଛି।…
ଗାଁରୁ ସହର ଗୁଞ୍ଜରିତ ହେଲା ବନ୍ଦେ ଉତ୍କଳ ଜନନୀ
ସୋନପୁର,୩୦।୫(ନି.ପ୍ର.)-କୋଭିଡ ଯୋଦ୍ଧାମାନଙ୍କୁ ସମ୍ମାନ ଜଣାଇବା ପାଇଁ ଦେଶ ବିଦେଶରେ ଥିବା ସବୁ ଓଡିଆଙ୍କୁ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିଲେ । ଏହାକୁ ସମ୍ମାନ ଜଣାଇ ସୁବର୍ଣ୍ଣପୁର ଜିଲାବାସୀ ଶନିବାର ବନ୍ଦେ ଉତ୍କଳ ଜନନୀ…
କରୋନା ରୋଗୀ ଚିହ୍ନଟ ପରେ ହରଡଖୋଲ ବଜାର ୪୮ଘଣ୍ଟା ସଟ୍ଡାଉନ
ସୋନପୁର,୨୮।୫(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ କରୋନା ରୋଗୀଙ୍କ ସଂଖ୍ୟା ବଢି ଚାଲିଛି। ବୁଧବାର ଜିଲାରେ ପୁଣି ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂଖ୍ୟା ୫ରେ ପହଞ୍ଚତ୍ଛି। ୪ ଜଣ କରୋନା ଆକ୍ରାନ୍ତ ପ୍ରବାସୀ ଶ୍ରମିକ ହୋଇଥିବା ବେଳେ ଟିଏମସି (ଅସ୍ଥାୟୀ…
ସୁବର୍ଣ୍ଣପୁର ଶୀତଳ ଷଷ୍ଠୀ ଯାତ୍ରା: ବିବାହ ସମ୍ପନ୍ନ, ଦେବଦମ୍ପତିଙ୍କ ଯୁଗଳ ଦର୍ଶନ
ସୋନପୁର,୨୮ା୫(ନି.ପ୍ର.): ସୁବର୍ଣ୍ଣପୁର ସହରର ଡେରାପଡାରେ ଗୁରୁବାର ଦେବଦମ୍ପତିଙ୍କ ଯୁଗଳ ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶ୍ରଦ୍ଧାଳୁମାନେ ସାମାଜିକ ଦୂରତ୍ୱ ବଜାୟ ରଖି ଶିବ ପାର୍ବତୀଙ୍କ ଦର୍ଶନ କରିଥିଲେ। ବୁଧବାର ବିଳମ୍ବିତ ରାତିର ମହେନ୍ଦ୍ର ବେଳାରେ ଶିବ ପାର୍ବତୀଙ୍କ ବିବାହ ସମ୍ପନ୍ନ ହୋଇଥିଲା।…
ଘରେ ପହଞ୍ଚିବା ସ୍ବପ୍ନ ଅଧୁରା ରହିଲା
ସୋନପୁର,୨୮ା୫(ନି.ପ୍ର.) ଲକ୍ଡାଉନ୍ ସମୟରେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢି ଚାଲିଛି। ମହାରାଷ୍ଟ୍ରରୁ ପଶ୍ଚିମବଙ୍ଗକୁ ଫେରୁଥିବା ଜଣେ ପ୍ରବାସୀ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ମୃତ ଶ୍ରମିକଙ୍କ ନାମ ଜମିରୁଲ ଇସଲାମ(୩୮)। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜମିରୁଲଙ୍କ ସ୍ବାବ୍ ନମୁନା ସଂଗ୍ରହ ପରେ…
ଖରିଫରେ ୧,୩୦,୧୫୦ ହେକ୍ଟର ଜମିରେ ଚାଷ ଲକ୍ଷ୍ୟ
ସୋନପୁର,୨୮ା୫(ନି.ପ୍ର.): ୨୦୨୦-୨୧ ଖରିଫ ଋତୁରେ ସୁବର୍ଣ୍ଣପୁର ଜିଲାରେ ୧,୩୦,୧୫୦ ହେକ୍ଟର ଜମିରେ ବିଭିନ୍ନ ପ୍ରକାର ଫସଲ ଚାଷ କରାଯିବାର ଲକ୍ଷ୍ୟ ରଖାଯାଇଛି। ବୁଧବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲାସ୍ତରୀୟ କୃଷି କୌଶଳ ନିର୍ଦ୍ଧାରଣ କମିଟି ବୈଠକରେ ଏ ବିଷୟରେ ସୂଚନା…
ଚାଷୀ ପଞ୍ଜୀକରଣ, ଧାନ କିଣାରେ ଅନିୟମିତତା: ସିଲାଟି ପ୍ୟାକ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ନିଲମ୍ବିତ
ସୋନପୁର,୨୪।୫(ନି.ପ୍ର.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଲାଟି ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ବଳରାମ ପଧାନଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ସୋନପୁର ଉପନିବନ୍ଧକ ସମବାୟ ସମିତି(ଏଆରସିଏସ୍)ଙ୍କ ନିର୍ଦ୍ଦେଶ କ୍ରମେ ସିଲାଟି ପ୍ୟାକ୍ସର ପ୍ରଶାସକ ତଥା ବିନିକା ସମ୍ପ୍ରସାରଣ…
ପ୍ରେମିକାଙ୍କୁ ଭେଟିବାକୁ ଆସିଥିଲେ, ବାହାହୋଇ ଫେରିଲେ
ଅମରପାଲି,୨୪ା୫(ଡି.ଏନ.ଏ.): କୋଭିଡ୍-୧୯ କଟକଣା ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ଏପରି ପରିସ୍ଥିତି ଯୋଗୁ ଜଣେ ଯୁବକ ନିଜ ପ୍ରେମିକାଙ୍କୁ ବହୁ କଷ୍ଟରେ ଦେଖା କରିବାକୁ ଆସିଥିଲେ। ହେଲେ ଏ କଥା ଗ୍ରାମବାସୀ ଜାଣିବା ପରେ ସମ୍ପୃକ୍ତ ଯୁବକଙ୍କ ସହିତ ତାଙ୍କ…
ତରଭାରେ ପହଞ୍ଚିଲେ ୧୯୦ ପ୍ରବାସୀ ଶ୍ରମିକ
ତରଭା,୨୩ା୫(ଡି.ଏନ.ଏ.)- ଶୁକ୍ରବାର ବିଳମ୍ବିତ ରାତିରେ ତରଭାରେ ପ୍ରବାସୀ ଶ୍ରମିକମାନେ ପହଞ୍ଚିଥିବା ଜଣାପଡିବା ପରେ ଆଖପାଖ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି ା ବିଭିନ୍ନ ସ୍ଥାନରୁ ୪୧୧ ଶ୍ରମିକ ଆସିବା ପାଇଁ ପଞ୍ଜୀକୃତ ହୋଇଥିଲା ା କିନ୍ତୁ ସୁବର୍ଣ୍ଣପୁର ଜିଲାର ୧୯୦…
Archives


