ରୀତିନୀତିରେ ପାଳନ ହେବ ଶୀତଳ ଷଷ୍ଠୀ, ରଥଯାତ୍ରା
ସୋନପୁର,୨୩।୫(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ବର୍ତ୍ତମାନ ସୁଦ୍ଧା କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ଗ୍ରୀନ୍ ଜୋନ୍ରେ ରହିଛି ଏହି ଜିଲା। ତେବେ କରୋନା ଭୂତାଣୁ ସଂକ୍ରମଣରୁ ଜନସାଧାରଣଙ୍କୁ ଦୂରେଇ ରଖିବା ପାଇଁ ଜିଲା ଦେବୋତ୍ତର କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୨୬ତାରିଖରୁ…
ମା’ଙ୍କୁ ମୁଖାଗ୍ନି ଦେଇପାରିଲେନି ପୁଅ
ବିନିକା୧୮ା୫(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡି ପଞ୍ଚାୟତ ଅନ୍ତର୍ଗତ ସାରଙ୍ଗପାଲି ଗାଁର ଜଣେ ଯୁବକ ଗୁଜରାଟରେ ଫସି ରହିଛନ୍ତି। ସାପ କାମୁଡ଼ାରେ ତାଙ୍କ ମା’ଙ୍କ ମୃତ୍ୟୁ ଘଟିଛି। ହେଲେ ସେ ମା’ଙ୍କୁ ମୁଖାଗ୍ନି ଦେଇ ପାରି ନାହାନ୍ତି। ଏବେ ସେ…
ସରକାର ଶୁଣିଲେନି, ନିଜଖର୍ଚ୍ଚରେ ତାମିଲନାଡୁରୁ ଫେରୁଛନ୍ତି ୪୫ ଶ୍ରମିକ
ସୋନପୁର,୧୭।୫(ନି.ପ୍ର.)-ଲକ୍ଡାଉନ୍ ଯୋଗୁଁ ତାମିଲନାଡୁର ନାମକୋଲରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୪୫ ଜଣ ଶ୍ରମିକ ଘରକୁ ପେରୁଛନ୍ତି। ଶନିବାର ରାତିରେ ଅନ୍ୟ ଜିଲାର ଓଡିଆ ଶ୍ରମିକଙ୍କ ସହିତ ୩ଟି ବସ୍ ଯୋଗେ ନାମକୋଲରୁ ବାହାରିଛନ୍ତି। ଦୀର୍ଘ ୧୮ଶହ କିଲୋମିଟରର ଯାତ୍ରା ପରେ…
ପାଣି ଲାଗି ହଟହଟା ପଡ଼ାବାସୀ
ବିନିକା,୧୬ା୫(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଞ୍ଚାୟତ ଅନ୍ତର୍ଗତ ସାଲମାଟିକ୍ରାର ସମଲେଇ ପଡା। ଏହି ପଡ଼ାବାସୀ ଏବେ ଘୋର ପାନୀୟ ଜଳାଭାବର ସମ୍ମୁଖୀନ ହୋଇଛନ୍ତି। ପଡ଼ାରେ ନାହିଁ ଗୋଟିଏ ବି ନଳକୂପ। ପୂର୍ବରୁ ସେମାନେ ପଡ଼ା ନିକଟ ଦେଇ ଯାଇଥିବା…
ଶୁକ୍ରବାରଠାରୁ ଧାନକିଣା, ଚାଷୀଙ୍କୁ ଅଡୁଆ ସମ୍ଭାବ୍ୟ ବାତ୍ୟା
ସୋନପୁର,୧୪ା୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ରବିଋତୁ ଧାନକିଣା ଶୁକ୍ରବାରଠାରୁ ଆରମ୍ଭ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଅନ୍ୟପକ୍ଷେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବାକୁ ଯାଉଛି। ଏହାର ପ୍ରଭାବରେ ଓଡିଶାରେ…
ଭିନ୍ନକ୍ଷମ ପୁଅର ବୋଝ ବୋହି ବାଟ ଚାଲୁଛନ୍ତି କାନ୍ତା
ବିନିକା,୧୪ା୫(ଡି.ଏନ୍.ଏ.) କାନ୍ତା ଅଗ୍ରଓ୍ବାଲ। ବୟସ ୬୨। ଜୀବନର ସାୟାହ୍ନରେ ଉପନୀତ ହେଲେ ମଧ୍ୟ ଜୀବନ ଯୁଦ୍ଧରେ ସେ ହାରିନାହାନ୍ତି। ଏବେ ବି ପରଘରେ କାମ କରି ନିଜର ଏକମାତ୍ର ଭିନ୍ନକ୍ଷମ ପୁଅକୁ ଧରି ଅଣ୍ଟା ସଳଖି ବାଟ ଚାଲୁଛନ୍ତି। ସରକାରୀ ଯୋଜନାର…
ସୁବର୍ଣ୍ଣପୁର ଜିଲା: ୬୬୯ ସ୍ବାବ୍ ରିପୋର୍ଟ ନେଗେଟିଭ୍
ସୋନପୁର,୧୩।୫(ନି.ପ୍ର.) – ସୁବର୍ଣ୍ଣପୁର ଜିଲାରୁ ପ୍ରତ୍ୟହ କରୋନା ପରୀକ୍ଷା ପାଇଁ ସ୍ବାବ୍ ନମୁନା ଭୁବନେଶ୍ୱର ପଠାଯାଉଛି। ଜିଲା ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ଟିମ୍ ସନ୍ଦିଗ୍ଧଙ୍କଠାରୁ ସ୍ବାବ୍ ସଂଗ୍ରହ କରି ଏକ ସ୍ବତନ୍ତ୍ର ଗାଡିରେ ସବୁ ନମୁନା ପ୍ୟାକିଂ କରି ଭୁବନେଶ୍ୱରସ୍ଥିତ ପରୀକ୍ଷାଗାରକୁ…
ପ୍ରଥମେ କଡ଼ାକଡ଼ି, ଘଡ଼ିସନ୍ଧି ବେଳେ କୋହଳ
ସୋନପୁର,୧୩ା୫(ନି.ପ୍ର.) – ପ୍ରଥମେ କଡ଼ାକଡ଼ି, ଏବେ ଘଡ଼ିସନ୍ଧି ମୁହୂର୍ତ୍ତରେ ସବୁ କୋହଳ। ସନ୍ଦିଗ୍ଧଙ୍କ ସ୍ବାବ୍ ପରୀକ୍ଷା ପରେ ସମସ୍ତ ରିପୋର୍ଟ ନେଗେଟିଭ୍ ଆସିଥିବାରୁ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ରେ ସୁବର୍ଣ୍ଣପୁର ଜିଲାକୁ ସରକାର ଗ୍ରୀନ୍ ଜୋନ୍ ତାଲିକାଭୁକ୍ତ କରିଛନ୍ତି। ଫଳରେ ଜିଲା ପ୍ରଶାସନ…
ମାଛ ମାରୁଥିବାବେଳେ ପୋଖରୀରେ ବୁଡି ଯୁବକ ମୃତ
ଅମରପାଲି, ୧୨।୫ (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ବିଶାଲପାଲି ଗ୍ରାମ ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ହେଲେ ବିଶାଳପାଲି ଗ୍ରାମର ସୁରେଶ ବୁଡା (୪୦) । ସୂଚନା ଅନୁସାରେ,…
ଅସ୍ଥାୟୀ ଆଶ୍ରୟଗୃହରେ ଶ୍ରମିକଙ୍କ ଜୀବନ ଗଲା
ସୋନପୁର/ବିନିକା,୯।୫(ନି.ପ୍ର./ଡି.ଏନ୍.ଏ.):ଲକ୍ଡାଉନ୍ରେ ଫସି ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ ସିଂଘିଯୁବା ୟୁପି ସ୍କୁଲ(ଅସ୍ଥାୟୀ ଆଶ୍ରୟ ସ୍ଥଳ)ରେ ରହୁଥିବା ପଶ୍ଚିମବଙ୍ଗର ଜଣେ ଶ୍ରମିକଙ୍କର ଶନିବାର ମୃତ୍ୟୁ ହୋଇଛି। ମୃତ ଶ୍ରମିକଙ୍କ ନାମ ବକୁଲ ସେଖ୍(୨୨)। ତାଙ୍କ ଘର ପଶ୍ଚିମବଙ୍ଗ ମୁର୍ଶିଦାବାଦ ଜିଲା ଲିମଟିଟା…
କରୋନା ପାଇଁ ସତର୍କ, ସଚେତନ ରହିବାକୁ ପରାମର୍ଶ
ବିନିକା,୮ା୫(ଡି.ଏନ୍.ଏ.)-ଶୁକ୍ରବାର ବିଶ୍ୱ ରେଡକ୍ରସ ଦିବସ ଅବସରରେ ବିନିକା ଓ ଡୁଙ୍ଗୁରୀପାଲି ବ୍ଲକ୍ ଶିକ୍ଷା ବିଭାଗ ଅଧୀନ ବିଭିନ୍ନ ବିଦ୍ୟାଳୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିିତ ହୋଇଥିଲା। ଏହି ଅବସରେ ସ୍ଥାନୀୟ ଜନସାଧାରଣଙ୍କୁ ମାସ୍କ ପ୍ରଦାନ କରାଯିବା ସହ ସାନିଟାଇଜର ବ୍ୟବହାର ପାଇଁ…
ମାସ୍କ ନ ପିନ୍ଧି କାମ କରୁଛନ୍ତି ଶ୍ରମିକ
ବିନିକା,୮ା୫(ଡି.ଏନ୍.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ୍ ଅଞ୍ଚଳରେ ୩ ଦିନ ଧରି ବିଭିନ୍ନ ବିଭାଗର ଉନ୍ନୟନ କାମ ପ୍ରାରମ୍ଭ ହୋଇଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ପାନୀୟ ଜଳ ଯୋଗାଣ ବିଭାଗର ଅଧାପନ୍ତରିଆ ହୋଇ ପଡିରହିଥିବା ନିର୍ମାଣ କାମ ଚାଲୁ ରହିଛି। କିନ୍ତୁ…
Archives


