ଛତିଶଗଡରୁ ସାଇକେଲରେ ଫେରୁଛନ୍ତି ୪ ଓଡିଆ ଶ୍ରମିକ
ସୋନପୁର,୧୯।୪(ନି.ପ୍ର.): କରୋନା ଭୂତାଣୁ ସଂକମ୍ରଣକୁ ରୋକିବା ପାଇଁ ଲକ୍ଡାଉନ୍ରେ ରହିଛି ସାରା ଦେଶ। ଏହାର ପ୍ରଭାବ ସବୁ କ୍ଷେତ୍ରରେ ଦେଖିବାକୁ ମିଳୁଛି। ଗରିବ, ଦିନ ମଜୁରିଆ ଓ ଶ୍ରମିକ ଶ୍ରେଣୀର ଲୋକ କର୍ମସଂସ୍ଥାନ ହରାଇ ବହୁ ଦୁଃଖରେ ଅଛନ୍ତି। ଶ୍ରମିକଙ୍କ ନିକଟରେ…
ଲକ୍ଡାଉନ୍ ସମୟରେ ରକ୍ତାଭାବ ଦୂର ଉଦ୍ୟମ, ସଂଗ୍ରହ ହେଲା ୫୫ ୟୁନିଟ୍ ରକ୍ତ
ସୋନପୁର,୧୯।୪(ନି.ପ୍ର.) କରୋନା ଭୂତାଣୁ ସଂକମ୍ରଣ ରୋକିବା ପାଇଁ ସାରା ଦେଶରେ ମେ ୩ ତାରିଖ ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା ହୋଇଛି। ଏଥିପାଇଁ ରକ୍ତଦାନ ଶିବିର ଆୟୋଜନ ହୋଇପାରୁନି। ତେଣୁ ରକ୍ତର ଅଭାବ ଦୂର କରିବା ପାଇଁ ସୋନପୁର ବ୍ଲକ କୀର୍ତ୍ତିପୁରଠାରେ ଶନିବାର…
ମିଲର୍ସ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ
ସୋନପୁର,୧୭।୪(ନି.ପ୍ର.) : କରୋନା ମହାମାରୀର ମୁକାବିଲା କରିବା ପାଇଁ ସୁବର୍ଣ୍ଣପୁର ଜିଲା ମିଲର୍ସ ସଂଘ ୫ଲକ୍ଷ ୫୧ହଜାର ଟଙ୍କା ପ୍ରଦାନ କରିଛି। ଶୁକ୍ରବାର ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ତାଙ୍କ ପ୍ରକୋଷ୍ଠରେ ଭେଟି କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଚେକ୍ ପ୍ରଦାନ କରିଛନ୍ତି।…
ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି : ଛାତ୍ର, ଯୁବ ବିଜେଡି ପକ୍ଷରୁ ରକ୍ତଦାନ ଶିବିର
ସୋନପୁର,୧୭।୪(ନି.ପ୍ର.): ପ୍ରବାଦ ପୁରୁଷ ତଥା ଜନନାୟକ ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ଶୁକ୍ରବାର ୨୩ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସୁବର୍ଣ୍ଣପୁର ଜିଲା ଛାତ୍ର ଓ ଯୁବ ବିଜେଡି ପକ୍ଷରୁ…
କରୋନା ସଚେତନତା : ମାସ୍କ, ସାନିଟାଇଜର ବିତରଣ
ସୋନପୁର,୧୭।୪(ନି.ପ୍ର.): କରୋନା ମହାମାରୀର ମୁକାବିଲା କରିବା ପାଇଁ ସଚେତନତା ଆବଶ୍ୟକ ହୋଇପଡିଛି। ଜରୁରି କାମରେ ଘରୁ ବାହାରିଲେ ମୁହଁରେ ମାକ୍ସ ଲଗାଇବା ବାଧ୍ୟତାମୂଳକ କରାଯାଇଛି। ତେଣୁ ସୋନପୁର ବ୍ଲକ ବଡବାହାଲିସ୍ଥିତ ମା ଅନ୍ନପୂର୍ଣ୍ଣା ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ କପଡାରେ…
କରୋନା ସହାୟତା: ଅଙ୍ଗନଓ୍ବାଡି ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ
ସୋନପୁର,୧୬।୪(ନି.ପ୍ର.): କରୋନା ମହାମାରୀର ମୁକାବିଲା କରିବା ପାଇଁ ଅଲ୍ ଓଡିଶା ଅଙ୍ଗନଓ୍ବାଡି ଲେଡିଜ୍ ଓ୍ବାର୍କରସ ଆସୋସିଏଶନ ସୁବର୍ଣ୍ଣପୁର ଜିଲା ଶାଖା ୨ଲକ୍ଷ ୮୦ହଜାର ଟଙ୍କା ଦାନ କରିଛନ୍ତି। ଗୁରୁବାର ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ତାଙ୍କ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସଂଘର…
ଭୋକରେ ଫେରୁଥିବା ନିର୍ଯାତିତ ଶ୍ରମିକ ଆଶ୍ରୟସ୍ଥଳରେ ଭର୍ତ୍ତି, ଠିକାଦାରଙ୍କ ନାମରେ ମାମଲା
ସୋନପୁର,୧୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। କୋଠାବାଡି ନିର୍ମାଣ କାର୍ଯ୍ୟ ବନ୍ଦ ରହିଛି। ଏଭଳି ସ୍ଥିତିରେ ଛତିଶଗଡର ୧୦ଜଣ ଶ୍ରମିକ ସୁବର୍ଣ୍ଣପୁରରେ ନିର୍ମାଣାଧୀନ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ନିୟୋଜିତ…
ଚାଲାଣବେଳେ ଟ୍ରାକ୍ଟର ସହ କାଠ ଜବତ: ଡ୍ରାଇଭର ଫେରାର
ଅମରପାଲି, ୧୬।୪(ଡି.ଏନ୍.ଏ.): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ବୀରାମହାରାଜପୁର ରେଞ୍ଜ ବୁଟୁଖମନ ସଂରକ୍ଷିତ ଜଙ୍ଗଲରୁ ଗଛ ଚୋରି ବେଳେ ଏକ ନମ୍ବର ବିହୀନ ଟ୍ରାକ୍ଟରକୁ ଜବତ କରିଛି ବନବିଭାଗ। ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ଉକ୍ତ ଜଙ୍ଗଲରୁ କାଠ ବୋଝେଇକରି ଏକ…
ସୋନପୁରରେ କାର୍ଯ୍ୟକ୍ଷମ ହେଲା କୋଭିଡ୍ ସ୍ବାସ୍ଥ୍ୟକେନ୍ଦ୍ର
ସୋନପୁର,୧୫।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ କରୋନା ପ୍ରତିରୋଧ ପାଇଁ ପ୍ରଥମ ପର୍ଯ୍ୟାୟରେ ସୋନପୁର ସରକାରୀ ଆଇଟିଆଇକୁ ଅସ୍ଥାୟୀଭାବେ କୋଭିଡ୍ ସ୍ବାସ୍ଥ୍ୟକେନ୍ଦ୍ର କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ବୁଧବାରଠାରୁ ବିଧିବଦ୍ଧ ଭାବେ କାର୍ଯ୍ୟକ୍ଷମ ହୋଇଛି। ଅପରାହ୍ନରେ ଜିଲାପାଳ ମୋନିଷା ବାନାର୍ଜୀ ସାମାଜିକ ଦୂରତ୍ୱ ଅବଲମ୍ବନ କରି…
ହାତୀପଲ ଉଜାଡିଲେ ରବିଧାନ ଫସଲ
ବିନିକା, ୧୪ା୪(ଡି.ଏନ୍.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଞ୍ଚାୟତ ଅନ୍ତର୍ଗତ ମଣିଗାଁ ଗଁାରେ ହାତୀ ଉପଦ୍ରବ ଦେଖାଦେଇଛି। ଉଲୁଣ୍ଡା ଜଙ୍ଗଲରୁ ସିଣ୍ଡୋଳ ମହାନଦୀ ଦେଇ ଆସିଥିବା ହାତୀପଲ ଗଁା ସମୀପ ରବିଧାନ କ୍ଷେତରେ ପଶି ଖାଇବା ସହ ଦଳିଚକଟି ନଷ୍ଟ…
ଲକ୍ଡାଉନ୍ କଟକଣାକୁ ଲୋକେ ମାନୁନାହାନ୍ତି, ପୋଲିସର ଫ୍ଲାଗମାର୍ଚ୍ଚ
ସୋନପୁର,୧୩।୪(ନି.ପ୍ର.):କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଜରୁରୀ କାମ ନଥିଲେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ହେଲେ ସୁବର୍ଣ୍ଣପୁର ଜିଲାରେ କେତେକ ଲୋକ ଏହି କଟକଣାକୁ ମାନୁନାହାନ୍ତି। ବାହାରେ ବୁଲାବୁଲି…
ଅସୁସ୍ଥ ଦନ୍ତାର ଜୀବନଗଲା
ସୋନପୁର,୧୨ା୪(ନି.ପ୍ର.) : ସୁବର୍ଣ୍ଣପୁର ବନଖଣ୍ଡ ଉଲୁଣ୍ଡା ରେଞ୍ଜ ଅନ୍ତର୍ଗତ ଝାରବାହାଲି ଜଙ୍ଗଲରେ ରବିବାର ଏକ ପ୍ରାପ୍ତବୟସ୍କ ଦନ୍ତାହାତୀର ମୃତ୍ୟୁ ହୋଇଛି। ତେବେ ହାତୀଟି ଅସୁସ୍ଥ ଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ଦାନ୍ତ କଟାଯାଇ ବାହାର କରାଯିବ। ପରେ ମୃତଦେହକୁ ମାଟିଖୋଳି ପୋତି…
Archives


