ସୁବର୍ଣ୍ଣପୁର

ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର କ୍ୟାମ୍ପସ୍‌ରେ ଯୁବତୀଙ୍କୁ ଗଣବଳାତ୍କାର: ପୋଲିସ ହାତରେ ଲାଗିଲା ସିସିଟିଭି ଫୁଟେଜ୍‌

ସୋନପୁର,୧୮।୧: ସୁବର୍ଣ୍ଣପୁର ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର କ୍ୟାମ୍ପସ୍‌ରେ ଜଣେ ଯୁବତୀଙ୍କୁ ସୋମବାର ଗଣବଳାତ୍କାର କରାଯାଇଛି। ପୂର୍ବାହ୍ନରେ ଏହି ଘଟଣା ଘଟିଛି। ସ୍ପଷ୍ଟ ଦିବାଲୋକରେ ୨ଜଣ ଏହି କାଣ୍ଡ ଭିଆଇବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରର…

ଖୋଲିଲା ଧାର୍ମିକସ୍ଥଳ: ନୀତିକାନ୍ତୀ ସମ୍ପନ୍ନ ପରେ ଦର୍ଶନ କଲେ ଭକ୍ତ

ସୋନପୁର,୮।୧: ୯ ମାସର ବ୍ୟବଧାନ ପରେ ସୁବର୍ଣ୍ଣପୁର ଜିଲାର ଧାର୍ମିକସ୍ଥଳଗୁଡିକ ଜନସାଧାରଣଙ୍କ ଦର୍ଶନ ଓ ଉପାସନା ପାଇଁ ଶୁକ୍ରବାର ଖୋଲିଛି। ଜିଲାର ଇଷ୍ଟଦେବୀ ସୁରେଶ୍ୱରୀଙ୍କ ସମେତ ଇଷ୍ଟ ଦେବତା ସୁବର୍ଣ୍ଣମେରୁ, ରାମେଶ୍ୱର, ଗୋକର୍ଣ୍ଣେଶ୍ୱେର, ପଞ୍ଚରଥ, ପଶ୍ଚିମ ସୋମନାଥ, ବୈଦ୍ୟନାଥର କୋଶଲେଶ୍ୱର, ଚରଦା,…

ଭାଙ୍ଗିଲା ଗତବର୍ଷର ରେକର୍ଡ

ସୋନପୁର,୭।୧(ନି.ପ୍ର.):ନଦୀ, ନାଳ ଓ ବନ୍ଧ ପରିବେଷ୍ଟିତ ସୁବର୍ଣ୍ଣପୁର ଜିଲାରେ ଶୀତକାଳୀନ ପକ୍ଷୀ ଗଣନା ଶେଷ ହୋଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ପକ୍ଷୀ ଜିଲାକୁ ଆସିଥିବା ଜଣାପଡିଛି। ଏଥର ୯୧ ପ୍ରଜାତିର ମୋଟ ୩୫ ହଜାର ୪୬୦ରୁ ଅଧିକ ପକ୍ଷୀ…

 ଓଲଟିଲା ମାଟି ବୋଝେଇ ହାଇଓ୍ବା: ତଳେ ଚାପି ହୋଇ ଯୁବକଙ୍କ ଜୀବନ ଗଲା

ଡୁଙ୍ଗୁରିପାଲି,୨ା୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅଧୀନ ଡୁଙ୍ଗୁରିପାଲି ଶିଶୁମନ୍ଦିର ଛକ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଅଘଟଣ ଘଟିଛି। ଘର ତିଆରି ବେଳେ ମାଟି ତଳେ ଚାପି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମାଟି ଆଣୁଥିବା ଏକ…

ମନ୍ଥର ଗତିରେ ଧାନକିଣା : ଅପେକ୍ଷାରେ ବସିଛନ୍ତି ୨୭ହଜାର ଚାଷୀ

ସୋନପୁର,୩୧।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଧାନ କିଣା ଆରମ୍ଭ ହେବା ଇତିମଧ୍ୟରେ ୪୦ଦିନ ବିତିଲାଣି । ସରକାର ଜିଲାର ଚାଷୀଙ୍କଠାରୁ ୩ ଲକ୍ଷ ୪୦ହଜାର କୁଇଣ୍ଟାଲ ଧାନ ସଂଗ୍ରହ କରିବାକୁ ଏ ପର୍ଯ୍ୟନ୍ତ ଟାର୍ଗେଟ୍‌ ଦେଇଛନ୍ତି। ମାତ୍ର ଗୁରୁବାର ସନ୍ଧ୍ୟା ସୁଦ୍ଧା ୧୯…

ସ୍ନାୟୁ ରୋଗରେ ଆକ୍ରାନ୍ତ ଶିଶୁ: ଚିକିତ୍ସାରେ ଅର୍ଥ ବାଧକ

ଜହ୍ନାପଙ୍କ,୩୦।୧୨(ଡି.ଏନ୍‌.ଏ.): ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଜଗତି ଗାଁର ଦେଢବର୍ଷର ଶିଶୁ ନିହାରିକା ବେହେରା ସ୍ନାୟୁ ରୋଗରେ ଆକ୍ରାନ୍ତ। ବର୍ତ୍ତମାନ ତାଙ୍କର ଅଧିକ ଚିକିତ୍ସାର ଆବଶ୍ୟକ ରହିଛି। ହେଲେ ଅର୍ଥାଭାବରୁ ତାହା ସମ୍ଭବ ହେଉ ନ ଥିବା ପରିବାର ଲୋକେ କହିଛନ୍ତି।…

ପିଇଓଙ୍କ ଘରେ ଭିଜିଲାନ୍ସ ବିଭାଗର ଚଢ଼ାଉ

ସୋନପୁର, ୨୪।୧୨(ନି.ପ୍ର.)-ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ଦୁର୍ଯ୍ୟୋଧନ ମେହେରଙ୍କ ସୋନପୁର ସହର ମାନିକେଶ୍ୱର ସ୍ଥିତି ବାସଭବନରେ ଚଢ଼ାଉ ଚାଲିଛି । ସେହିପରି ଚେରୁପାଲି ସ୍ଥିତ ପଞ୍ଚାୟତ ଅଫିସରେ କାଗଜପତ୍ରର…

ରାମପୁର ପ୍ୟାକ୍ସରେ ଧାନ ବିକ୍ରୟରେ ଟୋକନ ଅବ୍ୟବସ୍ଥା: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଡୁଙ୍ଗୁରିପାଲି,୧୯।୧୨(ଡି.ଏନ.ଏ.)- ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଏସ.ରାମପୁର ସେବା ସମବାୟ ସମିତି କାର୍ଯ୍ୟାଳୟରେ ଧାନ ବିକ୍ରୟ ସମୟରେ ଟୋକନ ଅବ୍ୟବସ୍ଥା ନେଇ ଶୁକ୍ରବାର ରାମପୁର ତହସିଲଦାରଙ୍କ ଜରିଆରେ ଜିଲାପାଳଙ୍କୁ ରାମପୁର ପ୍ୟାକ୍ସର ଚାଷୀମାନେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ୭…

ଖଇରମାଳ ଫୁଟବଲ୍‌: ତୁରୁମ ସେମିରେ

ବିନିକା,୧୭ା୧୨(ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗ୍ରାପ ଖଇରମାଳ ଗ୍ରାମ ହରିଶଙ୍କର ଯୁବକ ସଂଘ ଆନୁକୂଲ୍ୟରେ ଚାଲିଥିବା ପଞ୍ଚାୟତସ୍ତରୀୟ ଫୁଟବଲ୍‌ କପ୍‌ର ଦ୍ୱିତୀୟ ଦିବସ ମ୍ୟାଚ୍‌ ବୁଧବାର ଅନୁଷ୍ଠିତ ହୋଇଯାଇଛି ା ବୁଧବାର ଦ୍ୱିତୀୟ ଦିବସ ମ୍ୟାଚ୍‌ରେ ସିଲାଟି ଓ ସାରସମାଳ…

ମା’ ବଇରାସରାଣୀ କ୍ରିକେଟ: ବେହେରାପାଲି ଚାମ୍ପିୟନ

ତରଭା,୧୭ା୧୨(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ତରଭା ନିକଟସ୍ଥ ବଇରାସର ପୂର୍ତ୍ତ ଡାକବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଥିବା ମା ବଇରାସରାଣୀ କ୍ରିକେଟ ଟୁର୍ନାମେଣ୍ଟ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଗତ ୧୪ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ଟୁର୍ନାମେଣ୍ଟରେ ୧୬ଟି ଦଳ ଅଂଶଗ୍ରହଣ କରିଥିଲେ…

୧୭ ହଜାର ଲାଞ୍ଚ ନେଇ ଏସଏଆର୍‌ସିଏସ୍‌ ଗିରଫ

ସୋନପୁର,୧୫।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଏସ୍‌ଏଆର୍‌ସିଏସ୍‌ (ଉପ ସହକାରୀ ନିବନ୍ଧକ ସମବାୟ ସମିତି ସମୂହ) ସୋନପୁର ମଣ୍ଡଳ ଆଶିଷ କୁମାର ରାଉତ ଭିଜିଲାନ୍ସ ଦ୍ୱାରା ମଙ୍ଗଳବାର ଗିରଫ ହୋଇଛନ୍ତି। ତାଙ୍କୁ ବଲାଙ୍ଗୀର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ରାଉତଙ୍କୁ…

ଜୀବିକା ସଙ୍କଟରେ ମତ୍ସ୍ୟଜୀବୀ

ସୋନପୁର,୧୦।୧୨(ନି.ପ୍ର.): ଜୀବନ ସଂଗ୍ରାମରେ ଅନେକ ସମ୍ପ୍ରଦାୟ ଏବେ ବି ନିଜର କୌଳିକ ବୃତ୍ତି ଛାଡି ନାହାନ୍ତି । ତେବେ ବର୍ତ୍ତମାନ ପରିସ୍ଥିତିରେ ଆବଶ୍ୟକ ହେଉଥିବା ଆନୁସଙ୍ଗିକ ଜିନିଷର ଅଭାବ ଏ ଦିଗରେ ଅନ୍ତରାୟ ସାଜିଛି । ମହାନଦୀ ଓ ତେଲନଦୀର କୂଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?