ସୁବର୍ଣ୍ଣପୁର

ଭଙ୍ଗା ଘରେ ଚାଲିଛି ଆୟୁର୍ବେଦ ଚିକିତ୍ସାଳୟ

ଅମରପାଲି,୨୭।୧୧(ଡି.ଏନ.ଏ): ସରକାର ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ନେଉଛନ୍ତି ଅନେକ ପଦକ୍ଷେପ। ଚିକିତ୍ସାଳୟ ସ୍ଥାପନ, ମାଗଣା ଔଷଧ ବଣ୍ଟନ ସହ ଆମ୍ବୁଲାନ୍ସର ବ୍ୟବସ୍ଥା ମଧ୍ୟ କରିଛନ୍ତି। ମାତ୍ର ତୃଣମୂଳ ସ୍ତରରେ ଏହାର ବ୍ୟତିକ୍ରମ ହେଉଥିବା ଦେଖିବାକୁ ମିଳୁଛି। ଏହାର ଏକ…

ପୂର୍ବ ଶତ୍ରୁତାରୁ ବିଭତ୍ସ ହତ୍ୟାକାଣ୍ଡ: ଅଙ୍ଗନଓ୍ବାଡି କେନ୍ଦ୍ର ପଛପଟେ ପଡ଼ିଛି ରକ୍ତ ଭିଜା ମୃତଦେହ

ସୋନପୁର/ତରଭା,୨୧।୧୧(ନି.ପ୍ର./ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ତରଭା ଥାନା ଅନ୍ତର୍ଗତ ଦଇତପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । କଟାପାଲି ପଞ୍ଚାୟତ ଅରଖାପଦର ଗାଁର ପିତାମ୍ବର ମହାକୁର(୪୫)ଙ୍କୁ ଦଇତପୁର ଅଙ୍ଗନଓ୍ବାଡି କେନ୍ଦ୍ର ପଛପଟେ ହତ୍ୟା କରାଯାଇଥିବା ପରିବାର ଲୋକେ…

ଲାଞ୍ଚ ନେଇ ତହସିଲଦାର ଗିରଫ

ସୋନପୁର/ତରଭା, ୧୭।୧୧(ନି.ପ୍ର./ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ତରଭା ତହସିଲଦାର ତଥା ଭାରପ୍ରାପ୍ତ ସବ୍‌ରେଜିଷ୍ଟ୍ରାର ସୁବ୍ରତ କୁମାର ବେହେରା ଭିଜିଲାନ୍ସ ଦ୍ୱାରା ସୋମବାର ଗିରଫ ହୋଇଛନ୍ତି। ମଙ୍ଗଳବାର ତାଙ୍କୁ ବଲାଙ୍ଗୀର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ବେହେରା ତରଭା ଥାନା ଘାଟକଇଁତରା ଅଞ୍ଚଳର କାହ୍ନୁଚରଣ…

ଚୋରକୁ ଧରି ଲୋକେ ପୋଲିସ ଜିମା ଦେଲେ

ସୋନପୁର/ଅମରପାଲି,୧୭।୧୧(ନି.ପ୍ର./ଡି.ଏନ୍‌.ଏ) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ହିକୁଡି ଫାଣ୍ଡି ସମ୍ମୁଖରୁ ରବିବାର ବିଳମ୍ବିତ ରାତିରେ ସିରିଜ୍‌ ଚୋରି ହୋଇଛି। ଚୋର ଏକକାଳୀନ ୫ଟି ଦୋକାନର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରିଛି। ସ୍ଥାନୀୟ ଲୋକେ ଚୋରି ଅଭିଯୋଗରେ ବୌଦ୍ଧ…

ଭିଜିଲାନ୍ସ ଜାଲରେ ତହସିଲଦାର

ସୋନପୁର/ତରଭା,୧୬।୧୧(ନି.ପ୍ର./ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ତରଭା ତହସିଲଦାର ତଥା ଭାରପ୍ରାପ୍ତ ସବ୍‌ରେଜିଷ୍ଟ୍ରାର ସୁବ୍ରତ କୁମାର ବେହେରା ଭିଜିଲାନ୍ସ ଦ୍ୱାରା ସୋମବାର ଗିରଫ ହୋଇଛନ୍ତି। ମଙ୍ଗଳବାର ତାଙ୍କୁ ବଲାଙ୍ଗୀର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ବେହେରା ତରଭା ଥାନା ଘାଟକଇଁତରା ଅଞ୍ଚଳର କାହ୍ନୁଚରଣ ଦାଶଙ୍କ ଜମି…

ପ୍ରଶାସନ କଲାନି, ରାସ୍ତା ମରାମତି କଲା ସାମାଜିକ ସଂଗଠନ

ଅମରପାଲି, ୩।୧୧(ଡି.ଏନ.ଏ.) ଶୁଣିଲାନି ପ୍ରଶାସନ। ଶେଷରେ ବାଧ୍ୟ ହୋଇ ନିଜ ଅଞ୍ଚଳର ରାସ୍ତାକୁ ମରାମତି କରି ଉଦାହରଣ ସୃଷ୍ଟି କଲେ ସାମାଜିକ ସଂଗଠନ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଅଞ୍ଚଳରେ। ଖଣ୍ଡହତାସ୍ଥିତ ସାମାଜିକ…

ହାତୀ ଘଉଡାଅ, କ୍ଷତିପୂରଣ ଦିଅ

ଅମରପାଲି, ୨୧ା୧୦(ଡି.ଏନ୍‌.ଏ) – ସୋନପୁର ବନଖଣ୍ଡ ଅନ୍ତର୍ଗତ ଉଲୁଣ୍ଡା ରେଞ୍ଜ କୋଟସମଲାଇ ଅଞ୍ଚଳରେ ହାତୀପଲ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ସୋମବାର ରାତିରେ ପ୍ରାୟ ୫୦ରୁ ୬୦ ସଦସ୍ୟ ଥିବା ଏକ ହାତୀପଲ ଆସି ସାରସଦାଦର ଗ୍ରାମର ଧାନଚାଷ ଦଳିଚକଟି ନଷ୍ଟ…

ବଜ୍ରକାପ୍ତା ର଼୍ୟାକେଟ ଧରାପଡ଼ିଲା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ)/: ସୋନପୁର (ନି.ପ୍ର)ରାଜ୍ୟରେ ଏବେ ବନ୍ୟଜନ୍ତୁ ଶିକାର ଅବାଧରେ ଚାଲିଛି। କରୋନା ମହାମାରୀଠାରୁ ଶିକାରି ଓ ଚାଲାଣକାରୀ ବେଶ୍‌ ସକ୍ରିୟ ହୋଇପଡିଛନ୍ତି। ବନ ବିଭାଗ ଓ ପୋଲିସର ଅପାରଗତା ପାଇଁ ମାଫିଆମାନେ ସେମାନଙ୍କ ର଼୍ୟାକେଟକୁ ଆହୁରି ବ୍ୟାପକ କରିଛନ୍ତି। ବନ୍ୟଜନ୍ତୁ ଶିକାର…

୩ ଶହ ହେକ୍ଟର ଜମିର ଧାନ ଫସଲ ନଷ୍ଟ

ବିନିକା, ୩୧ା୮(ଡି.ଏନ୍‌.ଏ.) ଜୀରାନଦୀରେ ବନ୍ୟା ଆସି ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡିର ସାରଙ୍ଗପାଲି ଓ ହୁତୁମା ଗ୍ରାମରେ ବ୍ୟାପକ କ୍ଷତି କରିଛି। ଉଭୟ ଗ୍ରାମରେ ପ୍ରାୟ ୩ ଶହ ହେକ୍ଟର ଜମିର ଧାନ ଫସଲ ପାଣିରେ ବୁଡି ନଷ୍ଟ ହୋଇଛି।…

ବିନିକା-ସୋନପୁର ମୁଖ୍ୟରାସ୍ତାରେ ୫ଫୁଟ୍‌ର ପାଣି, ଅଟକି ରହିଛି ଯାନବାହାନ

ବିନିକା, ୩୧ା୮(ଡି.ଏନ୍‌.ଏ.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଓ ଏନଏସି ଅଞ୍ଚଳର ବ୍ୟାପକ ଅଞ୍ଚଳକୁ ଜଳମଗ୍ନ କରିଛି ମହାନଦୀର ବନ୍ୟାଜଳ। ଏନ୍‌ଏସି ଅଧୀନ ଗୁଲାପଡାର ଟିକ୍ରପଡା ଓ କୋହ୍ଲପଡା, ବେତ୍ରପଡାର ଲୋକେ ଶନିବାରଠାରୁ ଜଳଘେରରେ ରହିଛନ୍ତି। ସେହିଭଳି ବ୍ଲକ ଅନ୍ତର୍ଗତ ସିନ୍ଦୁରପୁର…

ହାତୀପଲଙ୍କ ଦ୍ୱାରା ଧାନ ଫସଲ ନଷ୍ଟ

ଅମରପାଲି,୨୮।୮(ଡି.ଏନ.ଏ)-ସୁବର୍ଣ୍ଣପୁର ବନଖଣ୍ଡ ବୀରମହାରାଜପୁର ରେଞ୍ଜ ଅନ୍ତର୍ଗତ ହାତିଲିମୁଣ୍ଡା ବିଟର ଗୌଡଗାଡ ଗ୍ରାମରେ ହାତୀପଲ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି । ବୁଧବାର ରାତିରେ ହାତୀପଲ ଆସି ଗ୍ରାମର ମାଗୁଣି ଦୀପ ଓ ରାତ୍ର ଦୀପଙ୍କର ପ୍ରାୟ ୩ ଏକର…

ଲଗାଣ ବର୍ଷା : ଫୁଲୁଛି ମହାନଦୀ, ତେଲନଦୀ

ସୋନପୁର,୨୮।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଜିଲାରେ ପ୍ରବାହିତ ମହାନଦୀ, ତେଲନଦୀ, ଅଙ୍ଗନଦୀ, ସୁକତେଲ, ନିବୃତ୍ତି ଯୋର ଓ ଅନ୍ୟ ଛୋଟ ବଡ ଯୋର ସବୁ ଫୁଲିବାରେ ଲାଗିଛି । ହୀରାକୁଦର ୧୬ଟି ଗେଟ୍‌ ଖୋଲିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?