ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଅଙ୍ଗନଓ୍ବାଡି କର୍ମୀ ଗିରଫ
ସୋନପୁର/ତରଭା,୧୯।୨(ନି.ପ୍ର./ଡି.ଏନ.ଏ) – ସୁବର୍ଣ୍ଣପୁର ଜିଲାପାଳ ମୋନିଷା ବାନାର୍ଜୀ ମଙ୍ଗଳବାର ତରଭା ବ୍ଲକର ୪ ପଞ୍ଚାୟତ ଗସ୍ତ କରିଥିଲେ। ମଧ୍ୟାହ୍ନ ସାଢେ ୧୨ଟାରେ ହଠାତ୍ ଜରାଜରିଙ୍ଗ ପଞ୍ଚାୟତର ତିଲେସରା ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଥିଲେ। କେନ୍ଦ୍ରର ଶିଶୁମାନେ ଏହି ସମୟରେ ଏସଏନପି ଯୋଜନାରେ…
ଆଦିବାସୀ ଚିତ୍ରକଳାର ସ୍ବାତନ୍ତ୍ର୍ୟ ରହିଛି
ସୋନପୁର,୧୯।୨(ନି.ପ୍ର.) – ସୁବର୍ଣ୍ଣପୁରରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିବା ଆଦିବାସୀ ଚିତ୍ରଶିଳ୍ପୀ ଶିବିର ଓ କଳାକୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଉଦ୍ଯାପିତ ହୋଇଯାଇଛି। ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ସ୍ଥାନୀୟ ଟାଉନ ହଲରେ ତିନିଦିନ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।…
୧୧୬୫ ମୂଲ୍ୟବାନ ଗଛକଟାରେ ସୀମିତ ରାସ୍ତା ନିର୍ମାଣ
ସୋନପୁର,୧୩।୨(ନି.ପ୍ର.) – ରାଜନୈତିକ ଓ ପ୍ରଶାସନିକ ଇଛାଶକ୍ତିର ଅଭାବ ଯୋଗୁଁ ସୁବର୍ଣ୍ଣପୁର ଜିଲାର ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରୁନି। ନିର୍ଦ୍ଧାରିତ ସମୟରେ କୌଣସି ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହେଉନି। ବର୍ଷ ବର୍ଷ ଧରି ପ୍ରକଳ୍ପଗୁଡିକ ଅଧାପନ୍ତରିଆ ଅବସ୍ଥାରେ ପଡି ରହୁଛି। କେଉଁଠି…
ମଣ୍ଡିରୁ ଉଠୁନି ଧାନ
ସୁବର୍ଣ୍ଣପୁର ଜିଲାରେ ଚାଷୀ ସବୁବେଳେ ଅଭାବୀ ବିକ୍ରି ଓ ଦଲାଲଙ୍କ ଦ୍ୱାରା ଶୋଷିତ ହୋଇଆସୁଛି। ଧାନ ହେଉ ଅବା ପରିବା କିମ୍ବା ଧଳା ସୁନା କୁହାଯାଉଥିବା କପାଚାଷ କରି କ୍ଷତି ସହୁଛି। ଚଳିତବର୍ଷ ଭଲ ବର୍ଷା ଓ ଅନୁକୂଳ ପାଗ ଯୋଗୁ…
ପିଇଲା ପାଏନ୍ ଲାଗି ଜହଗଁଜ୍ ଛାତ୍ରୀଛାତ୍ର
ବିନିକା,୧୩।୨(ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ପଁଚେତ୍ ପିତାଇପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଲୟରେ ପିଇଲା ପାଏନ୍ ସମସିଆ ଲାଗିରହିଛେ। ଇ ଘଟନାକେ ନେଇ ଅଭିଭାବ ଆର ସ୍କୁଲ କତୁରପକ୍ଷ ବିଭାଗୀୟ ଅଧ୍କାରୀମାନକୁ ଜନେଇଥିଲେ ବି ଆଏଜ୍ତକ ସମସିଆର ସମାଧାନ…
ଟୋକନ୍ ସମସ୍ୟା, ଚାଷୀ ହନ୍ତସନ୍ତ
ସୋନପୁର,୧୨।୨(ନି.ପ୍ର.) – ଅନଲାଇନ ଟୋକନ ବ୍ୟବସ୍ଥାରେ ସମସ୍ୟା ଯୋଗୁଁ ଚଳିତ ବର୍ଷ ସୁବର୍ଣ୍ଣପୁର ଜିଲାରେ ଧାନ ସଂଗ୍ରହ କ୍ଷେତ୍ରରେ ଚରମ ବିଶୃଙ୍ଖଳା ସୃଷ୍ଟି ହୋଇଛି। ନଭେମ୍ବର ୧୫ ତାରିଖରୁ ଖରିଫ ଧାନ କିଣା ଆରମ୍ଭ ହୋଇଥିଲେ ମଧ୍ୟ ହଜାର ହଜାର ଚାଷୀ…
ଅଜନା ରୋଗ୍ରେ ପୀଡ଼ିତ ଅଯୋଧ୍ୟା: ସରକାରୀ ଚିକିଛା ସାହାଯ୍ ଆଶ୍ରେ ପରିବାର
ବିନିକା,୧୧।୨ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ପଁଚେତ୍ ଖଇରମାଲ ଗଁା ଟିକ୍ରାପଡ଼ାର ମାଞ୍ଜୋ ସୁନାକଁର ମାଏକିନା ଅଯୋଧ୍ୟା ସୁନା(୪୮)। ସେ ଅନେକ ବଛର ହେଲା କେହେନ୍ସି ଗୁଟେ ଅଜନା ରୋଗ୍ରେ ପୀଡ଼ିତ ଅଛନ୍। ପରିବାର ଲୋକ୍ ଆସରପାସର…
ମାନବବାଦ କ୍ଷେତ୍ରରେ ଭୀମଭୋଇ ଉଜ୍ଜ୍ୱଳ ଜ୍ୟୋତିଷ୍କ
ସୋନପୁର, ୯।୨(ନି.ପ୍ର.) ସନ୍ଥ କବି ଭୀମଭୋଇ ଧର୍ମ, ସଂସ୍କୃତି, ସାହିତ୍ୟ ଓ ମାନବବାଦ କ୍ଷେତ୍ରରେ ଏକ ମହାନ ଏବଂ ଉଜ୍ଜ୍ୱଳମୟ ଜ୍ୟୋତିଷ୍କ। ତାଙ୍କ ଦର୍ଶନ ଏବଂ ଜ୍ଞାନାଲୋକ ସମସ୍ତ ମାନବଜାତିକୁ ପଥ ପ୍ରଦର୍ଶନ କରୁଛି। ସମାଜ ଓ ସାମାଜିକ ବ୍ୟବସ୍ଥାକୁ ତ୍ରୁଟିମୁକ୍ତ…
ବିଦ୍ୟୁତ୍ ତାର ବିଛାଇ ଦନ୍ତା ଶିକାର : ୨ ଗିରଫ, ହାତୀଦାନ୍ତ ଉଦ୍ଧାର
ସୋନପୁର, ୯।୨(ନି.ପ୍ର.) ସୁବର୍ଣ୍ଣପୁର ବନ ବିଭାଗକୁ ଶନିବାର ବଡ ସଫଳତା ମିଳିଛି। ଉଲୁଣ୍ଡା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ସାରସଦାଦର ଜଙ୍ଗଲରେ ଶିକାର ହୋଇଥିବା ହାତୀର ୨ ଦାନ୍ତକୁ ବନ ବିଭାଗ ଉଦ୍ଧାର କରିଛି। ଏହି ଘଟଣାର ମଧ୍ୟସ୍ଥି ଉଲୁଣ୍ଡା ଥାନା ମେଘନାଦ…
ସରକାରୀ ସୁବିଧାରୁ ବଁଚିତ୍ ସଂଯୁକ୍ତା
ବିନିକା, ୭।୨ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡ଼ି ଗଁାର ଗୋବିନ୍ଦ ଚାଉଁରକଁର ଝି’ ସଂଯୁକ୍ତା ଜାଲ(୪୦)। ଆଏଜ୍କେ ୨୨ ବଛର ତଲେ ସେ ଡୁଙ୍ଗୁରିପାଲି ବ୍ଲକ ରାମପୁରରେ ବିହା ହେଇଥିଲେ। ବଛର କେତେଟା ଉତାରୁ ପୁଓ ସିକନ୍ଦର ଜନମ୍…
ସାମାଜିକ ବାସଁଦ୍ ଲାଗି ଅଟ୍କିଛେ ବାପର ଶୁଧିକାଯ୍
ବିନିକା, ୫।୨ (ଡି.ଏନ୍.ଏ)- ଆଏଜ୍କାର ବୈଜ୍ଞାନିକ୍ ଯୁଗ୍ରେ ମୁନୁଷ୍ ପୃଥିବୀରୁ ଯାଇ ଚନ୍ଦ୍ରରେ ପାଦ୍ ଥାପି ସାଏଲାନ। ହେଲେ ବି ଆମର ସମାଜରେ ଅନେକ୍ ଲୋକ୍ ଫୁକାଝରା, ଗୁନିଗାରେଡ଼ି, ସାମାଜିକ ବାସଁଦ୍ ଲେଖେଁ କୁସଂସ୍କାରରେ ବୁଡ଼ି ରହିଛନ୍। ଏନ୍ତା ଗୁଟେ ତାଜା…
କଳା, ସଂସ୍କୃତି ସଭ୍ୟତାର ପରିଚୟ ଦେଇଥାଏ
ବିନିକା,୪ା୨(ଡି.ଏନ୍.ଏ) ସୁବଣ୍ଣର୍ର୍ପୁର ଜିଲା ବିନିକା ପାପକ୍ଷୟ ଲୋକ ମହୋତ୍ସବର ସୋମବାର ଥିଲା ତୃତୀୟ ସନ୍ଧ୍ୟା ା ଉତ୍ସବରେ ରାଜ୍ୟ ପରିବହନ ଓ ଯୋଜନା ସମନ୍ବୟ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥିଭାବେ ଯୋଗଦେଇ ଦେଇ କଳା ଏବଂ ସଂସ୍କୃତି ସଭ୍ୟତାର ପରିଚୟ…
Archives


