ନିଟ୍ ପ୍ରବେଶିକା ପରୀକ୍ଷାରେ ସ୍ବରୂପା ପ୍ରିୟଦର୍ଶିନୀଙ୍କ ବଡ଼ ସଫଳତା: ୧୫ରୁ ୧୬ ଘଣ୍ଟା ପଢି…
ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନିକଟସ୍ଥ ନୂଆଁପଡ଼ା ଗ୍ରାମର ସ୍ବରୂପା ପ୍ରିୟଦର୍ଶିନୀ ମିଶ୍ର ଚଳିତ ବର୍ଷର ନିଟ୍ ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗର୍ବର ବିଷୟ ପାଲଟିଛନ୍ତି।…
ବିନା କୋଚିଂରେ ପ୍ରଥମ ପ୍ରୟାସରେ ନିଟ୍ରେ କମାଲ କଲେ ଅନୁତ୍ତମ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା ସୁଅ
ସୋନପୁର ୧୮।୭ (ମୃତ୍ୟୁଞ୍ଜୟ ଶତପଥୀ): ଜାତୀୟସ୍ତରର ପ୍ରତିଷ୍ଠିତ ନିଟ୍ ପ୍ରବେଶିକା ପରୀକ୍ଷାରେ ସୋନପୁର ଗଡ଼ଭିତର ଅଞ୍ଚଳର ଛାତ୍ର ଅନୁତ୍ତମ ପାଣିଗ୍ରାହୀ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସମୁଦାୟ ୭୨୦ ନମ୍ବରରୁ ୬୦୧ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ୯,୬୬୬ ରାଙ୍କ ହାସଲ…
ପ୍ରବଳ ବର୍ଷା, ଏହି ଜିଲାରେ ଆଜି ସ୍କୁଲ୍-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ
ସୋନପୁର,୧୭।୭; ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ପାଣିପାଗ ବିଭାଗ ସତର୍କ କରାଇଛି ଯେ ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ…
ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବି: ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ବିରାଟ ରାଲି
ଅମରପାଲି, ୧୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନୂଆପଡା ମୌଜାରେ ନିକଟରେ ଖୋଲାଯାଇଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବିରେ ବୁଧବାର ସ୍ଥାନୀୟ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ବୀରମହାରାଜପୁର ଉପଜିଲାପାଳଙ୍କ ନିକଟରେ…
ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା
ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର ଜଣେ ଯୁବକଙ୍କୁ ହତ୍ୟା କରି ଦୁର୍ବୃତ୍ତମାନେ ଫିଙ୍ଗି ଦେଇଛନ୍ତି। ମୃତ ଯୁବକ ହେଲେ…
ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ
ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ମୃତଦେହଟି ଏକ ବୁଦା ଭିତରେ ପଡ଼ିଥିବା ଅବସ୍ଥାରେ ଥିଲା। ପ୍ରାଥମିକ…
ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ
ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି। ବ୍ଲକର ବହଳପଦର ପଞ୍ଚାୟତ ସମେତ ଅନ୍ୟ କେତେଗୋଟି ପଞ୍ଚାୟତରେ ନୂତନ ରାଶନ କାର୍ଡ…
ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ, ମାଛ ଚାଷ ସବସିଡି ପାଇଁ SHGରୁ ନେଉଥିଲେ ଲାଞ୍ଚ
ସୋନପୁର,୫ା୭: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ନିମ୍ନା ପଞ୍ଚାୟତର ମହିଳା ସରପଞ୍ଚ । ମାଛ ଚାଷ ସବସିଡି ପାଇଁ SHG ଠାରୁ ୨୦ ହଜାର ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ । ମହିଳା ସରପଞ୍ଚ ଜଣକ ସୂର୍ଯ୍ୟକାନ୍ତି…
ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି
ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ କେନ୍ଦୁପାଲି ଗ୍ରାମରେ ଅନେକ ଘରେ…
ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ
ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ନିଷ୍ଠାର ସହ କାର୍ଯ୍ୟ କରି ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି।…
ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…
ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର କାରଣ ପାଲଟିଛି। ରାସ୍ତାର ଉଭୟ ପାର୍ଶ୍ୱରେ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ବର୍ଷାପାଣି…
ବର୍ଷା-ପବନ ହେଲେ ୫–୬ ଘଣ୍ଟା ବିଦ୍ୟୁତ ବିଭ୍ରାଟ: ହନ୍ତସନ୍ତ ୧୦ ହଜାରରୁ ଅଧିକ ଉପଭୋକ୍ତା
ଅମରପାଲି, ୨୮/୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ସୁବଳୟା ବିଦ୍ୟୁତ ସେକ୍ସନ ଅଧୀନରେ ଥିବା ମୁର୍ଷୁଣ୍ଢୀ ଓ ସୁବଳୟା ଗ୍ରିଡ୍ର ଦୀର୍ଘ ଫିଡର୍ ଯୋଗୁଁ ଅଞ୍ଚଳବାସୀ ବାରମ୍ବାର ବିଦ୍ୟୁତ ବିଭ୍ରାଟର ସମ୍ମୁଖୀନ ହେଉଛନ୍ତି। ସାମାନ୍ୟ ବର୍ଷା କିମ୍ବା ପବନ…

