ସୁବର୍ଣ୍ଣପୁର

ପ୍ରବଳ ଶୀତ, ୧୦ ଡିଗ୍ରୀ ତଳେ ୧୬ ସହରର ତାପମାତ୍ରା

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଏବେ ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା। ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ କେଉଁଠାରେ ବି ଶୀତରୁ ଲୋକଙ୍କୁ ନିସ୍ତାର ମିଳୁନାହିଁ। ଅନ୍ୟପକ୍ଷରେ ସୋମବାର ରାଜ୍ୟର ୧୬ଟି...

ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପ : କ୍ଷତିଗ୍ରସ୍ତ ପ୍ରଜା ସଂଗ୍ରାମ ସମିତିର ବିକ୍ଷୋଭ

ବୌଦ୍ଧ,୨୮।୧୨(ସ୍ବ.ପ୍ର) ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପ ପାଇଁ ବୌଦ୍ଧ ଜିଲାରେ ୧୦୭ କିଲୋମିଟର ରେଳପଥ ନିର୍ମାଣ ହେବାକୁ ଥିବାବେଳେ ଏହାର ଜମି ଅଧିଗ୍ରହଣ ପ୍ରକିୟା ଆଗେଇ ପାରୁନାହିଁ। ଖୋର୍ଦ୍ଧା ପଟୁ ମହିପୁର ଓ ବଲାଙ୍ଗୀର ପଟୁ ତରଭା ପର୍ଯ୍ୟନ୍ତ ରେଳପଥ...

ମଣ୍ଡିରୁ ଉଠୁନି ଧାନ, ମିଲର୍ସଙ୍କୁ ଅନୁକମ୍ପା

ବରଗଡ଼ ଅଫିସ୍‌,୨୮।୧୨ ବରଗଡ଼ ଜିଲାରେ ଧାନ କିଣାବିକା ଅନିୟମିତତା ସାଧାରଣରେ ପରିଣତ ହୋଇଛି। ଧାନର ଅଭାବୀ ବିକ୍ରି, ମଲର୍ସଙ୍କ ମର୍ଜିରେ ଧାନକିଣା, ମଣ୍ଡିରେ କଟନୀଛଟନୀ ଭଳି ଅଭିଯୋଗ ନିତିଦିନିଆ ଘଟଣା ହୋଇପଡ଼ିଛି। ହେଲେ ସେଭଳି ଅଭିଯୋଗ ଉପରେ ଆଶାନୁରୂପ କାର୍ଯ୍ୟାନୁଷ୍ଠାନ...

ସେଲ୍‌ଫି ହେଲା କାଳ: ମହାନଦୀ ବ୍ରିଜ୍‌ରୁ ଖସିପଡ଼ିଲେ ଯୁବକ

ସୋନପୁର,୨୭।୧୨(ନି.ପ୍ର.): ମୋବାଇଲରେ ସେଲ୍‌ଫି ନେବା ଯୁବକଙ୍କୁ ମହଙ୍ଗା ସାବ୍ୟସ୍ତ ହୋଇଛି। ଗୁରୁବାର ସକାଳେ ସୋନପୁର ସହର ପଟାଭାଡି ଅଞ୍ଚଳର ଜିତୁ ନାଏକ(୨୪) ମହାନଦୀ ବ୍ରିଜ୍‌ ଉପରେ ଛିଡା ହୋଇ ସେଲ୍‌ଫି ନେଉଥିଲେ। ତେବେ ଅସାବଧାନତାରୁ ସେ ବ୍ରିଜ୍‌ ତଳକୁ ଖସି...

ପାପୀ ଗାଁବାସୀକର ଅଭିଯୋଗ: ମାସ୍‌କେ ଦୁଇଦିନ୍‌ ଖୁଲୁଛେ ଉପ ସ୍ବାସ୍ଥ୍ୟକେନ୍ଦ୍ର

ବିନିକା, ୨୬।୧୨ (ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ପଁଚେତ୍‌ ଅଧୀନ ପାପୀ ଉପ ସ୍ବାସ୍ଥ୍ୟକେନ୍ଦ୍ର ତଥା ଏଏନ୍‌ଏମ୍‌ ସେଣ୍ଟର ତିଆର ହେଲାଦିନୁ ଅବେବସ୍‌ତା ଘେରରେ ରହିଛେ। ଦେଖ୍‌ଭାଲ ଅଭାବୁ କେନ୍ଦ୍ରଟା ଲଟାବୁଟା ଢାପି ହେଇ ଭୁତକୁଠି ପାଲଟିଗଲାନ। କେନ୍ଦ୍ରରେ...

ପକ୍ଷୀ, ବାସସ୍ଥଳୀର ସୁରକ୍ଷା ଚିନ୍ତା : ଏକାଠି ହେଲେ ପରିବେଶବିତ୍‌

ସୋନପୁର,୨୭।୧୨(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଛୋଟ ବଡ ନଦୀ, ନାଳ ଓ ବହୁ ସଂଖ୍ୟକ ବନ୍ଧ ରହିଛି। ଜଙ୍ଗଲ ସମ୍ପଦ ଓ ଉତ୍ତମ ଜଳବାୟୁ ଅଛି। ସ୍ଥାନୀୟ ଅଞ୍ଚଳରେ ଦେଖା ଯାଉଥିବା ପକ୍ଷୀଙ୍କ ସମେତ ଦେଶ ଓ ବିଦେଶର ବିରଳ ପକ୍ଷୀଙ୍କ ସମାଗମ...

ମହାନଦୀ ଶଯ୍ୟାରେ ବିଦେଶାଗତ ପକ୍ଷୀଙ୍କ ଭିଡ଼: ଠାବହେଲା ବିରଳ ପକ୍ଷୀ କମନ୍‌ ମରଗାନସର

ସୋନପୁର,୨୬ା୧୨(ନି.ପ୍ର.): ବର୍ତ୍ତମାନ ଶୀତଦିନରେ ଦେଶ ତଥା ଦେଶ ବାହାରର ପକ୍ଷୀଙ୍କ ପାଇଁ ଚିରସ୍ରୋତା ମହାନଦୀ ପାଲଟିଛି ଜଳନିବାସ। ପ୍ରଚଣ୍ଡ ଶୀତରେ ସେଠାକାର ପରିବେଶରେ ବରଫ ପଡୁଥିବାରୁ ବିଦେଶରୁ ପକ୍ଷୀମାନେ ଏଠାକୁ ଚାଲି ଆସୁଛନ୍ତି ସ୍ବଚ୍ଛନ୍ଦରେ ରହିବାକୁ। ଦେଶ ତଥା ବିଦେଶର...

ବାରବୁଲା ଜୀବନ୍‌ ବିତଉଛନ୍‌ ବୁରୁଧ୍‌ ଦମ୍ପତି

ବିନିକା, ୨୬।୧୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ଏନ୍‌ଏସି ଅଧୀନ ଡଭଲା ଓ୍ବାର୍ଡ ନଂ.୧ ରେ ବାପ୍‌ଅଜା ଅମଲୁ ରହିଆସୁଛନ୍‌ ଅସାହା ବୁରୁଧ୍‌ ଦମ୍ପତି ନାଥ ଭୁଏ(୭୭) ଆର ଇଚ୍ଛା ଭୁଏ(୭୨)। ଦମ୍ପତିକଁର ଛୁଆପିଲା, ଘରଦୁଆର ବଲି କିଛି ନାଇଁ।...

ବାପ୍‌ ଉପରେ ୭ ପରାନୀର ବୋଝ୍‌: ମା’ର ଚିକିଛା ସାହାଯ୍‌ ଆଶ୍‌ରେ ଝି’ପୁଓ

ବିନିକା,୨୨।୧୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଖଇରମାଲ ଗଁାର ମହାଦେବ ମନ୍ଦିର ଉପରପଡ଼ାର ସତ୍ୟନାରାୟଣ ବାରିକ(୫୨)କଁର ମାଏକିନା ବୃନ୍ଦାବତୀ(୪୫)। ତାକର ମୁଡେ ରକତ୍‌ ଜମା ହେବାର ଲାଗି ଶରୀରର ଡେବ୍‌ରିଫାଲ ଅଚଲ୍‌ ହେଇଯାଇଛେ। ଡାକ୍‌ତର ରୋଗ୍‌ ଭଲ କରବାକେ...

ଦୁରଦିନରେ ଗରିବ୍‌ ପରିବାର: ଭାଇ, ମାଏକିନାର ଚିକିଛା ଚିନ୍‌ତାରେ ବିକୀର୍ତ୍ତନ

ବିନିକା,୧୬।୧୨ (ଡି.ଏନ୍‌.ଏ.)- ସୁବର୍ଣପୁର ଜିଲା ବିନିକା ବ୍ଲକ ସେଲେଡ଼ି ପଁଚେତ୍‌ ତୁଲୁଣ୍ଡିପାଲି ଗଁାର ହରିଜନ ପଡ଼ାର ବିକୀର୍ତ୍ତନ ନାଗ(୩୧)। ପରିବାର କହେଲେ ବାପ୍‌ ରମେଶ ନାଗ, ମା’ ସୁବିଧା, ମାଏକିନା ଦେବାଳୀ, ଭାଇ ସଂକୀର୍ତ୍ତନ, ଝି’ ନିହାରିକା ଆର ପୁଓ...

ସୁବର୍ଣ୍ଣପୁର ଜିଲା ଚିଠି: ଧଳାସୁନା ମଣ୍ଡି

କୃଷିଭିତ୍ତିକ ସୁବର୍ଣ୍ଣପୁର ଜିଲାରେ ଚାଷୀ ସବୁବେଳେ ଅଭାବୀ ବିକ୍ରି ଓ ଦଲାଲଙ୍କ ଦ୍ୱାରା ଶୋଷିତ ହୋଇଆସୁଛି। ଧାନ ହେଉ ଅବା ପନିପରିବା କିମ୍ବା ଧଳାସୁନା କୁହାଯାଉଥିବା କପା ଫସଲ କରି ଚାଷୀ କ୍ଷତି ସହୁଛି। ଜିଲାରେ ଚଳିତ ବର୍ଷ ସାଢେ...

ଚନ୍ଦ୍ରିକାକଁର ଅଁଟାରେ ଆବୁ ଘଟନା: ସାହାଯ୍‌ର ହାତ୍‌ ବଢ଼ାଲା ସୁଆସ୍‌ତିଅ ବିଭାଗ

  ଅମରପାଲି, ୧୪।୧୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧୀନ ଉଫୁଲା ଗଁାର ରୋହନ ରାଜହଂସ ଆର ଦ୍ରୌପଦୀକଁର ଝି’ ଚନ୍ଦ୍ରିକା ରାଜହଂସ(୫)। ତାକର ଅଁଟାରେ ଗୁଟେ ଆବୁ ବଢ଼ତେଲ ଯାଉଛେ। ହେଲେ ଟଁକା ପଏସା ଅଭାବୁ ମା’ବାପ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri