ମଦଭାଟି ବନ୍ଦ ପାଇଁ ମହିଳାଙ୍କ ଦାବି
ସୋନପୁର, ୩।୧୨(ନି.ପ୍ର.) ସୁବର୍ଣ୍ଣପୁର ଜିଲା ତରଭା ବ୍ଲକର ମରାଡୁଗୋଛା ମଦଭାଟି ବନ୍ଦ ପାଇଁ ପଞ୍ଚାୟତର ଲୋକପ୍ରତିନିଧି ଓ ମହିଳାମାନେ ସୋମବାର ଜିଲାପାଳ ମୋନିଷା ବାନାର୍ଜୀଙ୍କ ନିକଟରେ ଦାବି କରିଛନ୍ତି। ଏହି ସରକାରୀ ଦେଶୀ ମଦ ଭାଟି ସ୍ଥାନୀୟ ଉଚ୍ଚ ବିଦ୍ୟାଳୟଠାରୁ...
ନିର୍ବାଚନରେ ବ୍ୟବହୃତ ଗାଡି ଭଡା ମିଳିନି: ଭିକ୍ଷାଥାଳ ଧରି ଧାରଣାରେ ବସିଲେ ଗାଡି ମାଲିକ
ସୋନପୁର, ୨।୧୨(ନି.ପ୍ର.): ଗତ ସାଧାରଣ ନିର୍ବାଚନରେ ବ୍ୟବହୃତ ହୋଇଥିବା ବେସରକାରୀ ଗାଡିର ଭଡା ମିଳୁନି। ଗାଡି ମାଲିକ ମାନେ ବାରମ୍ବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ହେଁ ସେମାନଙ୍କୁ ପ୍ରାୟ ୧୨ଲକ୍ଷ ଟଙ୍କାର ଭଡା ବାବଦ ପ୍ରାପ୍ୟ ମିଳି ନଥିବା...
ଚନ୍ଦ୍ରିକାକଁର ଅଁଟାରେ ବଢ଼ୁଛେ ଆବୁ
ଅମରପାଲି, ୨।୧୨(ଡି.ଏନ.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଉଫୁଲା ଗାଁର ରୋହନ ରାଜହଂସ ଆର ଦ୍ରୋପଦୀ ରାଜହଂସକଁର ୫ ବଛର୍ର ଝି’ ଚନ୍ଦ୍ରିକା। ତାକର ଅଁଟାରେ ଗୁଟେ ଆବୁ ବଢ଼ୁଛେ। ଦିନୁଦିନ୍କେ ଆବୁଟା ବଢ଼ତେଲ ଯିବାର ଲାଗି ସେ ଚାଲବୁଲ...
ବିଦ୍ୟୁତ୍ ତାର ବିଛାଇ ଦନ୍ତାହାତୀ ଶିକାର
ଅମରପାଲି, ୨୦-୧୧ (ଡି.ଏନ.ଏ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ରେଞ୍ଜ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତ ସାରସଦାଦର ସଂରକ୍ଷିତ ଜଙ୍ଗଲରେ ଏକ ଦନ୍ତାହାତୀ ଶିକାର କରାଯାଇଛି। ଶିକାର ପରେ ହାତୀର ଦାନ୍ତକୁ ଦୁର୍ବୃତ୍ତ ଲୁଟି ନେଇଛନ୍ତି। ଦନ୍ତାକୁ ପ୍ରାୟ ୭ଦିନ ପୂର୍ବରୁ ହତ୍ୟା କରାଯାଇଥିବା...
ରାସ୍ତା ପାଇଁ ସଙ୍କୁଚିତ ହେବନି ରୟାଲ ପଡିଆ
ସୋନପୁର,୨୦।୧୧(ନି.ପ୍ର.)-ରାସ୍ତା ପ୍ରଶସ୍ତିକରଣ ନାଁରେ ରୟାଲ ପଡିଆକୁ ସଙ୍କୁଚିତ ପାଇଁ ଷଡଯନ୍ତ୍ର ଚାଲିଥିଲା। ପଡିଆ ସମ୍ମୁଖ ପଟୁ ୧୦.୭ ମିଟର ଓସାରର ପ୍ରାୟ ୨ଏକର ଜମି ପ୍ରଶାସନ ନିଜ ଅକ୍ତିଆରକୁ ନେଉଥିଲା। କିଛି ମାସ ପରେ ଦର୍ଶକ ଗ୍ୟାଲେରି ପାଇଁ ଆଉ...
ସଡକ ସୁରକ୍ଷା ନିୟମ ମାନିଲେ ଦୁର୍ଘଟଣା ହ୍ରାସ ପାଇବ
ସୋନପୁର,୧୮।୧୦(ନି.ପ୍ର.) ସଡକ ଦୁର୍ଘଟଣାରେ ବହୁ ମୂଲ୍ୟବାନ ଜୀବନହାନି ହେଉଛି। ଏଭଳି ମୃତ୍ୟୁ ସଂଖ୍ୟା ଦେଶରେ ଦିନକୁ ଦିନ ବଢୁଛି । ପ୍ରାକୃତିକ ବିପର୍ଯ୍ୟୟ ଓ ଆତଙ୍କବାଦୀ ଆକ୍ରମଣରେ ଯେତେ ସଂଖ୍ୟକ ଲୋକଙ୍କ ମୃତ୍ୟୁ ହେଉଛି ସଡକ ଦୁର୍ଘଟଣାରେ ତାଠୁ ଢେର...
ନିୟମକୁ ଫୁ
ସରକାରୀ ହେଉ ବା ବେସରକାରୀ ସ୍କୁଲ, ଏହାର ପରିସରରେ କିମ୍ବା ନିକଟବର୍ତ୍ତୀ ଅଞ୍ଚଳରେ ଖୋଲି ପାରିବନି ବାହାର ଖାଦ୍ୟ ଓ ଜଙ୍କଫୁଡ୍ର ପସରା। ଛାତ୍ରୀଛାତ୍ରଙ୍କୁ ଜଙ୍କଫୁଡ୍ ଖାଇବାକୁ ଦିଆଯିବା ଦ୍ୱାରା ଭବିଷ୍ୟତରେ ସେମାନେ ମଧୁମେହ, ଉଚ୍ଚ ରକ୍ତଚାପ, ଡାଇସ୍ଲିପିଡେମିଆ ପରି...
ନଷ୍ଟ ହେଉଛି ହେଲିପ୍ୟାଡ୍, ଗଦା ହେଉଛି ଚିପ୍ସ, ବାଲି
ସୋନପୁର,୧୪।୧୧(ନି.ପ୍ର.) – ସୁବର୍ଣ୍ଣପୁର ସହରର ରାମେଶ୍ୱର ନିକଟରେ ନିର୍ମିତ ହୋଇଥିବା ୩ଟି ହେଲିପ୍ୟାଡ୍ ଏବେ ନଷ୍ଟ ହେବାକୁ ବସିଛି । ହେଲିପ୍ୟାଡ୍ରେ ଚିପ୍ସ ଓ ବାଲି ଗଛିତ କରି ରଖାଯାଉଛି । ଚିପ୍ସ ବୋଝେଇ ଟିପର ଯିବା ଆସିବା ଫଳରେ...
ଅଜଣା ଜନ୍ତୁ ଆକ୍ରମଣରେ ୨୫ମେଣ୍ଢା ମୃତ
ଅମରପାଲି, ୧୩।୧୧ (ଡି.ଏନ.ଏ.)-ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ କୁମୁରସିଂହା ଗ୍ରାମରେ ସୋମବାର ରାତିରେ ଅଜଣା ଜନ୍ତୁ ଆକ୍ରମଣରେ ୨୫ଟି ମେଣ୍ଢାଙ୍କର ମୃତ୍ୟୁ ହୋଇଛି। ଏଥିରେ ଅନ୍ୟ ୮ ମେଣ୍ଢା ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ସୂଚନାମତେ...
ରାଜ୍ୟସ୍ତରୀୟ ନୌଚାଳନା ପ୍ରତିଯୋଗିତା: ଅଭି-କିଶୋର ଯୋଡି ପ୍ରଥମ
ସୋନପୁର,୧୩।୧୧(ନି.ପ୍ର.)-କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ସୋନପୁର ସହର ନିକଟସ୍ଥ ମହାନଦୀର ଲଙ୍କେଶ୍ୱରୀ ଗଣ୍ଡ ନିକଟରେ ରାଜ୍ୟସ୍ତରୀୟ ନୌକାଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୪୮ଟି ଦଳ ଭାଗ ନେଇଥିଲେ। ଗୋଟିଏ ଡଙ୍ଗାରେ ଦୁଇଜଣ ଲେଖାଏ ପ୍ରତିଯୋଗୀ ରହିଥିଲେ। ଭାଗବତ ପାଠାଗାର...
ତ୍ରିବେଣୀ ସଙ୍ଗମ ଆରତୀରେ ସ୍ବଚ୍ଛତାର ବାର୍ତ୍ତା
ସୋନପୁର,୧୩।୧୧(ନି.ପ୍ର.)-ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସୁବର୍ଣ୍ଣପୁରର ପ୍ରାଚୀନ ଶୈବପୀଠ ରାମେଶ୍ୱର ତ୍ରିବେଣୀ ସଙ୍ଗମ ତଥା ସ୍ବର୍ଣ୍ଣ ପ୍ରୟାଗଠାରେ ୬ଷ୍ଠ ବର୍ଷ ତ୍ରିବେଣୀ ସଙ୍ଗମ ଆରତୀ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିପାଇଁ ମୁଖ୍ୟ ଆୟୋଜକ ଶ୍ୟାମା ଓଁ ପ୍ରସାଦ ମିଶ୍ରଙ୍କ ସଭାପତିତ୍ୱରେ...
ଉପନିର୍ଦ୍ଦେଶକ, ପ୍ରାଣୀଧନ ନିରୀକ୍ଷକ ପଦ ଖାଲି
ସୋନପୁର,୧୨।୧୧(ନି.ପ୍ର.) କୃଷି ପ୍ରଧାନ ସୁବର୍ଣ୍ଣପୁର ଜିଲାରେ ଅଧିବାସୀଙ୍କ ଦ୍ୱିତୀୟ ମୁଖ୍ୟ ଜୀବିକା ପ୍ରାଣୀ ସମ୍ପଦ ପାଳନ। ସଂଖ୍ୟାଧିକ ଲୋକ ଗାଇ, ବଳଦ, ମଇଁଷି, ମେଣ୍ଡା, ଛେଳି ଓ କୁକୁଡା ଆଦି ପାଳନ କରି ଏବଂ ସେଗୁଡିକୁ ଆବଶ୍ୟକ ସ୍ଥଳେ ବିକ୍ରି...
Archives


